ପରଲୋକରେ ଅମର ସିଂହ
ନୂଆଦିଲ୍ଲୀ,୧।୮: ରାଜ୍ୟ ସଭା ଏମ୍ପି ତଥା ପୂର୍ବତନ ସମାଜବାଦୀ ପାର୍ଟୀ ନେତା ଅମର ସିଂହଙ୍କ ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। କିଛି ମାସ ପୂର୍ବରୁ ସିଙ୍ଗାପୁରରେ ତାଙ୍କର…
କଟକ @୯୪୯: ଆଜି ଚିହ୍ନଟ ହେଲେ ଆଉ ୪୩ ଆକ୍ରାନ୍ତ
କଟକ ଅଫିସ,୧।୮: କଟକ ସହରରେ ଶନିବାର ୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୪୯କୁ ବୃଦ୍ଧି ପାଇଛି। ସେଥିରୁ ୪୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୬୧ ଆକ୍ଟିଭ୍ କେସ୍…
ଓଡ଼ିଶାରେ ଚିହ୍ନଟ ହେଲା ୫ ପ୍ରକାର କରୋନା ଭୂତାଣୁ
ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଛି ୫ ପ୍ରକାର କରୋନା ଭୂତାଣୁ। ସେଗୁଡ଼ିକ ହେଲା ୧୯ଏ, ୧୯ବି, ୨୦ଏ, ୨୦ବି, ୨୦ସି। ସବୁଠାରୁ ଅଧିକ ୨୦ଏ, ୨୦ବି ଭାଇରସ୍ ଠାବ ହୋଇଛି। ଏନେଇ ଆର୍ଏମ୍ଆର୍ସି ଓ ଆଇଏଲ୍ଏସ୍ ପକ୍ଷରୁ ଶନିବାର କରାଯାଇଥିବା ଖବରଦାତା…
ରାଜ୍ୟରେ କରୋନା ନେଲା ଆଉ ୧୦ ମୁଣ୍ଡ: ଗଞ୍ଜାମରୁ ଅଛନ୍ତି ୫ଜଣ
ଭୁବନେଶ୍ୱର, ୧।୮(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆକ୍ରାନ୍ତରେ ଆଉ ୧୦ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନା ଜନୀତ ମୃତ୍ୟୁସଂଖ୍ୟା ୧୮୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଜି…
CORONAVIRUS UPDATE: ରାଜ୍ୟରେ ଆଉ ୧୬୦୨ ପଜିଟିଭ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୪୭୯ରେ ପହଞ୍ଚିଲା
ଭୁବନେଶ୍ୱର, ୧।୮(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୨୯ ଜିଲାରୁ ୧୬୦୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩,୪୭୯ରେ ପହଞ୍ଚିଛି। ଏ…
୮.୨୫ ଲକ୍ଷ କୋଟିର ଋଣରେ ଡୁବିବେ ରାଜ୍ୟ
ନୂଆଦିଲ୍ଲୀ,୧।୮: କରୋନା ଭାଇରସ୍ ସଙ୍କଟ ଭାରତୀୟ ରାଜ୍ୟଗୁଡ଼ିକୁ ୮.୨୫ ଲକ୍ଷ କୋଟି ଟଙ୍କା ବା ୧୦ ବିଲିୟନ ଡଲାର ଋଣଭାରରେ ଡୁବାଇ ଦେଇପାରେ। ଉଭୟ କେନ୍ଦ୍ର ଓ ରାଜ୍ୟ ସ୍ତରରେ ରାଜସ୍ବ ଆଦାୟ ହ୍ରାସ ପାଇବାରେ ଲାଗିଥିବାରୁ ଏବେ ଋଣ କରିବା…
ଜାରି ହେଲା ଅଗଷ୍ଟ ମାସ ପାଇଁ ଗାଇଡଲାଇନ; ଜାଣନ୍ତୁ କଣ ରହିବ ଖୋଲା, କଣ ପଡିବ ତାଲା ?
ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାର ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ନଜର ପକାନ୍ତୁ ଅଗଷ୍ଟ ପାଇଁ ରାଜ୍ୟ ସରକାର କରିଥିବା ନୂଆ ଗାଇଡଲାଇନରେ କ’ଣ କଟକଣା,…
ସୁସ୍ଥ ହେଲେ ଆଉ ୭୭୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୭୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୧୨ ଜଣ ଅଛନ୍ତି। ସେହିପରି କଟକରୁ ୧୧୬, ଖୋର୍ଦ୍ଧାରୁ ୮୧, କେନ୍ଦୁଝରରୁ ୬୮, କୋରାପୁଟରୁ ୪୧, ରାୟଗ ୩୧, ଗଜପତିରୁ ୨୭,…
ଅଗଷ୍ଟରେ ୪ ଜିଲା ସମେତ ରାଉରକେଲା ମ୍ୟୁନିସପାଲଟି ସପ୍ତାହାନ୍ତ ଶଟଡାଉନ
ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟ ସରକାର ଅଗଷ୍ଟ ମାସରେ ୪ଟି ଜିଲା ଓ ଗୋଟିଏ ମ୍ୟୁନିସପାଲଟିରେ ସାପ୍ତାହିକ ଶଟଡାଉନ ଘୋଷଣା କରିଛନ୍ତି। ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କଟକ ଓ ରାଉରକେଲା ମ୍ୟୁନିସପାଲଟିରେ ମାସର ପ୍ରତି ଶନିବାର ଓ ରବିବାର ଶଟଡାଉନ ରହିବ। ଏ ନେଇ ଶୁକ୍ରବାର…
ମାସ୍କ ନ ପିନ୍ଧିଲେ ୫ ହଜାର ଜରିମାନା: ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି ଶୁକ୍ରବାର ସରକାର ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଭୁବନେଶ୍ୱର ଗୀତ ଗୋବିନ୍ଦ ସଦନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ…
ଆଜି ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୭୭କୁ ବୃଦ୍ଧି
ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଶୁକବ୍ରାର ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୭୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମରୁ…
CORONAVIRUS UPDATE: ରାଜ୍ୟରେ ୩୧ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧୪୯୯ ଚିହ୍ନଟ
ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଶୁକବ୍ରାର ଆଉ ୧୪୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ୍ରୁ ୯୧୪ ଜଣ ଚିହ୍ନଟ ହୋଇଥିବା ବେଳେ…
Archives


