ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା: ପ୍ରଥମ ଥର ପାଇଁ ଛୁଇଁଲା ଏହି ଜିଲାକୁ
ଭୁବନେଶ୍ୱର, ୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୯ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବିଭାଗ ପକ୍ଷରୁ ସୂଚନା…
୩୨ ସେକେଣ୍ଡର ଭୂମି ପୂଜନ: ୪୯୨ ବର୍ଷର ପ୍ରତୀକ୍ଷା ଶେଷ
ଅଯୋଧ୍ୟା, ୫।୮: ରାମଲଲାଙ୍କ ମନ୍ଦିରର ଭୂମି ପୂଜନ ମାତ୍ର ୩୨ ସେକେଣ୍ଡର ଶୁଭ ମୂହୁର୍ତ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ବୁଧବାର ସମ୍ପନ୍ନ ହୋଇଛି। ୧୨ଟା ୩୦ରୁ ଅଧମିନିଟ ପାଇଁ ଥିବା ଶୁଭବେଳାରେ ଭୂମିପୂଜନ କାର୍ଯ୍ୟ କରାଯାଇଛି। ଦୀର୍ଘ ୪୦ ମିିନିଟ…
ଆଉ ୨ ଦିନରେ ୨୦ ଲକ୍ଷ ଟପିବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା !
ନୂଆଦିଲ୍ଲୀ, ୫।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଲଗାତାର ୭ ଦିନ ଧରି ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ ଅଧିକ ରହୁଛି। ଏହି ଧାରା ଜାରି ରହିଲେ ଆଉ ୨ ଦିନ ମଧ୍ୟରେ…
CORONAVIRUS UPDATE: ରାଜ୍ୟରେ ୨୮ ଜିଲାରୁ ୧୩୩୭ ପଜିଟିଭ ଚିହ୍ନଟ; ଜାଣନ୍ତୁ କେଉଁ ଜିଲାରୁ କେତେ…
ଭୁବନେଶ୍ୱର, ୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୨୮ ଜିଲାରୁ ୧୩୩୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୧୫ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୨୨ ଲୋକାଲ କେସ୍ ରହିଛି। ଏ ନେଇ ସୂଚନା ଓ…
ଗୋଦାମରେ ବଡ଼ ଧରଣର ବିସ୍ଫୋରଣ: ୭୮ରୁ ଅଧିକ ମୃତ, ୪ ହଜାରରୁ ଅଧିକ ଆହତ
ବେରୁଟ, ୫।୮: ଲେବାନନ୍ର ରାଜଧାନୀ ବେରୁଟରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏଥିରେ ୭୦ରୁ ଅଧିକ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ହଜାରରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରଧାନମନ୍ତ୍ରୀ ହସନ ଦିଆବ…
ଅଯୋଧ୍ୟା ଉତ୍ସବ ମୁଖର
ଅଯୋଧ୍ୟା,୫ା୮: ୨୦୧୯ ନଭେମ୍ବର ୯। ଏହା ହେଉଛି ସେହି ତାରିଖ, ଯେଉଁ ଦିନ ଦୀର୍ଘ ୧୩୪ ବର୍ଷ ଧରି ଚାଲିଥିବା ଆଇନଗତ ଲଢ଼େଇ ଓ ପ୍ରତୀକ୍ଷାର ଅନ୍ତ ଘଟିଥିଲା। ବିଶ୍ୱର ଅନ୍ୟତମ ବହୁ ଚର୍ଚ୍ଚିତ ଅଯୋଧ୍ୟା ମାମଲାର ଐତିହାସିକ ରାୟ ଏହି…
ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ: ବୁଧବାର ସନ୍ଧ୍ୟାରେ କରନ୍ତୁ ୧ ମିନିଟ୍ ନୀରବ ପ୍ରାର୍ଥନା
ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଦୈନିକ ୧ହଜାରରୁ ଅଧିକ ବ୍ୟକ୍ତି କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏପରି ସ୍ଥିତିରେ କୋଭିଡ ଯୋଦ୍ଧାମାନଙ୍କ ତ୍ୟାଗକୁ ସ୍ମରଣ କରିବା ଏବଂ ସମ୍ମାନ ଜଣାଇବା ଲାଗି ବୁଧବାର ସନ୍ଧ୍ୟା ୬ଟାରେ…
ଆଜି ଆରୋଗ୍ୟରେ ରେକର୍ଡ: ରାଜ୍ୟରେ ସୁସ୍ଥ ହେଲେ ୧,୪୦୯ ଆକ୍ରାନ୍ତ, ଅଛନ୍ତି ଗଞ୍ଜାମର ସର୍ବାଧିକ
ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ରେକର୍ଡ ସଂଖ୍ୟକ ୧୪୦୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୨୪,୪୮୨କୁ ବୃଦ୍ଧି ପାଇଛି। ନୂଆ ଭାବେ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୨୫୮ଜଣ ଥିବା…
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ୍ ଚିହ୍ନଟ; ଡାକ୍ତରଖାନାରେ ଭର୍ତ୍ତି
ନୂଆଦିଲ୍ଲୀ,୪।୮: କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛିି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କରୋନା ପଜିଟିଭ୍…
ରାଜଧାନୀରେ କରୋନା ବେଲଗାମ: ଆଜି ଚିହ୍ନଟ ହେଲେ ଆଉ ୧୪୯ ଆକ୍ରାନ୍ତ; କେଉଁଠୁ କେତେ ଜାଣନ୍ତୁ..
ଭୁବନେଶ୍ୱର,୪।୮(ବ୍ୟୁରୋ): କଟକଣା ସତ୍ତ୍ୱେ ରାଜଧାନୀରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ଭୁବନେଶ୍ୱରରେ ଆଉ ୧୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୨୧୭କୁ ବୃଦ୍ଧି ପାଇଛି। ସେଥିରୁ ୧୯୪୩ ସୁସ୍ଥ ହୋଇ ଘରକୁ ଫେରିଥିବା…
ରାମମନ୍ଦିର ଆନ୍ଦୋଳନର ୪ ମହାରଥୀ ଏବେ ରାଜନୀତିରୁ ଦୂରରେ
ନୂଆଦିଲ୍ଲୀ, ୪।୮: ରାମମନ୍ଦିରର ଭୂମି ପୂଜନ ହେବାକୁ ଆଉ କିଛି ଘଣ୍ଟା ବାକି ରହିଛି। ବୁଧବାର ମଧ୍ୟାହ୍ନ ୧୨ଟା ୧୫ରେ ଭୂମି ପୂଜନ କାର୍ଯ୍ୟର ଶୁଭାରମ୍ଭ ହେବ। ତେବେ ଦିନେ ରାମମନ୍ଦିର ଆନ୍ଦୋଳନର ଚର୍ଚ୍ଚିତ ଚେହେରା ପାଲଟି ଥିବା ୪ ମହାରଥୀ…
ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ ପ୍ରକାଶ: ପ୍ରଦୀପ ସିଂ ଟପ୍ପର, ୮ ନମ୍ବର ସ୍ଥାନରେ ଓଡ଼ିଶାର ଅଭିଷେକ
ନୂଆଦିଲ୍ଲୀ, ୪।୮: ୟୁପିଏସ୍ସି ପକ୍ଷରୁ ୨୦୧୯ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ପ୍ରଦୀପ ସିଂ ଟପ୍ପର ହୋଇଥିବାବେଳେ ଦ୍ୱିତୀୟ ସ୍ଥାନରେ ଜତିନ୍ କିଶୋର ଏବଂ ତୃତୀୟ ସ୍ଥାନରେ ପ୍ରତିଭା ବର୍ମା ରହିଛନ୍ତି। ପରୀକ୍ଷା ଫଳ ୟୁପିଏସ୍ସି ଓ୍ବେସାଇଟ୍ରେ…
Archives


