ବାକି ରହିଲା ୬୦ ମିଟର ମାଟି ଖୋଳା: ଆଶା ଆଶଙ୍କାରେ ପରିବାର ବର୍ଗ
ଡେରାଡୁନ,୧୦।୨: ଉତ୍ତରାଖଣ୍ଡ ଚାମୋଲିରେ ହିମସ୍ଖଳନ ପରେ ତପୋବନ ଟନେଲରେ କେତେକ ଲୋକ ଅଟକି ରହିଛନ୍ତି। ମୋନଙ୍କ ପାଖରେ ପହଞ୍ଚିବା ପାଇଁ ୧୮୦ ମିଟର ବାଟ ଅତିକ୍ରମ କରିବାକୁ ଉଦ୍ଧାରକାରୀ ଦଳଙ୍କ ପାଇଁ କଷ୍ଟକର ହୋଇ ପଡ଼ିଛି। ଇତିମଧ୍ୟରେ ୧୨୦ ମିଟର ବବାଟରୁ…
୨୦୧୯-୨୦ର ନବମ ଶ୍ରେଣୀ ପିଲା ଦେବେ ମାଟ୍ରିକ ପରୀକ୍ଷା
ଭୁବନେଶ୍ୱର, ୯।୨(ବ୍ୟୁରୋ)- ଆସନ୍ତା ମେ’ ୩ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ୨୦୧୯-୨୦ଶିକ୍ଷାବର୍ଷରେ ନବମ ଶ୍ରେଣୀରେ ପଢ଼ୁଥିବା ସବୁ ଛାତ୍ରୀଛାତ୍ର ମେ’ ମାସରେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ବାର୍ଷିକ ସାର୍ଟିଫିକେଟ୍ ପରୀକ୍ଷା ଦେବେ। ଏହା ସବୁ ଓଡ଼ିଆ ମାଧ୍ୟମ…
ପୁଣି ପଡ଼ିଆରେ ଦେଖିବାକୁ ମିଳିବ ସଚିନଙ୍କ ମ୍ୟାଜିକ୍
ମୁମ୍ବାଇ, ୯ା୨- ସଚିନ ତେନ୍ଦୁଲକର, ବୀରେନ୍ଦ୍ର ସେହ୍ବାଗ, ବ୍ରାଏନ ଲାରା, ମୁଥିଆ ମୁରଲିଧରଣଙ୍କ ଭଳି ବହୁ କିମ୍ବଦନ୍ତୀ ଖେଳାଳିଙ୍କୁ ପୁଣି ଥରେ ପଡ଼ିଆରେ ଦେଖିବାକୁ ମିଳିବ। ଆସନ୍ତା ୨ରୁ ୨୧ ତାରିଖ ପର୍ଯ୍ୟନ୍ତ ରାୟପୁରଠାରେ ଖେଳାଯିବ ଅନଏକାଡେମି ରୋଡ୍ ସେଫ୍ଟି ଓ୍ବାଲର୍ଡ…
ଭାରତର ଲଜ୍ଜାଜନକ ପରାଜୟ
ଚେନ୍ନାଇ,୯।୨: ଭାରତ ଏବଂ ଇଲଂଣ୍ଡ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟରେ ଘରୋଇ ଦଳ ଲଜ୍ଜାଜନକ ପରାଜୟ ଭୋଗିଛି। ଇଂଲଣ୍ଡ ଏହି ଟେଷ୍ଟରେ ଭାରତକୁ ୨୨୭ ରନ୍ର ପରାଜିତ କରିଛି। ଏହାସହ ଭ୍ରମଣକାରୀ ଦଳ ୧-୦ ସିରିଜ୍ ଆଗେଇଛି। ଏହି ବିଜୟ ସଂ…
ମୋଦିଙ୍କ ଲୁହ-ରାମଦାସଙ୍କ କବିତା ଦେଲା ବାଡ଼ ଡ଼େଇଁବାର ସଙ୍କେତ
ନୂଆଦିଲ୍ଲୀ,୯।୨: ରାଜ୍ୟ ସଭାର ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ୍ଙ୍କ କାର୍ଯ୍ୟକାଳ ଫେବୃୟାରୀ ୧୫ରେ ଶେଷ ହେଉଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ସଭିଏଁ ଗୁଲାମ ନବୀଙ୍କୁ ତାଙ୍କର କାର୍ଯ୍ୟ ପାଇଁ ପ୍ରଶଂସା କରିଛନ୍ତିି। ସୋମବାର ମୋଦି…
ତପୋବନ ସୁଡ଼ଙ୍ଗ ଖୋଲିବାରେ ଉଦ୍ଧାରକାରୀ ଦଳ ଅସଫଳ: ଅନ୍ୟ ରାସ୍ତାର ସନ୍ଧାନ ଜାରି
ଡେରାଡୁନ୍,୯।୨: ଉତ୍ତରାଖଣ୍ଡ ଚାମୋଲିରେ ଘଟିଥିବା ହିମସ୍ଖଳନ ବିତ୍ପାତ ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଛି। ଉଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିିରେ ଜାରି ରହିଛି। ତେବେ ତପୋବନ ଟନେଲରେ ଅଟକିଥିବା ଲୋକଙ୍କ ପାଖରେ ପହଞ୍ଚିବାରେ ଉଦ୍ଧାରକାରୀ ଦଳ ଅସଫଳ ହୋଇଛନ୍ତି। ଏଠାରେ ମାଟି କାଦୁଅ ଏବଂ…
୨୦୦ ପ୍ରଫେସର ଚାଇନା ପାଇଁ କରୁଛନ୍ତି ଗୁପ୍ତଚରୀ
ଲଣ୍ଡନ,୯।୨: ବ୍ରିଟେନ୍ରେ ଚାଇନା ପାଇଁ ୨୦ ବିଶ୍ୱବିଦ୍ୟାଳୟର ୨୦୦ ପ୍ରଫେସର ଗୁପ୍ତଚରୀ କାର୍ଯ୍ୟ କରୁଛନ୍ତି। ଏହାର ପର୍ଦ୍ଦାଫାଶ୍ ହୋଇଛି। ପ୍ରଫେସରମାନେ ଚାଇନାକୁ କ୍ଷେପଣାସ୍ତ୍ର, ଏୟାରକ୍ରାଫ୍ଟ ଏବଂ ସାଇବର ଅସ୍ତ୍ରଶସ୍ତ୍ର ନିର୍ମାଣ ସମ୍ପର୍କିତ ଜ୍ଞାନକୌଶଳ ଯୋଗାଇ ଦେଇଥିବା ଅଭିଯୋଗ କରାଯାଇଛି। ଅଭିଯୋଗ ପ୍ରମାଣିତ…
ସୁପ୍ରିମକୋର୍ଟ ଯିବ ଓଡ଼ିଶା
ଭୁବନେଶ୍ୱର,୯।୨(ବ୍ୟୁରୋ): କୋରାପୁଟ ଜିଲା ସୀମାନ୍ତବର୍ତ୍ତୀ କୋଟିଆକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମୁହଁାମୁହଁି ହୋଇଛନ୍ତି। କୋଟିଆ ପଞ୍ଚାୟତର ୩ଟି ଗାଁକୁ ନେଇ ଦୁଇରାଜ୍ୟ ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚତ୍ଥିବାବେଳେ ଆନ୍ଧ୍ର ସରକାର କୋଟିଆ ସମେତ ଗଜପତି ଜିଲାର ସୀମାନ୍ତବର୍ତ୍ତୀ…
ଗ୍ଲେସିୟର ବିତ୍ପାତ ମୃତ୍ୟୁସଂଖ୍ୟା ୨୬
ଡେରାଡୁନ୍, ୯।୨(ପି.ଟି.): ଉତ୍ତରାଖଣ୍ଡର ଚାମୋଲି ଜିଲାରେ ଗ୍ଲେସିୟରଜନିତ ବନ୍ୟାରେ ମୃତ୍ୟୁସଂଖ୍ୟା ୨୬ରେ ପହଞ୍ଚତ୍ଥିବାବେଳେ ୧୯୭ ଜଣ ଏବେ ବି ନିଖୋଜ ଅଛନ୍ତି। ସେମାନଙ୍କୁ ଖୋଜି ବାହାର କରିବା ଲାଗି ଉଦ୍ୟମ ଜାରି ରହିଛି। ବିଦ୍ୟୁତ୍ ପ୍ରକଳ୍ପ ନିକଟରେ ଥିବା ଏକ ସୁଡ଼ଙ୍ଗରେ…
ଟନେଲରୁ ବାହାରିବା ପରେ କହିଲେ ‘ବଞ୍ଚିବାର ସବୁ ଆଶା ଛାଡ଼ି ସାରିଥିଲୁ’
ଡେରୁଡାନା, ୮ା୨- ହିମସ୍ଖଳନ ଯୋଗୁ ଉତ୍ତରାଖଣ୍ଡର ଚାମୋଲି ଜିଲାରେ ଆସିଥିବା ବନ୍ୟା କାରଣରୁ ବହୁ ସଂଖ୍ୟାରେ ସ୍ଥାନୀୟ ପାଓ୍ବର ପ୍ଲାଣ୍ଟରେ କାମ କରୁଥିବା ଶ୍ରମିକ କାଦୁଅ ଆଚ୍ଛାଦିତ ଟନେଲରେ ଫଶି ରହିଛନ୍ତି। ସେମାନଙ୍କ ମଧ୍ୟରୁ ୧୬ ଜଣଙ୍କୁ ଏକ ଟନେଲରୁ ଉଦ୍ଧାର…
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ସୂଚୀ, ପ୍ରଥମ ଦିନରେ ଓଡ଼ିଆ
କଟକ ଅଫିସ,୮।୨: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ସୂଚୀ ସୋମବାର ପ୍ରକାଶ ପାଇଛି। ମେ ୩ରୁ ପରୀକ୍ଷା ଆରମ୍ଭ ହୋଇ ୧୫ ତାରିଖରେ ଶେଷ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ହେବ। ୫ ତାରିଖରେ ସେକେଣ୍ଡ ଲାଙ୍ଗୁଏଜ୍ ଇଂଲିଶ, ୭ରେ…
କରୋନାକୁ ହରାଇଛି ଦେଶ, ବିଦେଶୀ ରାଷ୍ଟ୍ର ବି କରୁଛନ୍ତି ପ୍ରଶଂସା: ମୋଦି
ନୂଆଦିଲ୍ଲୀ, ୮।୨: ଦେଶ କରୋନା ଲଢ଼େଇରେ ବିଜୟୀ ହୋଇଛି। ଭାରତର ସଫଳତାକୁ ବିଦେଶୀ ରାଷ୍ଟ୍ର ପ୍ରଶଂସା କରୁଛନ୍ତି। ତେବେ ବିରୋଧୀ ଦଳ ପକ୍ଷରୁ ଏହାକୁ ନେଇ ସମାଲୋଚନା କରାଯାଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରାଜ୍ୟ ସଭାରେ କହିଛନ୍ତି। ରାଷ୍ଟ୍ରପତି…

