Home Middle

ଜୈଶ୍‌ କମାଣ୍ଡରଙ୍କ ଗଡ଼ିଲା ମୁଣ୍ଡ

ଶ୍ରୀନଗର,୧୫।୩: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଶୋପିଆନ୍‌ରେ ଏନ୍‌ କାଉଣ୍ଟରରେ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ର କମାଣ୍ଡର ସଜାଦ୍‌ ଆଫଗାନୀଙ୍କ ମୁଣ୍ଡ ଗଡ଼ିଛି। ତାଙ୍କର ପ୍ରକୃତ ନା ବିଲାୟତି ବୋଲି କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଏହା…

ରାଜ୍ୟ ସଭାରେ ବ୍ରିଟେନର ବର୍ଣ୍ଣବୈଷମ୍ୟ ତାତି

ନୂଆଦିଲ୍ଲୀ,୧୫।୩: ବ୍ରିଟେନର ବର୍ଣ୍ଣବୈଷମ୍ୟ ତାତି ରାଜ୍ୟ ସଭାରେ ପରିଲକ୍ଷିତ ହୋଇଛି। ପୂର୍ବରୁ ଭାରତରେ ଜାରି ରହିଥିବା କୃଷକ ଆନ୍ଦୋଳନ ନେଇ ବ୍ରିଟେନ ସଂସଦରେ ତର୍କବିତର୍କ ହୋଇଥିଲା। ଏନେଇ ଭାରତ ପକ୍ଷରୁ ଅସନ୍ତୋଷ ବ୍ୟକ୍ତ କରାଯାଇଥିଲା। ଏହି ପ୍ରସଙ୍ଗରେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ…

ୟଶଓ୍ବନ୍ତଙ୍କୁ ମମତା ଦିଦିଙ୍କ ଗୁରୁଦାୟିତ୍ୱ

କୋଲକାତା,୧୫।୩: ତୃଣମୂଳ କଂଗ୍ରେସରେ ଯୋଗଦେବା ପରେ ୟଶଓ୍ବନ୍ତ ସିହ୍ନାଙ୍କୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁଦାୟିତ୍ୱ ପ୍ରଦାନ କରିଛନ୍ତି। ୟଶଓ୍ବନ୍ତଙ୍କୁ ଦଳର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଏହା ସହିତ ସେ ରାଷ୍ଟ୍ରୀୟ କାର୍ଯ୍ୟ ସମିତିର ସଦସ୍ୟ ଭାବେ ମଧ୍ୟ କାର୍ଯ୍ୟ…

ଦୁଇ ଦିନିଆ ବ୍ୟାଙ୍କ ଧର୍ମଘଟ: ଏଟିଏମ୍‌ ଖୋଲା

ନୂଆଦିଲ୍ଲୀ,୧୫।୩: କେନ୍ଦ୍ର ସରକାରଙ୍କ ନୀତିକୁ ବିରୋଧ କରି ତଥା ଘରୋଇ କରଣ ସମେତ ବିଭିନ୍ନ ଦାବି ନେଇ ଦେଶ ବ୍ୟାପୀ ଦୁଇ ଦିନିଆ ବ୍ୟାଙ୍କ ଧର୍ମଘଟ ସୋମବାର ଆରମ୍ଭ ହୋଇଛି। ଧର୍ମଘଟ ମଙ୍ଗଳବାର ମଧ୍ୟ ଜାରି ରହିବ। ଦେଶର ୧୦ ଲକ୍ଷରୁ…

ପାସେଞ୍ଜର ହଲ୍ଟରେ ସେବା ଠପ୍‌

ଢେଙ୍କାନାଳ ଅଫିସ, ୧୫।୩: କରୋନାକୁ ପୂରିଲାଣି ବର୍ଷେ। ତଥାପି ଶତପ୍ରତିଶତ ସ୍ବାଭାବିକ ହୋଇପାରିନି ଟ୍ରେନ୍‌ ଚଳାଚଳ। ହାତଗଣତି ରେଳ ସେବା ଯୋଗାଉଥିବାବେଳେ ଟ୍ରାକ୍‌ରେ ଗଡ଼ିନି ପାସେଞ୍ଜର ଟ୍ରେନ୍‌। ଏବେ ଅଧିକ ଶକ୍ତିଶାଳୀ ହୋଇ କୋଭିଡ୍‌ ବାହୁଡ଼ିଥିବାବେଳେ ଶସ୍ତା ଏବଂ ଜରୁରୀ ସେବା…

୨୪ ଘଣ୍ଟାରେ ଦେଶରେ ୨୬ ହଜାରରୁ ଅଧିକ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୧୫।୩: ଦେଶରେ ପୁଣି କରୋନା ସଂକ୍ରମଣର ଦୋହରା ମାଡ଼ ଆରମ୍ଭ ହୋଇଛି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଶନିବାର ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୩୨୦ରେ ପହଞ୍ଚିଥିବାବେଳେ ରବିବାର ଏହା ୨୬ ହଜାର…

ମହାରାଷ୍ଟ୍ରରେ କରୋନା ବେକାବୁ: ଗୋଟିଏ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ହଜାର ଟପିଲା

ମୁମ୍ବାଇ,୧୫।୩: ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବା ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ମହାରାଷ୍ଟ୍ରରେ ଗୋଟି, ଦିନରେ ସର୍ବାଧିକ ୧୬ ହଜାର ୬୨୦ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ରାଜ୍ୟରେ ୫୦ ଜଣଙ୍କ ମୃତ୍ୟୁ…

କ୍ଷମା ମାଗିଲେ ଅସୁବିଧା କେଉଁଠି: ବାଚସ୍ପତି

ଭୁବନେଶ୍ୱର, ୧୫ା୩(ବ୍ୟୁରୋ):ବିଧାନସଭାରେ ଭାଜପା ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗ ନେଇ ୨ ଦିନ ହେଲା ଗୃହରେ ହୋହଲ୍ଲା ଜାରି ରହିବା ସାଙ୍ଗକୁ ବାରମ୍ବାର ଗୃହ ମୁଲତବୀ ହେଉଛି। ପ୍ରଥମେ ବିରୋଧୀ ମଣ୍ଡିରୁ ଧାନ ନ ଉଠିବା ପ୍ରସଙ୍ଗ ନେଇ…

ମମତାଙ୍କ ଉପରେ ଆକ୍ରମଣ ହେବାର ପ୍ରମାଣ ନାହିଁ: ନିର୍ବାଚନ କମିଶନ

କୋଲକାତା,୧୪।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ପ୍ରମୁଖ ମମତା ବାନାର୍ଜୀଙ୍କ ଉପରେ ଆକ୍ରମଣ ହୋଇଥିବାର ପ୍ରମାଣ ନାହିଁ ବୋଲି ନିର୍ବାଚନ କମିଶନ କହିଛନ୍ତି। ଭିନ୍ନ ଭିନ୍ନ ରିପୋର୍ଟ ଯାଞ୍ଚ୍‌ କରି କମିଶନ ଏହା ଏକ ଦୁର୍ଘଟଣା ବୋଲି ଦର୍ଶାଇଛନ୍ତି। ତେବେ…

ଭାରତ ବିରୋଧରେ ଷଡ଼ଯନ୍ତ୍ର: ଜାତିସଂଘକୁ ୭ ଲକ୍ଷ ଦାନ ଦେଇଛି ଖଲିସ୍ତାନୀ ଗ୍ରୁପ୍‌

ଜେନେଭା,୧୪।୩: ଜାତିସଂଘକୁ ଦାନ ଦେଇ ଭାରତ ବିରୋଧରେ ଷଡ଼ଯନ୍ତ୍ର ରଚାଯାଇଛି। ଏହାର ପର୍ଦ୍ଦାଫାଶ୍‌ ହୋଇଛି। ଖଲିସ୍ତାନକୁ ସମର୍ଥନ କରୁଥିବା ଶିଖ୍‌ ଫର ଜଷ୍ଟିସ୍‌ ସଂଗଠନ ପକ୍ଷରୁ ଜାତିସଂଘ ୭ ଲକ୍ଷ ଟଙ୍କାର ଦାନ ପ୍ରଦାନ କରାଯାଇଛି। ଭାରତରେ କୃଷି ଆଇନକୁ ବିରୋଧ…

ଲକ୍‌ଡାଉନକୁ ଫେରିବାକୁ ଇଚ୍ଛା ନାହିଁ, ଜିରୋ ସଂକ୍ରମଣ ଆମର ଲକ୍ଷ୍ୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ରବିବାର ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସମ୍ପର୍କରେ ସମ୍ବୋଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣମାନଙ୍କ ସହଯୋଗରେ କରୋନା ସଂକ୍ରମଣ କମିପାରିଛି। ଆମର ଦୈନିକ ସଂକ୍ରମଣ ୧୦୦ ତଳେ ରହୁଛି। ଆମର କରୋନା ନିୟନ୍ତ୍ରଣ ସ୍ଥିତିକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ)…

୯ ମୋଷ୍ଟ ଓ୍ବାଣ୍ଟେଡ୍‌ ଆତଙ୍କବାଦୀଙ୍କ ତାଲିକା ଜାରି

ଶ୍ରୀନଗର,୧୪।୩: ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ମୋଷ୍ଟ ଓ୍ବାଣ୍ଟେଡ୍‌ ୯ ଜଣ ଆତଙ୍କବାଦୀଙ୍କ ତାଲିକା ଜାରି କରାଯାଇଛି। ସେମାନଙ୍କ ସମ୍ପର୍କରେ ସୂଚନା ଦେଲେ ପୁରସ୍କାର ପ୍ରଦାନ କରାଯିବ ବୋଲି ତାଲିକାରେ ଉଲ୍ଲେଖ କରାଯାଇଛି। ସୂଚନା ପ୍ରଦାନକାରୀଙ୍କ ଯୋଗାଯୋଗ ପାଇଁ ଫୋନ୍‌ ନମ୍ବର ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?