ସ୍ବାସ୍ଥ୍ୟ ସେବାରେ ରେକର୍ଡ: ଗୋଟିଏ ଦିନରେ ସୁସ୍ଥ ହେଲେ ୬୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ
ନୂଆଦିଲ୍ଲୀ, ୧୯।୮: ଦେଶର କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେବେ ଆକ୍ରାନ୍ତଙ୍କ ସୁସ୍ଥ ହେବାରେ ବୁଧବାର ଏକ ନୂଆ ରେକର୍ଡ ହୋଇଛି। ଗୋଟିଏ ଦିନରେ ୬୦ ହଜାର ୯୧…
ଆଜି ଆଉ ୧୦ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୧୯ା୮(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୭୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଗଞ୍ଜାମରୁ ସର୍ବାଧିକ ୪ କରୋନା…
ପାସ୍ ହାର: ନୟାଗଡ଼ ଆଗରେ, ଦେବଗଡ଼ ପଛରେ
ଭୁବନେଶ୍ୱର, ୧୯।୮(ବ୍ୟୁରୋ): ବୁଧବାର ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇଥିବା ବେଳେ ପାସ୍ ହାର ରହିଛି ୭୪.୯୫ ପ୍ରତିଶତ। ପାସ୍ ହାରରେ ନୟାଗଡ଼ ସବୁଠାରୁ ଆଗରେ ଥିବାବେଳେ ଦେବଗଡ଼ ସବୁଠୁ ପଛରେ ରହିଛି। ତେବେ ଚଳିତ ବର୍ଷ ପୁଅମାନେ ଭଲ…
CORONAVIRUS UPDATE: ରାଜ୍ୟରେ ଦିନକରେ ୨୫ଶହ ପାର କଲା ଆକ୍ରାନ୍ତ ସଂଖ୍ୟା
ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୨୯ ଜିଲାରୁ ଆଉ ୨୫୮୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୨୫୮୯ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୧୫୭୪ ଚିହ୍ନଟ…
ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ: ପାସ୍ ହାର ୭୪.୯୫ ପ୍ରତିଶତ
ଭୁବନେଶ୍ୱର, ୧୯।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ୍ ହାର ୭୪.୯୫ ପ୍ରତିଶତ ରହିଛି। କରୋନା କଟକଣା ପାଇଁ ଗତବର୍ଷ ଅପେକ୍ଷା ଏଥର ୩ ମାସ ବିଳମ୍ବରେ…
ପ୍ରବଳ ବର୍ଷା: ଦିନରେ ବି ରାତି ଭଳି ଅନ୍ଧାର
ନୂଆଦିଲ୍ଲୀ, ୧୯।୮: ଦେଶର ବହୁ ରାଜ୍ୟରେ ଲଗାତାର ବର୍ଷା ଲାଗି ରହିଛି। ଦିଲ୍ଲୀରେ ପ୍ରବଳ ବର୍ଷାଯୋଗୁ ଦିନରେ ମଧ୍ୟ ରାତି ଭଳି ଅନ୍ଧାର ଘୋଡ଼େଇ ହୋଇ ରହିଛି। ତୁହାକୁ ତୁହା ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ମାରୁଛି। ତଳି ଅଞ୍ଚଳରେ ବର୍ଷାପାଣି…
ରାଜରାସ୍ତାରୁ ବସ୍ ଅପହରଣ କଲେ ଅଜଣା ଲୋକେ: ୩୪ ଯାତ୍ରୀଙ୍କ ମିଳୁନି ଖୋଜ୍ ଖବର
ଆଗ୍ରା, ୧୯।୮: ଉତ୍ତରପ୍ରଦେଶରେ ଆଇନ ଶୃଙ୍ଖଳା ସ୍ଥିତି ଧୀରେଧୀରେ ବିଗିଡ଼ିବାରେ ଲାଗିଛି। ଅପରାଧୀମାନେ ଆଉ ପୋଲିସକୁ ଭୟ କରୁ ନାହାଁନ୍ତି। ଏହା ସଦ୍ୟତମ ଘଟଣା ଆଗ୍ରାର ମଲପୁରା ଅଞ୍ଚଳର ନ୍ୟୁ ଦକ୍ଷିଣୀ ବାଇପାସ୍ ନିକଟରେ ଘଟିଛି। ସ୍ଥାନୀୟ ରାୟଭା ଟୋଲ୍ ପ୍ଲାଜାଠାରେ…
ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ ବନ୍ଧକ
ବାମାକୋ, ୧୯।୮: ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଏବେ ରାଜନୈତିକ ସଂକଟ ଘନେଇବାରେ ଲାଗିଛି। ସୈନ୍ୟ ବାହିନୀ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ବିରୋଧ ବିଦ୍ରୋହ କରିଛନ୍ତି। ରାଷ୍ଟ୍ରପତି ଇବ୍ରାହିମ ବାଉବକର କିତା ଏବଂ ପ୍ରଧାନମନ୍ତ୍ରୀ ବାଇବୋ ସିସେଙ୍କୁ ବନ୍ଧକ ରଖିଛନ୍ତି ।…
ଆଜି ଯୁକ୍ତ୨ ବାଣିଜ୍ୟ ପରୀକ୍ଷାଫଳ
ଭୁବନେଶ୍ୱର,୧୯।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ପୂର୍ବାହ୍ନ ସାଢ଼େ ୧୧ଟାରେ ପରିଷଦର କାର୍ଯ୍ୟାଳୟରେ ଏହି ରେଜଲ୍ଟ ସମ୍ପର୍କରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଘୋଷଣା କରିବେ। ଛାତ୍ରୀଛାତ୍ରମାନେ www.orissaresults.nic.in…
ଯଦି ଟୁଇଟ୍କୁ ଭୟ, ନ୍ୟାୟପାଳିକା ଦୁର୍ବଳ
ନୂଆଦିଲ୍ଲୀ,୧୯ା୮: ଅଦାଲତ ଅବମାନନା ମାମଲାରେ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ବିରୋଧରେ ଗୁରୁବାର (ଅଗଷ୍ଟ ୨୦ରେ) ଦଣ୍ଡବିଧାନ କରିବାକୁ ସୁପ୍ରିମକୋର୍ଟଙ୍କ ତିନିଜଣିଆ ଖଣ୍ଡପୀଠ ଧାର୍ଯ୍ୟ କରିଛନ୍ତି। ଏହାକୁ ନେଇ ଦେଶବ୍ୟାପୀ ବୁଦ୍ଧିଜୀବୀ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ବର୍ତ୍ତମାନର ମହାମାରୀ ସମୟରେ…
ଚୂଡ଼ାନ୍ତ ବର୍ଷ ପରୀକ୍ଷା ବାତିଲ ମାମଲାର ରାୟ ସଂରକ୍ଷିତ
ନୂଆଦିଲ୍ଲୀ,୧୯ା୮: ଦେଶବ୍ୟାପୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଆସନ୍ତା ସେପ୍ଟେମ୍ବର ୩୦ସୁଦ୍ଧା ଚୂଡ଼ାନ୍ତ ବର୍ଷର ପରୀକ୍ଷା କରିବା ପାଇଁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି)ର ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସର୍ବୋଚ୍ଚ ଅଦାଲତରେ କରାଯାଇଥିବା ଏକାଧିକ ଆବେଦନର ଶୁଣାଣି କରି ରାୟକୁ ମଙ୍ଗଳବାର କୋର୍ଟ ସ୍ଥଗିତ ରଖିଛନ୍ତି। ବିଚାରପତି…
ସଙ୍କଟରେ ରିୟଲ ଇଷ୍ଟେଟ୍: ୫ ବର୍ଷରେ ୫ ହଜାର କୋଟିର ପୁଞ୍ଜିନିବେଶକୁ ଝଟକା
ଭୁବନେଶ୍ୱର,୧୯ା୮(ବ୍ୟୁରୋ): ବିମୁଦ୍ରୀକରଣ, କରୋନା ମହାମାରୀ ଓ ଅନ୍ୟ କେତେକ ସମସ୍ୟା ଯୋଗୁ ରାଜ୍ୟର ଛୋଟ ବଡ଼ ୧୫ ହଜାରରୁ ଊର୍ଦ୍ଧ୍ୱ ଡେଭେଲପର ଏବଂ ରିୟଲ ଇଷ୍ଟେଟ ସଂସ୍ଥା ଘୋର ପ୍ରଭାବିତ ହୋଇଛନ୍ତି। ପ୍ରକଳ୍ପ ଅନୁମୋଦନରେ ବିଳମ୍ବ ହେବା ସହ ଶ୍ରମିକ ସମସ୍ୟା…
Archives


