ବିସ୍ତାରବାଦୀ ଉଦ୍ୟମକୁ ପଣ୍ଡ କରିଛନ୍ତି ଆମ ବୀର ଯବାନ- ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୫।୧: ଭାରତ ସବୁବେଳେ ଶାନ୍ତି ପାଇଁ ପ୍ରତିଶ୍ରୁତିବଦ୍ଧ ରହିଆସିଛି। ଏହା ସତ୍ତ୍ୱେ ବିସ୍ତାରବାଦୀ ଶକ୍ତି ସୀମାନ୍ତ ଅଞ୍ଚଳ କବ୍ଜା କରିବା ଲାଗି ଉଦ୍ୟମ ଚଳାଇଛନ୍ତି। ସେମାନଙ୍କର ଏହି ଉଦ୍ୟମକୁ ଆମ ବୀର ଯବାନମାନେ ପଣ୍ଡ କରିଦେଇଛନ୍ତି। ଗତବର୍ଷ ଲଦାଖରେ ଚାଇନାର ବିସ୍ତାରବାଦୀ…
ଓଡ଼ିଶାର ନବମ ଶ୍ରେଣୀ ଛାତ୍ରଙ୍କୁ ପୁରସ୍କୃତ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୫।୧: ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପାଇଛନ୍ତି ଓଡ଼ିଶାର ନବମ ଶ୍ରେଣୀ ଛାତ୍ର ଅନ୍ବେଷ ଶୁଭମ ପ୍ରଧାନ। ମେଧାବୀ ଛାତ୍ର ଭାବେ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଅନ୍ବେଷଙ୍କ ଘର ଢେଙ୍କାନାଳ ଜିଲାରେ। କିଛି ବର୍ଷ ହେଲା…
ମୋଦିଙ୍କ କରୋନା କୂଟନୀତିକୁ ଭୟ: ମିଥ୍ୟା ପ୍ରଚାର ଆରମ୍ଭ କଲା ଗ୍ଲୋବାଲ ଟାଇମ୍ସ୍
ନୂଆଦିଲ୍ଲ/ବେଜିଂ, ୨୫।୧: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତରେ ସାର୍ବଜନୀକ ଭାବେ ଟିକାକରଣ ଜାରି ରହିଛି। ଏହା ସହିତ ଭାରତ ପକ୍ଷରୁ ବାଂଲାଦେଶ, ନେପାଳ, ଭୁଟାନ ଆଦି ପଡୋଶୀଙ୍କୁ ଟିକା ଯୋଗାଇ ଦିଆଯାଇଛି। ସେହିପରି ବ୍ରାଜିଲ୍ ସମେତ ଅନ୍ୟ…
ଲକ୍ଡାଉନ୍ରେ ଭାରତୀୟ ଧନକୁବେର ହୋଇଛନ୍ତି ଅଧିକ ଧନୀ
ନୂଆଦିଲ୍ଲୀ, ୨୫।୧: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତରେ ଲକ୍ଡାଉନ୍ ଘୋଷଣା କରାଯାଇଥିଲା। ଏହି ସମୟରେ ସାଧାରଣ ଲୋକଙ୍କ ପାଇଁ ବହୁ ସମସ୍ୟା ସୃଷ୍ଟି ହୋଇଥିଲା। ଗରିବଙ୍କ ପାଖରେ ଟଙ୍କାର ଅଭାବ ସହିତ ଖାଇବାକୁ ଖାଦ୍ୟ ନ ଥିଲା।…
ସୀମାରେ ଉତ୍ତେଜନା: ୨୦ ଚାଇନା ସୈନ୍ୟ ଆହତ
ନୂଆଦିଲ୍ଲୀ, ୨୫।୧: ପୂର୍ବ ଲଦାଖର ଏଲ୍ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ସିକିମ୍ରେ ଭାରତୀୟ ସେନା ଏବଂ ଚାଇନା ସୈନ୍ୟ ମୁହାଁମୁହିଁ ହୋଇଛନ୍ତି। ଏହି ଘଟଣାରେ ୨୦ ଚାଇନା ସୈନ୍ୟ ଆହତ ହୋଇଥିବା କୁହାଯାଉଛି। ସିକିମ୍ର…
ଦିଲ୍ଲୀକୁ ଅନ୍ଧାର କରିବା ଲାଗି ଷଡ଼ଯନ୍ତ୍ର: ପାକିସ୍ତାନୀ ଟୁଇଟର ହ୍ୟାଣ୍ଡେଲ ୩୦୮ ଉପରେ କଡ଼ା ନଜର
ନୂଆଦିଲ୍ଲୀ, ୨୫।୧: ଜାନୁୟାରୀ ୨୬ ଅବସରରେ ରାଜଧାନୀ ଦିଲ୍ଲୀରେ ପାଓ୍ବାର କଟ୍ କରି ଅନ୍ଧାର କରିବା ଲାଗି ଖଲିସ୍ତାନ ସମର୍ଥନ ଶିଖ୍ ଫର୍ ଜଷ୍ଟିସ୍ ସଂଗଠନ ପକ୍ଷରୁ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଗୋଇନ୍ଦା ବିଭାଗ ପକ୍ଷରୁ ଗୁପ୍ତ ସୂଚନା ପ୍ରଦାନ କରାଯାଇଛି।…
ନବୀନ ପୁଣି ଥରେ ସର୍ବୋତ୍ତମ
ନୂଆଦିଲ୍ଲୀ/ଭୁବନେଶ୍ୱର,୨୫।୧: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକପ୍ରିୟତାରେ ପୁଣି ଥରେ ଏକ ନମ୍ବର ହୋଇଛନ୍ତି। ରାଜ୍ୟ ସ୍ତରରେ ସେ ସବୁଠୁ ଭଲ ପ୍ରଦର୍ଶନ କରିଥିବା ମୁଖ୍ୟମନ୍ତ୍ରୀ ବୋଲି ଏକ ସର୍ଭେ ସଂସ୍ଥା କହିଛି। ଇଣ୍ଡିଆ ଟୁଡେ ଗ୍ରୁପ୍-କାର୍ଭି ଇନ୍ସାଇଟ୍ସ ମୁଡ୍ ଅଫ୍…
ଆରମ୍ଭ ହୋଇପାରେ ରେଗୁଲାର ଟ୍ରେନ୍
ନୂଆଦିଲ୍ଲୀ,୨୫ା୧: କରୋନା ପାଇଁ ରେଲଓ୍ବେ ଏହାର ନିୟମିତ ରେଳ ସେବାକୁ ବନ୍ଦ କରିବାକୁ ପଡିଥିଲା। ଇତିହାସରେ ପ୍ରଥମ ଥର ଲାଗି ରେଲଓ୍ବେର ଚକା ଗଡି ନ ଥିଲା। କରୋନା ସଂକ୍ରମଣ ମାମଲା ହ୍ରାସ ଏବଂ ଭ୍ୟାକସିନ ପ୍ରୋଗ୍ରାମ ଆରମ୍ଭ ହୋଇଥିବାରୁ ରେଲଓ୍ବେ…
ଭ୍ରଷ୍ଟାଚାର, ଅନୁପ୍ରବେଶ, ଆତଙ୍କବାଦ ମୁକ୍ତ ରାଷ୍ଟ୍ର କେବଳ ମୋଦି ସରକାରଙ୍କ ଦ୍ୱାରା ସମ୍ଭବ: ଶାହା
କୋକରାଝର,୨୪ ।୧: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବେ ଆସାମ ଗସ୍ତରେ ଅଛନ୍ତି । ରବିବାର ଦ୍ୱିତୀୟ ଦିନ ଗସ୍ତରେ ସେ କୋକରାଝରରେ ଏକ ଜନସଭାକୁ ଉଦ୍ବୋଧନ ଦେଇଛନ୍ତି । ସେ କହିଛନ୍ତି, ମୋ ରାଜନୈତିକ ଜୀବନକାଳ ମଧ୍ୟରେ ମୁଁ ବହୁ ରାଲି…
ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଦିଲ୍ଲୀରେ କଡ଼ା ସୁରକ୍ଷା
ନୂଆଦିଲ୍ଲୀ, ୨୪।୧: ଜାନୁୟାରୀ ୨୬ରେ ଦିଲ୍ଲୀ, ଅଯୋଧ୍ୟା ଏବଂ ବୋଧଗୟାରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ସୂଚନା ଆଧାରରେ ଦିଲ୍ଲୀକୁ ହାଇ ଆଲର୍ଟରେ ରଖାଯାଇଛି। ସୁରକ୍ଷା…
ମାଡ଼ି ଆସୁଛି ବିପଦ: ପୁରୁଣା ନଦୀବନ୍ଧ ଯୋଜନା ସୃଷ୍ଟି କରିବ ଆତଙ୍କ
ଜେନେଭା, ୨୪।୧: ପୃଥିବୀ ଉପରେ ବଡ଼ ଧରଣର ବିପଦ ମାଡ଼ି ଆସୁଛି। ଦିନେ ଲୋକଙ୍କ ସୁରକ୍ଷା ପାଇଁ ନିର୍ମାଣ କରାଯାଇଥିବା ନଦୀ ବନ୍ଧ ଯୋଜନା ଯୋଗୁ ଆଗାମୀ ଦିନରେ ସଙ୍କଟ ସୃଷ୍ଟି ହେବ। ଏନେଇ ଜାତିସଂଘର ଏଜିଂ ଓ୍ବାଟର ଇନଫ୍ରାଷ୍ଟ୍ରକଚର ରିପୋର୍ଟରେ…
ଜୟ ହିନ୍ଦ୍ କହିବା ଅବା ଜନ ଗଣ ମନ ଗାନ କରିବା ନୁହେଁ ରାଷ୍ଟ୍ରବାଦ: ଉପରାଷ୍ଟ୍ରପତି
ହାଇଦ୍ରାବାଦ୍,୨୪।୧: କେବଳ ଜୟ ହିନ୍ଦ୍ କହିବା ଅବା ଜନ ଗଣ ମନ ଗାନ କରିବା ରାଷ୍ଟ୍ରବାଦ ନୁହେଁ। ଦେଶର ସମସ୍ତ ଜନତାଙ୍କ ସୁଖ ସୁବିଧା ପ୍ରତି ଧ୍ୟାନ ଦେବା, କୌଣସି ଭେଦଭାବ ନ କରିବା ହିଁ ପ୍ରକୃତ ଜୟ ହିନ୍ଦ୍। ସେହିପରି…

