Home Middle

ବାଲାକୋଟ ଷ୍ଟ୍ରାଇକ୍‌ ସମ୍ପର୍କିତ ସୂଚନା ୩ ଦିନ ପୂର୍ବରୁ ଜାଣିଥିଲେ ଗଣମାଧ୍ୟମ ପ୍ରତିନିଧି

ନୂଆଦିଲ୍ଲୀ,୧୮।୧: ବାଲାକୋଟ ଷ୍ଟ୍ରାଇକ୍‌ ନେଇ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ପୁଣି ଥରେ ଘେରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଜଣେ ଗଣମାଧ୍ୟମ ପ୍ରତିନିଧି ଏବଂ ତାଙ୍କ ବନ୍ଧୁଙ୍କ ପାଖରେ ଏ ସମ୍ପର୍କିତ ସୂଚନା ୩ ଦିନ ପୂର୍ବରୁ…

ଭାରତ କିଣିବ ୨୧ ମିଗ୍‌, ୧୨ ସୁଖୋଇ

ନୂଆଦିଲ୍ଲୀ,୧୮।୧: ଦେଶର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ଭାରତ ୨୧ଟି ମିଗ୍‌-୨୯ ଏବଂ ୧୨ ସୁଖୋଇ-୩୦ ଯୁଦ୍ଧ ବିମାନ ରୁଷ୍‌ଠାରୁ କିଣିବ। ଏନେଇ ସୁରକ୍ଷା କ୍ୟାବିନେଟ୍‌ କମିଟି ପକ୍ଷରୁ ଏ ସମ୍ପର୍କିତ ଏକ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏହା ସହିତ…

୧୬ ନଂ ଜାତୀୟ ରାଜପଥରେ ଲାଗିବ ସିସିଟିଭି: ଖୋର୍ଦ୍ଧା ରାମେଶ୍ୱରଠାରୁ ପାଣିକୋଇଲି ପର୍ଯ୍ୟନ୍ତ ଅମାନିଆଙ୍କୁ ଜଗିବ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ଖୋର୍ଦ୍ଧା ରାମେଶ୍ୱରଠାରୁ ପାଣିକୋଇଲି ପର୍ଯ୍ୟନ୍ତ ୧୬ ନଂ ଜାତୀୟ ରାଜପଥରେ ଅତ୍ୟାଧୁନିକ ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା ହେବ। ଏହି ଜାତୀୟ ରାଜପଥରେ ସିସିଟିଭି କ୍ୟାମେରା ଲାଗିବ। ଫଳରେ ଅମାନିଆ ସାବାଡ଼ ହେବେ। ଜାତୀୟ ସଡ଼କ ସୁରକ୍ଷା ମାସ ଅବସରରେ ଏନେଇ…

ଟ୍ରାକ୍ଟର ରାଲିରେ କିଏ ଦିଲ୍ଲୀ ଆସିବେ, ସେ ନିଷ୍ପତ୍ତି ନେବେ ପୋଲିସ

ନୂଆଦିଲ୍ଲୀ,୧୮।୧: ଅନ୍ନଦାତାଙ୍କ ପକ୍ଷରୁ ଜାନୁୟାରୀ ୨୬ରେ ହେବାକୁ ଥିବା ଟ୍ରାକ୍ଟର ରାଲିରେ କିଏ ଦିଲ୍ଲୀ ଆସିବେ ତାହାର ନିଷ୍ପତ୍ତି ପୋଲିସ ବିଭାଗ ନେବେ। ସୋମବାର ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଡେ କହିଛନ୍ତି। ଟ୍ରାକ୍ଟର କରିବା ଲାଗି ଅନ୍ନଦାତାଙ୍କୁ ଅନୁମତି…

ଖାଦ୍ୟ ମାନ ଯାଞ୍ଚ ବ୍ୟବସ୍ଥା ନାହିଁ

କେନ୍ଦ୍ରାପଡ଼ା ଅଫିସ,୧୮।୧: ରାଜ୍ୟର ବିଭିନ୍ନ ସ୍ଥାନରୁ ଧରପଗଡ଼ ପରେ ନକଲି ସାମଗ୍ରୀ କାରଖାନା ଠାବ ହେଉଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରୁ ଦୁଇବର୍ଷ ମଧ୍ୟରେ ନକଲି ମସଲାଗୁଣ୍ଡ କାରଖାନା ଓ ଦୁହୁରିଆଠାରେ ନକଲି ଜର୍ଦ୍ଦା କାରବାରର ପର୍ଦ୍ଦାଫାଶ ହୋଇଥିଲା। ବିଭିନ୍ନ…

ଭାରତ ପାଇଁ ସତର୍କ ଘଣ୍ଟି

ନୂଆଦିଲ୍ଲୀ, ୧୮।୧: ମହାମାରୀ କରୋନା ମୁଣ୍ଡ ପରେ ମୁଣ୍ଡ ଗଡ଼ାଇ ଚାଲିଥିବାବେଳେ ସମସ୍ତଙ୍କ ଅପେକ୍ଷା ଥିଲା ଟିକାକୁ। ସଂକ୍ରମଣର ପ୍ରାୟ ବର୍ଷେ ପରେ ଆମେରିକା, ବ୍ରିଟେନ, ରୁଷିଆ, ଚାଇନା ସମେତ ବିଶ୍ୱର ବିଭିନ୍ନ ଦେଶକୁ ଭାକ୍ସିନ୍‌ ଆସିଛି। କୋଭିଡ୍‌ ମହାମାରୀ ବିରୋଧରେ…

ଶ୍ରମ ଶକ୍ତିରେ ଅଧିକ ବୟସ୍କ

ନୂଆଦିଲ୍ଲୀ: ବର୍ତ୍ତମାନ ସମୟରେ ବେକାରି ଏକ ମୁଖ୍ୟ ସମସ୍ୟା ହୋଇଥିବା ବେଳେ ଏହି ସମୟରେ ଏକ ରୋଚକ ତଥ୍ୟ ସାମ୍ନାକୁ ଆସିଛି। ଦେଶରେ ବେକାର ହୋଇ ରହିଥିବା ସବୁ ବର୍ଗର ଲୋକମାନଙ୍କ ମଧ୍ୟରେ ଯୁବପିଢିଙ୍କ ସଂଖ୍ୟା ଢେର ଅଧିକ ରହିଛି। କରୋନା…

ଆତଙ୍କବାଦ ପଥ ଛାଡ଼ି ଘର ବାହୁଡ଼ି ଆସନ୍ତୁ ଯୁବବର୍ଗ

ଶ୍ରୀନଗର,୧୭।୧: ଜମ୍ମୁ-କଶ୍ମୀରରେ ସ୍ଥିତିରେ ଧୀରେଧୀରେ ପରିବର୍ତ୍ତନ ଆସିବାରେ ଲାଗିଛି। ତେବେ ଏବେ ବି ଏଠାରେ ୨୧୭ ଆତଙ୍କବାଦୀ ଲୁଚି ରହିଛନ୍ତି। ଗତ ୧୦ ବର୍ଷ ମଧ୍ୟରେ ଏହି ସଂଖ୍ୟା ସର୍ବନିମ୍ନ। ପାକିସ୍ତାନ ବିଭିନ୍ନ ପ୍ରଲୋଭନ ଦେଖାଇ ଏଠାକାର ଯୁବବର୍ଗଙ୍କୁ ଆତଙ୍କବାଦୀ ତାଲିମ…

ପିଏମ୍‌ କେୟାର୍ସ ପାଣ୍ଠିର ହିସାବ ଦିଅ: ମୋଦିଙ୍କୁ ଚିଠି ଲେଖିଲେ ୧୦୦ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ

ନୂଆଦିଲ୍ଲୀ,୧୭।୧: ପିଏମ୍‌ କେୟାର୍ସ ପାଣ୍ଠିର ହିସାବ ମାଗିଛନ୍ତି ୧୦୦ ଜଣ ପ୍ରଶାସନିକ ଅଧିକାରୀ। ସେମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏନେଇ ଚିଠି ଲେଖିଛନ୍ତି। ପାଣ୍ଠିର ହିସାବରେ ସ୍ବଚ୍ଛତା ଉପରେ ସେମାନେ ପ୍ରଶ୍ନ କରିଛନ୍ତି। କରୋନା ମହାମାରୀ ପାଇଁ ୨୦୨୦ ମାର୍ଚ୍ଚରେ ପିଏମ୍‌…

ଦ୍ୱିତୀୟ ଲହର ରୋକିବ ଟିକା

ନୂଆଦିଲ୍ଲୀ, ୧୭।୧: ଭାରତରେ କରୋନା ସଂକ୍ରମଣ ହାର ଯଥେଷ୍ଟ ହ୍ରାସ ପାଇଥିବାବେଳେ ଶନିବାର ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ବ୍ରିଟେନର ନୂଆ ଷ୍ଟ୍ରେନ୍‌କୁ ନେଇ ସାରା ବିଶ୍ୱରେ ଉଦ୍‌ବେଗ ପ୍ରକାଶ ପାଇଥିବାବେଳେ ସମସ୍ତେ ଟିକା ନେବା ଜରୁରୀ ଏବଂ ଏହା ସଂକ୍ରମଣର…

୧.୯ ଲକ୍ଷ ନେଲେ

ନୂଆଦିଲ୍ଲୀ, ୧୭।୧(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶରେ ବିଶ୍ୱର ସର୍ବବୃହତ୍‌ କୋଭିଡ୍‌ ଟିକାକରଣ ଅଭିଯାନ ଶୁଭାରମ୍ଭ କରିଛନ୍ତି। ପ୍ରଥମ ଦିନରେ ପ୍ରାୟ ୩ ଲକ୍ଷ ଜଣଙ୍କୁ ଟିକା ଦେବା ପାଇଁ ଧାର୍ଯ୍ୟ କରାଯାଇଥିବାବେଳେ ଅପରାହ୍ନ ୫ଟା ୩୦ ସୁଦ୍ଧା ୧,୯୧,୧୮୧…

ହ୍ବାଟ୍ସଆପ୍‌ ୟୁଜରଙ୍କୁ ଆଶ୍ୱସ୍ତି; ମେ ୧୫ ଯାଏ ଲାଗୁ ହେବନି ପ୍ରିଭେସି ପଲିସି

ନୂଆଦିଲ୍ଲୀ: ହ୍ବାଟ୍ସଆପ୍‌ର ନୂଆ ପ୍ରଭେସି ନୀତି ଏବଂ ସେବା ସଂକ୍ରାନ୍ତ ଅନ୍ୟ ନିୟମ ଚଳିତ ବର୍ଷ ମେ ମାସ ୧୫ ଯାଏ ଲାଗୁ ହେବ ନାହିଁ। କମ୍ପାନୀ ପକ୍ଷରୁ ଶନିବାର ଏ ନେଇ ଘୋଷଣା କରାଯାଇଛି। ପ୍ରିଭେସି ନିୟମ ସମ୍ପର୍କରେ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?