ସଙ୍କଟରେ କୁମ୍ଭକାର ପରିବାର
କେନ୍ଦୁଝର, ୬ା୮ (ସ୍ବ.ପ୍ର.)-ଖରାଦିନ ଆସିଲେ ଟିକେ ଥଣ୍ଡା ପାଣି ପାଇବା ପାଇଁ ଖୋଜା ପଡେ ହାଣ୍ଡି, ମାଠିଆ, ସୁରେଇ। ସେତେବେଳେ ସମସ୍ତଙ୍କର କୁମ୍ଭକାରମାନଙ୍କ କଥା ମନେପଡ଼େ। ଆଜିକାର ପ୍ଲାଷ୍ଟିକ୍, ଷ୍ଟିଲ, ସିଲଭର ବାସନ ଯୁଗରେ ପ୍ରୋତ୍ସାହନ ଅଭାବରୁ ଏହି ବେଉଷା ବୁଡିଯିବାକୁ…
ବେଆଇନ ପାର୍କିଂରୁ ବଢୁଛି ଦୁର୍ଘଟଣା
ଅନୁଗୋଳ ଅଫିସ, ୬ା୮: ଶିଳ୍ପବହୁଳ ଅନୁଗୋଳରେ ଜନସଂଖ୍ୟା ସହ ବଢ଼ିଚାଲିଛି ଯାନବାହନ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ରାସ୍ତାର ପ୍ରଶସ୍ତୀକରଣ କରାଯାଉଛି। କିନ୍ତୁ ରାସ୍ତାପାର୍ଶ୍ୱରେ ବେଆଇନ ପାର୍କିଂ କାରଣରୁ ଏହି ପ୍ରଶସ୍ତୀକରଣର ଲାଭ ମିଳିପାରୁ ନ ଥିବାବେଳେ…
କଟକରେ କାୟା ମେଲାଉଛି କରୋନା: ଆଜି ୧୪୩ ଆକ୍ରାନ୍ତ ଚିହ୍ନଟ
କଟକ,୫।୮(ବ୍ୟୁରୋ)-କଟକରେ କାୟା ମେଲାଉଛି କରୋନା। ସହରରେ ବୁଧବାର ଆଉ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ମାଲଗୋଦାମ କଣ୍ଟେନମେଣ୍ଟ ଜୋନରୁ କେବଳ ୧୧୨ ଜଣ ରହିଛନ୍ତି। ୧୧୨ ଆକ୍ରାନ୍ତଙ୍କ ମଧ୍ୟରେ ୬୨ ପୁରୁଷ ଏବଂ ୫୦ ମହିଳା।…
କରୋନା ଯୋଦ୍ଧାଙ୍କ ପାଇଁ ୧ ମିନିଟ୍ ନୀରବ ପ୍ରାର୍ଥନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫।୮(ବ୍ୟୁରୋ)-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। କରୋନା ଲଢେଇରେ ସାମିଲ ହୋଇଥିବା ସମସ୍ତ କରୋନା ଯୋଦ୍ଧାଙ୍କ ପାଇଁ ୧ ମିନିଟ୍ ନୀରବ ପ୍ରାର୍ଥନା କରିବା ପାଇଁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅନୁରୋଧ କରିଥିଲେ।…
ରାଜ୍ୟରେ ସୁସ୍ଥ ହେଲେ ଆଉ ୧,୨୫୫ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୨୫ ହଜାର ଟପିଲା
ଭୁବନେଶ୍ୱର,୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୧,୨୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୪୮୫ ଗଞ୍ଜାମ ଜିଲାର ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧାରୁ ୧୨୫, ସୁନ୍ଦରଗଡ଼ରୁ ୧୨୨, ସମ୍ବଲପୁରରୁ ୧୦୭, ପୁରୀରୁ ୭୫, ମୟୂରଭଞ୍ଜରୁ ୪୩, କଟକର ୪୦, ଜଗତସିଂହପୁରର୨୯, କନ୍ଧମାଳର ୨୮,…
ରାଜଧାନୀରେ କରୋନା କାୟା: ଆଜି ଚିହ୍ନଟ ହେଲେ ୧୩୭ ନୂଆ ଆକ୍ରାନ୍ତ, କେଉଁଠୁ କେତେ ଜାଣନ୍ତୁ..
