Home Middle

ଉତ୍ତେଜକ ଟିଭି କାର୍ଯ୍ୟକ୍ରମକୁ ନିୟନ୍ତ୍ରଣ କର: କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୯।୧: ଲୋକଙ୍କୁ ହିଂସାକାଣ୍ଡ ଭିଆଇବା ପାଇଁ ଉସୁକାଉଥିବା ଟେଲିଭିଜନ କାର୍ଯ୍ୟକ୍ରମ ଓ ଖବରକୁ ସକ୍ରିୟ ଭାବେ ନିୟନ୍ତ୍ରଣ କରାଯିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଗୁରୁବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି। ଏ ସମ୍ପର୍କିତ ଆଇନକୁ କଡ଼ାକଡ଼ି କରିବା ଲାଗି ସର୍ବୋଚ୍ଚ ଅଦାଲତ ପ୍ରସ୍ତାବ…

ମୁମ୍ବାଇ ହେଉ କେନ୍ଦ୍ରଶାସିତ ଅଞ୍ଚଳ

ମୁମ୍ବାଇ/ବେଲଗାଭି,୨୯।୧: ମହାରାଷ୍ଟ୍ର ଓ କର୍ନାଟକ ମଧ୍ୟରେ ସୀମା ବିବାଦ ତେଜିବାରେ ଲାଗିଛି। ଏହା ଉପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଉତ୍ତେଜକ ମନ୍ତବ୍ୟକୁ ନେଇ କର୍ନାଟକ ସରକାର କଡ଼ା ଜବାବ ଦେଇଛନ୍ତି। କର୍ନାଟକ ଉପମୁଖ୍ୟମନ୍ତ୍ରୀ ଲକ୍ଷ୍ମଣ ସାଭଦି ମୁମ୍ବାଇକୁ କେନ୍ଦ୍ରଶାସିତ ଅଞ୍ଚଳରେ…

ଦୀପ ସିଦ୍ଧୁ ଫେରାର

ଜଳନ୍ଧର,୨୯।୧: ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀ ହିଂସାର ମାଷ୍ଟରମାଇଣ୍ଡ୍‌ କୁହାଯାଉଥିବା ପଞ୍ଜାବୀ ଅଭିନେତା ଦୀପ ସିଦ୍ଧୁ ଗୁରୁବାର ଫେରାର ହୋଇଯାଇଛନ୍ତି। ଦିଲ୍ଲୀ ପୋଲିସ ପକ୍ଷରୁ ତାଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ନୋଟିସ ଜାରି କରାଯାଇଛି। ମଙ୍ଗଳବାର କୃଷକ ସଙ୍ଗଠନଗୁଡ଼ିକ ପକ୍ଷରୁ ଟ୍ରାକ୍ଟର ରାଲି…

ଲାଲ୍‌କିଲ୍ଲା ହିଂସା ନେଇ ଦେଶଦ୍ରୋହ ମାମଲା

ନୂଆଦିଲ୍ଲୀ,୨୯।୧(ପି.ଟି.): ସାଧାରଣତନ୍ତ୍ର ଦିବସ ଟ୍ରାକ୍ଟର ରାଲି ବେଳେ ଲାଲ୍‌କିଲ୍ଲାରେ ହିଂସାକାଣ୍ଡ ସୃଷ୍ଟି ହୋଇଥିଲା। ଏହି ହିଂସାରେ ସମ୍ପୃକ୍ତ କୃଷକଙ୍କ ବିରୋଧରେ ଦିଲ୍ଲୀ ପୋଲିସ ଦେଶଦ୍ରୋହ ଏବଂ ୟୁଏପିଏ (ବେଆଇନ କାର୍ଯ୍ୟକଳାପ ପ୍ରତିକାର ଆଇନ)ରେ ମାମଲା ରୁଜୁ କରିଛି। ଆଇପିସି ଧାରା ୧୨୪ଏ…

ବଜେଟ ଅଧିବେଶନ: କଂଗ୍ରେସ ସମେତ ୧୬ ରାଜନୈତିକ ଦଳ କରିବେ ରାଷ୍ଟ୍ରପତିଙ୍କ ଅଭିଭାଷଣର ବହିଷ୍କାର

ନୂଆଦିଲ୍ଲୀ,୨୮ ।୧: ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ମୋଦି ସରକାରଙ୍କୁ ଘେରିବାକୁ ବିରୋଧୀ ଦଳ ଗୁଡିକ ଏକାଠି ହେଲେଣି । କଂଗ୍ରେସ ସମେତ ୧୬ ରାଜନୈତିକ ଦଳ ମିଶି ୨୯ ଫେବୃୟାରୀକୁ ବଜେଟ ଅଧିବେଶନର ପ୍ରଥମ ଦିନ ସଂସଦରେ ରାଷ୍ଟ୍ରପତିଙ୍କ…

ଭାଇରସ ହେଉ ଅବା ଭ୍ୟାକ୍ସିନ ସବୁ ପରିସ୍ଥିତିର ସାମ୍ନା କରିବାକୁ ଦେଶ ପ୍ରସ୍ତୁତ: ମୋଦି

ନୂଆଦିଲ୍ଲୀ,୨୮ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ନ୍ୟାଶନାଲ କ୍ରେଡିଟ ର୍କପ୍ସ(ଏନ୍‌ସିସି) କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ମୋଦିଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ, ଚିଫ୍ ଅଫ୍ ଡିଫେନ୍ସ…

ଅଭିବ୍ୟକ୍ତି ସ୍ବାଧୀନତା ନିରଙ୍କୁଶ ନୁହେଁ

ନୂଆଦିଲ୍ଲୀ,୨୮।୧: ଆମାଜନ ପ୍ରାଇମ୍‌ ଓ୍ବେବ୍‌ ସିରିଜ୍‌ ‘ତାଣ୍ଡବ’ର ନିର୍ମାତା ଓ ଜଣେ ଅଭିନେତା ଗିରଫଦାରିରୁ ସୁରକ୍ଷା ଲାଗି କରିଥିବା ଆବେଦନକୁ ସୁପ୍ରିମକୋର୍ଟ ବୁଧବାର ଖାରଜ କରିଦେଇଛନ୍ତି। ଧର୍ମକୁ ଅପମାନିତ କରିବା ସହ ଲୋକଙ୍କ ଧର୍ମୀୟ ଭାବାବେଗକୁ ଆଘାତ ଦେଇଥିବାରୁ ଭାରତୀୟ ଦଣ୍ଡସଂହିତାର…

ଆନ୍ଦୋଳନରେ ଫାଟ

ନୂଆଦିଲ୍ଲୀ,୨୮।୧: କେନ୍ଦ୍ର ସରକାରଙ୍କ ୩ ବିବାଦୀୟ ଆଇନ ପ୍ରତ୍ୟାହାର ଦାବିରେ ଦୁଇମାସରୁ ଊର୍ଦ୍ଧ୍ୱ ସମୟ ଧରି ଚାଲିଥିବା କୃଷକ ଆନ୍ଦୋଳନରେ ଏବେ ଫାଟ ସୃଷ୍ଟି ହୋଇଛି। ସାଧାରଣତନ୍ତ୍ର ଦିବସରେ କୃଷକ ସଙ୍ଗଠନଗୁଡ଼ିକ ପକ୍ଷରୁ ଦିଲ୍ଲୀ ସୀମାରୁ ଜାତୀୟ ରାଜଧାନୀର ରାଜପଥକୁ ଯାଇଥିବା…

ଅଠର ବର୍ଷର ଅପେକ୍ଷା

ବଇଣ୍ଡା,୨୮ା୧(ପରିକ୍ଷିତ ସାହୁ): କ୍ରୀଡ଼ାର ବିକାଶ ପାଇଁ ଯୋଜନା ପରେ ଯୋଜନା ହେଉଛି। କଳିଙ୍ଗ ଷ୍ଟାଡିୟମର ଆଧୁନିକୀକରଣ ଠାରୁ ଆରମ୍ଭ କରି ଜିଲା ଓ ବ୍ଲକସ୍ତରରେ ମିନି ଷ୍ଟାଡିୟମମାନ ନିର୍ମାଣ କରାଯାଉଛି। କିନ୍ତୁ ଅନୁଗୋଳ ଜିଲା କିଶୋରନଗର ବ୍ଲକର ବଇଣ୍ଡାଠାରେ ଏକ ମିନି…

ରେକର୍ଡ ଭାଙ୍ଗି ଚାଲିଛି ତେଲ ଦର

ଭୁବନେଶ୍ୱର: ତେଲ ଦରରେ ଲଗାତର ବୃଦ୍ଧି ଖାଉଟିଙ୍କ ଚିନ୍ତା ବଢ଼ାଇ ଚାଲିଛି। ପେଟ୍ରୋଲ ଏବଂ ଡିଜେଲ ଦର କମିବା ଦେଖାଯାଉନାହିଁ। ଗତ ସପ୍ତାହରେ ଇନ୍ଧନ ଦର ୪ଥର ବଢ଼ିଥିଲା। ସେହିଭଳି ଜାନୁୟାରୀରେ ତେଲ ଦର ମୋଟ ୯ଥର ବୃଦ୍ଧି ପାଇବା ଅସହ୍ୟ…

ଚାଷୀ ଆନ୍ଦୋଳନରୁ ଅଲଗା ହେଲେ ଦୁଇ ପ୍ରମୁଖ ସଂଗଠନ

ନୂଆଦିଲ୍ଲୀ,୨୭ା୧- ଦେଶର ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଘଟିଥିବା ହିଂସାକାଣ୍ଡ ଯୋଗୁ ଚାଷୀ ଆନ୍ଦୋଳନରୁ ଅଲଗା ହୋଇଛନ୍ତି ଦୁଇ ପ୍ରମୁଖ ସଂଗଠନ। ରାଷ୍ଟ୍ରୀୟ କିଷାନ ମଜଦୁର ସଂଗଠନ ଓ ଭାରତୀୟ କିଷାନ ୟୁନିୟନ (ବିକେୟୁ) ବୁଧବାର ଚାଷୀ ଆନ୍ଦୋଳନରୁ ଓହରି ଯାଇଥିବା ଘୋଷଣା…

ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ: ୨୦୦ ପ୍ରଦର୍ଶନକାରୀ ଅଟକ

ନୂଆଦିଲ୍ଲୀ, ୨୭।୧: ଜାନୁୟାରୀ ୨୬ରେ ଦିଲ୍ଲୀରେ ଅନ୍ନଦାତାଙ୍କ ପକ୍ଷରୁ ହୋଇଥିବା ହିଂସକ ପ୍ରଦର୍ଶନ ନେଇ ଦିଲ୍ଲୀ ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ସିସିଟିଭି ରେକର୍ଡିଂ ଆଧାରରେ ୨୦୦ ପ୍ରଦର୍ଶନକାରୀଙ୍କୁ ଅଟକ ରଖାଯାଇଛି। ଖୁବ୍‌ ଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?