Home Middle

ରେକର୍ଡ ଭାଙ୍ଗୁଛି କରୋନା: ଗୋଟିଏ ଦିନରେ ୭୭ ହଜାରରୁ ଅଧିକ ନୂଆ ଆକ୍ରାନ୍ତ, ୧୦୫୭ ମୃତ

ନୂଆଦିଲ୍ଲୀ,୨୮।୮: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ରେକର୍ଡ ୭୭ ହଜାର ୨୬୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ଲକ୍ଷ ୮୭ ହଜାର ୫୦୧ରେ ପହଞ୍ଚିଛି।…

ଧୋଇନେଲା ଲଘୁଚାପ

ଭୁବନେଶ୍ୱର,୨୮/୮(ବ୍ୟୁରୋ):ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ଝାଡ଼ଖଣ୍ଡ ଉପରକୁ ଚାଲିଯାଇଛି। ଦକ୍ଷିଣ ପଶ୍ଚିମ ଝାଡ଼ଖଣ୍ଡ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି। ଛତିଶଗଡ଼ରେ ଗୁରୁବାର ସକାଳୁ ବର୍ଷା ଲାଗିରହିଛି। ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା ଦୂର ହୋଇଛି। ଏଥିଯୋଗୁ ଗତ ୩ ଦିନ…

ଟିକ୍‌ଟକରୁ ସିଇଓ କେଭିନ ମେୟରଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୮।୮: ସର୍ଟ ଭିଡିଓ ଆପ୍‌ ଟିକ୍‌ଟକ ଗତ କିଛି ଦିନ ହେବ ବିଭିନ୍ନ ସମସ୍ୟା ସାମ୍ନା କରୁଛି। ଏହି କମ୍ପାନୀ ବର୍ତ୍ତମାନ ସମୟରେ ବିଭିନ୍ନ ବିବାଦୀୟ ପରିସ୍ଥିତ ଦେଇ ଗତି କରୁଛି। ଏଭଳି ଏକ ଘଡିସନ୍ଧି ସମୟରେ କମ୍ପାନୀର ମୁଖ୍ୟ କାର୍ଯ୍ୟନିର୍ବାହୀ…

କରୋନାରେ ୧୪ ପୋଲିସ, ୩ ଗୃହରକ୍ଷୀଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): କରୋନାରେ ୧୪ଜଣ ପୋଲିସ କର୍ମଚାରୀ ଓ ୩ଜଣ ଗୃହରକ୍ଷୀ ପ୍ରାଣ ହରାଇଛନ୍ତି। ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ସହାୟତା ପାଇଁ ଉଦ୍ୟମ କରାଯାଉଛି ବୋଲି ପୋଲିସ ଡିଜି ଅଭୟ କହିଛନ୍ତି। ଗୁରୁବାର ଗଣମାଧ୍ୟମକୁ ସୂଚନା ଦେଇ ଡିଜିପି କହିଛନ୍ତି, ସରକାରଙ୍କ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୭।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ୨୫୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ ୬୫,୩୨୩ ଜଣ ଆରୋଗ୍ୟ ଲାଭକରି ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଆଜି ଭୁବନେଶ୍ୱରରୁ ୩୮୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୮(ବ୍ୟୁରୋ)-ରାଜଧାନୀରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଭୁବନେଶ୍ୱରରୁ ୩୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୩ ଓ ସ୍ଥାନୀୟ ଅଞ୍ଚଳରୁ ୨୦୩ ଜଣ ଚିହ୍ନଟ ହୋଇଛନ୍ତି। ଏହାସହ ଆଜି…

ପୁଲଓ୍ବାମା ଆକ୍ରମଣ: ଆତଙ୍କବାଦୀଙ୍କୁ ସହାୟତା କରୁଥିଲେ ଏହି ମହିଳା

ଶ୍ରୀନଗର, ୨୭।୮: ପୁଲଓ୍ବାମା ଆକ୍ରମଣରେ ଆତଙ୍କବାଦୀଙ୍କୁ ସହାୟତା କରିଥିବା ମହିଳାଙ୍କୁ ଗିରଫ କରାଯାଇଛି। ଇଂଶା ଜାନ୍‌ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀଙ୍କୁ ଆବଶ୍ୟକ ସହାୟତା କରୁଥିବା ଅଭିଯୋଗ ହୋଇଛି। ୨୩ ବର୍ଷ ବୟସ୍କା ଇଂଶା ତାଙ୍କ ପିତା ତାରିକ୍‌ ପୀର୍‌ଙ୍କ ସହିତ ମିଶି ଏଭଳି…

