Home Middle

ବିଲ୍‌ ସାଇକଲ: କାହିଁକି ଏ ପରିବର୍ତ୍ତନ

ଭୁବନେଶ୍ୱର,୯। ୮(ବ୍ୟୁରୋ): ଉପଭୋକ୍ତାଙ୍କୁ ଉନ୍ନତମାନର ୨୪ ଘଣ୍ଟିଆ ବିଦ୍ୟୁତ୍‌ ସେବା ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟର ବିଦ୍ୟୁତ୍‌ ବ୍ୟବସ୍ଥାକୁ ଗୋଟିଏ ପରେ ଗୋଟିଏ ଘରୋଇ ସଂସ୍ଥା ହାତକୁ ଟେକି ଦିଆଯାଉଛି। ପ୍ରଥମେ ଆମେରିକୀୟ କମ୍ପାନୀ ଏଇଏସ୍‌(୧୯୯୯ ରୁ ୨୦୦୧ ), ଏହାପରଠାରୁ…

କୋଭିଡ୍‌ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ: ୧୧ ମୃତ

ବିଜୟଓ୍ବାଡ଼ା, ୯।୮: ଏବେ କୋଭିଡ୍‌ କେୟାର ସେଣ୍ଟର ମଧ୍ୟ ଆକ୍ରାନ୍ତଙ୍କ ପାଇଁ ସୁରକ୍ଷିତ ନୁହେଁ। ୩ ଦିନତଳେ ଗୁଜରାଟର ଅହମଦାବାଦ୍‌ଠାରେ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ସେହିପରି ରବିବାର ଭୋର ୫ଟା ୯ରେ ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡାରେ କୋଭିଡ୍‌ କେୟାର ସେଣ୍ଟର ଭାବେ…

ବିମାନ ଦୁର୍ଘଟଣାର ସାକ୍ଷୀ ‘ବ୍ଲାକ ‌ବକ୍ସ’

ନୂଆଦିଲ୍ଲୀ, ୯।୮: ବର୍ଷା ବିତ୍ପାତ ମଧ୍ୟରେ ଗତ ଶୁକ୍ରବାର କେରଳ ଦେଖିଛି ବିମାନ ଦୁର୍ଘଟଣାର ଭୟାବହ ଦୃଶ୍ୟ। କୋଝିକୋଡ୍‌ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ର ଏକ ବିମାନ ଅବତରଣ କଲାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୮ଜଣ ଯାତ୍ରୀଙ୍କ ଜୀବନ…

ଚଳିତ ବର୍ଷ କଟକରେ ହେବ ନିରାଡମ୍ବର ଦୁର୍ଗାପୂଜା

କଟକ ଅଫିସ, ୮।୮-ଚଳିତ ବର୍ଷ କଟକ ସହରରେ ନିରାଡମ୍ବର ଭାବେ ଦୁର୍ଗାପୂଜା ଅନୁଷ୍ଠିତ ହେବ। ଶନିବାର ପୂଜାକମିଟି ସହ ପ୍ରଶାସନର ବୈଠକ ପରେ ଏହି ନିଷ୍ପତି ନିଆଯାଇଛି। ମା ଦୁର୍ଗାଙ୍କ ପାଇଁ ମାଟିଆଣିବା ନିରାଡମ୍ବର ହେବ। ବିନା ଶୋଭାଯାତ୍ରାରେ ପ୍ରତି କମିଟିର…

ଆଜି ସୁସ୍ଥ ହେଲେ ୧୫୪୪ କରୋନା ଆକ୍ରାନ୍ତ: ଏହି ଜିଲାରୁ ସର୍ବାଧିକ ସୁସ୍ଥ…

ଭୁବନେଶ୍ୱର,୮।୮(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୧୫୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୫୬୦ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୦୩, କୋରାପୁଟରୁ ୧୪୩, ଗଜପତିରୁ ୭୫, ନୟାଗଡରୁ ୬୨, ସୁନ୍ଦରଗଡରୁ ୫୯, କନ୍ଧମାଳରୁ ୪୧, କଟକରୁ ୩୭, କଳାହାଣ୍ଡିରୁ ୩୬,…

ଭୁବନେଶ୍ୱରରେ ବଢୁଛି ସଂକ୍ରମଣ: ଆଉ ୧୯୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୮(ବ୍ୟୁରୋ)-ରାଜଧାନୀରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖା। ଶନିବାର ଭୁବନେଶ୍ୱରରେ ଆଉ ୧୯୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୯୦ ଜଣଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୩୮ ଜଣ ଚିହ୍ନଟ ହୋଇଥିବାବେଳେ ୫୨ ଲୋକାଲ କଣ୍ଟାକ୍ଟ କେସ। କପିଳେଶ୍ୱର କଞ୍ଚସାହିରୁ…

ବରଗଡ଼ ଏମ୍‌ପିଙ୍କୁ କରୋନା

ବରଗଡ଼ ଅଫିସ,୮।୮: ବରଗଡ଼ ଏମ୍‌ପି ତଥା ଭାଜପା ନେତା ସୁରେଶ ପୂଜାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। କୋଭିଡ-୧୯ ଲକ୍ଷଣ ନ ଥାଇ ମଧ୍ୟ ସେ ଶୁକ୍ରବାର ନିଜର ପରୀକ୍ଷା କରାଇଥିଲେ। ଶନିବାର…

କଟକ @୧୫୪୬: ବେହେରା ସାହିରେ ମାଡ଼ିଲା କରୋନା; ଆଜି ଚିହ୍ନଟ ହେଲେ…

କଟକ ଅଫିସ,୮।୮: ବେଳକୁ ବେଳ କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର କଟକରୁ ଆଉ ୭୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୧,୫୪୬ରେ ପହଞ୍ଚିଛି। ସେଥିରୁ ୭୬୩ଜଣ ସୁସ୍ଥ…

ମିଶନ ‘ଗଗନଯାନ’ ପାଇଁ ମନୋନୀତ ହେଲେ ବଲାଙ୍ଗୀରର ଓ୍ବିଙ୍ଗ୍‌ସ କମାଣ୍ଡର ନିଖିଲ ରଥ

ବଲାଙ୍ଗୀର ଅଫିସ,୮ା୮: ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ ମିଶନ୍‌ ‘ଗଗନଯାନ’ ପାଇଁ ବଲାଙ୍ଗୀରର ସୁପୁତ୍ର ଓ୍ବିଙ୍ଗସ୍‌ କମାଣ୍ଡର ନିଖିଲ ରଥ ମନୋନୀତ ହୋଇଥିବା ଜଣାପଡ଼ିଛି। ଏହି ମିଶନ୍‌ ପାଇଁ ତାଙ୍କ ନାମ ଶର୍ଟଲିଷ୍ଟ ହୋଇଥିବା ଜାଣିବା ପରେ ଓଡ଼ିଶାର…

ମୋଦି ପୁଣିଥରେ ହୁଅନ୍ତୁ ପ୍ରଧାନମନ୍ତ୍ରୀ: ୬୬ ପ୍ରତିଶତ ଲୋକଙ୍କ ମତ

ନୂଆଦିଲ୍ଲୀ, ୮।୮: କରୋନା ସଙ୍କଟରେ ବି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ଲୋକପ୍ରିୟତା ବଢ଼ିଚାଲିଛି। ସମ୍ପ୍ରତି ହୋଇଥିବା ଏକ ସର୍ଭେରୁ ଜଣାପଡ଼ିଛି ଯେ, ମୋଦି ପୁଣିଥରେ ଦେଶର ପ୍ରଧାନମନ୍ତ୍ରୀ ହୁଅନ୍ତୁ ବୋଲି ୬୬ ପ୍ରତିଶତ ଲୋକ ଚାହୁଁଛନ୍ତି। ଏହି ତାଲିକାର ଦ୍ୱିତୀୟ ପସନ୍ଦରେ…

ଆଉ ୧୨ କରୋନା ସଂକ୍ରମିତଙ୍କ ଜୀବନଗଲା : ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୫୯କୁ ବୃଦ୍ଧି

ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜ୍ୟରେ କରୋନା ପଜିଟିଭ ଏବଂ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ୨୪ ଘଣ୍ଟା ମଧ୍ୟରେ ୧୨ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…

CORONAVIRUS UPDATE: ରାଜ୍ୟରେ ପୁଣି ୧୬୪୩ କରୋନା ପଜିଟିଭ ଚିହ୍ନଟ; ୪୪ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜ୍ୟରେ ଶନିବାର ୨୮ ଜିଲାରୁ ପୁଣି ୧୬୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୪,୧୯୩ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri