Home Middle

ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ: ଜଣେ ଯବାନ ଶହୀଦ

ଶ୍ରୀନଗର, ୧୨।୮: ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଯବାନ ଶହୀଦ ହୋଇଥିବାବେଳେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ କମରାଜିପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିଥିଲା। ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ…

ମୂଳ ଭାରତୀୟ କମଳା ହେରିସ ଆମେରିକା ଉପରାଷ୍ଟ୍ରପତି ପ୍ରାର୍ଥୀ

ୱାଶିଂଟନ, ୧୨।୮: ଆମେରିକା ରାଷ୍ଟ୍ରପତି ର୍ନିବାଚନରେ ଡେମୋକ୍ରେଟିକ ପାର୍ଟି ପକ୍ଷରୁ ମୂଳ ଭାରତୀୟ କମଳା ହେରିସ ଉପରାଷ୍ଟ୍ରପତି  ପ୍ରାର୍ଥୀ ହୋଇଛନ୍ତି । ଦଳ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ଜୋ ବାଇଡେନ ଏନେଇ ଟୁଇଟ କରି ଘୋଷଣା କରିଛନ୍ତି। କମଳା ଜଣେ…

ହାଇ ଆଲର୍ଟରେ ଲାଲ୍‌କିଲ୍ଲା

ନୂଆଦିଲ୍ଲୀ, ୧୨ା୮: ୭୪ତମ ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ନିଷିଦ୍ଧ ଶିଖ୍‌ ଫର୍‌ ଜଷ୍ଟିସ (ଏସ୍‌ଏଫ୍‌ଜେ) ଖଲିସ୍ତାନ ପତାକା ଉଡ଼ାଇବା ଲାଗି ଷଡ଼ଯନ୍ତ୍ର କରୁଛି। ଯଦି କେହି ଏଭଳି କାର୍ଯ୍ୟରେ ସଫଳ ହୁଏ, ତେବେ ତାଙ୍କୁ ୧.୨୫ ହଜାର ଡଲାର ପୁରସ୍କାର ପ୍ରଦାନ…

କରୋନାକୁ ୧୦ ରାଜ୍ୟ ହରାଇଲେ ଦେଶ ଜିତିବ

ନୂଆଦିଲ୍ଲୀ, ୧୨ା୮: ଭାରତ ମହାମାରୀ କରୋନାକୁ ଜିତିବା ଲାଗି ପ୍ରୟାସ ଜାରି ରଖିଛି। ଏଥିଲାଗି ପ୍ରତ୍ୟେକ ରାଜ୍ୟର ଗୁରୁଦାୟିତ୍ୱ ରହିଛି। ଦେଶର ୧୦ ରାଜ୍ୟର ସ୍ଥିତି ଜଟିଳ ରହିଛି। ଏହି ରାଜ୍ୟଗୁଡ଼ିକରେ ୮୦%ରୁ ଅଧିକ ଆକ୍ରାନ୍ତ ଅଛନ୍ତି। ଯଦି ଆମେ ଏହି…

ରୁଷିଆ କହୁଛି ଭାକ୍ସିନ ଆଣିଲା

ମସ୍କୋ/ଜେନେଭା,୧୨ା୮ (ଆଇଏଏନ୍‌ଏସ୍‌): ସାରା ବିଶ୍ୱରେ ଲୋକଙ୍କ ଜୀବନ ନେଇଚାଲିଥିବା ଆତଙ୍କ ସୃଷ୍ଟିକାରୀ ମହାମାରୀ କରୋନାର ପ୍ରଥମ ଟିକା ରୁଷିଆ ଉଦ୍ଭାବନ କରିଛି। ମଙ୍ଗଳବାର ସକାଳେ ‘ସ୍ପୁଟନିକ୍‌ ଭି’ ଭାକ୍ସିନକୁ ମଞ୍ଜୁରୀ ଦିଆଯାଇଥିବା ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଘୋଷଣା କରିଛନ୍ତି। ଏହି…

ରାଜ୍ୟରେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୧୭୮୫ କରୋନା ଆକ୍ରାନ୍ତ, ଅଛନ୍ତି ଗଞ୍ଜାମର ସର୍ବାଧିକ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୭୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବଧିକ ୪୦୪ଜଣ ଗଞ୍ଜାମର ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧାରୁ ୨୬୩, କଟକରୁ ୧୨୬, ସମ୍ବଲପୁରରୁ ୧୨୬, କେନ୍ଦୁଝରରୁ ୧୦୧, ମାଲକାନଗିରିରୁ ୯୧, କନ୍ଧମାଳରୁ ୮୪, ରାୟଗଡ଼ାରୁ ୮୧, ଗଜପତିରୁ ୮୦,…

