Home Middle

ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ଫଳ ପ୍ରକାଶ: ପ୍ରଦୀପ ସିଂ ଟପ୍ପର, ୮ ନମ୍ବର ସ୍ଥାନରେ ଓଡ଼ିଶାର ଅଭିଷେକ

ନୂଆଦିଲ୍ଲୀ, ୪।୮: ୟୁପିଏସ୍‌ସି ପକ୍ଷରୁ ୨୦୧୯ ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ପ୍ରଦୀପ ସିଂ ଟପ୍ପର ହୋଇଥିବାବେଳେ ଦ୍ୱିତୀୟ ସ୍ଥାନରେ ଜତିନ୍‌ କିଶୋର ଏବଂ ତୃତୀୟ ସ୍ଥାନରେ ପ୍ରତିଭା ବର୍ମା ରହିଛନ୍ତି। ପରୀକ୍ଷା ଫଳ ୟୁପିଏସ୍‌ସି ଓ୍ବେସାଇଟ୍‌ରେ…

CORONAVIRUS UPDATE: ୨୮ ଜିଲାରୁ ୧୩୮୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୮ ଜିଲାରୁ ୧୩୮୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୭୬୮୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ…

ଭାରତରେ ପ୍ରସ୍ତୁତ କରୋନା ଟୀକା ଉପରେ ସବୁ ଦେଶଙ୍କ ଆଖି…

ନୂଆଦିଲ୍ଲୀ, ୪।୮: ଭାରତରେ କରୋନା ବିରୋଧରେ ଲଢ଼େଇ ଜାରି ରହିଛି। ପୁଣେସ୍ଥିତ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଔଷଧ କମ୍ପାନୀ ଆଷ୍ଟ୍ରାଜେନେକାର ମିଳିତ ସହଯୋଗରେ କୋଭିଶିଲ୍ଡ କରୋନା ଟୀକାର ତୃତୀୟ ଏବଂ ଚତୁର୍ଥ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ୍‌…

ଧନୀ ଦେଶଗୁଡ଼ିକ କରିସାରିଛନ୍ତି କରୋନା ଟୀକା ବୁକିଂ…

ଓ୍ବାଶିଂଟନ/ନୂଆଦିଲ୍ଲୀ, ୪।୮: କରୋନା ସଂକ୍ରମଣ ନେଇ ପୃଥିବୀରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସ୍ଥଳେ ବହୁ ଦେଶରେ କରୋନା ପ୍ରତିଷେଧକ ଟୀକା ଟ୍ରାଏଲ୍‌ ଜାରି ରହିଛି। ତେବେ ଏବେ ପ୍ରଶ୍ନ ଉଠୁଛି ପ୍ରଥମେ କ’ଣ ଧନୀ ଦେଶ ଗୁଡ଼ିକରେ ଏହା…

ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୬ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯ ମୃତକଙ୍କ…

୪୦ ହଜାରରୁ ଅଧିକ ଆତଙ୍କବାଦୀ ପାକିସ୍ତାନରେ ଲୁଚି ବସିଛନ୍ତି

ଜେନେଭା, ୪।୮: ଭାରତରେ ଆକ୍ରମଣ କରିବା ଲାଗି ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ପାକିସ୍ତାନରେ ଏନେଇ ୪୦ ହଜାରରୁ ଅଧିକ ଆତଙ୍କବାଦୀ ଲୁଚି ବସିଛନ୍ତି। ଏସମ୍ପର୍କରେ ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ଥିବା ଟି.ଏସ୍‌.ତିରୁମୂର୍ତ୍ତି ସୂଚନା ଦେଇଛନ୍ତି। ପାକିସ୍ତାନ…

ଡବ୍ଲ୍ୟୁଏଚ୍‌ଓ ମୁଖ୍ୟଙ୍କ ମନ୍ତବ୍ୟ ନେଇ ଲୋକେ ଆତଙ୍କିତ: କେବେ ବି ଆସି ନ ପାରେ କରୋନା ଟୀକା !

ଜେନେଭା, ୪।୮: ପୃଥିବୀରେ କରୋନା ମହମାରୀ ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ମହାନିର୍ଦ୍ଦେଶକ ଡ. ଟେଡ୍ରୋସ୍‌ ଅଧୋନୋମ୍‌ ଗେବ୍ରିଏସସ୍‌ଙ୍କ ମନ୍ତବ୍ୟ ଲୋକଙ୍କୁ ଅଧିକ ଆତଙ୍କିତ କରିଦେଇଛି। ଗେବ୍ରିଏସସ୍‌ କହିଛନ୍ତି ଯେ,…

ଦୁଇତୃତୀୟାଂଶ ପ୍ରବାସୀ ଶ୍ରମିକ ସହରମୁହାଁ

ନୂଆଦିଲ୍ଲୀ ୪ା୮(ପି.ଟି.): କରୋନା ମହାମାରୀ ଜନିତ ଲକ୍‌ଡାଉନ ଯୋଗୁ କାମଧନ୍ଦା ହରାଇ ଭିଟାମାଟିକୁ ଫେରିଆସିଥିବା ପ୍ରବାସୀ ଶ୍ରମିକମାନେ ପୁଣି କାମ ଅନ୍ବେଷଣରେ ସହରକୁ ଫେରିବା ଆରମ୍ଭ କରିଛନ୍ତି। ଗ୍ରାମାଞ୍ଚଳରେ ଦକ୍ଷତା ଅନୁସାରେ କାର୍ଯ୍ୟ ମିଳୁ ନ ଥିବାରୁ ଲକ୍‌ଡାଉନ ବେଳେ ଫେରିଥିବା…

ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା: ଦିନକରେ ସୁସ୍ଥ ହେଲେ ୧୧୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩।୮(ବ୍ୟୁରୋ)-ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା। ସୋମବାର ଆଉ ୧୧୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରେ ସର୍ବାଧିକ ୩୪୫ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ୯୭, ଗଜପତିରୁ୮୩, ଯାଜପୁରରୁ ୭୦, କେନ୍ଦୁଝରରୁ ୫୭, କଟକରୁ ୫୦, ବୌଦ୍ଧରୁ୪୦, ନୟାଗଡ଼ରୁ ୩୭,…

ରାକ୍ଷୀରେ ଜଳିଲା ଭାଇ-ଭଉଣୀଙ୍କ ଜୁଇ

ସୋର,/ରେମୁଣା,୩।୮(ଡି.ଏନ.ଏ.)-ପବିତ୍ର ରାକ୍ଷୀ ପୂର୍ଣ୍ଣିମାରେ ଘଟିଛି ଅଘଟଣ। ବଜ୍ରପାତ ଘଟିବାରୁ ଚାଲିଯାଇଛି ଭାଇ ଓ ସମ୍ପର୍କୀୟ ଭଉଣୀଙ୍କ ଜୀବନ। ସୋମବାର ବାଲେଶ୍ୱର ଜିଲା ରେମୁଣା ବ୍ଲକ ଖନ୍ତାପଡା ଥାନା ବରୁଣସିଂ ପଞ୍ଚାୟତ ଟିଣା ମଣ୍ଡଗାଁ ଗ୍ରାମରେ ଏପରି ହୃଦୟବିଦାରକ ଘଟଣା ଘଟିଛି। ଘଟଣାରୁ…

ଭୁବନେଶ୍ୱରରେ ଆଉ ୮୯ ପଜିଟିଭ୍‌

ଭୁବନେଶ୍ୱର,୩।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ସୋମବାର ଆଉ ୮୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୮୯ ଚିହ୍ନଟଙ୍କ ମଧ୍ୟରେ ୬୫ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୨୪ ଲୋକାଲ କଣ୍ଟାକ୍ଟ କେସ। ଆଇଗିଣିଆ ଆଳୁ ଗଦିରୁ ଆଉ ୧୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ରିଜର୍ଭ…

କାଲିଠାରୁ ୮ଟି ରୁଟରେ ଗଡିବ ମୋ’ ବସ୍‌

ଭୁବନେଶ୍ୱର,୩।୮(ବ୍ୟୁରୋ)-ଆସନ୍ତା କାଲିଠାରୁ ୮ଟି ରୁଟରେ ଗଡିବ ମୋ ବସ୍‌। ସକାଳ ୭ଟାରୁ ସା ୭ଟା ଯାଏ ନନଏସି ବସ ଚାଲିବ। ୧୧, ୧୬, ୧୮, ୨୦, ୨୩, ୨୫, ୨୭ ଓ ୩୩ ନମ୍ବର ରୁଟରେ ଗଡିବ ବୋଲି ସୂଚନା ମିଳିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri