Home Middle

ସନ୍ଦେହ ଘେରରେ ସ୍ପୁଟ୍‌ନିକ୍‌ ଭି

ନୂଆଦିଲ୍ଲୀ, ୧୩।୮: କରୋନା ମହାମାରୀର ମୁକାବିଲା ଲାଗି ରୁଷିଆ ପ୍ରଥମ କରୋନା ଟିକାକୁ ମଞ୍ଜୁରୀ ପ୍ରଦାନ କରିଥିବାବେଳେ ଏହାର ନିରାପତ୍ତାକୁ ନେଇ ସାରା ବିଶ୍ୱରୁ ପ୍ରଶ୍ନ ଉଠିବାରେ ଲାଗିଛି। ମସ୍କୋର ଗାମଲେୟା ଇନ୍‌ଷ୍ଟିଚ୍ୟୁଟ ଏବଂ ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟ ମିଳିତ ଭାବେ…

ନିରାଶାରେ ୫୦% ଯୁବବର୍ଗ

ନୂଆଦିଲ୍ଲୀ,୧୩।୮: କୋଭିଡ୍‌-୧୯ ବଜାରରେ ଏକ ଅନିଶ୍ଚିତତାର ବାତାବରଣ ସୃଷ୍ଟି କରିଛି। ବିଶ୍ୱର ମୋଟ୍‌ ଯୁବବର୍ଗଙ୍କ ଜନସଂଖ୍ୟା ମଧ୍ୟରୁ ପ୍ରାୟ ୫୦% ବର୍ତ୍ତମାନ ନିରାଶ ଏବଂ ଚିନ୍ତାଗ୍ରସ୍ତ ହୋଇପଡିଛନ୍ତି। ଏମାନଙ୍କ ମଧ୍ୟରୁ ପ୍ରାୟ ୧୭% ନିକଟରେ ଚାକିରି ବର୍ତ୍ତମାନ ନାହିଁ। ଅପରପକ୍ଷରେ ପ୍ରାୟ…

ବସ୍ତିବାସିନ୍ଦାଙ୍କ ପାଇଁ ୨୫% ପୌର ବଜେଟ: ୨୦ ପ୍ରସ୍ତାବକୁ କ୍ୟାବିନେଟ୍‌ ମୋହର

ଭୁବନେଶ୍ୱର,୧୩।୮(ବ୍ୟୁରୋ): ସହରାଞ୍ଚଳ ବସ୍ତିବାସିନ୍ଦାଙ୍କ ପାଇଁ ପୌରସଂସ୍ଥାଗୁଡ଼ିକ ମୌଳିକ ସେବା ସହିତ ଭିତ୍ତିଭୂମି ଯୋଗାଇଦେବେ। ଏନେଇ ପୌରସଂସ୍ଥା ସେମାନଙ୍କ ବାର୍ଷିକ ବଜେଟର ୨୫ ପ୍ରତିଶତ ବ୍ୟୟ ବରାଦ କରିବେ। ରାଜ୍ୟର ସମୁଦାୟ ଜନସଂଖ୍ୟାର ପ୍ରାୟ ୨୫ ପ୍ରତିଶତ ଲୋକ ବସ୍ତିରେ ରହୁଛନ୍ତି। ସେମାନଙ୍କୁ…

ଶିଳ୍ପ ସମୃଦ୍ଧ ଜିଲାରେ ବଢୁଛି ହସ୍ତଶିଳ୍ପ

ଅନୁଗୋଳ ଅଫିସ, ୧୩ା୮: ଘରୋଇ ଓ ସରକାରୀ ଉଦ୍ୟୋଗରେ ସମୃଦ୍ଧ ଅନୁଗୋଳ ଜିଲାରେ ବଢ଼ୁଛି ହସ୍ତଶିଳ୍ପର ଆଦର। ଏଠାକାର ବାଉଁଶ କାରିଗରି, ଟେରାକୋଟା ଓ କଂସା ପିତଳ ସାମଗ୍ରୀକୁ ମିଳୁଛି ବେଶ୍‌ ପ୍ରଶଂସା। ଦେଶର ବିଭିନ୍ନ ସ୍ଥାନରେ ହେଉଥିବା ପ୍ରଦର୍ଶନୀରେ ଅନୁଗୋଳର ଏହି…

