ରୁତୋଗରେ ଶିବିର ନିର୍ମାଣ କରୁଛି ଚାଇନା
ଲଦାଖ,୨୩।୨: ଭାରତ ଚାଇନା ମଧ୍ୟରେ ପୂର୍ବ ଲଦାଖରେ ଜାରି ରହିଥିବା ସୀମା ବିବାଦ ନେଇ ଆଲୋଚନା ପରେ ଦୁଇପକ୍ଷ ପଛକୁ ହଟିବାକୁ ନିଷ୍ପତ୍ତି ହୋଇଥିଲା। ଭାରତ ଏହାକୁ ପାଳନ କରିଥିବାବେଳେ ଚାଇନା ବିବାଦୀୟ ଅଞ୍ଚଳରୁ ହଟି ଏବେ ରୁତୋଗଠାରେ ସୈନ୍ୟ ଶିବିର…
ସିବିଆଇ ଷଡ଼ଯନ୍ତ୍ରକାରୀଙ୍କୁ ଖୋଜୁ
ଭୁବନେଶ୍ୱର, ୨୩।୨ (ବ୍ୟୁରୋ): ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ ଗିରଫ ହେବା ପରେ ନିଜ ଅନ୍ତରର କଷ୍ଟକୁ ବଖାଣିଛନ୍ତି ନିଜେ ପୀଡିତା। ଖବରଦାତା ସମ୍ମିଳନୀରେ ଅଞ୍ଜନା କହିଛନ୍ତି, ଦୀର୍ଘ ୨୨ବର୍ଷ ହେବ ମୁଁ ମରି ମରି…
ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷିକୁ ଫୋକସ୍
ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟ ପାଇଁ କରୋନା ମହାମାରୀ ପରବର୍ତ୍ତୀ ସମୟ ଅତ୍ୟନ୍ତ କଠିନ ହୋଇଛି। କେନ୍ଦ୍ରୀୟ ଟିକସ ହ୍ରାସ ସାଙ୍ଗକୁ ଜିଏସ୍ଟି କ୍ଷତିପୂରଣ, ପଞ୍ଚଦଶ ଅର୍ଥ କମିଶନ ସୁପାରିସ ଅନୁଦାନ ଧିମେଇ ଯାଇଛି। ରାଜକୋଷ ଉପରେ ପ୍ରବଳ ଚାପ ପଡିଛି। ଜନସାଧାରଣଙ୍କ ଜୀବନଜୀବିକା…
ବିମାନବନ୍ଦରରେ ଆର୍ଟି-ପିସିଆର୍ ଟେଷ୍ଟ ବାଧ୍ୟତାମୂଳକ
ନୂଆଦିଲ୍ଲୀ, ୨୨ା୨: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ରିଟେନ, ବ୍ରାଜିଲ, ଦକ୍ଷିଣ ଆଫ୍ରିକା ସମେତ ସମସ୍ତ ୟୁରୋପୀୟ ଦେଶଗୁଡ଼ିକରୁ ଭାରତ ଆସୁଥିବା ଯାତ୍ରୀ କ୍ୱାରାଣ୍ଟାଇନରେ ରହିବା ପୂର୍ବରୁ ସେମାନଙ୍କ ଆର୍ଟି-ପିସିଆର୍ ଟେଷ୍ଟ ହେବ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ…
ବଜେଟ୍ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ: ଜାଣନ୍ତୁ କ’ଣ ରହିଛି ମୁଖ୍ୟାଂଶ
ଭୁବନେଶ୍ୱର,୨୨।୨(ବ୍ୟୁରୋ): ସୋମବାର ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ଗତବର୍ଷ ଅପେକ୍ଷା ଚଳିତବର୍ଷ ବଜେଟର ପରିମାଣ ୧୩ ପ୍ରତିଶତ ବଢ଼ିଛି। ଚଳିତ ବର୍ଷ ମୋଟ ବଜେଟ ପରିମାଣ ୧ ଲକ୍ଷ ୭୦ ହଜାର କୋଟି ରହିଛି। ୧.୭୦…
ନ୍ୟାଶନାଲ ହେରାଲ୍ଡ ମାମଲା: ସୋନିଆ-ରାହୁଲଙ୍କୁ ହାଇକୋର୍ଟଙ୍କ ନୋଟିସ୍
ନୂଆଦିଲ୍ଲୀ,୨୨।୨: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ଏମ୍ପି ରାହୁଲ ଗାନ୍ଧୀଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ନ୍ୟାଶନାଲ ହେରାଲ୍ଡ ମାମଲାରେ ଉଭୟଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ନୋଟିସ୍ ଜାରି ହୋଇଛି। ଭାଜପା ନେତା ସୁବ୍ରମଣ୍ୟମ୍ ସ୍ବାମୀଙ୍କ ଆବେଦନ ଆଧାରରେ ଏହି ନୋଟିସ୍…
ଉପଯୁକ୍ତ ନୀତି-ଉଦ୍ଦେଶ୍ୟ ଦ୍ୱାରା ଭାଗ୍ୟରେ ବି ହୋଇଥାଏ ପରିବର୍ତ୍ତନ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆସାମ ଏବଂ ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି। ଅସାମରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ କହିଛନ୍ତି ଯେ, ଉପଯୁକ୍ତ ନୀତି ଏବଂ ଉଦ୍ଦେଶ୍ୟ ଦ୍ୱାରା ଭାଗ୍ୟରେ ବି ପରିବର୍ତ୍ତନ ହୋଇଥାଏ। ପୂର୍ବରୁ କେନ୍ଦ୍ରରେ ଶାସନ କରୁଥିବା…
ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର ହେବା ଭାରତର ଲକ୍ଷ୍ୟ: ମୋଦି
ନୂଆଦିଲ୍ଲୀ,୨୨।୨: ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର ହେବା ଲକ୍ଷ୍ୟ ନେଇ ଭାରତ ନିରନ୍ତର ଉଦ୍ୟମ ଜାରି ରଖିଛି। ପୃଥିବୀରେ ପ୍ରତିରକ୍ଷା ସାମଗ୍ରୀ ଆମଦାନୀ କ୍ଷେତ୍ରରେ ଭାରତ ଆଗରେ ରହିଛି। ତେବେ ଏବେ ଦେଶ ସ୍ବଦେଶୀ ଜ୍ଞାନକୌଶଳର ଉପଯୋଗ କରିବା ଉପରେ ଗୁରୁତ୍ୱାରୋପ କରୁଥିବା…
ନାରାୟଣସ୍ବାମୀ ସରକାରଙ୍କ ପତନ
ପୁଡୁଚେରୀ,୨୨।୨: ସଙ୍କଟରେ ପଡ଼ିଥିବା ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀ ସରକାରଙ୍କର ପତନ ଘଟିଛି। ବିଧାନସଭାରେ ହୋଇଥିବା ଶକ୍ତି ପରୀକ୍ଷାରେ ନାରାୟଣସ୍ବାମୀଙ୍କ କଂଗ୍ରେସ ସରକାର ସଂଖ୍ୟା ଗରିଷ୍ଠତା ପ୍ରମାଣିତ କରି ପାରି ନାହାନ୍ତି। ସରକାରଙ୍କ ପାଖରେ ୯ କଂଗ୍ରେସ ବିଧାୟକଙ୍କ ସମେତ ୨…
ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ଆଇଇଡ଼ି ଜବତ
ଶ୍ରୀନଗର,୨୨।୨: ଜମ୍ମୁ-କଶ୍ମୀରରେ ଏକ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ନୌଗାମ୍ର କେନହାମ୍ ଅଞ୍ଚଳରେ ରେଲଓ୍ବେ କ୍ରସିଂ ନିକଟରୁ ଆଇଇଡ଼ି ଜବତ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଜାତୀୟ ରାଜପଥରେ ଯାତାୟାତକୁ ବନ୍ଦ କରି ଦିଆଯାଇଛି। ଆଇଇଡ଼ିକୁ ନିଷ୍କ୍ରିୟ କରିବା ଲାଗି ସ୍ବତନ୍ତ୍ର…
ପୁଣି ଫେରିଲା କରୋନା: ୨୪ ଘଣ୍ଟାରେ ୮୩ ମୃତ
ନୂଆଦିଲ୍ଲୀ,୨୨।୨: ପୁଣି କରୋନା ଫେରିଛି। ଏବେ ସଂକ୍ରମଣକୁ ନେଇ ଦେଶରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, କେରଳ, ତାମିଲନାଡୁ କର୍ନାଟକ, ପଞ୍ଜାବ, ମଧ୍ୟପ୍ରଦେଶ ଆଦି ୬ଟି ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ନୂଆ…
ଫେରିପାରେ କଟକଣା
ନୂଆଦିଲ୍ଲୀ, ୨୨।୨: ଗତ ୭ ଦିନ ମଧ୍ୟରେ କରୋନା ଭୂତାଣୁରେ ୮୭,୭୧୧ ଜଣ ସଂକ୍ରମିତ ହୋଇଥିବାରୁ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ସଂକ୍ରମଣର ଦ୍ୱିତୀୟ ଲହର ନେଇ ଆଶଙ୍କା ପ୍ରକାଶ ପାଇଥିବାବେଳେ ବିଭିନ୍ନ ରାଜ୍ୟ ସରକାରଙ୍କ ପକ୍ଷରୁ ସୁରକ୍ଷା ନିୟମକୁ ପୁଣି ଥରେ…

