Home Middle

ବୁଧବାର ୧୫ ଲକ୍ଷ ଟପିବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା !

ନୂଆଦିଲ୍ଲୀ, ୨୮।୭: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ଥମୁ ନ ଥିବାରୁ ସରକାରଙ୍କ ଚିନ୍ତା ବୃଦ୍ଧି ପାଉଛି। ବୁଧବାର ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

CORONAVIRUS UPDATE: ପୁଣି ୧,୨୧୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ,୪୬୨ ସ୍ଥାନୀୟ ଅଞ୍ଚଳର

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ ପୁଣି ୧,୨୧୫ ନୂଆ କରୋନା ପଜିଟିଭ୍‌ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୧୦୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ…

କରୋନା ମହାମାରୀ ଚିକିତ୍ସା ସମ୍ପର୍କରେ ମିଳିବ ଖୁସି ଖବର…

ଓ୍ବାଶିଂଟନ, ୨୮।୭: ପୃଥିବୀରେ କରୋନା ମହାମାରୀ ନେଇ ଆତଙ୍କ ଦେଖାଦେଇଛି। କରୋନା ସଂକ୍ରମଣ ଚିକିତ୍ସା ନେଇ ଆସନ୍ତା ୨ ସପ୍ତାହ ମଧ୍ୟରେ ଖୁସି ଖବର ମିଳିବ ବୋଲି ଆମେରିକା କହିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏନେଇ ସୂଚନା ଦେଇଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କୁ…

ପିଏମ୍‌-କେୟାର୍ସ ମାମଲା: ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୨୮।୭(ପି.ଟି.): ସୁପ୍ରିମକୋର୍ଟରେ ପିଏମ୍‌-କେୟାର୍ସ ପାଣ୍ଠି ମାମଲାର ଶୁଣାଣି ସୋମବାର ଶେଷ ହୋଇ ରାୟ ସଂରକ୍ଷିତ ରଖାଯାଇଛି। ଅଦାଲତରେ କେନ୍ଦ୍ର ସରକାର ପିଏମ୍‌-କେୟାର୍ସ ଫଣ୍ଡ ସପକ୍ଷରେ ଦୃଢ଼ ଯୁକ୍ତି ଉପସ୍ଥାପନ କରିଥିଲେ। କରୋନା ମହାମାରୀର ମୁକାବିଲା ପାଇଁ ସ୍ବେଚ୍ଛାକୃତ ଦାନ ଗ୍ରହଣ କରିବା…

ଟଏଲେଟ୍‌ ପେପର ପାଇଁ ଦୈନିକ ୨୭ ହଜାର ଗଛ ବଳି: ସାମୁଦ୍ରିକ ପ୍ରାଣୀଙ୍କ ସୁରକ୍ଷାକୁ ଅଣଦେଖା

ପ୍ରତିବର୍ଷ ଜୁଲାଇ ୨୮ରେ ପାଳନ କରାଯାଉଛି ବିଶ୍ୱ ପ୍ରକୃତି ସଂରକ୍ଷଣ ଦିବସ। ପ୍ରାକୃତିକ ସମ୍ପଦର ଗୁରୁତ୍ୱକୁ ଉପଲବ୍ଧି କରିବା ସହ ଏହାର ସୁରକ୍ଷା ଲାଗି ଏହି ଦିବସରେ ଲୋକମାନଙ୍କୁ ସଚେତନ କରାଯାଇଥାଏ। ସୁସ୍ଥ ପରିବେଶର ଆବଶ୍ୟକତା ଉପରେ ଏହି ଦିବସ ଗୁରୁତ୍ୱ…

କେମିତି ମିଳିବ ଅର୍ଥ ବ୍ୟବସ୍ଥାକୁ ଗତି: ମନ୍ତ୍ର ଦେଲେ ଶକ୍ତିକାନ୍ତ

ମୁମ୍ବାଇ,୨୭।୭: କରୋନା ମହାମାରୀ ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। ଏହି ସମୟରେ ଅର୍ଥ ବ୍ୟବସ୍ଥାର ଗତିବିଧିକୁ ବଢ଼ାଇବାର ଉପାୟ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ ଗୁରୁତ୍ୱାରୋପ କରିଛନ୍ତି। ସେ କହିଛନ୍ତି ଯେ, ଭିତ୍ତିଭୂମି…

ରାଜ୍ୟରେ ଆଉ ୫୮୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ରାଜ୍ୟରେ ସୋମବାର ପୁଣି ୫୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୧୬୦ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୭୭, ଗଜପତିରୁ ୪୩, କଟକରୁ ୩୪, ମାଲକାନଗିରିରୁ ୩୨, ବରଗଡରୁ ୨୫, ଭଦ୍ରକରୁ ୨୩, କେନ୍ଦୁଝରରୁ ୧୯, ଅନୁଗୋଳ, କନ୍ଧମାଳରୁ…

ରାଜ୍ୟରେ ଆରମ୍ଭ ହେଲା କୋଭାକ୍ସିନ ମାନବ ପରୀକ୍ଷଣ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ଭୁବନେଶ୍ୱର ସମ ହସ୍ପିଟାଲରେ ସୋମବାର କୋଭାକ୍ସିନର ମାନବ ପରୀକ୍ଷଣ ଆରମ୍ଭ ହୋଇଛି। ଭାରତ ବାୟୋଟେକ ପ୍ରସ୍ତୁତ କୋଭାକ୍ସିନର ହେଲା ପରୀକ୍ଷା। ପରୀକ୍ଷଣ ପାଇଁ ରାଜି ହୋଇଥିବା ସାମାଜିକ କର୍ମୀଙ୍କଠାରେ ଟ୍ରାଏଲ କରାଯାଇଛି। ଏ ନେଇ ପରୀକ୍ଷଣର ପ୍ରମୁଖ ଥିବା ପର୍ଯ୍ୟବେକ୍ଷକ ଡାକ୍ତର…

ମୋବାଇଲ ଭ୍ୟାନ୍‌ରେ ହେବ କରୋନା ଟେଷ୍ଟ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ଏଣିକି ମୋବାଇଲ ଭ୍ୟାନରେ ହେବ କରୋନା ଟେଷ୍ଟ। ରାଜ୍ୟର ବିଭିନ୍ନ ସ୍ଥାନରେ ଏହି ଭ୍ୟାନ ବୁଲି ଟେଷ୍ଟିଂ କରିବ। ଗଞ୍ଜାମରେ ମୋବାଇଲ ଭ୍ୟାନ୍‌ ମାଧ୍ୟମରେ କରୋନା ଟେଷ୍ଟ କରାଯାଉଛି। ରାଜ୍ୟର ଆହୁରି ଅନେକ ସ୍ଥାନରେ ଏହିଭଳି ଟେଷ୍ଟ କରିବା ପାଇଁ ପ୍ରସ୍ତାବ…

ରାଜଧାନୀରେ ଆଉ ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସୋମବାର ରାଜଧାନୀ ଭୁବନେଶ୍ୱରରୁ ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୧୮ ଜଣ ଥିବାବେଳେ ୪୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଆଇଗିଣିଆ ଆଳୁଗଦିରୁ ୨୦…

ଆଉନାହାନ୍ତି ଆଲ୍‌ବମ୍‌ କୁଇନ୍‌ ଦୀପା ସାହୁ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ଲୋକପ୍ରିୟ ଆଲ୍‌ବମ୍‌ ଅଭିନେତ୍ରୀ ଦୀପା ସାହୁଙ୍କ ସୋମବାର ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଦୀପାଙ୍କ ମୃତ୍ୟୁ ଘଟିଛି। ଦୀର୍ଘ ଦିନ କ୍ୟାନ୍‌ସରରେ ପୀଡ଼ିତ ହୋଇ ସେ ଚିକିତ୍ସାଧୀନ ଥିଲେ । ଦୀପାଙ୍କ ଦେହାନ୍ତ ନେଇ ସ୍ବାମୀ…

କରୋନା ଟୀକା ପ୍ରଥମେ ଦିଆଯିବ ଏସବୁ ସହରରେ…

ନୂଆଦିଲ୍ଲୀ, ୨୭।୭: ଭାରତରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ପ୍ରତିଷେଧକ ଟୀକା ପ୍ରସ୍ତୁତିରେ ବିଭିନ୍ନ ଦେଶର ବୈଜ୍ଞାନିକ ଲାଗି ରହିଛନ୍ତି। ଏପରିସ୍ଥଳେ ଭାରତ ମଧ୍ୟ ପଛରେ ନାହିଁ। ପୁଣେ ସ୍ଥିତ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରେ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri