ବାଂଲାଦେଶ ସୁବର୍ଣ୍ଣ ଜୟନ୍ତୀରେ ଯୋଗଦେବେ ମୋଦି
ଢାକା,୧୪।୩(ପି.ଟି.): ବାଂଲାଦେଶ ସ୍ବାଧୀନତାର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ନେପାଳ, ଶ୍ରୀଲଙ୍କା, ଭୁଟାନ ଓ ମାଳଦ୍ୱୀପର ରାଷ୍ଟ୍ର ତଥା ଶାସନ ମୁଖ୍ୟମାନେ ଅତିଥି ଭାବେ ଯୋଗଦେବେ। ୧୯୭୧ରେ ପାକିସ୍ତାନଠାରୁ ଅଲଗା ହୋଇ ବାଂଲାଦେଶ ସୃଷ୍ଟି ହୋଇଥିଲା। ଏହାର…
ନନ୍ଦିଗ୍ରାମରେ ରଣହୁଙ୍କାର
କୋଲକାତା/ନୂଆଦିଲ୍ଲୀ,୧୪।୩: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଶହେ ଦିନରୁ ଊର୍ଦ୍ଧ୍ୱ ହେଲା ଦିଲ୍ଲୀ ସୀମାରେ ଚାଷୀ ଆନ୍ଦୋଳନ ଜାରି ରହିଛି। ବିବାଦୀୟ ଆଇନ ପ୍ରତ୍ୟାହାର କରିନେବା ପାଇଁ କୃଷକ ସଂଗଠନଗୁଡ଼ିକ ଦାବି କରୁଥିବାବେଳେ ସରକାର ନିଜ ଜିଦ୍ରେ ଅଟଳ ରହିଥିବାରୁ…
ଦେଶରେ କମୁଛି ଇନ୍ଧନ ଚାହିଦା
ଭୁବନେଶ୍ୱର, ୧୪ା୩: ଦେଶରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ଲଗାତର ବୃଦ୍ଧି ଯୋଗୁ ଏହାର ବ୍ୟବହର ବ୍ୟାପକ ମାତ୍ରାରେ କମିଛି। ଫଳରେ ପ୍ରତି ମାସ ଏହାର ଚାହିଦା ହ୍ରାସ ପାଉଥିବା ସୂଚନା ମିଳିଛି। ଫେବୃୟାରୀରେ ଇନ୍ଧନ ଚାହିଦା ପ୍ରାୟ ୫% ପର୍ଯ୍ୟନ୍ତ…
ବୁର୍ଖା ଉପରେ ପ୍ରତିବନ୍ଧକ ଲଗାଇବ ଶ୍ରୀଲଙ୍କା
କଲମ୍ବୋ,୧୩।୩ : ଶ୍ରୀଲଙ୍କା ‘ବୁର୍ଖା’ ଉପରେ ପ୍ରତିବନ୍ଧକ ଲଗାଇବାକୁ ଯାଉଛି। ଏଥିସହ ୧ ହଜାରରୁ ଅଧିକ ଇସ୍ଲାମିକ ବିଦ୍ୟାଳୟକୁ ମଧ୍ୟ ବନ୍ଦ କରିଦିଆଯିବ। ସରକାରଙ୍କ ଏହି ପଦକ୍ଷେପ ଏଠାରେ ସଂଖ୍ୟାଲଘୁ ସମ୍ପ୍ରଦାୟକୁ ପ୍ରଭାବିତ କରିବ। ଏକ ଖବରଦାତା ସମ୍ମିଳନୀରେ ଜନସୁରକ୍ଷା ମନ୍ତ୍ରୀ…
ଜୁନ୍ ୨୮ରୁ ଅମରନାଥ ଯାତ୍ରା
ଶ୍ରୀନଗର,୧୩।୩: ଅମରନାଥ ଯାତ୍ରାକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଚଳିତବର୍ଷ ୨୮ ଜୁନ୍ରୁ ଏହି ଯାତ୍ରା ଆରମ୍ଭ ହୋଇ ଶ୍ରାବଣ ମାସ ପୂର୍ଣ୍ଣିମାରେ ଶେଷ ହେବ। ଶ୍ରୀ ଅମରନାଥ ମନ୍ଦିର ପ୍ରଶାସନ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଗତବର୍ଷ କରୋନା ମହାମାରୀ…
ଶତାବ୍ଦି ଏକ୍ସପ୍ରେସ୍ରେ ଅଗ୍ନିକାଣ୍ଡ
ଡେରାଡୁନ୍,୧୩।୩: ଦିଲ୍ଲୀ-ଡେରାଡୁନ୍ ଶତାବ୍ଦି ଏକ୍ସପ୍ରେସ୍ରେ ଅଗ୍ନିକାଣ୍ଡ ଘଟିଛି। ଶନିବାର ୧୨ଟା ୨୦ରେ ଉତ୍ତରାଖଣ୍ଡର କାନସୋର ଅଞ୍ଚଳରେ ହଠାତ୍ ଏକ୍ସପ୍ରେସ୍ର ସି-୪ ବଗିରେ ନିଆଁ ଲାଗି ଯାଇଥିଲା। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଥିଲା। ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ବାହାର…
ଆଉ ହେବନି କ୍ଲାସ: ଏ ବର୍ଷ ବି ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସବୁ ପିଲା ପାସ୍
ଭୁବନେଶ୍ୱର,୧୩।୩(ବ୍ୟୁରୋ): ପୁଣିଥରେ ଚିନ୍ତା ବଢ଼ାଇଲାଣି କରୋନା ସଂକ୍ରମଣ। ଏବେ ସ୍କୁଲ ଖୋଲାଥିଲେ ମଧ୍ୟ ପିଲାମାନଙ୍କୁ ସଂକ୍ରମଣରୁ ରକ୍ଷା କରିବା ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଆଉ ସ୍କୁଲ ଖୋଲିବନି କି କ୍ଲାସ ହେବନାହିଁ। ଗତବର୍ଷ ଭଳି…
୭ ହିଜବୁଲ୍ ଆତଙ୍କବାଦୀ ଗିରଫ
ଶ୍ରୀନଗର,୧୩।୩: ଜମ୍ମୁ-କଶ୍ମୀରରେ ସ୍ଥିତି ଧୀରେଧୀରେ ସ୍ବାଭାବିକ ହେବାରେ ଲାଗିଛି। ମିଳିତ ସୁରକ୍ଷାକର୍ମୀଙ୍କୁ ଆତଙ୍କବାଦ ବିରୋଧି ଅପରେଶନ୍ରେ ବଡ଼ ଧରଣର ସଫଳତା ମିଳିଛି। ହିଜବୁଲ୍ ମୁୁଜାହିଦ୍ଦିନ୍ ଆତଙ୍କବାଦୀ ସଂଗଠନର ୭ ଜଣ ଗ୍ରାଉଣ୍ଡ ଓ୍ବାର୍କରଙ୍କୁ ଶୋପିଆନ୍ରୁ ଗିରଫ କରାଯାଇଛି। ଯାଞ୍ଚ୍ ଜାରି ରହିଥିବାବେଳେ…
ଲକ୍ଡାଉନ୍ ପୂର୍ବରୁ ବଜାରରେ ଭିଡ଼
ପୁଣେ,୧୩।୩: ମହାରାଷ୍ଟ୍ର ଏବଂ କେରଳରେ କରୋନା ସଂକ୍ରମଣ ପୁଣି ନିୟନ୍ତ୍ରଣ ହରାଇବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ସରକାରଙ୍କ ପକ୍ଷରୁ ରାଜ୍ୟର ୮ ଜିଲାରେ ସମ୍ପୂର୍ଣ୍ଣ ଲକ୍ଡାଉନ୍ ପାଇଁ ନିଷ୍ପିତ୍ତି ଗ୍ରହଣ କରିଛନ୍ତି। ମାର୍ଚ୍ଚ ୧୫ରୁ…
ପୁଣି କରୋନା ଆତଙ୍କ: ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ଟପିଲା
ନୂଆଦିଲ୍ଲୀ,୧୩।୩: ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହା ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୮୮୨ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନା ଜନିତ ମୃତ୍ୟୁ…
ଫାଶୀରେ ଲଟକିଲେ ୫ ପରିବାର ସଦସ୍ୟ
ପଟନା,୧୩।୩: ବିହାରର ସୁପୌଲ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାର ୫ ଜଣ ସଦସ୍ୟ ଫାଶୀରେ ଲଟକି ଆତ୍ମହତ୍ୟା କରିଛନ୍ତି। ସ୍ତ୍ରୀ-ସ୍ବାମୀ ଏବଂ ୩ ସନ୍ତାନ ଘରେ ପାଶୀ ଦେଇ ଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।…
ଗଣତାନ୍ତ୍ରିକ ମୂଲ୍ୟବୋଧରୁ ଏକତା
କୋଲକାତା,୧୩।୩ : ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଆକ୍ରମଣାତ୍ମକ ଚାଇନାର ପ୍ରଭାବ ବଢ଼ୁଥିବାରୁ ମଏହାର ମୁକାବିଲା ପାଇଁ ଭାରତ, ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆ ଏକାଠି ହୋଇଛନ୍ତି। ଏମାନେ ମିଶି ଚତୁଃରାଷ୍ଟ୍ରୀୟ ମେଣ୍ଟ (କ୍ୱାଡ୍) ଗଠନ କରିଛନ୍ତି। କ୍ୱାଡ୍ ନେତାମାନଙ୍କର ପ୍ରଥମ ଭର୍ଚୁଆଲ…