CORONAVIRUS UPDATE: ରାଜ୍ୟରେ ୯୦ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧୀରେ ଧୀରେ ଉଦ୍‌ବେଗଜନକ ହେବାରେ ଲାଗିଛି। ପ୍ରତିଦିନ ଏଠାରେ ହଜାର ହଜାର ସଂଖ୍ୟାରେ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗୁରୁବାର ରାଜ୍ୟରେ ପୁଣି ୩୩୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା…

ଚାଇନା ବାୟୁସୀମାରେ ଆମେରିକା ଗୁପ୍ତଚର ବିମାନ

ବେଜିଂ, ୨୭।୮: ସମରାଭ୍ୟାସ ବେଳେ ଆମେରିକା ସୈନ୍ୟବାହିନୀର ଏକ ବିମାନ ଚାଇନା ବାୟୁସୀମା ମଧ୍ୟରେ ପ୍ରବେଶ କରିବାରୁ ବେଜିଂ ପ୍ରତିବାଦ ଜଣାଇଛି। ଏଭଳି କାର୍ଯ୍ୟ ଉତ୍ତେଜନା ବଢ଼ାଇବ ଏବଂ ଭୁଲ୍‌ ଆକଳନ କିମ୍ବା ଦୁର୍ଘଟଣା ଘଟାଇପାରେ ବୋଲି ଚାଇନା ପକ୍ଷରୁ ସତର୍କ…

ଆରୋଗ୍ୟ ହାର ସକ୍ରିୟ ମାମଲାର ୩.୫ ଗୁଣ

ନୂଆଦିଲ୍ଲୀ, ୨୭।୮(ପି.ଟି.): ଭାରତରେ ବର୍ତ୍ତମାନ ସୁଦ୍ଧା ମୋଟ ୨୪,୬୭,୭୫୮ କରୋନା ରୋଗୀ ସୁସ୍ଥ ହେଲେଣି। ଏହା ସକ୍ରିୟ ମାମଲାର ୩.୫ ଗୁଣ। ଦେଶରେ ଆରୋଗ୍ୟ ହାର ୭୬ ପ୍ରତିଶତରୁ ଅଧିକ ରହିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଫଳରେ ସକ୍ରିୟ…

୨ ରହୁଛି ଖୋଲା, ୫ରେ ତାଲା

ବଇଣ୍ଡା,(ପରିକ୍ଷିତ ସାହୁ) ୨୭ା୮:  ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ହୋମିଓପ୍ୟାଥି ଓ ଆୟୁର୍ବେଦ ଚିକିତ୍ସାସେବା। ଉପଖଣ୍ଡର ଆଠମଲ୍ଲିକ ଓ କିଶୋରନଗର ବ୍ଲକର ଜଙ୍ଗଲ ଅଧ୍ୟୁଷିତ ୭ ପଞ୍ଚାୟତର ୪୦ ଗ୍ରାମବାସୀଙ୍କୁ ତ୍ୱରିତ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ…

ମୋରାଟୋରିୟମ ମାମଲାରେ କେନ୍ଦ୍ରକୁ ଭର୍ତ୍ସନା; ସପ୍ତାହେ ମଧ୍ୟରେ ପକ୍ଷ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭।୮: କରୋନା ମହାମାରୀ ଯୋଗୁ ଲୋକମାନେ ସାମ୍ନା କରୁଥିବା ବିଭିନ୍ନ ଆର୍ଥତ୍କ ସମସ୍ୟାରୁ ଆଶ୍ୱସ୍ତି ଦେବାକୁ ରିଜର୍ଭ ବ୍ୟାଙ୍କ ଋଣ କିସ୍ତି ପ୍ରଦାନ ଉପରେ ମୋରାଟୋରିୟମ ସୁବିଧା ବା ଆଶ୍ୱସ୍ତି ଦେଇଥିଲେ। ହେଲେ ଏହି ମୋରାଟୋରିୟମ ଏହାର ପ୍ରକୃତ ଉଦ୍ଦେଶ୍ୟ ପୂରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri