Home Middle

ନେପାଳରୁ ଚୋରାରେ ଆସୁଛି ତେଲ

ନୂଆଦିଲ୍ଲୀ,୨୫ା୨: ଭାରତରେ ତେଲ ଦରରେ ନିଆଁ ଲାଗିଛି। ଦେଶର କେତେକ ଭାଗରେ ପେଟ୍ରୋଲ ଲିଟର ପିଛା ୧୦୦ରୁ ଅଧିକ ଟଙ୍କାରେ ବିକ୍ରି ହେଉଛି। ପେଟ୍ରୋଲ ପ୍ରଥମ ଥର ପାଇଁ ତିନି ଅଙ୍କ ଛୁଇଁଥିବାବେଳେ ଡିଜେଲ ମଧ୍ୟ ଚଢ଼ା ଦାମରେ ବିକ୍ରି ହେଉଛି।…

ସ୍ବୀକୃତି ମିଳିଛି, ସୁବିଧା ମିଳୁନି

ଅନୁଗୋଳ ଅଫିସ, ୨୫।୨: ଶିଳ୍ପ ପାଇଁ ସମୃଦ୍ଧ ଅନୁଗୋଳ ସହରରେ ଥିବା ୨୭ ବସ୍ତି ମଧ୍ୟରୁ ୧୩ଟିକୁ ମିଳିଛି ସରକାରୀ ସ୍ବୀକୃତି। ଏସବୁ ବସ୍ତିରେ ରହିଛି ୨,୬୬୨ ଘର। ଅନୁଗୋଳ ପୌରପାଳିକା ପକ୍ଷରୁ ସ୍ବୀକୃତିପ୍ରାପ୍ତ ବସ୍ତିଗୁଡ଼ିକୁ ସମସ୍ତ ଆନୁଷଙ୍ଗିକ ସୁବିଧା ସୁଯୋଗ…

ଆଜିଠୁ ପ୍ରସିଦ୍ଧ ମାଘମେଳା

ଢେଙ୍କାନାଳ ଅଫିସ, ୨୫।୨: ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ମହିମାଗାଦିରେ ଗୁରୁବାରଠାରୁ ଆରମ୍ଭ ହେଉଛି ବିଶ୍ୱପ୍ରସିଦ୍ଧ ମାଘମେଳା। ନୂଆ ରୂପରେ ଫେରିଥିବା କରୋନା ଭୂତାଣୁ ଅଧିକ ମାରାତ୍ମକ ହୋଇଥିବାରୁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସରକାରୀ ଗାଇଡ୍‌ ଲାଇନ ଅନୁଯାୟୀ ପ୍ରଶାସନ ପକ୍ଷରୁ ଜିଲା…

ପ୍ରଦୀପଙ୍କୁ ମିଳିଲା ଜାମିନ୍‌

କଟକ ଅଫିସ,୨୪।୨: କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ହୋଇଥିବା ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଛି ସର୍ତ୍ତମୂଳକ ଜାମିନ୍‌। ୫ ଲକ୍ଷ ଟଙ୍କା ଲେଖାଏ ୨ ଜଣ ଜାମିନଦାରଙ୍କ ବଦଳରେ ବୁଧବାର ତାଙ୍କୁ ହାଇକୋର୍ଟ ଜାମିନ ଦେଇଛନ୍ତି। ଏଥିସହ ୨୪ ଲକ୍ଷ ଟଙ୍କା…

ନରେନ୍ଦ୍ର ମୋଦି ଷ୍ଟାଡିୟମ୍‌ ହେଲା ମୋଟେରା

ଅହମଦାବାଦ,୨୪।୨: ପୃଥିବୀର ସର୍ବବୃହତ୍‌ କ୍ରିକେଟ ଷ୍ଟାଡିୟମ୍‌ ମୋଟେରାକୁ ନରେନ୍ଦ୍ର ମୋଦି ଷ୍ଟାଡିୟମ ଭାବେ ନାମକରଣ କରାଯାଇଛି। ଏନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସୂଚନା ଦେଇଛନ୍ତି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁଥିବା ତୃତୀୟ ଟେଷ୍ଟ ମ୍ୟାଚ୍‌ ପୂର୍ବରୁ ଶାହା ଷ୍ଟାଡିୟମ୍‌ର ନୂଆ…

ସର୍ବବୃହତ୍‌ କ୍ରିକେଟ ଷ୍ଟାଡିୟମ୍‌ ଲୋକାର୍ପିତ

ଅହମଦାବାଦ,୨୪।୨: ପୃଥିବୀର ସର୍ବବୃହତ୍‌ କ୍ରିକେଟ ଷ୍ଟାଡିୟମ୍‌ ଲୋକାର୍ପିତ ହୋଇଛି। ଗୁଜରାଟର ମୋଟେରା ଷ୍ଟାଡିୟମ୍‌କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଉପସ୍ଥିତ ଥିଲେ। ଏହାର ନିର୍ମାଣରେ ୮୦୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି।…

୪ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର,୨୪।୨: ଜମ୍ମୁ-କଶ୍ମୀର ଅନନ୍ତନାଗରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସର୍ଚ୍ଚ ଅପରେଶନ ସମୟରେ ୪ ଜଣ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରାଯାଇଛି। ଦକ୍ଷିଣ କଶ୍ୱୀର ଅନନ୍ତନାଗର ଶ୍ରୀଗୁଫଓ୍ବାରାର ଶାଲଗୁଲ ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚିଥିବା ଖବର ମିଳିଥିଲା। ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ…

କରୋନା ନୂଆ ଷ୍ଟ୍ରେନ୍‌: ଅଧିକ ମାରାତ୍ମକ ହେବା ଆଶଙ୍କା

ନୂଆଦିଲ୍ଲୀ,୨୪।୨: ଦେଶରେ ପୁଣି କରୋନା ଆତଙ୍କ ଆରମ୍ଭ ହୋଇଛି। ମହାରାଷ୍ଟ୍ର,କେରଳ ଏବଂ ତେଲଙ୍ଗାନାରେ କରୋନାର ନୂଆ ଷ୍ଟ୍ରେନ୍‌ ଚିହ୍ନଟକ ହୋଇଛି। ଭାରତରେ ମିଳିଥିବା ନୂଆ ଷ୍ଟ୍ରେନ୍‌ ବ୍ରିଟେନଠାରୁ ଅଧିକ ମାରାତ୍ମକ ହେବାର ଆଶଙ୍କା ରହିଥିବା ବିଶେଷଜ୍ଞ ଚେତାବନୀ ଦେଇଛନ୍ତି। ଚଣ୍ଡିଗଡ଼ ପିଜିଆଇଏମ୍‌ଇଆର୍‌…

୫ ରାଜ୍ୟବାସୀଙ୍କୁ ଦିଲ୍ଲୀ ମନା

ନୂଆଦିଲ୍ଳୀ,୨୪।୨: ଦେଶର କରୋନା ସଂକ୍ରମଣ ପୁଣି ଫେରିଛି। ମହାରାଷ୍ଟ୍ର, କେରଳ, ପଞ୍ଜାବ, ମଧ୍ୟପ୍ରଦେଶ, ଛତିଶଗଡ଼ ଆଦି ୫ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏସବୁ ରାଜ୍ୟବାସୀଙ୍କୁ ଦିଲ୍ଲୀରେ ପ୍ରବେଶ ଉପରେ କଟକଣା ଜାରି ହୋଇଛି। ସେମାନଙ୍କ ନମୁନା ପରୀକ୍ଷା ରିପୋର୍ଟ…

ସଂକ୍ରମଣର କେନ୍ଦ୍ର ପାଲଟିଛି ବିଦର୍ଭ

ମୁମ୍ବାଇ/ଭୋପାଳ, ୨୪।୨ : ମହାରାଷ୍ଟ୍ରର ମୁମ୍ବାଇ ଏବଂ ପୁଣେ ପରେ ଏବେ ବିଦର୍ଭ ଅଞ୍ଚଳ କରୋନା ସଂକ୍ରମଣର କେନ୍ଦ୍ରସ୍ଥଳ ପାଲଟିଛି। ଏହି ଅଞ୍ଚଳର ୟାଭତମାଲ, ଆକୋଲା, ଅମରାବତୀ ଏବଂ ଓ୍ବାର୍ଦ୍ଧା ଜିଲାରେ ଦୈନିକ ସଂକ୍ରମଣ ହାର ବଢ଼ିଚାଲିଛି। ସେଠାରେ ସଂକ୍ରମଣ ହାର…

ହ୍ବାଟ୍ସଆପ ଗ୍ରୁପ୍‌ କିମ୍ବା ଟୁଲକିଟ୍‌ର ଏଡିଟର ହେବା ଅପରାଧ ନୁହେଁ – କୋର୍ଟ

ନୂଆଦିଲ୍ଲୀ,୨୩।୨: ଟୁଲକିଟ୍‌ ମାମଲାରେ ବେଙ୍ଗାଲୁରୁର କ୍ଲାଇମେଟ୍‌ ଆକ୍ଟିଭିଷ୍ଟ ଦିଶା ରବିଙ୍କୁ ମଙ୍ଗଳବାର ଦିଲ୍ଲୀର ଏକ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏହି ମାମଲାର ବିଚାର କରି ଅତିରିକ୍ତ ସେସନ ଜଜ୍‌ ଧର୍ମେନ୍ଦ୍ର ରାଣା କହିଛନ୍ତି, ହ୍ବାଟ୍ସଆପ ଗ୍ରୁପ ତିଆରି କରିବା କିମ୍ବା…

କରୋନା ଅଗ୍ନିପରୀକ୍ଷାରେ ଦେଶ ସଫଳ ହୋଇଛି: ମୋଦି

ନୂଆଦିଲ୍ଲୀ,୨୩।୨: କରୋନା ମହାମାରୀ ବିରୋଧରେ ଲଢ଼େଇରେ ଦେଶକୁ ସଫଳତା ମିଳିଛି। ଏହା ଏକ ଅଗ୍ନି ପରୀକ୍ଷା ସଦୃଶ ଥିଲା। ତେବେ ଭାରତ ଯୋଜନାବଦ୍ଧ ଭାବେ ବିପଦରୁ ମୁକୁଳି ପାରିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର କହିଛନ୍ତି। ଆୟୋଜିତ ଏକ ହେଲଥ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?