Home Middle

ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୧୫୩୫ କରୋନା ଆକ୍ରାନ୍ତ: ମୋଟ ସଂଖ୍ୟା ୪୫ହଜାର ଟପିଲା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୫୩୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୨୮୭ଜଣ ଖୋର୍ଦ୍ଧାର ଅଛନ୍ତି। ଏହାଛଡ଼ା ସୁନ୍ଦରଗଡ଼ର ୧୭୮, ଗଞ୍ଜାମର ୧୫୬, କନ୍ଧମାଳର ୧୦୫, ପୁରୀର ୯୬, କଟକର ୮୪, କୋରାପୁଟର ୭୩, ବରଗଡ଼ର ୭୦, ନୟାଗଡ଼ର ୬୩,…

ରାଜଧାନୀରେ ମାଡୁଛି କରୋନା: ଆଜି ଚିହ୍ନଟ ହେଲେ ଆଉ ୨୨୦, ଜାଣନ୍ତୁ କେଉଁଠୁ କେତେ…

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଦିନକୁ ଦିନ ରାଜଧାନୀରେ କରୋନା ସ୍ଥିତି ଜଟିଳ ହୋଇ ପଡ଼ୁଛି। ମଙ୍ଗଳବାର ଭୁବନେଶ୍ୱରରୁ ୨୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୩୬ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୮୪ ଲୋକାଲ କେସ୍‌ ରହିଛି। ସେହିଭଳି ୧୨୩ଜଣ ସୁସ୍ଥ ହୋଇ…

ପ୍ରତି ୨ ସେକେଣ୍ଡରେ ଚିହ୍ନଟ ହେଉଛନ୍ତି ଜଣେ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ, ୧୮।୮: ଦେଶର କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏବେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୫ ହଜାରରୁ ଅଧିକ ରହୁଛି। ଫଳରେ ପ୍ରତି ୨ ସେକେଣ୍ଡରେ ଜଣେ…

୧୦ ବର୍ଷ ମଧ୍ୟରେ ଦେଶର ୪୦ ପ୍ରତିଶତ ଲୋକ ସହରରେ କରିବେ ବାସ

ନୂଆଦିଲ୍ଲୀ, ୧୮।୮: ଦେଶର ୪୦ ପ୍ରତିଶତ ଜନସଂଖ୍ୟା ସହରରେ ବାସ କରିବେ। ଆସନ୍ତା ୧୦ ବର୍ଷ ମଧ୍ୟରେ ୨୦୩୦ ସୁଦ୍ଧା ଏହି ଲକ୍ଷ୍ୟ ପୂରଣ ହେବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ସୂଚନା ଦେଇଛନ୍ତି। ସେଥି…

ପିଏମ୍‌ କେୟାର୍ସ ଫଣ୍ଡ୍‌ ଏନ୍‌ଡିଆରଏଫ୍‌କୁ ହେବନି ସ୍ଥାନାନ୍ତର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୮।୮: ପିଏମ୍‌ କେୟାର୍ସ ଫଣ୍ଡ ଏନ୍‌ଡିଆରଏଫ୍‌କୁ ସ୍ଥାନାନ୍ତର ହେବନି ବୋଲି ସୁପ୍ରିମ୍‌କୋର୍ଟ ମଙ୍ଗଳବାର ରାୟ ଦେଇଛନ୍ତି। ଏହା ସହିତ ଏନେଇ କରାଯାଇଥିବା ଆବେଦନକୁ ସୁପ୍ରିମ୍‌କୋର୍ଟ ଖାରଜ କରିଦେଇଛନ୍ତି। ଏହା ଏକ ଦାତବ୍ୟ ଫଣ୍ଡ୍‌ ବୋଲି କୋର୍ଟ କହିଛନ୍ତି। ତେଣୁ ଏଥିରେ…

ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯ ମୃତକଙ୍କ…

CORONAVIRUS UPDATE: ୨୯ ଜିଲାରୁ ୨୨୩୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୯ ଜିଲାରୁ ୨୨୩୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୪୫୩୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ…

ଜେପିସି ତଦନ୍ତ ଦାବି

ନୂଆଦିଲ୍ଲୀ, ୧୮।୮(ପି.ଟି.): ଉତ୍ତେଜନାପୂର୍ଣ୍ଣ ଭାଷଣ ନିୟମର ଉଲ୍ଲଂଘନ କରୁଥିବା ଭାଜପା ନେତାଙ୍କ ବିରୋଧରେ ଫେସ୍‌ବୁକ୍‌ ଜାଣିଶୁଣି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଆମେରିକା ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଏହାର ତଦନ୍ତ ଦାବି କରିଛି ସିପିଆଇ(ଏମ୍‌)। ପ୍ରମୁଖ ସୋସିଆଲ…

ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୫୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୩୨ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୧୩୧, ରାୟଗଡାରୁ ୧୧୨, ସୁନ୍ଦରଗଡରୁ ୧୧୧, ବାଲେଶ୍ୱରରୁ ୧୦୧, ଖୋର୍ଦ୍ଧାରୁ ୯୯, ଢେଙ୍କାନାଳରୁ ୬୩, ମୟୂରଭଞ୍ଜରୁ ୫୧, ଗଜପତିରୁ…

ବର୍ଷକରେ ଝଲସିବ ଏକାମ୍ର କ୍ଷେତ୍ର: ଏକା ସାଙ୍ଗେ ୨ ଲକ୍ଷ ଲୋକ ଦେଖି ପାରିବେ ଶିବରାତ୍ରୀ

ଭୁବନେଶ୍ୱର,୧୭ା୮(ବ୍ୟୁରୋ)-ଭୁବନେଶ୍ୱର ଶ୍ରୀ ଲିଙ୍ଗରାଜ ମନ୍ଦିର ବିଶ୍ୱ ଐତିହ୍ୟ ସ୍ଥଳରେ ପରିଣତ ହେବ। ବଦଳିଯିବ ମନ୍ଦିର ଚାରିପାଖ ରୂପ ରେଖ। ଚତୁଃପାର୍ଶ୍ୱରେ ସୃଷ୍ଟି ହେବ ଆଧ୍ୟାତ୍ମିକ ପରିବେଶ। ଏକା ସାଙ୍ଗରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ଭକ୍ତ ମହାପ୍ରଭୂ ଶ୍ରୀ ଲିଙ୍ଗରାଜଙ୍କ ବେଢାରେ ଏକାଠି…

୧୯ରେ ଯୁକ୍ତ ୨ ବାଣିଜ୍ୟ ଓ ୩୧ ପୂର୍ବରୁ ପ୍ରକାଶ ପାଇବ କଳା ପରୀକ୍ଷା ଫଳ

ଭୁବନେଶ୍ୱର,୧୭।୮(ବ୍ୟୁରୋ)-ଆସନ୍ତା ୧୯ରେ ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ। ୧୯ ତାରିଖ ଦିନ ୧୧ଟା ୩୦ରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇବ। ସେହିପରି ଅଗଷ୍ଟ ୩୧ ପୂର୍ବରୁ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ।…

ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ କରୋନା

ଭୁବନେଶ୍ୱର,୧୭ା୮(ବ୍ୟୁରୋ) : ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ସୋମବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟୁଇଟ୍‌ କରି ଜନସାଧାରଣଙ୍କୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ କରୋନା ପଜିଟିଭ୍‌। ମୋ’ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ସ୍ଥିର ରହିଛି। ଅନ୍ୟପକ୍ଷରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri