Home Middle

ଆନ୍ଦୋଳନକୁ ସମର୍ଥନ କଲେ ରିହାନା-ଗ୍ରେଟା

ଓ୍ବାଶଂଟନ,୩।୨: କୃଷି ଆଇନକୁ ନେଇ ଭାରତରେ ଜାରି ରହିଥିବା ଚାଷୀ ସଂଗଠନଙ୍କ ଆନ୍ଦୋଳନକୁ ଏବେ ସେଲିବ୍ରିଟିଙ୍କ ସମର୍ଥନ ମିଳିବାରେ ଲାଗିଛି। ଆମେରିକା ପପ୍‌ ଷ୍ଟାର ରିହାନା ମଙ୍ଗଳବାର ସନ୍ଧ୍ୟାରେ ଏହାକୁ ଟୁଇଟ କରି ସମର୍ଥନ କରିଥିଲେ। ଏବେ ପରିବେଶକର୍ମୀ ଗ୍ରେଟା ଥନବର୍ଗ…

ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷାର ସୂଚୀ

ନୂଆଦିଲ୍ଲୀ,୨।୨- ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ମଙ୍ଗଳବାର ପ୍ରକାଶ ପାଇଛି ବୋର୍ଡ ପରୀକ୍ଷାର ସୂଚୀ। ଆସନ୍ତା ମେ’୪ରୁ ଜୁନ୍‌ ୧୧ ତାରିଖ ପର୍ଯ୍ୟନ୍ତ ଉଭୟ ଶ୍ରେଣୀର ବୋର୍ଡ ପରୀକ୍ଷା ହେବ। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ…

‘ଆତ୍ମନିର୍ଭରଭାରତ’ ୨୦୨୦ର ଶବ୍ଦ ଭାବେ ଅକ୍ସଫୋର୍ଡ ଡିକ୍ସିନାରୀରେ ସାମିଲ

ନୂଆଦିଲ୍ଲୀ, ୨।୨: ଅକ୍ସଫୋର୍ଡ ଡିକ୍ସିନାରୀରେ ‘ଆତ୍ମନିର୍ଭରଭାରତ’କୁ ୨୦୨୦ର ଶବ୍ଦ ଭାବେ ଅନ୍ତର୍ଭୁକ୍ତ କରାଯାଇଛି। ଏହାର ଅର୍ଥ ସେଲ୍ଫ-ରିଲାଏନ୍ସ୍‌ ବୋଲି ଡିକ୍ସିନାରୀରେ ଉଲ୍ଲେଖ କରାଯାଇଛି। ଏହି ହିନ୍ଦୀ ଶବ୍ଦକୁ ଚୟନ କରିବା ଲାଗି ଭାଷା ବିଶେଷଜ୍ଞ କ୍ରିତିକା ଅଗ୍ରଓ୍ବାଲ, ପୁନମ ନିଗମ୍‌ ଶାହାୟ…

କୃଷି ଆଇନ ନେଇ ରାଜ୍ୟସଭା ଅଚଳ

ନୂଆଦିଲ୍ଲୀ,୨।୨: କୃଷି ଆଇନକୁ ନେଇ ମଙ୍ଗଳବାର ରାଜ୍ୟସଭା ଅଚଳ ହୋଇପଡ଼ିଛି। ବିରୋଧୀ ଦଳ ସଦସ୍ୟ କୃଷି ଆଇନ ଭଳି କଳା ଆଇନକୁ ସରକାର ଫେରାଇ ନେବା ଆବଶ୍ୟକ ବୋଲି ହଟ୍ଟଗୋଳ କରିଛନ୍ତି। ଏହି ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ଦାବି କରି…

ନିର୍ବାଚନ ଉପରେ ନଜର

ନୂଆଦିଲ୍ଲୀ,୨।୨: ଚଳିତ ବର୍ଷ ପଶ୍ଚିମବଙ୍ଗ, ଆସାମ, କେରଳ ଏବଂ ତାମିଲନାଡ଼ୁରେ ବିଧାନସଭା ନିର୍ବାଚନ ଥିବାବେଳେ ବଜେଟରେ ଏହି ରାଜ୍ୟକୁ ଗୁରୁତ୍ୱ ଦେଇଛନ୍ତି କେନ୍ଦ୍ର ସରକାର। ପ୍ରଥମେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ତାଙ୍କ ଭାଷଣରେ ପଶ୍ଚିମବଙ୍ଗ ଜନ୍ମିତ ନୋବେଲ ପୁରସ୍କାରପ୍ରାପ୍ତ କବି ରବୀନ୍ଦ୍ରନାଥ…

ବଜେଟ ୨୦୨୧-୨୨

ମୁଖ୍ୟାଂଶ ସ୍ବାସ୍ଥ୍ୟ ବଜେଟ ୯୪,୦୦୦ କୋଟିରୁ ୨.୩୮ ଲକ୍ଷ କୋଟିକୁ ବୃଦ୍ଧି ଆରମ୍ଭ ହେବ ପ୍ରଧାନମନ୍ତ୍ରୀ ଆତ୍ମନିର୍ଭର ସ୍ବସ୍ଥ ଭାରତ ଯୋଜନା କୋଭିଡ୍‌ ଟିକା ପାଇଁ ୩୫,୦୦୦ କୋଟି ବୀମା କ୍ଷେତ୍ରରେ ବିଦେଶୀ ପୁଞ୍ଜି ବିନିଯୋଗ ୪୯%ରୁ ୭୪%କୁ ବଢ଼ିଲା ରେଲଓ୍ବେକୁ…

ଠକିଗଲେ ଚାଷୀକୁଳ

ନୂଆଦିଲ୍ଲୀ,୨ା୨:୩ ନୂଆ କୃଷି ଆଇନକୁ ନେଇ ମୁହଁାମୁହିଁ ସ୍ଥିତିରେ କେନ୍ଦ୍ର ସରକାର ଓ କୃଷକ ସଙ୍ଗଠନ। ଏହି ବିବାଦୀୟ ଆଇନ ପ୍ରତ୍ୟାହାର ଦାବିରେ ଦିଲ୍ଲୀର ସିଙ୍ଘୁ, ଟିକ୍ରି ଓ ଗାଜିପୁର ସୀମାରେ ଲକ୍ଷାଧିକ କୃଷକ ଆନ୍ଦୋଳନରତ। ଚାଷୀଙ୍କ ଧାରଣା ୭୧ ଦିନରେ…

କାମକୁ ନୁହେଁ, ନାମକୁ

ନୂଆଦିଲ୍ଲୀ,୨ା୨: କରୋନା ଭୂତାଣୁ ଓ ଏହାର ମୁକାବିଲା ପାଇଁ ପର୍ଯ୍ୟାୟକ୍ରମେ ଜାରି ଲକ୍‌ଡାଉନ୍‌ ସାରା ଦେଶର ଅର୍ଥନୀତିକୁ ଉଜାଡ଼ି ଦେଇଥିବାବେଳେ ଅର୍ଥ ବ୍ୟବସ୍ଥାକୁ ସଜାଡ଼ିବା କେନ୍ଦ୍ର ସରକାରଙ୍କ ପ୍ରଥମ କର୍ତ୍ତବ୍ୟ। କଳକାରଖାନା ବନ୍ଦ ହୋଇଯିବା ଓ ଆର୍ଥିକ ଗତିବିଧିରେ ତାଲା ପଡ଼ିବା…

ପୁଣି ଥରେଇବ ଶୀତ

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ଦେଖାଦେଇଛି। ଗତ ଦୁଇଦିନ ହେବ ପାରଦ ତଳମୁହାଁ ହୋଇଛି। ଆସନ୍ତା ୫ ତାରିଖ ଯାଏ ରାଜ୍ୟର କେତେକ ଭାଗରେ ଶୀତ ଥରେଇବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ମଙ୍ଗଳବାର…

ଫେବୃୟାରୀ ୮ରୁ ନବମ, ଏକାଦଶ ଶ୍ରେଣୀର ପାଠପଢ଼ା

ଭୁବନେଶ୍ୱର,୧।୨(ବ୍ୟୁରୋ): ଫେବୃୟାରୀ ୮ରୁ ନବମ ଏବଂ ଏକାଦଶ ଶ୍ରେଣୀର ପାଠ ପଢ଼ା ଆରମ୍ଭ ହେବ। ସୋମବାର ଏନେଇ ସରକାର ଘୋଷଣା କରିଛନ୍ତି। ଫେବୃୟାରୀ ୮ରୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ କ୍ଲାସ କରିବେ। ସୋମବାରରୁ ଶନିବାର ସକାଳ ସାଢେ ୮ଟାରୁ ପୂର୍ବାହ୍ନ…

ପଶ୍ଚିମବଙ୍ଗ-ତାମିଲନାଡୁ-କେରଳ-ଆସାମ ପାଇଁ ନିର୍ବାଚନୀ ଥୋପ

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ଆଗକୁ ବିଧାନସଭା ନିର୍ବାଚନ ହେବାକୁ ଥିବା ପଶ୍ଚିମବଙ୍ଗ, ତାମିଲନାଡୁ,କେରଳ ଓ ଆସାମ ଆଦି ୪ ରାଜ୍ୟ ପାଇଁ ନିର୍ବାଚନୀ ଥୋପ ପକାଯାଇଛି। ଏସବୁ ରାଜ୍ୟରେ ସଡ଼କ ଭିତ୍ତିଭୂମି ବିକାଶ ଲାଗି ୨.୨୭ ଲକ୍ଷ କୋଟି ଘୋଷଣା…

ପେଟ୍ରୋଲ-ଡିଜେଲ୍‌ ଉପରେ କୃଷି ସେସ୍‌

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ପେଟ୍ରୋଲ ଏବଂ ଡିଜେଲ୍‌ ଉପରେ କୃଷି ସେସ୍‌ ଲାଗୁ କରାଯାଇଥିବା ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ପେଟ୍ରୋଲ ଉପରେ ୨ ଟଙ୍କା ୫୦ ପଇସା ଏବଂ ଡିଜେଲ୍‌ ଉପରେ ୪ ଟଙ୍କା କୃଷି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?