ମହାରାଷ୍ଟ୍ର ଗଭର୍ନରଙ୍କୁ ମିଳିଲାନି ସରକାରୀ ବିମାନ
ମୁମ୍ବାଇ, ୧୧।୨- ମହାରାଷ୍ଟ୍ର ଗଭର୍ନର ଭଗତ ସିଂ କୋଶିୟାରିଙ୍କୁ ଗୁରୁବାର ସକାଳେ ମୁମ୍ବାଇ ବିମାନ ବନ୍ଦରରେ ଫ୍ଲାଇଟ୍ ନେବା ପାଇଁ ଦୁଇ ଘଣ୍ଟା କାଳ ଅପେକ୍ଷା କରିବାକୁ ପଡ଼ିଥିବା କିଛି ଜାତୀୟ ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ ପାଇଛି। ସରକାରୀ ବିମାନ ବ୍ୟବହାର…
ଜୀବନ ସଂଗ୍ରାମ ଜାରି: ଟନେଲରେ ପଶିଲା ପାଣି
ଡେରାଡୁନ୍,୧୧।୨: ତପୋବନ ଟନେଲରେ ୩୦ ଜଣ ପାଖାପାଖି ଶ୍ରମିକ ଅଟକି ରହିଥିବା ଅନୁମାନ କରାଯାଉଛି। ସେମାନେ ବର୍ତ୍ତମାନ ପର୍ଯ୍ୟନ୍ତ ଜୀବିତ ରହିଛନ୍ତି କି ତାହା ଅଜଣା। ଉଦ୍ଧାରକାରୀ ଦଳ ଜୀବନ ସହିତ ସଂଗ୍ରାମ କରୁଥିବା ଶ୍ରମିକଙ୍କୁ ବଞ୍ଚାଇବା ଉଦ୍ୟମ ଜାରି ରଖିଛନ୍ତି।…
ଲୁହ ହେବନି ବେକାର, ଗୁଲାମନବୀଙ୍କୁ ଗୁରୁଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା
ନୂଆଦିଲ୍ଲୀ,୧୧।୨: କଂଗ୍ରେସର ରାଜ ସଭା ଏମ୍ପି ଗୁଲାମ ନବୀ ଆଜାଦ୍ଙ୍କୁ ବିଦାୟ ଦେବା ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଖିରେ ଲୁହ ଆସିବା ନେଇ ଏବେ ରାଜନୈତିକ ମହଲରେ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇବାରେ ଲାଗିଛି। ସେହିପରି ଗୁଲାମ ନବୀ…
ସୋସିଆଲ ମିଡ଼ିଆର ଦୂରୁପୋଯୋଗ ଗ୍ରହଣୀୟ ନୁହେଁ: ରବିଶଙ୍କର ପ୍ରସାଦ
ନୂଆଦିଲ୍ଲୀ,୧୧।୨: ସୋସିଆଲ୍ ମିଡ଼ିଆରେ ଗୁଜବ ତଥା ମିଥ୍ୟ ଖବର ପ୍ରସାର କରିବା ସହ୍ୟ କରାଯିବ ନାହିଁ। ସମାଲୋଚନା ସ୍ବୀକାର୍ଯ୍ୟ। ମାତ୍ର ସୋସିଆଲ ମିଡ଼ିଆର ଦୂରୁପୋଯୋଗ ଗ୍ରହଣୀୟ ନୁହେଁ ବୋଲି କେନ୍ଦ୍ରୀୟ ସୂଚନା ପ୍ରସାରଣ ସ ପ୍ରଯୁକ୍ତି ମନ୍ତ୍ରୀ ରବି ଶଙ୍କର ପ୍ରସାଦ…
ଇଞ୍ଚେ ଜମି ବି ଦେବ ନାହିଁ ଭାରତ: ରାଜନାଥ
ନୂଆଦିଲ୍ଲୀ,୧୧।୨: ପୂର୍ବ ଲଦାଖର ଏଲ୍ଏସିରେ ଭାରତୀୟ ସେନା ଚାଇନା ସୈନ୍ୟ ବାହିନୀଙ୍କୁ କଡ଼ା ଜବାବ ଦେଇଛନ୍ତି। ଏ ସମ୍ପର୍କରେ ରାଜ୍ୟ ସଭାରେ ପ୍ରତିରକ୍ଷାମନ୍ତ୍ରୀ ପ୍ରକାଶ କରିଛନ୍ତି। ଗତବର୍ଷ ଚାଇନା ଏଲ୍ଏସିରେ ବିପୁଳ ପରିମାଣର ଗୋଳାବାରୁଦ ଠୁଳ କରୁଥିଲା। ତେବେ ଏବେ ଆଲୋଚନାର…
ଟୁଇଟର ବିରୋଧରେ ପାତର ଅନ୍ତର ଅଭିଯୋଗ ଆଣିଲା ଭାରତ
ନୂଆଦିଲ୍ଲୀ,୧୧।୨: ଭାରତ ସରକାର ଏବଂ ଟୁଇଟର ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଟୁଇଟର ପାତର ଅନ୍ତର କରୁଥିବା ଅଭିଯୋଗ ସରକାରଙ୍କ ପକ୍ଷରୁ କରାଯାଇଛି। ଜାନୁୟାରୀ ୨୬ରେ ଦିଲ୍ଲୀରେ ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ହୋଇଥିବା ଟ୍ରାକ୍ଟର ରାଲି ହିଂସା ପରେ ଭାରତ ସରକାର…
