୭୫୦୦ତମ ଜନଔଷଧି କେନ୍ଦ୍ର ଲୋକାର୍ପିତ
ନୂଆଦିଲ୍ଲୀ,୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୭୫୦୦ତମ ଜନଔଷଧି କେନ୍ଦ୍ରକୁ ରବିବାର ଲୋକାର୍ପିତ କରିଛନ୍ତି। ଏହି କେନ୍ଦ୍ର ମେଘାଳୟର ଶିଲଂର ନର୍ଥ ଇଷ୍ଟର୍ନ ଇନ୍ଦିରା ଗାନ୍ଧୀ ରିଜିଓନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ହେଲଥ୍ ଆଣ୍ଡ୍ ମେଡ଼ିକାଲ ସାଇନ୍ସ୍ଠାରେ ରହିଛି। ମାର୍ଚ୍ଚ ୭ ଜନଔଷଧି…
ଆମେରିକା ନେଟ୍ଓ୍ବର୍କରେ ଚାଇନିଜ୍ ହ୍ୟାକର୍ସ
ସାନ୍ ଫ୍ରାନ୍ସିସ୍କୋ: ଆମେରିକାକୁ ପୁଣି ଟାର୍ଗେଟ କରିଛନ୍ତି ଚାଇନା ଭିତ୍ତିକ ସାଇବର ଆକ୍ରମଣକାରୀ। ଦେଶର ସରକାରୀ ଓ ବେସରକାରୀ ପ୍ରାୟ ୩୦ ହଜାର ସଂସ୍ଥା ଉପରେ ଆକ୍ରମଣ ହୋଇଛି। ବିଭିନ୍ନ ସଂସ୍ଥାର ନେଟଓ୍ବର୍କ ମଧ୍ୟରେ ପ୍ରବେଶ ପାଇଁ ମାଇକ୍ରୋସଫ୍ଟ୍ର ଏକ୍ସଚେଞ୍ଜ ସର୍ଭର…
ଦ୍ୱିତୀୟ ଡୋଜ୍ ପରେ ବି ସଂକ୍ରମଣ
ଅହମଦାବାଦ/ନାଗପୁର, ୭।୩: କରୋନା ମହାମାରୀରେ ଭାରତରେ ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ଟିକା ଆସିଗଲେ ମହାମାରୀରୁ ରକ୍ଷା ମିଳିବ ବୋଲି ସମସ୍ତେ ଆଶା କରିଥିଲେ। ଏଥିପାଇଁ କୋଭିଡ୍ ଟିକାକୁ ଦୀର୍ଘଦିନ ଧରି ପ୍ରତୀକ୍ଷା କରାଯାଇଥିଲା। ସରକାର ସିରମ୍ ଇନ୍ଷ୍ଟିଚ୍ୟୁଟ୍ର…
ରାଜ୍ୟ କ୍ୟାବିନେଟରେ ୧୬ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
ଭୁବନେଶ୍ୱର,୬।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଶକ୍ତି, କୃଷି, ସାମାଜିକ ସୁରକ୍ଷା, ଅବକାରୀ, ସାଧାରଣ ପ୍ରଶାସନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…
ଏକ୍ସପ୍ରେସ୍ ଓ୍ବେ ୫ ଘଣ୍ଟା ପାଇଁ ବନ୍ଦ
ନୂଆଦିଲ୍ଲୀ,୬।୩: କୃଷି ଆଇନକୁ ବିରୋଧ କରି ଜାରି ରହିଥିବା ଚାଷୀ ସଂଗଠନଗୁଡ଼ିକର ଆନ୍ଦୋଳନ ଇତିମଧ୍ୟରେ ୧୦୦ ଦିନରେ ପହଞ୍ଚିଛି। ଏନେଇ ଦିଲ୍ଲୀ ଉପକଣ୍ଠରେ ମିଳିତ କୃଷକ ମୋର୍ଚ୍ଚା ପକ୍ଷରୁ ଶନିବାର କଳାଦିବସ ପାଳନ କରି ୫ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି।…
ମୋଦିଙ୍କ ରାଲି: ୧୦ଲକ୍ଷ ଲୋକଙ୍କୁ ଏକାଠି କରିବା ଭାଜପାର ଲକ୍ଷ୍ୟ
କୋଲକାତା,୬।୩: ମାର୍ଚ୍ଚ ୨୭ରେ ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ଏହାକୁ ଦୃଷ୍ଟିରେ ରଖି ରାଜନୈତିକ ଦଳଗୁଡ଼ିକ ବେଶ୍ ତତ୍ପର ହୋଇ ଉଠିଛନ୍ତି। ଏହି ମର୍ମରେ ମାର୍ଚ୍ଚ ୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲି କୋଲକାତାର ବ୍ରିଗେଡ୍ ପରେଡ ଗ୍ରାଉଣ୍ଡ୍ରେ ହେବ।…
ଟିକାକରଣ ସାର୍ଟିଫିକେଟରୁ ହଟିବ ମୋଦିଙ୍କ ଫଟୋ: ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ
ନୂଆଦିଲ୍ଲୀ,୬।୩: କରୋନା ଟିକାକରର ପରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ପ୍ରଦାନ କରାଯାଉଥିବା ସାର୍ଟିଫିକେଟରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ହଟାଇବା ପାଇଁ ଭାରତୀୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଜାରି କରିଛନ୍ତି। ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଆଚରଣ…
କରୋନା ପୁଣି ବେକାବୁ
ନୂଆଦିଲ୍ଲୀ,୬।୩: ଭାରତରେ ପୁଣି କରୋନା ମହାମାରୀ ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାର ୩୨୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୧୦୮ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।…
ମିଶନ ନନ୍ଦିଗ୍ରାମ
କୋଲକାତା/ନୂଆଦିଲ୍ଲୀ,୬ା୩: ପଶ୍ଚିମବଙ୍ଗର ପୂର୍ବ ମେଦିନୀପୁର ଜିଲା ହଳଦିଆ ସବ୍ସିଡିଭିଜନ୍ ଅଧୀନ ଏକ ଛୋଟ ସହର ନନ୍ଦିଗ୍ରାମ। ୨୦୦୭ରେ ପଶ୍ଚିମବଙ୍ଗର ତତ୍କାଳୀନ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ ସରକାର ସଲିମ ଗ୍ରୁପ୍କୁ ଏଠାରେ ସ୍ବତନ୍ତ୍ର ଅର୍ଥନୈତିକ ଜୋନ୍ (ଏସ୍ଇଜେଡ୍) ଅଧୀନରେ ଏକ କେମିକାଲ ହବ୍ ପ୍ରତିଷ୍ଠା…
ସୁଶାନ୍ତଙ୍କ ମୃତ୍ୟୁ ମାମଲା : ଚାର୍ଜଶିଟ୍ରେ ଦୀପିକା, ଶ୍ରଦ୍ଧା, ସାରା
ନୂୂଆଦିଲ୍ଲୀ,୫।୩ : ସ୍ବର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ଡ୍ରଗ୍ସ କାରବାର ମାମଲାରେ ଶୁକ୍ରବାର ଚାର୍ଜ ଶିଟ୍ ଦାଖଲ କରିଛି ନାର୍କୋଟିକ୍ ସେଣ୍ଟ୍ରାଲ ବ୍ୟୁରୋ (ଏନ୍ସିବି)। ଏଥିରେ ବଲିଉଡ୍ ଷ୍ଟାର ଦୀପିକା ପାଦୁକୋଣ, ଶ୍ରଦ୍ଧା କପୁର ଓ…
ଚତୁର୍ଥ ଟେଷ୍ଟରେ ଭାରତକୁ ନିୟନ୍ତ୍ରଣ ଆଣି ଦେଲା ପନ୍ତ-ସୁନ୍ଦରଙ୍କ ଭାଗୀଦାରିତା
ଅହମ୍ମଦାବାଦ,୫।୩ : ରିଷଭ ପନ୍ତ ଓ ଓ୍ବାଶିଂଟନ ସୁନ୍ଦରଙ୍କ ଭାଗୀଦାରିତା ଭାରତ ପାଇଁ ମୂଲ୍ୟବାନ ସାବ୍ୟସ୍ତ ହୋଇଛି। ଇଂଲଣ୍ଡ ବିପକ୍ଷରେ ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଅନ୍ତିମ ତଥା ଚତୁର୍ଥ ଟେଷ୍ଟ ଟିମ୍ ଇଣ୍ଡିଆର ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସରେ…
ଡେମୋ ଦେଖାଇଲେ ବିବନ: ସିବିଆଇ ଆଗରେ ବଖାଣିଲେ ଘଟଣାକ୍ରମ
ବାରଙ୍ଗ,୫।୩(ଡି.ଏନ୍.ଏ.): ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବାରଙ୍ଗ ନରଣପୁରର ବିବନ ବିଶ୍ୱାଳ ଶୁକ୍ରବାର ସକାଳେ ସିବିଆଇକୁ ଡେମୋ ଦେଖାଇଛନ୍ତି। ସିବିଆଇ ଆଖିରୁ ଖସି ଦୀର୍ଘ ୨୨ବର୍ଷ ଧରି ଫେରାର ଥିବା ବିବନଙ୍କୁ କମିଶନରେଟ ପୋଲିସ ଗତ୨୧ତାରିଖରେ…

