୧୦ ଲକ୍ଷ ଏକର ଜଙ୍ଗଲ ପାଉଁଶ
ସାନ୍ ଫ୍ରାନ୍ସିସ୍କୋ,୨୪।୮ : ଆମେରିକାର କାଲିଫର୍ନିଆ ଜଙ୍ଗଲରେ ଲାଗିଥିବା ନିଆଁ ଭୟାବହ ରୂପ ନେଇଛି। ଏହି ବନାଗ୍ନି ମାତ୍ର ସପ୍ତାହେ ମଧ୍ୟରେ ୧୦ ଲକ୍ଷ ଏକର ଜଙ୍ଗଲକୁ ମାଡ଼ି ପାଉଁଶ କରିଦେଇଛି। ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଶତାଧିକ ଲୋକ…
ଦ୍ୱନ୍ଦ୍ୱରେ ନେତୃତ୍ୱ ପରିବର୍ତ୍ତନ
ନୂଆଦିଲ୍ଲୀ,୨୪।୮ : କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକର ଅବ୍ୟବହିତ ପୂର୍ବରୁ ସୋନିଆ ଗାନ୍ଧୀ ଦଳର ଅନ୍ତରୀଣ ଅଧ୍ୟକ୍ଷ ପଦ ଛାଡ଼ିବାକୁ ଆଗ୍ରହ ପ୍ରକାଶ କରିଛନ୍ତି। ସୋମବାର ହେବାକୁ ଥିବା ସିଡବ୍ଲ୍ୟୁସି ବୈଠକରେ ସେ ଆନୁଷ୍ଠାନିକ ଭାବେ ଇସ୍ତଫା ଦେଇପାରନ୍ତି। କଂଗ୍ରେସର…
ପିସିସି ସଭାପତି ବଦଳିବା ଚର୍ଚ୍ଚା
ଭୁବନେଶ୍ୱର,୨୪ା୮(ବ୍ୟୁରୋ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ପରିବର୍ତ୍ତନ ନେଇ ଚର୍ଚ୍ଚା ଜୋର ଧରିଛି। ଯଦିଓ ସୋମବାର ନୂଆଦିଲ୍ଲୀରେ ବସିବାକୁ ଥିବା ସିଡବ୍ଲ୍ୟୁସି ବୈଠକରେ ଏନେଇ ଆଲୋଚନା ହୋଇ ନ ପାରେ ବୋଲି ଜଣାଅଛି, ତଥାପି ଓଡିଶା ପ୍ରସଙ୍ଗ ଉଠୁ ବୋଲି…
ଦେଢ଼ କିମି ବୁହାହେଲେ ପ୍ରସୂତି, ଶିଶୁ
କାମାକ୍ଷାନଗର, ୨୪।୮(ଡି.ଏନ.ଏ.) ଢେଙ୍କାନାଳ ଜିଲାର ଆଦିବାସୀବହୁଳ ଦୁର୍ଗମ କାନ୍ତୋଲ ପଞ୍ଚାୟତରେ କମୁନି ଜନନୀ ଯନ୍ତ୍ରଣା। ଗ୍ରାମକୁ ଯିବା ରାସ୍ତାରେ ଏକାଧିକ ପାହାଡ଼ିଆ ନାଳ ସ୍ବାସ୍ଥ୍ୟସେବାରେ ସାଜିଛି ପ୍ରତିବନ୍ଧକ। ଫଳରେ ଜରୁରୀସମୟରେ ସ୍ରୋତପୂର୍ଣ୍ଣ ନାଳ ପାର ହୋଇ ମେଡିକାଲ ଆସିବାକୁ ସଂଘର୍ଷ କରୁଛନ୍ତି ଗର୍ଭବତୀ,…
କ୍ଷେତକୁ ନିଅଣ୍ଟ ସାର
ଅନୁଗୋଳ ଅଫିସ, ୨୪।୮: ପ୍ରଥମେ ନିଅଣ୍ଟିଆ ବର୍ଷା, ଆଉ ଏବେ ସାର ଅଭାବକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଅନୁଗୋଳ ଜିଲାର ଚାଷୀ। ପଛେଇ ଯାଇଥିବା ଚାଷକୁ ଆଗେଇ ନେବା ପାଇଁ ସେମାନଙ୍କ ନିକଟରେ ସାର ହିଁ ଏକମାତ୍ର ବିକଳ୍ପ ରହିଛି। କିନ୍ତୁ ଠିକଣା…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୨୯ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ
ଭୁବନେଶ୍ୱର,୨୩।୮(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୨୧୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୭୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗଞ୍ଜାମ ଜିଲାରୁ ୨୬୫, ସୁନ୍ଦରଗଡରୁ ୧୭୮, କଟକରୁ ୧୭୨, କୋରାପୁଟରୁ ୧୫୩, ଭଦ୍ରକରୁ ୧୪୪, ନୟାଗଡରୁ ୧୩୦, କନ୍ଧମାଳରୁ ୧୨୨,…
ଭୁବନେଶ୍ୱରରେ ପୁଣି ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୩।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ରବିବାର ପୁଣି ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୧୭ ଜଣଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୨୦୬ ଜଣ ଚିହ୍ନଟ ହୋଇଥିବାବେଳେ ୧୧୧ ଲୋକାଲ କଣ୍ଟାକ୍ଟ କେସ ରହିଛି। ବାଣୀବିହାର ପଥର ବନ୍ଧରୁ ୪ ଜଣ, ରସୁଲଗଡ ଜିଜିପି କଲୋନୀରୁ…
ଆଇଏସ୍ ଆତଙ୍କବାଦୀଙ୍କ ଘରେ ବାରୁଦ ଗଦା: ସ୍ତ୍ରୀ-ପିତା-ଭାଇ କହିଲେ ଏପରି…
ନୂଆଦିଲ୍ଲୀ, ୨୩।୮: ଦିଲ୍ଲୀର ଧୋଲା କୂଆଁ ଅଞ୍ଚଳରୁ ଗିରଫ ହୋଇଥିବା ଆତଙ୍କବାଦୀ ଅବୁ ୟୁସୁଫ୍ଙ୍କର ବଳରାମପୁର ଘରେ ଚଢ଼ାଉ ସମୟରେ ମୃତ୍ୟୁର ସରଞ୍ଜାମ ଜବତ ହୋଇଛି। ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଏସବୁ ୟୁସୁଫ୍ ଠୁଳ କରିଥିବା କୁହାଯାଉଛି। ଅଳ୍ପ…
ଦୁନିଆର ଆଲୋକ ଦେଖି ପାରିବେନି ୬୮ ଲକ୍ଷ କନ୍ୟା: ମାତୃଗର୍ଭରେ କରାଯିବ ହତ୍ୟା !
ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୩।୮: ଦେଶରେ କନ୍ୟା ଭ୍ରୁଣ ହତ୍ୟା ଜାରି ରହିଛି। ସରକାରୀ ଆଇନ ଏକ୍ଷେତ୍ରରେ ବିଶେଷ ସଫଳ ହେଉ ନ ଥିବା କୁହାଯାଉଛି। ଏଭଳି ଧାରା ଜାରି ରହିଲେ ୨୦୩୦ ସୁଦ୍ଧା ୬୮ ଲକ୍ଷ କନ୍ୟା ଦୁନିଆର ଆଲୋକ ଦେଖିବାରୁ ବଞ୍ଚିତ…
ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୮(ବ୍ୟୁରୋ): ଆଜି ହେଉଛି ନୂଆଁଖାଇ ପର୍ବ। ଏହା ପଶ୍ଚିମ ଓଡ଼ିଶାର ଗଣପର୍ବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ସମ୍ବଲପୁରୀ ଭାଷାରେ ଟୁଇଟ୍ କରି ନୂଆଁଖାଇର ଜୁହାର ଜଣାଇବା ସହ ସମସ୍ତଙ୍କ ସୁଖ, ସମୃଦ୍ଧି କାମନା…
କଶ୍ମୀର ଆଇଏସ୍ ସଂଗଠନର ପର୍ଦ୍ଦାଫାଶ୍: ୫ ଗିରଫ
ଶ୍ରୀନଗର, ୨୩।୮: କଶ୍ମୀରରେ ଗଠିତ ହୋଇଥିତ୍ବା ଏକ ଆଇଏସ୍ ଆତଙ୍କବାଦୀ ସଂଗଠନର ପର୍ଦ୍ଦାଫାଶ୍ ହୋଇଛି। ଏହି ଘଟଣାରେ ସଂଗଠନ ସହିତ ସମ୍ପୃକ୍ତି ଥିବା ୫ ଜଣଙ୍କୁ ଗିରଫ କରାଯାଇଛି। ଆଇଏସ୍ ସଂଗଠନ ଭଳି ଏଠାରେ ଇସଲାମିକ୍ ଷ୍ଟେଟ୍ ଅଫ୍ ଜମ୍ମୁ ଆଣ୍ଡ…
ରାଜ୍ୟରେ ବେଲଗାମ କରୋନା: ୩୦ ଜିଲାରୁ ଆଜି ଚିହ୍ନଟ ହେଲେ ଆଉ ୨,୯୯୩ ଆକ୍ରାନ୍ତ; ଜାଣନ୍ତୁ..
ଭୁବନେଶ୍ୱର,୨୩।୮(ବ୍ୟୁରୋ): ଓଡ଼ିଶାରେ ବେଲଗାମ ହୋଇପଡ଼ିଛି କରୋନା। ରବିବାର ରାଜ୍ୟରେ ୨,୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧,୮୭୯ କ୍ୱାରାଣ୍ଟାଇନ୍ର ଥିବା ବେଳେ ୧,୧୧୪ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୮,୫୩୦କୁ ବୃଦ୍ଧି ପାଇଛି।…
Archives


