ଜଳ ଯୁଦ୍ଧ ପାଇଁ ଷଡ଼ଯନ୍ତ୍ର କରୁଛି ଚାଇନା
ନୂଆଦିଲ୍ଲୀ,୨୪।୧: ପୂର୍ବ ଲଦାଖର ଏଲ୍ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଥମିବାର ନା ଧରୁନି। ଏଠାରେ ଜାଣିଶୁଣି ଚାଇନା ସୀମା ବିବାଦକୁ ଅଧିକ ସଙ୍କଟ ଜନକ କରୁଛି। ଇତିମଧ୍ୟରେ ଦୁଇପକ୍ଷଙ୍କ ମଧ୍ୟରେ ୮ଥର କମାଣ୍ଡର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇସାରିଛି। ତେବେ…
୪ କୃଷକ ନେତାଙ୍କୁ ହତ୍ୟା ଷଡ଼ଯନ୍ତ୍ର
ନୂଆଦିଲ୍ଲୀ, ୨୪।୧(ପି.ଟି.): ୪ ଜଣ କୃଷକ ନେତାଙ୍କୁ ହତ୍ୟା କରିବା ସହ ଜାନୁୟାରୀ ୨୬ରେ ଦିଲ୍ଲୀରେ ହେବାକୁ ଥିବା ପ୍ରସ୍ତାବିତ ଟ୍ରାକ୍ଟର ରାଲିକୁ ଭଣ୍ଡୁର କରିବା ନିମନ୍ତେ ଷଡ଼ଯନ୍ତ୍ର ହେଉଥିବା ଶନିବାର ଆନ୍ଦୋଳନରତ ଚାଷୀ ସଂଗଠନର ନେତାମାନେ ଅଭିଯୋଗ କରିଛନ୍ତି। ଶୁକ୍ରବାର…
ଏଲ୍ଓସିରୁ ଏଲ୍ଏସି ଭାରତ ଶକ୍ତ
କୋଲକାତା,୨୪ା୧: ନିୟନ୍ତ୍ରଣରେଖା (ଏଲ୍ଓସି)ରୁ ନେଇ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍ଏସି) ପର୍ଯ୍ୟନ୍ତ ସବୁଠି ଭାରତ ଶକ୍ତିଶାଳୀ ହେବାରେ ଲାଗିଛି। ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୀବିତ ଥିଲେ ତାଙ୍କ ପଦାଙ୍କ ଅନୁସରଣ କରି ଏହା ସମ୍ଭବ ହୋଇପାରିଥିବା ଦେଖି ଗର୍ବ ଅନୁଭବ କରିଥାଆନ୍ତେ…
ପୁରୁଣା ନୋଟ୍ ବନ୍ଦ ପାଇଁ ଆର୍ବିଆଇର ଯୋଜନା!
ନୂଆଦିଲ୍ଲୀ,୨୪ା୧: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଥିବା ବେଳେ ଏ ସମ୍ପର୍କରେ ମଧ୍ୟ ଆର୍ବିଆଇର ଜଣେ ବରିଷ୍ଠ ପଦାଧିକାରୀ ସୂଚନା ଦେଇଛନ୍ତି। ଦେଶରୁ ଖୁବ୍ ଶୀଘ୍ର ପୁରୁଣା ୫ ଟଙ୍କିଆ,…
ସୋସିଆଲ ମିଡିଆରୁ ସ୍ବାବଲମ୍ବୀ
ବାରିପଦା ଅଫିସ, ୨୪ା୧-ଆତ୍ମବିଶ୍ୱାସ, ଆନ୍ତରିକତା ଓ କଠିନ ପରିଶ୍ରମ ମାଧ୍ୟମରେ ସ୍ବାବଲମ୍ବୀ ହୋଇପାରଛନ୍ତି ଜଣେ ମହିଳା। ସୋସିଆଲ ମିଡିଆରେ ମନ ପସନ୍ଦର ସାମଗ୍ରୀକୁ ଉପସ୍ଥାପନା କରି ସେ ବେଶ୍ ରୋଜଗାରକ୍ଷମ ହୋଇପାରିଛନ୍ତି। ଏହା ଦ୍ୱାରା ସେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି…
‘ନେତାଜୀ ପରାକ୍ରମର ପ୍ରତିମୂର୍ତ୍ତି’
କୋଲକାତା,୨୩।୧: ନେତାଜୀ ସୁଭାଷ ପରାକ୍ରମର ପ୍ରତିମୂର୍ତ୍ତି। ଏହି କଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ପାଳନ ଅବସରରେ ଭିକ୍ଟୋରିଆ ମେମୋରିଆଲ ପରିସରରେ ଶନିବାର ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି ଉଦ୍ବୋଧନ ଦେଇ କଠିନ ପରିସ୍ଥିତିରେ…
ଆତଙ୍କବାଦୀ ଶିବିରରୁ ଚାଇନା ପିସ୍ତଲ ଜବତ