ସୁସ୍ଥ ହେଲେ ୧୬୭୩ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୧୨।୮(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୧୬୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୩୮୯ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୭୭, ସୁନ୍ଦରଗଡରୁ ୧୬୩, କଟକରୁ ୧୨୬, କୋରାପୁଟରୁ ୧୨୦, ପୁରୀରୁ ୧୦୦, ସମ୍ବଲପୁରରୁ ୬୧, ବରଗଡରୁ…

ଭୁବନେଶ୍ୱରରେ ଆଜି ୧୮୭ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୨।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ବୁଧବାର ଆଉ ୧୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୮୭ ଜଣଙ୍କ ମଧ୍ୟରୁ ୧୦୪ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୮୩ ଲୋକାଲ କଣ୍ଟାକ୍ଟ କେସ ରହିଛି। ଜୟଦେବ ବିହାରର ଏକ ହୋଟେଲର ୧୮ କର୍ମଚାରୀ ପଜିଟିଭ…

ରାଜ୍ୟ କ୍ୟାବିନେଟରେ ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର,୧୨।୮(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏ ନେଇ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ସୂଚନା ଦେଇ କହିଛନ୍ତି, ବୈଠକରେ ମୋଟ୍‌…

ସୁଦୀପ ସୁଦର୍ଶନ ଯୁକ୍ତ ୨ ବିଜ୍ଞାନ ଟପ୍ପର, କେତେ ନମ୍ବର ରଖିଛନ୍ତି ଜାଣନ୍ତୁ

ଭୁବନେଶ୍ୱର,୧୨ା୮(ବ୍ୟୁରୋ) : ବୁଧବାର ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତବର୍ଷ ଜୁପିଟର ସାଇନ୍ସ ସ୍କୁଲର ଛାତ୍ର ସୁଦୀପ ସୁଦର୍ଶନ ରଣା ଟପ୍ପର ହୋଇଛନ୍ତି। ସୁଦୀପ ମୋଟ୍‌ ୬ ଶହ ମାର୍କରୁ ୫୭୪ ନମ୍ବର ରଖିଛନ୍ତି। ସେହିପରି ସରସ୍ବତୀ…

ମାନ ଅଭିମାନ ଶେଷ: ରାଜସ୍ଥାନରୁ ଉଭେଇଲା ରାଜନୈତିକ ଝଡ଼

ଜୟପୁର, ୧୨।୮: ଗତ କିିଛି ଦିନ ଧରି କଂଗ୍ରେସ ଶାସିତ ରାଜସ୍ଥାନ ସରକାରଙ୍କ ଘର କଳିର ଅନ୍ତ ଘଟିଛି। ସଚିନ ପାଇଲଟ ଏବଂ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ମାନ ଅଭିମାନ ଶେଷରେ ଦଳର ସ୍ବାର୍ଥ ଆଗରେ ହାର…

ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ: ପାସ୍‌ ହାର ୭୦.୨୧%

ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ୭୦.୨୧% ଛାତ୍ରୀଛାତ୍ର ପାସ୍‌ କରିଥିବା ନେଇ ବୁଧବାର ଅପରାହ୍ନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

ରାଜ୍ୟରେ ୩ ଶହ ଟପିଲା କରୋନା ମୃତ୍ୟୁ ସଂଖ୍ୟା, ନେଲା ଆଉ ୯ ମୁଣ୍ଡ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୯ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ…

CORONAVIRUS UPDATE: ରାଜ୍ୟରେ ୫୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା; ୩୦ ଜିଲାରୁ ୧୮୭୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦ ଜିଲାରୁ ୧୮୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଟପିଛି। ଏହି ସଂଖ୍ୟା ୫୦, ୬୭୨ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri