ଶ୍ରାବଣରେ କ୍ଷେତ ଫାଟି ଆଁ: ୬୧%ରୁ କମ୍ ବର୍ଷା
ପାଟଣା,୩।୮( ସ୍ବ.ପ୍ର.)-କେନ୍ଦୁଝର ଜିଲାର ୮୦ ପ୍ରତିଶତ ଅଧିବାସୀ ମୁଖ୍ୟତଃ କୃଷି ଉପରେ ନିର୍ଭର କରି ନିଜର ଗୁଜୁରାଣ ମେଣ୍ଟାଇଥାନ୍ତି। ଚଳିତ ବର୍ଷ କରୋନା ଯୋଗୁ ସବୁ କାମଧନ୍ଦା ମାନ୍ଦା ପଡ଼ିଥିବା ବେଳେ ଲୋକଙ୍କର ଅର୍ଥନୀତିର ମେରୁଦଣ୍ଡ ଭାଙ୍ଗି ପଡ଼ିଛି। ଏଭଳି ପରିସ୍ଥିତିରେ…
ରାଜ୍ୟରେ ଆଉ ୬୮୧ କରୋନା ଆକ୍ରାନ୍ତ ସୁସ୍ଥ: କଟକରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨ା୮(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୬୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥଙ୍କ ମଧ୍ୟରେ କଟକରୁ ସର୍ବାଧିକ ୯୧ ଜଣ ସୁସ୍ଥ ହୋଇଥିବା ବେଳେ ଗଜପତିରୁ ୮୮, କୋରାପୁଟରୁ ୬୬, ଖୋର୍ଦ୍ଧାରୁ ୬୧, ରାୟଗଡାରୁ ୫୭, ଗଂଜାମରୁ ୪୩, ସୁନ୍ଦରଗଡ଼ରୁ ୩୨, ନୟାଗଡ଼ରୁ…
ଭୁବନେଶ୍ୱରରେ ଆଉ ୧୧୮ କରୋନା ପଜିଟିଭ
ଭୁବନେଶ୍ୱର,୨।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ରବିବାର ଆଉ ୧୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬୯ ଏବଂ ୪୯ ଲୋକାଲ କଣ୍ଟାକ୍ଟ କେସ। ଏକ ଘରୋଇ ହସ୍ପିଟାଲରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଇଗିଣିଆରୁ ୨, ଅଶୋକ ନଗରରୁ ଜଣେ, ଟଙ୍କପାଣି…
ଅମିତ ଶାହାଙ୍କୁ କରୋନା, ମେଡିକାଲରେ ଭର୍ତ୍ତି
ନୂଆଦିଲ୍ଲୀ,୨।୮: ସ୍ବରାଷ୍ଟ୍ର୍ୟ ମନ୍ତ୍ରୀ ଅମିତ ଶାହା କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏକଥା ସେ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି। କରୋନା ପଜିଟିଭ୍ ଜଣାପଡିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାାଇଛି। କରୋନା ଲକ୍ଷଣ ଦେଖା ଦେବାରୁ ଟେଷ୍ଟ କରିଥିଲି…
ସମସ୍ୟା ନ ସୁଧୁରିଲେ ମୋଦିଙ୍କ ଇସ୍ତଫା ଦାବି କରିିବେ ଲୋକେ: ସଞ୍ଜୟ ରାଉତ
ମୁମ୍ବାଇ,୨।୮: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ରୋକିବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅସଫଳ ରହିଛନ୍ତି। ସେହିପରି ଆର୍ଥିକ ସଙ୍କଟର ସମାଧାନ କରିବାକୁ ସରକାର ଅସମର୍ଥ। ଏପରି ଧାରା ଜାରି ରହିଲେ ଲୋକଙ୍କ ସହିବାର ସୀମା ଟପିଯିବ। ସେତେବେଳେ ଲୋକେ ମୋଦିଙ୍କ…
ବୁଦ୍ଧି ଶିଖିବ ଚାଇନା: ଏବେ ଏସବୁ ସଂସ୍ଥା ଉପରେ ମୋଦି କରିବେ ସର୍ଜିକାଲ୍ ଷ୍ଟ୍ରାଇକ୍…
ନୂଆଦିଲ୍ଲୀ,୨।୮: ଭାରତ ସରକାର ଚାଇନାର ୧୦୦ରୁ ଅଧିକ ଆପ୍କୁ ବ୍ୟାନ୍ କରିଛନ୍ତି। ଏହା ସହିତ ଚାଇନା କମ୍ପାନୀକୁ ଦିଆଯାଇଥିବା ବହୁ ଠିକାକୁ ମଧ୍ୟ ରଦ୍ଦ କରାଯାଇଛି। ଏବେ ଚାଇନାକୁ ବୃଦ୍ଧି ଶିଖାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଣ୍ଟା ଭିଡ଼ିଛନ୍ତି। ଚାଇନା…
ଏସବୁ ରାଜ୍ୟରେ ହୋଇଛି କରୋନା ଗୋଷ୍ଠୀ ସଂକ୍ରମଣ…
ନୂଆଦିଲ୍ଲୀ,୨।୮: ଦେଶରେ କରୋନା ମହାମାରୀ ଥମୁନି। ଦେଶରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ଦେଖିଲେ ଜଣାପଡୁଛି ଯେ, କରୋନାର ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇସାରିଛି। ବିଦେଶର ବହୁ ବିଶେଷଜ୍ଞ ଏନେଇ ମତପୋଷଣ କରିଛନ୍ତି। ତେବେ କେନ୍ଦ୍ର ସରକାର ଗୋଷ୍ଠୀ…
ମାଡ଼ି ଆସୁଛି ସଙ୍କଟ: ୬ ସପ୍ତାହରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ କୋଟି ଛୁଇଁବା ଆଶଙ୍କା
ଓ୍ବାଶିଂଟନ/ନୂଆଦିଲ୍ଲୀ, ୨।୮: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳରେ ଆମେରିକାର ବିଶେଷଜ୍ଞଙ୍କ ପକ୍ଷରୁ କରାଯାଇଥିବା ଦାବୀ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି କରିଛି। ଏବେ ପ୍ରତିଦିନ ୫୦ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି।…
ଆଜି ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା: ମୋଟ ସଂଖ୍ୟା ୧୯୭କୁ ବୃଦ୍ଧି
ଭୁବନେଶ୍ୱର,୨।୮(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ସୁନ୍ଦରଗଡ଼ ଜିଲାର ୭୩ ବର୍ଷୀୟ ବ୍ୟକ୍ତି(ମଧୁମେହ ସହ ଅନ୍ୟାନ୍ୟ ରୋଗରେ ପୀଡ଼ିତ), ଖୋର୍ଦ୍ଧାର ୫୮ ବର୍ଷୀୟ ବ୍ୟକ୍ତି(ମଧୁମେହରେ ପୀଡ଼ିତ), ଗଞ୍ଜାମର ୫୭ ବର୍ଷୀୟ ବ୍ୟକ୍ତି, ଭୁବନେଶ୍ୱରର ୭୮ ବର୍ଷୀୟ ବୃଦ୍ଧା(ଅନ୍ୟାନ୍ୟ ରୋଗରେ…
ଅଗଷ୍ଟ ଆରମ୍ଭରୁ ଡରାଇଲାଣି କରୋନା: ଆଜି ୨୯ ଜିଲାରୁ ଚିହ୍ନଟ ହେଲେ ୧୪୩୪ ଆକ୍ରାନ୍ତ; ମୋଟ ସଂଖ୍ୟା ୩୪ ହଜାର ଟପିଲା
ଭୁବନେଶ୍ୱର,୨।୮(ବ୍ୟୁରୋ): ରାଜ୍ୟରେ ରବିବାର ୧୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୮୮୯ କ୍ୱାରାଣ୍ଟାଇନ୍ରୁ ରହିଥିବା ବେଳେ ୫୪୫ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୪୯୧୩କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ…
ଆଉ ଗୋଟିଏ ଦିନପରେ ୧୮ ଲକ୍ଷ ଛୁଇଁବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା !
ନୂଆଦିଲ୍ଲୀ,୨।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଆଉ ଗୋଟିଏ ଦିନ ପରେ ସୋମବାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଲକ୍ଷ ଛୁଇଁବାର ଆଶଙ୍କା ଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ରବିବାର ସୁଦ୍ଧା ଦେଶରେ ମୋଟ…
ଭାରତରେ ୨୭ କୋଟିରୁ ଅଧିକ ଶିଶୁଙ୍କ ରକ୍ତରେ ଜହର
ଜେନେଭା, ୨।୮: ଭାରତରେ ଶିଶୁଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଉଲ୍ଲେଖ ରହିଛି ଯେ, ଦେଶର ୨୭ କୋଟି ୫୦ ଲକ୍ଷରୁ ଅଧିକ ଶିଶୁଙ୍କ ରକ୍ତରେ ଜହର ରହିଛି। ରକ୍ତରେ ସୀସାର ମାତ୍ରା ବୃଦ୍ଧି ପାଇବା ଯୋଗୁ…
Archives


