Home Middle

ପଞ୍ଚମ ସ୍ଥାନରେ ଭାରତ: ମାସକରେ ଗଲାଣି ୧୮ ହଜାରରୁ ଉର୍ଦ୍ଧ୍ୱ ଜୀବନ

ନୂଆଦିଲ୍ଲୀ,୩୧।୭: ଦେଶରେ କରୋନା ସଂକ୍ରମଣର ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଗୋଟିଏ ଦିନରେ ୫୫ ହଜାରରୁ ଅଧିକ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୬ ଲକ୍ଷ ଅତିକ୍ରମ କରି ସାରିଛି। ଯାହା ଉଭୟ ସରକାର…

ହସ୍ପିଟାଲରେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ, ୩୦ା୭-ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଗୁରୁବାର ରାତିରେ ତାଙ୍କୁ ନୂଆଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ସେ ହସ୍ପିଟାଲ ଯାଇଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ହସ୍ପିଟାଲ ଅଧ୍ୟକ୍ଷ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୮୦୭ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ ଜାଣନ୍ତୁ…

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ରାଜ୍ୟରେ ଗୁରୁବାର ମହାମାରୀ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୮୦୭ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧୯,୭୪୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ସାପ କାମୁଡିବା ପରେ ଜଣାପଡିଲା କରୋନା ପଜିଟିଭ

ଶଙ୍କରାଖୋଲ,୩୦ା୭(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଚକାପାଦ ବ୍ଲକ ଚକାପାଦ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ମଙ୍ଗଳବାର ରାତିରେ ଘରେ ଶୋଇଥିବାବେଳେ ସାପ କାମୁଡି ଦେଇଥିଲା। ପରିବାର ଲୋକେ ତାଙ୍କୁ ବ୍ରାହ୍ମଣପାଦ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ବୁଧବାର ଜିଲା ମୁଖ୍ୟ ଚିକିତ୍ସାଳୟ…

ରାଜଧାନୀରେ ମାଡି ଚାଲିଛି କରୋନା: ଆଉ ୧୦୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୦।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ମାଡି ଚାଲିଛି କରୋନା। ଗୁରୁବାର ଆଉ ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୫୯ ଜଣ କ୍ୱାରାଣ୍ଟାଇନରୁ ହୋଇଥିବାବେଳେ ୪୬ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ କରି…

ଆଇଇଡି ବିସ୍ଫୋରଣ ପରେ ଆଖିବୁଜା ଗୁଳି ବର୍ଷା କଲେ ଉଗ୍ରବାଦୀ: ୩ ଯବାନ ଶହୀଦ, ୪ ଗୁରୁତର

ଇମ୍ଫାଲ୍‌, ୩୦।୭: ଉଗ୍ରବାଦୀଙ୍କ ଆକ୍ରମଣରେ ଆସାମ ରାଇଫଲ୍ସ୍‌ର ୩ ଜଣ ଯବାନ ଶହୀଦ୍‌ ହୋଇଛନ୍ତି। ଏଥିରେ ୬ ଜଣ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୪ ଜଣ ଯବାନ ଗୁରୁତର ଆହତ ଅବସ୍ଥାରେ ହସ୍ପିଟାଲରେ…

କରୋନା ଟୀକା ପ୍ରଥମେ ଏହି ଦେଶର ଲୋକଙ୍କୁ ଦିଆଯିବ…

ମସ୍କୋ, ୩୦।୭: କରୋନା ମହାମାରୀ ସଂକ୍ରମଣ ନେଇ ପୃଥିବୀରେ ଗତ ୬ ମାସ ଧରି ଆତଙ୍କ ଦେଖାଦେଇଥିବାବେଳେ ଆଶାର କିରଣ ଦେଖାଦେଇଛି। ବିଭିନ୍ନ ଦେଶର ବହୁ କମ୍ପାନୀ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ପରେ ଏହାର ଟ୍ରାଏଲ୍‌ ଜାରି ରଖିଛନ୍ତି। ତେବେ…

ଦେଶରେ ସ୍ବାସ୍ଥ୍ୟ ଖର୍ଚ୍ଚ ପ୍ରତିରକ୍ଷା ବଜେଟଠାରୁ ୧୦ଗୁଣା କମ୍‌

ଓ୍ବାଶିଂଟନ/ନୂଆଦିଲ୍ଲୀ, ୩୦।୭: ଭାରତରେ ପ୍ରତିରକ୍ଷା କ୍ଷେତ୍ରରେ ଅଧିକ ଖର୍ଚ୍ଚ ହେଉଛି। ଅପରପକ୍ଷରେ ସାଧାରଣ ଲୋକଙ୍କ ସ୍ବାସ୍ଥ୍ୟ ପାଇଁ କରାଯାଉଥିବା ଖର୍ଚ୍ଚ କମ୍‌ ରହିଛି। ଦେଶରେ ସ୍ବାସ୍ଥ୍ୟ ଖର୍ଚ୍ଚ ପ୍ରତିରକ୍ଷା ବଜେଟଠାରୁ ୮ରୁ ୧୦ଗୁଣା କମ୍‌ ରହିଛି। ଭାରତର ପଡ଼ୋଶୀ ଦେଶ ପାକିସ୍ତାନରେ…

ମୁଖ୍ୟମନ୍ତ୍ରୀଙ୍କ ଘରେ ବିଦ୍ରୋହ: ୯ ବିଧାୟକ ଅସନ୍ତୁଷ୍ଟ

ରାଞ୍ଚି, ୩୦।୭: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ସରକାରରେ ବିଦ୍ରୋହ ହେବା ପରେ ଏବେ ଝାଡ଼ଖଣ୍ଡରେ ମଧ୍ୟ ସମାନ ସ୍ଥିତି ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ସରକାରଙ୍କୁ ସମର୍ଥନ ଦେଉଥିବା କଂଗ୍ରେସ ଦଳର ୯ ଜଣ ବିଧାୟକ ବିଦ୍ରୋହ କରିଛନ୍ତି।…

CORONAVIRUS UPDATE: ରାଜ୍ୟରେ ୩୦ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ କରୋନା ଭାଇରସ୍‌ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଯାହା ଏବେ ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି। ରାଜ୍ୟରେ ଗୁରୁବାର ପୁଣି ୧୨୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ…

ନୂଆ ଶିକ୍ଷାନୀତି: ୫+୩+୩+୪

ନୂଆଦିଲ୍ଲୀ,୩୦।୭:ଏନ୍‌ଇପିରେ ରହିଥିବା ପ୍ରସ୍ତାବ ଅନୁଯାୟୀ ୧୦+୨ଶିକ୍ଷା ପାଟର୍ନ (ଢାଞ୍ଚା)ରେ ପରିବର୍ତ୍ତନ କରାଯିବ। ଅର୍ଥାତ୍‌ ୧୨ ବର୍ଷର ସ୍କୁଲ୍‌ ଶିକ୍ଷା ଓ ୩ ବର୍ଷର ଅଙ୍ଗନଓ୍ବାଡି ବା ପ୍ରାକ୍‌ ବିଦ୍ୟାଳୟ ଶିକ୍ଷାକୁ ନେଇ ୫+୩+୩+୪ ଶିକ୍ଷା ପାଟର୍ନ ପ୍ରସ୍ତୁତ ହେବ। ତଦନୁଯାୟୀ ୩ରୁ…

ଥିଲେ ଶିଶୁଶ୍ରମିକ, ମାଟ୍ରିକ୍‌ ପାସ୍‌ ପରେ ବଢ଼ିଲା ସ୍ବପ୍ନ

ବାରିପଦା ଅଫିସ, ୩୦ା୭- ଦିନେ ସେମାନେ ଶିଶୁ ଶ୍ରମିକ ଥିଲେ। ହେଲେ ବୁଧବାର ମାଟ୍ରିକ୍‌ ପାସ୍‌ କରିବା ପରେ ଏବେ ତାଙ୍କ ମନରେ ଅନେକ ସ୍ବପ୍ନ ଉଙ୍କି ମାରିଛି। କିଏ ପାଠ ପଢ଼ି ଚାକିରି କରିବ ତ ଆଉ କିଏ ନିଜକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri