ପୁତ୍ର ମୋହରେ ଅନ୍ଧ କଂଗ୍ରେସ: ଦଳରେ ବାଡ଼ ଡିଆଁ ଆଶଙ୍କା ଘନଉଛି !
ନୂଆଦିଲ୍ଲୀ, ୩୦।୮: କଂଗ୍ରେସରେ ଘର କନ୍ଦଳ ଏବେ ପଦାକୁ ଆସିବାରେ ଲାଗିଛି। ଗାନ୍ଧୀ ପରିବାର ଉପରେ ଆଶ୍ରିତ କଂଗ୍ରେସ ଦଳରେ ଚାଲିଥିବା କାମଚଳା ନୀତି ଯୋଗୁ ବହୁ ସଦସ୍ୟଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଅସନ୍ତୋଷ ଲାଗି ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଚିନ୍ତା…
ଓଡ଼ିଶାରେ ୧ ଲକ୍ଷ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା: ଆଜି ଚିହ୍ନଟ ହେଲେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ
ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୩୦୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮୬୮ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧୧୪୬ ଲୋକାଲ କଣ୍ଟାକ୍ଟ ଅଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧,୦୦,୯୩୪କୁ ବୃଦ୍ଧି ପାଇଛି। ତେବେ ବର୍ତ୍ତମାନ ୨୯୬୮୫ ଆକ୍ଟିଭ୍…
ପୁଣି ରେକର୍ଡ କଲା କରୋନା: ୨୪ ଘଣ୍ଟାରେ ୭୮ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ, ୩୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୋଟିଏ ଦିନରେ କରୋନା ସଂକ୍ରମଣ ପୁଣି ପୂର୍ବରୁ ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪…
ମହାନଦୀ ବିପଦ: ଆଜି ମୁଣ୍ଡଳୀରେ ପ୍ରବାହିତ ହେବ ୧୦.୫୦ ଲକ୍ଷ କ୍ୟୁସେକ ଜଳ
ଭୁବନେଶ୍ୱର,୩୦।୮(ବ୍ୟୁରୋ): ପଡ଼ୋଶୀ ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁ ଓଡ଼ିଶା ପାଇଁ ବିପଦ ହୋଇ ମାଡ଼ିଆସୁଛି ମହାନଦୀର ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରର ୪୬ଟି ଗେଟ୍ ଖୋଲାଯାଇଥିବାରୁ ମହାନଦୀ ଭୟଙ୍କର ରୂପଧାରଣ କରିଛି। ଫଳରେ ପଶ୍ଚିମ ଓଡ଼ିଶାର ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ ଜିଲା ପରେ…
ସିଆର୍ପିଏଫ୍ ପାଟ୍ରୋଲିଂ ଟିମ୍ ଉପରେ ଆକ୍ରମଣ: ଜଣେ ଯବାନ ଶହୀଦ୍, ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା
ଶ୍ରୀନଗର, ୩୦।୮: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍ ଜାରି ରହିଛି। ଶନିବାର ବିଳମ୍ବିତ ରାତ୍ରରେ ସିଆର୍ପିଏଫ୍ ପାଟ୍ରୋଲିଂ ଟିମ୍ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଏଥିରେ ଜଣେ ଯବାନ ଶହୀଦ୍ ହୋଇଛନ୍ତି। ଏନ୍କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଶ୍ରୀନଗର…
ଫେସ୍ବୁକ୍କୁ ନେଇ ବଢୁଛି ବିବାଦ
ନୂଆଦିଲ୍ଲୀ, ୩୦।୮: ଭାଜପା ନେତାମାନଙ୍କ ଘୃଣା ଉଦ୍ରେକକାରୀ ଭାଷଣକୁ ରୋକିବାରେ ଫେସ୍ବୁକ୍ ଇଣ୍ଡିଆର ପାତରଅନ୍ତର ନୀତି ବିରୋଧରେ ଉକ୍ତ ସଂସ୍ଥା କ’ଣ ପଦକ୍ଷେପ ନେଇଛି, ତାହା ଜଣାଇବା ପାଇଁ କଂଗ୍ରେସ ସାଧାରଣ ସମ୍ପଦକ କେ.ସି. ବେଣୁଗୋପାଳ ଏହାର ମୁଖ୍ୟ ମାର୍କ ଜୁକରବର୍ଗଙ୍କ…
ଆବଦ୍ଧାଞ୍ଚଳ ବାହାରେ ଲକ୍ଡାଉନ ମନା
ନୂଆଦିଲ୍ଲୀ, ୩୦।୮: ରାଜ୍ୟ ସରକାର ଓ କେନ୍ଦ୍ରଶାସିତ ଅଞ୍ଚଳ ପ୍ରଶାସନ କଣ୍ଟେନ୍ମେଣ୍ଟ ଜୋନ୍ ବା ଆବଦ୍ଧାଞ୍ଚଳ ବାହାରେ ଲକ୍ଡାଉନ୍ ଘୋଷଣା କରିପାରିବେ ନାହିଁ। ତେବେ ଆବଦ୍ଧାଞ୍ଚଳରେ ଲକ୍ଡାଉନ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ କଡ଼ାକଡ଼ି ଲାଗୁ ହେବ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ…
ବଢ଼ି ବଢ଼ାଇଲା ବିପତ୍ତି
ଭୁବନ, ୩୦।୮(ଡି.ଏନ.ଏ.) କରୋନା ମହାମାରୀ ଦୋହଲାଇ ଦେଇଥିଲା ଆର୍ଥିକ ମେରୁଦଣ୍ଡ। କିଛି ନ ହେଲେ ବର୍ଷକର ଦାନା ଯୋଗାଡ଼ କରିବାକୁ ଜମି ମୁହାଁ ହୋଇଥିଲେ ଚାଷୀ। ବର୍ଷା ନ ଥିବାରୁ ବିଳମ୍ବ ହୋଇଥିଲା ରୁଆ। ତଥାପି ଅଧିକ ଖର୍ଚ୍ଚାନ୍ତ ହୋଇ ଧାନ…
କୋକାକୋଲାରୁ ୪ହଜାର ଛଟେଇ
ବାଙ୍ଗାଲୋର,୩୦।୮: କୋଭିଡ୍-୧୯ ସଂକ୍ରମଣ କାରଣରୁ ସାରା ବିଶ୍ୱରେ ଆର୍ଥିକ ମାନ୍ଦାବସ୍ଥା ସହ ବଜାରରେ ସମସ୍ୟା ସୃଷ୍ଟି ହୋଇଛି। ବିଶ୍ୱର ପ୍ରମୁଖ କମ୍ପାନୀ କୋକାକୋଲା ବର୍ତ୍ତମାନ ବିଭିନ୍ନ ସମସ୍ୟା ସାମ୍ନା କରୁଛି। ଏଥିଲାଗି କମ୍ପାନୀ ଆମେରିକା ସମେତ ଅନ୍ୟ ୟୁନିଟରୁ ମଧ୍ୟ ପ୍ରାୟ…
ଭର୍ଚୁଆଲ କାର୍ଯ୍ୟକ୍ରମ ମାଧ୍ୟମରେ ଅର୍ଜୁନ ପୁରସ୍କାର ଗ୍ରହଣ କଲେ ଦୂତୀ
ଭୁବନେଶ୍ୱର, ୩୦।୮(କ୍ରୀଡ଼ା ପ୍ରତିନିଧି)- ଜାତୀୟ କ୍ରୀଡ଼ା ଦିବସ ଅବସରରେ ରାଜ୍ୟର ନବମ କ୍ରୀଡ଼ାବିତ୍ଭାବେ ଶନିବାର ସମ୍ମାନଜନକ ଅର୍ଜୁନ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି ସ୍ପ୍ରିଣ୍ଟ କୁଇନ୍ ଦୂତୀ ଚାନ୍ଦ। କରୋନା ଭାଇରସ ସଂକ୍ରମଣ କାରଣରୁ ଏଥର ରାଷ୍ଟ୍ରପତି ଭବନରେ ଜାତୀୟ କ୍ରୀଡ଼ା ପୁରସ୍କାର…
ପୀଡ଼ା ଭୋଗୁଛନ୍ତି ପ୍ରାଣୀଧନ
ବଇଣ୍ଡା, (ପରିକ୍ଷିତ ସାହୁ) ୩୦ା୮: କୃଷି ଅର୍ଥନୀତିର ପ୍ରମୁଖ ଅଙ୍ଗ ପ୍ରାଣୀ ସମ୍ପଦ। ଗୃହପାଳିତ ପ୍ରାଣୀଙ୍କ ଉପରେ ନିର୍ଭର କରେ ଚାଷୀଙ୍କ ସମୃଦ୍ଧି। ସେଥିପାଇଁ ଚାଷ ସହିତ ପଶୁପାଳନକୁ ଦିଆଯାଉଛି ଗୁରୁତ୍ୱ। ଏହାକୁ ଠିକଣା ଢଙ୍ଗରେ କାର୍ଯ୍ୟକାରୀ କରିବାକୁ ଅନେକ ଯୋଜନା…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮୮୮ କରୋନା ଆକ୍ରାନ୍ତ : ରାୟଗଡାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨୯।୮(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୮୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାୟଗଡା ଜିଲାରୁ ସର୍ବାଧିକ ୪୮୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୧୦, ଗଞ୍ଜାମରୁ ୨୧୭, କଟକରୁ ୧୮୯, ବଲାଙ୍ଗୀରରୁ ୧୭୩, କୋରାପୁଟରୁ ୧୫୧, ମୟୂରଭଞ୍ଜରୁ ୧୪୪, ନୟାଗଡରୁ ୧୩୮,…
Archives