ଭୁବନେଶ୍ୱର,୫।୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ବୁଧବାର ୧୩୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୩୫୪କୁ ବୃଦ୍ଧି ପାଇଛି। ସେଥିରୁ ୨୦୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨୭୩ଜଣ ଆକ୍ଟିଭ୍ କେସ୍…
ଏବେ ଖୋଲିବନି ନନ୍ଦନକାନନ ପ୍ରାଣୀ ଉଦ୍ୟାନ
ଭୁବନେଶ୍ୱର,୫।୮(ବ୍ୟୁରୋ): ବର୍ତ୍ତମାନ ପର୍ଯ୍ୟଟକଙ୍କ ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଖୋଲା ଯିବନି। ବର୍ଷାଦିନରେ ନନ୍ଦନକାନନ ଖୋଲିବା ସମ୍ଭାବନା ନ ଥିବା ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ କହିଛନ୍ତି। ତେବେ କରୋନା ସ୍ଥିତିରେ ସୁଧାର ଆସିଲେ ଅଗଷ୍ଟରେ ଖୋଲାଯିବାକୁ ନିଷ୍ପତ୍ତି ହେବ। ଏହା କରୋନା…
ଅନନ୍ତକାଳ ପର୍ଯ୍ୟନ୍ତ ମାନବତା ଆସ୍ଥାର ପ୍ରତୀକ ପାଲଟିବ ରାମମନ୍ଦିର: ବହନ କରିବ ଭାଇଚାରାର ବାର୍ତ୍ତା
ଅଯୋଧ୍ୟା, ୫।୮: ରାମମନ୍ଦିର ନିର୍ମାଣର ଭୂମି ପୂଜନ ଶେଷ ହୋଇଛି। ଏହି ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ରାମମନ୍ଦିର ଅନନ୍ତକାଳ ପର୍ଯ୍ୟନ୍ତ ମାନବତା ଆସ୍ଥାର ପ୍ରତୀକ ପାଲଟିବ। ଏହା ଦେଶବାସୀଙ୍କୁ ସର୍ବଦା ଭାଇଚାରାର ବାର୍ତ୍ତା ସମ୍ପର୍କରେ…
ଭାରତର କଡ଼ା ଜବାବ: ନିୟନ୍ତ୍ରଣ ରେଖାରେ ୧୦ରୁ ଅଧିକ ପାକିସ୍ତାନୀ ସୈନ୍ୟଙ୍କ ମୁଣ୍ଡ ଗଡ଼ିଲା
ଶ୍ରୀନଗର, ୫।୮: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ଭାରତୀୟ ସେନା ପାକିସ୍ତାନକୁ କଡ଼ା ଜବାବ ଦେଇଛନ୍ତି। ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରୁଥିବା ପାକିସ୍ତାନୀ ସୈନ୍ୟ ଭାରତୀୟ ସେନାଙ୍କ ପାଲଟା ଜବାବରେ ସ୍ତବ୍ଧ ହୋଇଯାଇଛନ୍ତି। ପୁଞ୍ଚ୍ ଜିଲାର କ୍ରିଷ୍ଣାଘାଟି ଏବଂ ମାନକୋଟ ସେକ୍ଟର ଉପରେ…
ଆଧୁନିକ ଭାରତରେ ରାମରାଜ୍ୟର ପ୍ରତୀକ ହେବ ରାମମନ୍ଦିର: ରାଷ୍ଟ୍ରପତି
ନୂଆଦିଲ୍ଲୀ, ୫।୮: ଆଧୁନିକ ଭାରତରେ ରାମରାଜ୍ୟର ପ୍ରତୀକ ଭାବେ ରାମମନ୍ଦିର ଉଭା ହେବ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର କହିଛନ୍ତି। ଅଯୋଧ୍ୟାରେ ରାମମନ୍ଦିରର ଶିଳାନ୍ୟାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯିବା ପରେ ରାଷ୍ଟ୍ରପତି ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏଭଳି କହିଛନ୍ତି।…
କରୋନାର ମୃତ୍ୟୁ ତାଣ୍ଡବ: ଘଣ୍ଟାଏରେ ନେଉଛି ୨୪୭ ଜଣଙ୍କ ଜୀବନ
ଓ୍ବାଶିଂଟନ, ୫।୮: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। କରୋନାର ମୃତ୍ୟୁ ତାଣ୍ଡବ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରଏଟର୍ସର ସୂଚନା ଅନୁସାରେ କରୋନା ସଂକ୍ରମଣ ଯୋଗୁ ପ୍ରତିଘଣ୍ଟାରେ ୨୪୭…
ଭୂମି ପୂଜନ ଶେଷ: ରାମଲଲାଙ୍କୁ ସାଷ୍ଟାଙ୍ଗ ପ୍ରଣାମ କଲେ ମୋଦି
ଅଯୋଧ୍ୟା, ୫।୮: ରାମଲଲାଙ୍କ ମନ୍ଦିରର ଭୂମି ପୂଜନ ଶେଷ ହୋଇଛି। ୧୨ଟା ୩୦ରୁ ଅଧମିନିଟ ପାଇଁ ଥିବା ମାତ୍ର ୩୨ ସେକେଣ୍ଡର ଶୁଭ ମୂହୁର୍ତ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଭୂମିପୂଜନ ଏବଂ ଶିଳାନ୍ୟାସ ବୁଧବାର ସମ୍ପନ୍ନ ହୋଇଛି। ମୋଦି ରାମଲଲାଙ୍କୁ…
Archives