୧୮ରେ ଚାଷୀଙ୍କ ରେଳରୋକୋ
ନୂଆଦିଲ୍ଲୀ, ୧୧।୨(ପି.ଟି.): କୃଷି ଆଇନ ବିରୋଧରେ ଆନ୍ଦୋଳନକୁ ବଢ଼ାଇବା ପାଇଁ କୃଷକ ସଂଗଠନଗୁଡ଼ିକ ଫେବୃୟାରୀ ୧୮ରେ ଦେଶବ୍ୟାପୀ ୪ ଘଣ୍ଟିଆ ରେଳରୋକୋ ପାଇଁ ଡାକରା ଦେଇଛନ୍ତି। ଏଥିସହିତ ୧୨ ତାରିଖରୁ ରାଜସ୍ଥାନରେ ଟୋଲ୍ ଆଦାୟ କରିବାକୁ ଦିଆଯିବନି ବୋଲି ସଂଯୁକ୍ତ କିଷାନ…
ଏମ୍ଏସ୍ପି, ମଣ୍ଡି ରହିବ
ନୂଆଦିଲ୍ଲୀ,୧୧ା୨(ଆଇଏଏନ୍ଏସ୍): କେନ୍ଦ୍ର ସରକାରଙ୍କ ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ବୁଧବାର ୭୭ ଦିନରେ ପହଞ୍ଚତ୍ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଲୋଚନା ଜରିଆରେ ଏହି ପ୍ରସଙ୍ଗର ସମାଧାନ ପାଇଁ ସେମାନଙ୍କୁ ଆମନ୍ତ୍ରଣ କରିଛନ୍ତି। କୃଷିଜାତ ସାମଗ୍ରୀର ସର୍ବନିମ୍ନ ସହାୟକ…
୨ଶହ ବର୍ଷ ପରେ ବେଲାଦୁଲାରେ ଛାତଘର
ଆଠମଲ୍ଲିକ,୧୧ା୨: ଗାଁରେ କୋଠାଘର ନିର୍ମାଣ ହେଉଥିଲେ ମଧ୍ୟ ଛାତ ପଡ଼ୁ ନ ଥିଲା। ମା’ ରକ୍ତମାଉଳୀଙ୍କ କୋପର ଶିକାର ହେବା ଭୟରେ କିଏ ଟାଇଲ ଛପର କରୁଥିଲେ ତ ଆଉ କିଏ ଆଜବେଷ୍ଟସ ପକାଇ ପୂର୍ବ ପରମ୍ପରା, ଅନ୍ଧବିଶ୍ୱାସକୁ ଆହୁରି ଆଗକୁ…
ବଢ଼ିଲା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧି
ଭୁବନେଶ୍ୱର,୧୦।୨(ବ୍ୟୁରୋ): ଚଳିତ ବର୍ଷ ହେବାକୁ ଥିବା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧିକୁ ବୁଧବାର ବଢାଇ ଦିଆଯାଇଛି। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ନିର୍ଦ୍ଦେଶ ମୁତାବକ, ୧୨ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଫର୍ମ ପୂରଣ କରିପାରିବେ।…
ଭିକ୍ଷାବୃତ୍ତିକୁ ଅପରାଧ ଘୋଷଣା କରିଥିବା ୫ ରାଜ୍ୟକୁ ସୁପ୍ରିମ୍କୋର୍ଟ ନୋଟିସ୍
ନୂଆଦିଲ୍ଲୀ,୧୦।୨: ଭିକ୍ଷାବୃତ୍ତିକୁ ଏକ ଅପରାଧ ଭାବେ ଘୋଷଣା କରିଥିବା ୫ ରାଜ୍ୟକୁ ସୁପ୍ରମିକୋର୍ଟଙ୍କ ପକ୍ଷରୁ ଏହାର ବୈଧତା ନେଇ ନୋଟିସ୍ ଜାରି କରାଯାଇଛି। ସୁପ୍ରିମ୍କୋର୍ଟ ପଞ୍ଜାବ ପ୍ରିଭେନଶନ୍ ଅଫ୍ ବେଗରି ଆକ୍ଟ ୧୯୭୧ ସହିତ ୧୯୫୯ ବମ୍ବେ ପ୍ରିଭେନଶନ୍ ଅଫ୍ ବେଗିଙ୍ଗ୍…
ଦେଶରେ ସ୍ଥାପିତ ହେବ ୪୨୦ ଇ-ହସ୍ପିଟାଲ
ନୂଆଦିଲ୍ଲୀ,୧୦।୨: ଦେଶରେ ଡିଜିଟାଲ ଇଣ୍ଡିଆ ପ୍ରୟାସ ଅନ୍ତର୍ଗତ ୪୨୦ ଇ- ହସ୍ପିଟାଲ ସ୍ଥାପନ କରାଯିବ। କେନ୍ଦ୍ର ସରକାରଙ୍କ ଯୋଜନା ମାଧ୍ୟମରେ ଏହା ପରିଚାଳିତ ହେବ ବୋଲି ସୂଚନା ପ୍ରଯୁକ୍ତି ମନ୍ତ୍ରୀ ରବି ଶଙ୍କର ପ୍ରସାଦ ବୁଧବାର ପ୍ରକାଶ କରିଛନ୍ତି। ଏହା ଦ୍ୱାରା…

