ଘନ କୁହୁଡ଼ି ଯୋଗୁ ଦୁର୍ଘଟଣା: ୧୪ ମୃତ
ଜଳପାଇଗୁଡ଼ି, ୨୦।୧: ଘନ କୁହୁଡ଼ି ଯୋଗୁ ରାସ୍ତା ନ ଦେଖା ଯିବାରୁ ପଶ୍ଚିମବଙ୍ଗ ଜଲପାଇଗୁଡ଼ିରେ ଏକାଧିକ ଗାଡ଼ି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହି ଘଟଣାରେ ୧୪ ଜଣଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସ୍ଥାନୀୟ ଧୁପଗୁଡ଼ି ଅଞ୍ଚଳରେ…
ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ଅଖନୁର୍ରେ ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା
ଶ୍ରୀନଗର, ୨୦।୧: ଜାନୁୟାରୀ ୨୬ ପୂର୍ବରୁ ଜମ୍ମୁ-କଶ୍ମୀରରେ ଏକ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ଏଲ୍ଓସିସ୍ଥିତ ଅଖନୁର୍ର ଖୌର ସେକ୍ଟରରେ ଭାରତୀୟ ଯବାନଙ୍କ ପାଲଟା ଆକ୍ରମଣରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀମାନେ ଅନୁପ୍ରବେଶ ଉଦ୍ୟମ କରୁଥିବା…
‘କୃଷିକୁ ଧ୍ୱଂସ କରିବ କେନ୍ଦ୍ରର ଆଇନ’
ନୂଆଦିଲ୍ଲୀ,୨୦ା୧ : କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ଦେଶରେ କୃଷି କ୍ଷେତ୍ରକୁ ଧ୍ୱଂସ କରିବା ପାଇଁ ଉଦ୍ଦିଷ୍ଟ। ଏହି ବିବାଦୀୟ ଆଇନକୁ ପ୍ରତ୍ୟାହାର କରାଗଲେ ହିଁ କୃଷକମାନଙ୍କ ସମସ୍ୟାର ସମାଧାନ ହେବ ବୋଲି ମଙ୍ଗଳବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ…
କରୋନା ମହାମାରୀ ସଂକ୍ରମଣ ପାଇଁ ଚାଇନା-ଡବ୍ଲ୍ୟୁଏଚ୍ଓ ଦାୟୀ
ଜେନେଭା,୧୯।୧: ଚାଇନାର ଉହାନ ସହରରୁ କରୋନା ମହାମାରୀ ସୃଷ୍ଟି ହୋଇ ପୃଥିବୀର ବିଭିନ୍ନ ଦେଶକୁ ବ୍ୟାପୀ ଥିଲା। କରୋନା ସଂକ୍ରମଣ ପାଇଁ ଚାଇନା ଏବଂ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ଦାୟୀ ବୋଲି ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଚାଇନା ଏବଂ…
କଙ୍ଗାରୁଙ୍କୁ ଧୂଳି ଚଟାଇ ଇତିହାସ ରଚିଲା ଭାରତ
ବ୍ରିସ୍ବେନ୍,୧୯।୧: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ଭାରତ ଐତିହାସିକ ବିଜୟ ହାସଲ କରିଛି। ଶୁବମନ ଗିଲଙ୍କ ୯୧ ରନ୍ ପରେ ରିଷଭ ପନ୍ତଙ୍କ ଧୈର୍ଯ୍ୟପୂର୍ଣ୍ଣ ବ୍ୟାଟିଂ ଯୋଗୁ ଭାରତ ସିରିଜ୍ ୨-୧ରେ ଜିତିଛି। ଅନେକ…
ନେତାଜୀଙ୍କୁ ନେଇ ଭାଜପା-ତୃଣମୂଳ ମୁହାଁମୁହିଁ
କୋଲକାତା,୧୯।୧: ଜାନୁୟାରୀ ୨୩ରେ ନେତାଜୀ ସୁଭାଷ ବୋଷଙ୍କ ୧୨୫ତମ ଜୟନ୍ତୀ ପାଳିତ ହେବ। ଏହାକୁ ନେଇ ପଶ୍ଚିମବଙ୍ଗରେ ଭାଜପା ଏବଂ ଶାସକ ତୃଣମୂଳ କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ଭାଜପା ପକ୍ଷରୁ ନେତାଜୀଙ୍କ ଜନ୍ମଦିନକୁ ପରାକ୍ରମ ଦିବସ ଭାବେ ପାଳନ କରାଯିବାକୁ ଘୋଷଣା…
ନିଦ୍ରା ହେଲା ମହାନିଦ୍ରା: ଶୋଇଥିବା ୧୫ ପ୍ରବାସୀ ଶ୍ରମିକଙ୍କ ଉପରେ ମାଡ଼ିଗଲା ଡମ୍ପର୍, ଶୋକ ପ୍ରକାଶ କଲେ ମୋଦି
ସୁରଟ,୧୯।୧: ଗୁଜରାଟର ସୁରଟରେ ମଙ୍ଗଳବାର ଭୋର ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ଶୋଇଥିବା ୧୫ ଜଣ ପ୍ରବାସୀ ଶ୍ରମିକଙ୍କ ଉପରେ ଏକ ଡମ୍ପର୍ ମାଡ଼ି ଯାଇଛି। କୋସମ୍ବା ଅଞ୍ଚଳର କିମ୍ ମାଣ୍ଡବି ରୋଡ୍ର ଫୁଟପାଥ୍ରେ ହାଲିଆ ହୋଇ ଶୋଇଥିବା ଶ୍ରମିକଙ୍କ…
ଟିକାକୁ ଭୟ: ନେବାକୁ ଚାହୁଁ ନାହାନ୍ତି ୬୨ ପ୍ରତିଶତ ଲୋକ
ନୂଆଦିଲ୍ଲୀ,୧୯।୧: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। ତେବେ ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ଦେଶର ୬୨ ପ୍ରତିଶତ ଲୋକ ଟିକା ନେବାକୁ ଅମଙ୍ଗ ହେଉଥିବା ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି।…
କୋ-ଓ୍ବିନ୍ ଆପ୍ରେ ତ୍ରୁଟି: ଟିକା ନେବା ପାଇଁ ପହଞ୍ଚି ପାରୁନି ମେସେଜ୍
ନୂଆଦିଲ୍ଲୀ,୧୯।୧: କରୋନା ମହାମାରୀ ବିରୋଧରେ ଭାରତରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ଏପରେ ସ୍ଥଳେ ଦେଶରେ ସାର୍ବଜନୀକ ଟିକାକରଣ ଆରମ୍ଭ ହୋଇଛି। ତେବେ ଟିକାକରଣ କାର୍ଯ୍ୟକ୍ରମରେ ପ୍ରଶାସନକୁ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଟିକା ନେବା ଲାଗି ଲୋକଙ୍କ ପାଖକୁ…
ଅରୁଣାଚଳରେ ଗାଁ ନିର୍ମାଣ କରିଛି ଚାଇନା
ନୂଆଦିଲ୍ଲୀ, ୧୯।୧: ସୀମାକୁ ନେଇ ଭାରତ ଓ ଚାଇନା ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଗତବର୍ଷ ମେ’ରୁ ଦୁଇଦେଶର ସୈନ୍ୟବାହିନୀ ମଧ୍ୟରେ ମୁହାଁମୁହିଁ ସ୍ଥିତି ଜାରି ରହିଛି। ଗତବର୍ଷ ଜୁନ୍ରେ ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାରେ ଉଭୟ ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ…
ଟିକା ପରେ ଭାରତରେ ପ୍ରଥମ ମୃତ୍ୟୁ
ନୂଆଦିଲ୍ଲୀ/ଲକ୍ଷ୍ନୌ, ୧୯ା୧(ପି.ଟି.): ଉତ୍ତରପ୍ରଦେଶର ମୋରାଦାବାଦରେ କୋଭିଡ୍ ଟିକା ନେବାର ଦିନକ ପରେ ଜଣେ ୪୬ ବର୍ଷୀୟ ସ୍ବାସ୍ଥ୍ୟକର୍ମୀଙ୍କର ମୃତ୍ୟୁ ଘଟିଛି। ଭାରତରେ ଶନିବାରଠାରୁ କୋଭିଡ୍ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିବାବେଳେ ଏହା ପ୍ରଥମ ମୃତ୍ୟୁ। ମହିପାଲ ସିଂ ନାମକ ଏହି ସ୍ବାସ୍ଥ୍ୟକର୍ମୀ…
ଗୁପ୍ତତଥ୍ୟ ପ୍ରଭାବିତ ହେଲେ ହ୍ବାଟସ୍ଆପ୍କୁ ଡିଲିଟ୍ କର: ହାଇକୋର୍ଟ
ନୂଆଦିଲ୍ଲୀ,୧୮।୧: ହ୍ବାଟସ୍ଆପ୍ ଦ୍ୱାରା ଯଦି ବ୍ୟବହାରକାରୀଙ୍କ ଗୁପ୍ତତଥ୍ୟ ପ୍ରଭାବିତ ହେଉଛି, ତେବେ ଏହାକୁ ସେମାନେ ଡିଲିଟ୍ କରିବା ଆବଶ୍ୟକ ବୋଲି ଦିଲ୍ଲୀ ହାଇକୋର୍ଟ ସୋମବାର ପ୍ରକାଶ କରିଛନ୍ତି। ଏହା ଏକ ପ୍ରାଇଭେଟ୍ ଆପ୍ । ମ୍ୟାପ୍ ଏବଂ ବ୍ରାଉଜରରେ ମଧ୍ୟ ବ୍ୟକ୍ତିଗତ…