ବେହେରାସାହି ପରେ ଏବେ ଚିନ୍ତା ବଢ଼ାଇଲା ଜାଲୁଆ ସାହି: ଆଜି ଚିହ୍ନଟ ହେଲେ…

କଟକ ଅଫିସ,୧୧।୮: କଟକରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ସହରରେ ଆଉ ୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଟକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯୪କୁ ବୃଦ୍ଧି ପାଉଛି। ସେଥିରୁ ୮୭୦ ଆକ୍ଟିଭ୍‌…

ରୁଷିଆ ରାଷ୍ଟ୍ରପତିଙ୍କ ଝିଅଙ୍କୁ ଦିଆଗଲା ପ୍ରଥମ କରୋନା ଟିକା

ମସ୍କୋ,୧୧।୮: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ମଙ୍ଗଳବାର କହିଛନ୍ତି ଦେଶରେ ପ୍ରସ୍ତୁତ କରାଯାଇଥିବା କରୋନା ଭାଇରସର ପ୍ରଥମ ଭ୍ୟାକ୍ସିନକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମଞ୍ଜୁରୀ ପ୍ରଦାନ କରିଛି। ତେବେ ଏହାର ପ୍ରଥମ ଟିକା ତାଙ୍କ ଝିଅଙ୍କୁ ଦିଆଯାଇ ସାରିଛି ବୋଲି ସେ କହିଛନ୍ତି।…

ସେପ୍ଟେମ୍ବରରେ ବି ଖୋଲିବନି ସ୍କୁଲ: ୫୮ ପ୍ରତିଶତ ଅଭିଭାବକ ଅରାଜି !

ନୂଆଦିଲ୍ଲୀ, ୧୧।୮: କରୋନା ମହାମାରୀ ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଲକ୍‌ ଡାଉନ୍‌ ଯୋଗୁ ସ୍କୁଲ କଲେଜ ବନ୍ଦ ରହିଛି। ଅନ୍‌ଲକ୍‌ର ତୃତୀୟ ପର୍ଯ୍ୟାୟରେ କେତେକ ବ୍ୟବସାୟିକ ଅନୁଷ୍ଠାନ ଖୋଲଯାଇଥିଲେ ମଧ୍ୟ ସ୍କୁଲ କଲେଜ ପୂର୍ବପରି ବନ୍ଦ ରହିଛି।…

ସୌମ୍ୟରଞ୍ଜନ ପଟ୍ଟନାୟକ କରୋନା ପଜିଟିଭ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ନିଜେ ସୌମ୍ୟରଞ୍ଜନ ଟୁଇଟ୍‌କରି ସୂଚନା ଦେଇଛନ୍ତି। ସେ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ମୁଁ ଆଜି କରୋନା ପଜିଟିଭ ହୋଇଥିବା ଜଣାପଡ଼ିଛି। ମୁଁ ସୁସ୍ଥ ଅଛି।…

କରୋନା ଟୀକା ନେଲେ ଆସିବ ପ୍ରବଳ ଜ୍ୱର: ବୁଧବାର ମିଳିବ ମଞ୍ଜୁରୀ

ମସ୍କୋ/ନୂଆଦିଲ୍ଲୀ, ୧୧।୮: କରୋନା ମହାମାରୀ ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବୁଧବାର ରୁଷ୍‌ରେ କରୋନା ଟୀକା ‘ଗାମ୍‌-କୋଭିଡ୍‌-ଭ୍ୟାକ୍‌-ଲୟୋ’କୁ ଟୀକାକୁ ମଞ୍ଜୁରୀ ମିଳିବ। ଏହା ପରେ ଟୀକାକୁ ସର୍ବ ସାଧାରଣଙ୍କ ପାଇଁ ବ୍ୟବହାର କରାଯିବ। ଏହାକୁ ରୁଷ୍‌ର ରକ୍ଷା ମନ୍ତ୍ରଣାଳୟ…

ପୁଣି ରାଜ୍ୟରେ ୧୦ ମୁଣ୍ଡ ନେଲା କରୋନା: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୦ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୬ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯ ମୃତକଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri