Home Middle

ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୨୮ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯ ମୃତକଙ୍କ…

CORONAVIRUS UPDATE: ୩୦ ଜିଲାରୁ ୨୭୫୨ ନୂଆ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦ ଜିଲାରୁ ୨୭୫୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୪୨୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ…

ରାଓ୍ବଲପିଣ୍ଡିରେ ଜୈଶ୍‌ ବୈଠକ: ଆଲର୍ଟରେ ଭାରତୀୟ ଗୋଇନ୍ଦା ବିଭାଗ

ନୂଆଦିଲ୍ଲୀ, ୨୫।୮: ପାକିସ୍ତାନର ରାଓ୍ବଲପିଣ୍ଡିରେ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ ମହମ୍ମଦ ପକ୍ଷରୁ ବୈଠକ ହୋଇଥିବା ସୂଚନା ମିଳିଛି। ଏହି ବୈଠକକୁ ନେଇ ଭାରତୀୟ ଗୋଇନ୍ଦା ବିଭାଗ ହାଇ ଆଲର୍ଟରେ ରହିଛି। ଜୈଶ୍‌ର ମୌଲାନା ଅବ୍ଦୁଲ ରଉଫ୍‌ ଅଶଗରଙ୍କ ସହିତ ପାକିସ୍ତାନ ଗୋଇନ୍ଦା…

ମାଗଣାରେ ମିଳିବ କରୋନା ଟିକା: ୩ ହଜାର କୋଟି ଖର୍ଚ୍ଚ କରିବେ ମୋଦି ସରକାର !

ନୂଆଦିଲ୍ଲୀ, ୨୫।୮: ଦେଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କରୋନା ଲଢ଼େଇକୁ ଜୋର୍‌ଦାର କରିଛନ୍ତି। ଲୋକଙ୍କୁ ଶସ୍ତା ଦାମରେ କରୋନା ଟିକା ଦେବା ପାଇଁ ୩ ହଜାର କୋଟି ଟଙ୍କାର ପ୍ରସ୍ତାବ ଉପସ୍ଥାପନା…

ପିଲାଙ୍କୁ ଛାଡ଼ିବାକୁ ୬୨% ଅଭିଭାବକ ଅମଙ୍ଗ

ନୂଆଦିଲ୍ଲୀ, ୨୫ା୮: ମହାମାରୀ କରୋନା ଯୋଗୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିବାବେଳେ ସେପ୍ଟେମ୍ବର ୧ରେ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସ୍କୁଲ ଖୋଲିବା ଲାଗି ଯୋଜନା କରୁଛନ୍ତି। ହେଲେ ଅଧିକାଂଶ ଅଭିଭାବକ ପିଲାଙ୍କୁ ସ୍କୁଲକୁ ଏବେ ଛାଡ଼ିବା ଲାଗି ପ୍ରସ୍ତୁତ ନ ଥିବା ଜଣାପଡ଼ିଛି।…

ନେହେରୁ-ଗାନ୍ଧୀ ପରିବାରରୁ ୫, ବାହାରୁ ୧୩

ନୂଆଦିଲ୍ଲୀ, ୨୫ା୮: ସମ୍ପ୍ରତି କଂଗ୍ରେସରେ ନେତୃତ୍ୱ ପ୍ରସଙ୍ଗକୁ ନେଇ ସମସ୍ୟା ମୁଣ୍ଡ ଟେକିଛି। ଏହି ପୁରୁଣା ରାଜନୈତିକ ଦଳ ସମ୍ପର୍କରେ ବିଶେଷଜ୍ଞମାନେ କହିଛନ୍ତି ଯେ, ନେହେରୁ ଗାନ୍ଧୀ ପରିବାର ବାହାରୁ ଦଳର ଅଧ୍ୟକ୍ଷ ବଛାଯିବା କାଳ୍ପନିକ ଭାବେ ଠିକ୍‌। ହେଲେ ଏହା…

କ୍ଷମା ମାଗିଲେ ବିବେକ ଅବମାନନା

ନୂଆଦିଲ୍ଲୀ,୨୫ା୮: ଆଇନଜୀବୀ ପ୍ରଶାନ୍ତ ଭୂଷଣ ତାଙ୍କର ଦୁଇଟି ବିବାଦୀୟ ଟୁଇଟ୍‌କୁ ନେଇ କ୍ଷମା ମାଗିବେ ନାହିଁ ବୋଲି ସୋମବାର ସୁପ୍ରିମକୋର୍ଟରେ ସ୍ପଷ୍ଟ କରିଛନ୍ତି। ସର୍ବୋଚ୍ଚ ଅଦାଲତରେ ଦାଖଲ କରିଥିବା ସତ୍ୟପାଠରେ ପ୍ରଶାନ୍ତ କହିଛନ୍ତି, ତାଙ୍କ ମନ୍ତବ୍ୟ ନ୍ୟାୟାଳୟର ‘ଗଠନମୂଳକ ସମାଲୋଚନା’ ଥିଲା।…

ମହାରାଷ୍ଟ୍ରରେ ଭୁଶୁଡି ପଡିଲା ୫ ମହଲା କୋଠା: ୭୦ ଜଣ ଲୋକ ଫଶି ରହିଥିବା ଆଶଙ୍କା

ମୁମ୍ବାଇ,୨୪।୮-ମହାରାଷ୍ଟ୍ରର ରାୟଗଡ ଜିଲା ମାହାଦ ତହସିଲ କାଜଲପୁରା ଅଞ୍ଚଳରେ ଥିବା ଏକ ୫ ମହଲା ବିଲ୍ଡିଂ ସୋମବାର ସାରେ ଭୁଶୁଡି ପଡିଛି। ବିଲଡିଂ ଭୁଶୁଡି ପଡିବା ପରେ ଏହା ତଳେ ପ୍ରାୟ ୭୦ ଜଣ ଲୋକ ଚାପି ହୋଇ ରହିଥିବା ଆଶଙ୍କା…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୧୯ କରୋନା ଆକ୍ରାନ୍ତ: ଆପଣଙ୍କ ଜିଲାରୁ କେତେ ଜାଣନ୍ତୁ…

ଭୁବନେଶ୍ୱର,୨୪।୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୫୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୨୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ବାଲେଶ୍ୱରରୁ ୨୭୬, ଗଞ୍ଜାମରୁ ୨୩୭, କଟକରୁ ୧୫୨, ରାୟଗଡାରୁ ୧୪୪, ଭଦ୍ରକରୁ ୧୪୦, ସୁନ୍ଦରଗଡରୁ ୧୩୮, କୋରାପୁଟରୁ ୯୮, ପୁରୀରୁ…

ଭୁବନେଶ୍ୱରରୁ ୨୬୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ସୋମବାର ୨୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୩ କ୍ୱାରାଣ୍ଟାଇନ ଓ ୧୧୪ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଜାଗମରା ଆଇଟିଇଆର କ୍ୟାମ୍ପସରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଡୁମୁଡୁମା ସୁବାସ ନଗର ବସ୍ତିରୁ…

ଆଜି କରୋନା ଆଁରେ ୧୦ ଜୀବନ, ମୃତ୍ୟୁସଂଖ୍ୟା ୪୧୯କୁ ବୃଦ୍ଧି

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪୧୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୫…

CORONAVIRUS UPDATE: ରାଜ୍ୟରେ ୮୧,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୨୯୪୯ ପଜିଟିଭ୍‌

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ସୋମବାର ୩୦ ଜିଲାରୁ ୨୯୪୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୧,୪୭୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୧୮୨୬ ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri