ଆଜି ବିଜୁ ଜୟନ୍ତୀ:ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଉଦ୍ବୋଧନ ଦେବେ ନବୀନ
ଭୁବନେଶ୍ୱର, ୫ା୩(ବ୍ୟୁରୋ):ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ବିଜେଡି ପକ୍ଷରୁ ଶୁକ୍ରବାର ପାଳନ କରାଯିବ। ରାଜ୍ୟର ସମସ୍ତ ନିର୍ବାଚନମଣ୍ଡଳୀ ସ୍ତରରେ ଏହି କାର୍ଯ୍ୟକ୍ରମ ପାଳନ ଲାଗି ମୁଖ୍ୟମନ୍ତ୍ରୀ ତଥା ଦଳ ସଭାପତି ନବୀନ ପଟ୍ଟନାୟକ ସବୁ ବିଧାୟକ, ଏମ୍ପି,…
ଭୁବନେଶ୍ୱର ଦ୍ୱିତୀୟ ବାସୋପଯୋଗୀ
ନୂଆଦିଲ୍ଲୀ, ୫ା୩(ପିଆଇବି):ଭାରତରେ ୧୦ ଲକ୍ଷରୁ କମ୍ ଜନସଂଖ୍ୟା ବିଶିଷ୍ଟ ସହର ମଧ୍ୟରେ ବାସପୋଯୋଗୀ ତାଲିକାରେ ଦ୍ୱିତୀୟ ସ୍ଥାନରେ ରହିଛି ଓଡ଼ିଶା ରାଜଧାନୀ ଭୁବନେଶ୍ୱର। ଗୃହ ନିର୍ମାଣ ଏବଂ ସହରାଞ୍ଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ଗୁରୁବାର ଜାରି କରିଥିବା ଇଜ୍ ଅଫ୍…
ବେଙ୍ଗାଲୁରୁ ବାସୋପଯୋଗୀ ଶ୍ରେଷ୍ଠ ସହର ତାଲିକା ଶୀର୍ଷରେ
ନୂଆଦିଲ୍ଲୀ,୪।୩: ବାସୋପଯୋଗୀ ଶ୍ରେଷ୍ଠ ସହର ତାଲିକା ମଧ୍ୟରେ ବେଙ୍ଗାଲୁରୁ ଶୀର୍ଷରେ ରହିଛି। କେନ୍ଦ୍ରୀୟ ଆବାସ ଓ ସହର ବ୍ୟାପାର ପକ୍ଷରୁ ଇଜି ଅଫ୍ ଲିଭିଙ୍ଗ୍ ଇଣ୍ଡେକ୍ସ୍ ର଼୍ୟାଙ୍କିଙ୍ଗ୍-୨୦୨୦ ଜାରି କରାଯାଇଛି। ମନ୍ତ୍ରୀ ହରଦୀପ୍ ସିଂ ପୁରୀ ଏହି ରିପୋର୍ଟ ପ୍ରକାଶ କରିଛନ୍ତି।…
ଆଇଇଡ଼ି ବିସ୍ଫୋରଣ: ୨ ଯବାନ ଶହୀଦ୍, ୩ ଗୁରୁତର
ରାଞ୍ଚି,୪।୩: ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲାରେ ମାଓବାଦୀଙ୍କ ଦ୍ୱାରା ପ୍ଲାଣ୍ଟ୍ କରାଯାଇଥିବା ଆଇଇଡ଼ି ବିସ୍ଫୋରଣରେ ୨ ଜଣ ଜାଗୁଆର ଯବାନ ଶହୀଦ୍ ହୋଇଛନ୍ତି। ଏହି ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ହୋୟାତୁ ଗାଁରେ ପୂର୍ବାହ୍ନ ୮ଟା ୪୫ରେ…
ନାଗରିକ ସ୍ବତନ୍ତ୍ରତା: ଭାରତର ରେଟିଂ କମିଲା
ନୂଆଦିଲ୍ଲୀ,୪।୩: ଭାରତରେ ନାଗରିକଙ୍କ ସ୍ବତନ୍ତ୍ରତା ଗତ ବର୍ଷ ତୁଳନାରେ ଚଳିତ ବର୍ଷ କମିଛି। ଆମେରିକା ସଂସ୍ଥା ଫ୍ରିଡ଼ମ୍ ହାଉସ୍ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଗତବର୍ଷ ଭାରତ ଶ୍ରେଷ୍ଠ ନାଗରିକ ସ୍ବତନ୍ତ୍ରତା ପ୍ରଦାନକାରୀ ଦେଶ ମଧ୍ୟରେ ମୋଟ…
ଜନବସତିକୁ ବିପଦ ଜଙ୍ଗଲ ନିଆଁ
ଖମାର,୪ା୩: ଜଳୁଛି ଏକାଧିକ ଜଙ୍ଗଲ। ପୋଡ଼ି ପାଉଁଶ ହୋଇଯାଉଛି ହଜାର ହଜାର ବୃକ୍ଷଲତା। ଅନେକ ଜୀବଜନ୍ତୁ, ସରୀସୃପଙ୍କ ଜୀବନହାନି ହେଉଥିଲେ ମଧ୍ୟ ବଢ଼ୁଥିବା ନିଆଁକୁ ରୋକିପାରୁନି ବନ ବିଭାଗ। ଗ୍ରୀଷ୍ମଋତୁ ଆରମ୍ଭ ନ ହେଉଣୁ ଦେବଗଡ ବନଖଣ୍ଡ ଅଧୀନ ଅନୁଗୋଳ ଜିଲା…
ଚାରିପଟେ ଆଲୁଅ, ଅନ୍ଧାରରେ ମାଙ୍କଡ଼ହଟିଂ
ଯୋଡ଼ା, ୪।୩(ଡି.ଏନ.ଏ.)- ଚାରି ପାଖରେ ଖଣି। ସବୁଠି ଜଳୁଛି ଉଚ୍ଚଶକ୍ତିିସମ୍ପନ୍ନ ଆଲୋକମାଳା। ହେଲେ ବିଜୁଳି ଆଲୁଅ ଟିକେ ପାଇଁ ଡହଳବିକଳ ହେଉଛନ୍ତି କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଭୂୟାଁରୋଇଡ଼ା ପଞ୍ଚାୟତ ଅଧୀନ ମାଙ୍କଡ଼ହଟିଂ ଅଞ୍ଚଳବାସୀ। ଚିରାଚରିତ ଭାବେ ଡିବିରି ଓ ଲଣ୍ଠନ…
କରୋନା ପରେ ଏବେ ମହଙ୍ଗା ମାଡ଼: ଅଧିକ କ୍ଷତିଗ୍ରସ୍ତ ହେଉଛନ୍ତି ମଧ୍ୟବିତ୍ତ
ନୂଆଦିଲ୍ଲୀ,୩।୩: କରୋନା ମହାମାରୀ ପରେ ଏବେ ଦେଶରେ ସୃଷ୍ଟି ହୋଇଥିବା ମହଙ୍ଗା ମାଡ଼ ଯୋଗୁ ସଙ୍କଟ ଦେଖାଦେଇଛି। କରୋନା ଯୋଗୁ ବହୁ ଲୋକ ଚାକିରି ହରାଇ ବେରୋଜାଗାର ହୋଇଯାଇଛନ୍ତି। ଏହା କର୍ମଜୀବୀଙ୍କଠାରୁ ଆରମ୍ଭ କରି ଶ୍ରମିକ, ଛୋଟ ବ୍ୟବସାୟୀ ସଭିଙ୍କୁ ପ୍ରଭାବିତ…
ଭାରତୀୟ ପ୍ରତିଭାଙ୍କ ଚାହିଦା ପୃଥିବୀରେ ବୃଦ୍ଧି ପାଉଛି: ମୋଦି
ନୂଆଦିଲ୍ଲୀ,୩।୩: ଭାରତୀୟ ପ୍ରତିଭାଙ୍କ ଚାହିଦା ପୃଥିବୀରେ ବଢ଼ିଚାଲିଛି। ଏହା ଭାରତର ଗୁଣବତ୍ତାକୁ ସୂଚିତ କରୁଛି। ବୁଧବାର ଶିକ୍ଷା,ଅନୁସନ୍ଧାନ ଓ କୌଶଳ ବିକାଶ ସମ୍ପର୍କିତ ଏକ କାର୍ଯ୍ୟକ୍ରମରେ ଅନ୍ଲାଇନ୍ରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। ଆତ୍ମନିର୍ଭର ଭାରତ ଗଠନ ପାଇଁ…
୪ ମାସରେ ଗ୍ୟାସ୍ ଦାମ ୭ ଥର ବୃଦ୍ଧି: କାଠ ଜଳାଉଛନ୍ତି ଉଜ୍ଜ୍ୱଳା ଯୋଜନା ହିତାଧିକାରୀ
ନୂଆଦିଲ୍ଲୀ,୩।୩: ଦେଶରେ ଗତ ୪ମାସ ମଧ୍ୟରେ ଗ୍ୟାସ୍ ଦାମ ୭ ଥର ବୃଦ୍ଧି ପାଇଛି। ସିଲିଣ୍ଡର ଦାମ ବଢ଼ିବା ଯୋଗୁ ଉଜ୍ଜ୍ୱଳା ଯୋଜନା ହିତାଧିକାରୀ ଏବେ ଆଉ ଗ୍ୟାସ୍ ଜଳାଇବାକୁ ପସନ୍ଦ କରୁ ନାହାନ୍ତି। ଦେଶର ୮ କୋଟି ହିତାଧିକାରୀଙ୍କୁ ସରକାରଙ୍କ…
ପୁଣି ଗଞ୍ଜାମକୁ ଫେରିଲା କରୋନା: ରାଜ୍ୟରେ ଆଜି ୭୪ ନୂଆ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨।୩(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ଜଣ କ୍ୱାରାଣ୍ଟାଇନ୍ରୁୁ ଥିବା ବେଳେ ୨୯ ଲୋକାଲ କେସ୍ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମଙ୍ଗଳବାର…
ପଶ୍ଚିମବଙ୍ଗ-ଆସାମ ବିଜୟ ଲକ୍ଷ୍ୟ: ମୋଦି କରିବେ ୨୬ ରାଲି, ଶାହା-ନଡ୍ଡା ୫୦-୫୦
କୋଲକାତା,୨।୩: ପଶ୍ଚିମବଙ୍ଗ ଏବଂ ଆସାମ ବିଧାନସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ମୋଟ ୨୬ ରାଲିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେଥିମଧ୍ୟରୁ ପଶ୍ଚିମବଙ୍ଗରେ ୨୦ଟି ରାଲି ହେବ। ଅପରପକ୍ଷରେ ଆସାମରେ ୬ଟି ରାଲି କରାଯିବା। ପଶ୍ଚିମବଙ୍ଗ ଭାଜପା ୟୁନିଟ୍ ପକ୍ଷରୁ ରାଜ୍ୟରେ ପ୍ରଧାନମନ୍ତ୍ରୀଙ୍କର ୨୫ରୁ…