ଶ୍ରୀନଗର, ୨୩।୧: ଜମ୍ମୁ-କଶ୍ମୀରର ପୁଞ୍ଚ୍ ଜିଲାରେ ଥିବା ଏକ ଆତଙ୍କବାଦୀ ଶିବିରକୁ ବିଏସ୍ଏଫ୍ ଏବଂ ସେନାର ମିଳିତ ଅପରେଶନରେ ଧ୍ୱଂସ ହୋଇଛି। ଏଠାରୁ ବିପୁଳ ପରିମାଣର ଗୋଳା ବାରୁଦ ଜବତ କରାଯାଇଛି। ଏହା ସହିତ ଗୋଟିଏ ଏକେ-୪୭ ଏବଂ ଏହାର ମାଗାଜିନ୍,…
ଏଲ୍ଓସିର ପାନସରରେ ୧୫୦ ମିଟର ଲମ୍ବ ସୁଡ଼ଙ୍ଗ ଠାବ
ଶ୍ରୀନଗର, ୨୩।୧: ଜମ୍ମୁ-କଶ୍ମୀର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା (ଏଲ୍ଓସି)ରେ ପୁଣି ଏକସୁଡ଼ଙ୍ଗ ଠାବ କରାଯାଇଛି। କଠୁଆ ଜିଲାର ହୀରନଗରର ପାନସରଠାରେ ୧୫୦ ମିଟର ଲମ୍ବ ସୁଡ଼ଙ୍ଗକୁ ବିଏସ୍ଏଫ୍ ଯବାନମାନେ ଠାବ କରିଛନ୍ତି। ଗତ ୧୦ ଦିନ ମଧ୍ୟରେ ଏଲ୍ଓସିରେ ଦ୍ୱିତୀୟ…
ଖୋଲା ବଜାରରେ ମିଳିବନି କରୋନା ଟିକା
ନୂଆଦିଲ୍ଲୀ, ୨୩।୧: ଭାରତରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ କରୋନା ଟିକା ଖୋଲା ବଜାରରେ ମିଳିବ କି ନାହିଁ, ସେନେଇ ଲୋକଙ୍କ ମଧ୍ୟରେୀ ନାନା କଳ୍ପନା ଜଳ୍ପନା ବୃଦ୍ଧି ପାଉଛି। ତେବେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ସଚିବ ରାଜେଶ…
ଖାନ୍ନଗରରେ ନିର୍ମାଣ ହେବ ବିଶ୍ୱସ୍ତରୀୟ ‘ନେତାଜୀ ବସ୍ ଟର୍ମିନାଲ’: ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
କଟକ ଅଫିସ,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଖାନ୍ନଗର ଅଞ୍ଚଳର ୧୨ ଏକର ପରିମିତ ଜମିରେ ନିର୍ମାଣ ହେବାକୁ ଥିବା ଅତ୍ୟାଧୁନିକ ବସ୍ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଶନିବାର ଆୟୋଜିତ…
ନେତାଜୀ ଜୟନ୍ତୀରେ ପଶ୍ଚିମବଙ୍ଗରେ ଟିଏମ୍ସି-ଭାଜପା ମୁହାଁମୁହିଁ
କୋଲକାତା,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ପଶ୍ଚିମବଙ୍ଗରେ ଭାଜପା ଏବଂ ଶାସକ ତୃଣମୂଳ କଂଗ୍ରେସ (ଟିଏମ୍ସି) ମୁହଁାମୁହିଁ ହୋଇଛନ୍ତି। ଆସନ୍ତା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ମିଶନ ପଶ୍ଚିମବଙ୍ଗ ଉପରେ ଗୁରୁତ୍ୱାରୋପ କରାଯାଉଛି। ଭାଜପା ନେତାଜୀଙ୍କ ଜୟନ୍ତୀକୁ…
ପୁଣି ତେଜିଲା ସିଏଏ ନିଆଁ
ନୂଆଦିଲ୍ଲୀ/ଗୁଆହାଟୀ,୨୩ା୧: ୨୦୧୯ ଡିସେମ୍ବର ୧୧ରେ ପାର୍ଲାମେଣ୍ଟରେ ଗୃହୀତ ହୋଇଥିଲା ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)। ଏହି ବିବାଦୀୟ ଆଇନ ପ୍ରତ୍ୟାହାର ଦାବିରେ ଶତାଧିକ ଲୋକଙ୍କ ଜୀବନ ଯାଇଥିବାବେଳେ ଆଗକୁ ପଶ୍ଚିମବଙ୍ଗ ଓ ଆସାମରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି…

