୪ ମେଟ୍ରୋରେ ରାତ୍ରକାଳୀନ କର୍ଫ୍ୟୁ
ଅହମଦାବାଦ,୧୬।୩: ଗୁଜରାଟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅହମଦାବାଦ, ବଡୋଦରା, ସୁରଟ ଏବଂ ରାଜକୋଟ ଆଦି ୪ ମେଟ୍ରୋ ସହରରେ ରାତ୍ରକାଳୀନ କର୍ଫ୍ୟୁ ଜାରି କରାଯାଇଛି। ମାର୍ଚ୍ଚ ୧୭ରୁ ୩୧ ପର୍ଯ୍ୟନ୍ତ ଏହା…
ରେଲଓ୍ବେର ହେବନି ସମ୍ପୂର୍ଣ୍ଣ ଘରୋଇ କରଣ
ନୂଆଦିଲ୍ଲୀ,୧୬।୩: ରେଲଓ୍ବେର ସମ୍ପୂର୍ଣ୍ଣ ଘରୋଇ କରଣ ହେବ ନାହିଁ। ଏହାର କିଛି ଅଂଶ ଘରୋଇ କରଣ ହେବ ବୋଲି ମଙ୍ଗଳବାର ରେଳମନ୍ତ୍ରୀ ପୀୟୂଷ ଗୋଏଲ୍ ଲୋକ ସଭାରେ ସୂଚନା ଦେଇଛନ୍ତି। ରେଳ ମନ୍ତ୍ରଣାଳୟ ସରକାରୀ ସମ୍ପତ୍ତି ଏହା ସରକାରୀ ରହିବ। ଇତିମଧ୍ୟରେ…
କରୋନା ରିଟର୍ନସ୍: ରେଷ୍ଟୁରାଣ୍ଟ୍-ସିନେମା ହଲ ଉପରେ ବଢ଼ିଲା କଟକଣା
ମୁମ୍ବାଇ,୧୬।୩: ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବା ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ମହାରାଷ୍ଟ୍ରରେ ସ୍ଥିତ ବେକାବୁ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ସରକାରଙ୍କ ପକ୍ଷରୁ କେତେକ ସହରରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ସେହିପରି କିଛି…
ବିଚାରପତି-ଆଇନଜୀବୀ-ଶିକ୍ଷକ-ଗଣମାଧ୍ୟମ ପ୍ରତିନିଧିଙ୍କୁ ଦିଆଯିବ କରୋନା ଟିକା
ଲୁଧିଆନା,୧୬।୩: ପଞ୍ଜାବରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଲୁଧିଆନା ପ୍ରଶାସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହା ସହିତ ବ୍ୟାଙ୍କ କର୍ମଚାରୀ, ବେସରକାରୀ ସଂଗଠନରେ କାମ କରୁଥିବା…
ଅଧିକ ଭୋଟ ନୋଟାକୁ ଗଲେ ଫଳାଫଳ ରଦ୍ଦ ହେଉ
ନୂଆଦିଲ୍ଲୀ,୧୬।୩(ପି.ଟି.): ନିର୍ବାଚନରେ ଯଦି ସର୍ବାଧିକ ଭୋଟ ନୋଟା (ନନ୍ ଅଫ୍ ଦି ଏବଭ୍)କୁ ଯାଏ ତେବେ ଫଳାଫଳ ରଦ୍ଦ କରି ସାନି ନିର୍ବାଚନ କରାଇବା ପାଇଁ ନିର୍ବାଚନ କମିଶନ (ଇସି)ଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍)…
ଚିନ୍ତା ବଢ଼ାଇଲାଣି ସଂକ୍ରମଣ
ନୂଆଦିଲ୍ଲୀ,୧୬।୩: କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ଗୋଟିଏ ଦିନରେ ଦେଶରେ ମୋଟ ୨୬,୨୯୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୧୮ ଜଣଙ୍କ ଜୀବନ ଯାଇଛି। ନୂଆ ମାମଲାର ୭୮.୪୧ ପ୍ରତିଶତ କେବଳ ୫ଟି ରାଜ୍ୟରେ ଦେଖିବାକୁ ମିଳିଛି।…
ସ୍ବାଭାବିକ ହେଉନି ଗୃହ
ଭୁବନେଶ୍ୱର,୧୬ା୩(ବ୍ୟୁରୋ): ମଣ୍ଡି ଅବ୍ୟବସ୍ଥା, ଧାନ କିଣା ଏବଂ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମକୁ ନେଇ ଶାସକ-ବିରୋଧୀ ମୁହଁାମୁହିଁ ହୋଇଛନ୍ତି। କେହି ନିଜ ଜିଦ୍ରୁ ଓହରିବାକୁ ରାଜି ନୁହନ୍ତି। ଏଥିଯୋଗୁ ଲଗାତର ୩ ଦିନ ଧରି ବିଧାନସଭା ଅଚଳ ହୋଇଛି। ଧାନକିଣା ବ୍ୟବସ୍ଥାକୁ…
ଅଟକିଲା ବର୍ଦ୍ଧିତ ହୋଲ୍ଡିଂ ଟିକସ
ଭୁବନେଶ୍ୱର, ୧୬ା୩ (ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ବର୍ଦ୍ଧିତ ଟିକସ ଲାଗୁକୁ ବିଭିନ୍ନ ବର୍ଗରୁ ପ୍ରବଳ ବିରୋଧ ହେବା ପରେ ସରକାର ପଛଘୁଞ୍ଚା ଦେଇଛନ୍ତି। ବର୍ଦ୍ଧିତ ହୋଲ୍ଡିଂ ଟିକସ ଆଦାୟକୁ ସ୍ଥଗିତ ରଖାଯାଇଛି। ଲୋକଙ୍କ ଭାବାବେଗକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଏଭଳି…
ଭୁବନେଶ୍ୱରରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୫।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ୭ ଲୋକାଲ କେସ ରହିଛନ୍ତି। ସେହିପରି ଆଜି ଭୁବନେଶ୍ୱରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ…
ବିଏମ୍ସିର ବର୍ଦ୍ଧିତ ହୋଲ୍ଡିଂ ଟିକସ ଆଦାୟ ସ୍ଥଗିତ
ଭୁବନେଶ୍ୱର, ୧୫।୩(ବ୍ୟୁରୋ): ବିଏମ୍ସି ପକ୍ଷରୁ ବର୍ଦ୍ଧିତ ହୋଲ୍ଡିଂ ଟିକସ ଆଦାୟ ସ୍ଥଗିତ ରଖାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ପରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଏ ନେଇ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି। ପ୍ରକାଶ ଯେ, ହୋଲ୍ଡିଂ…
ଜୈଶ୍ କମାଣ୍ଡରଙ୍କ ଗଡ଼ିଲା ମୁଣ୍ଡ
ଶ୍ରୀନଗର,୧୫।୩: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଶୋପିଆନ୍ରେ ଏନ୍ କାଉଣ୍ଟରରେ ଆତଙ୍କବାଦୀ ସଂଗଠନ ଜୈଶ୍-ଇ-ମହମ୍ମଦ୍ର କମାଣ୍ଡର ସଜାଦ୍ ଆଫଗାନୀଙ୍କ ମୁଣ୍ଡ ଗଡ଼ିଛି। ତାଙ୍କର ପ୍ରକୃତ ନା ବିଲାୟତି ବୋଲି କଶ୍ମୀର ଜୋନ୍ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଏହା…
ରାଜ୍ୟ ସଭାରେ ବ୍ରିଟେନର ବର୍ଣ୍ଣବୈଷମ୍ୟ ତାତି
ନୂଆଦିଲ୍ଲୀ,୧୫।୩: ବ୍ରିଟେନର ବର୍ଣ୍ଣବୈଷମ୍ୟ ତାତି ରାଜ୍ୟ ସଭାରେ ପରିଲକ୍ଷିତ ହୋଇଛି। ପୂର୍ବରୁ ଭାରତରେ ଜାରି ରହିଥିବା କୃଷକ ଆନ୍ଦୋଳନ ନେଇ ବ୍ରିଟେନ ସଂସଦରେ ତର୍କବିତର୍କ ହୋଇଥିଲା। ଏନେଇ ଭାରତ ପକ୍ଷରୁ ଅସନ୍ତୋଷ ବ୍ୟକ୍ତ କରାଯାଇଥିଲା। ଏହି ପ୍ରସଙ୍ଗରେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ…

