Home Middle

ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ରାଜ୍ୟ ସରକାର ସୋମବାର ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳ ବଦଳ କରିଛନ୍ତି। ରାଜକୁମାର ଶର୍ମାଙ୍କୁ କୃଷି ଉତ୍ପାଦନର କମିଶନର ଭାବେ ନିଯୁକ୍ତି ମିଳିଥିବାବେଳେ ଶ୍ରୀମତୀ ଅନୁ ଗର୍ଗ ଜଳସମ୍ପଦ ବିଭାଗ ସଚିବ ହୋଇଛନ୍ତି। ଏଥିସହିତ ମହିଳା ଶିଶୁ ବିକାଶ ଓ…

୨୯ରେ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ମାଟ୍ରିକ ପରୀକ୍ଷା ଫଳକୁ ନେଇ ନାନା ଆଶା ଆଶଙ୍କା ଦେଖା ଦେଇଥିଲା। ତେବେ ଦୀର୍ଘଦିନ ପ୍ରତୀକ୍ଷାର ଅନ୍ତ ଘଟିଛି। ଚଳିତମାସ ୨୯ ତାରିଖରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ସୋମବାର ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ…

ଆଜି ଆଉ ୭ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୧୪୭କୁ ବୃଦ୍ଧି

ଭୁବନେଶ୍ୱର,୨୭ା୭(ବ୍ୟୁରୋ) : ସୋମବାର ରାଜ୍ୟରେ କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ…

CORONAVIRUS UPDATE: ରାଜ୍ୟରେ ୨୬,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୧୫୦୩

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ସୋମବାର ଆଉ ୧୫୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୬,୮୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦୦୨ ଜଣ…

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ ଲକ୍ଷ ଟପିଲା

ନୂଆଦିଲ୍ଲୀ, ୨୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛିି। ସୋମବାର ସୁଦ୍ଧା ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ ଲକ୍ଷ ୩୫ ହଜାର ୪୫୩ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୩୨ ହଜାର ୭୭୧ ଛୁଇଁଛି। ଗତ ୨୪ ଘଣ୍ଟାରେ…

ମାଡ଼ି ଆସୁଛି ମହାବିପଦ: ଦବିଯିବ ପୃଥିବୀ

ଓ୍ବାଶିଂଟନ, ୨୭।୭: ପୃଥିବୀରେ କରୋନା ମହାମାରୀ ନେଇ ଆତଙ୍କ ଦେଖାଦେଇଛି। କରୋନା ପରେପରେ ଆଗାମୀ ୨୦ ବର୍ଷ ମଧ୍ୟରେ ପୃଥିବୀ ପାଇଁ ମହାବିପଦ ମାଡ଼ିଆସୁଛି ବୋଲି ପରିବେଶ ବିଜ୍ଞାନୀମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି। ୨୦୪୦ ସୁଦ୍ଧା ପୃଥିବୀ ୧୩୦ କୋଟି ଟନ୍‌…

ହାତୀ ଫେରିଲେ ପଶୁଛି ଛନକା

ବଇଣ୍ଡା, ୨୭ା୭ (ପରିକ୍ଷିତ ସାହୁ): ଅନୁଗୋଳ ଜିଲା ହଣ୍ଡପା ରେଞ୍ଜରେ ଥମୁନି ହାତୀ ଉପଦ୍ରବ। ରେଢାଖୋଲ ବନାଞ୍ଚଳରୁ ଏକ ହାତୀପଲ ହଣ୍ଡପା ରେଞ୍ଜକୁ ବାରମ୍ବାର ପଶିଆସି ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ଗତ ୭ ବର୍ଷ ମଧ୍ୟରେ ୧୦୧୭ ଏକର ଜମିରେ ଫସଲ…

୮୦ ଟଙ୍କା ଟପିଲା ଡିଜେଲ ଦର

ଭୁବନେଶ୍ୱର,୨୬।୭: କରୋନା ସଂକ୍ରମଣକୁ ନେଇ ବର୍ତ୍ତମାନ ଲୋକମାନେ ଚିନ୍ତାରେ ରହିଥିବା ବେଳେ ଡିଜେଲ ଦର ବୃଦ୍ଧିରେ ବିରତି ଲାଗି ପାରୁନାହିଁ। ଫଳରେ ତେଲ ଦର ବୃଦ୍ଧି ଲୋକଙ୍କୁ ଅତିଷ୍ଠ କରି ପକାଇଛି। ଶନିବାର ଭୁବନେଶ୍ୱରରେ ଡିଜେଲ ଦର ୧୫ ପଇସା ବୃଦ୍ଧି…

ରାଜ୍ୟରେ ଆଉ ୮୬୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୬।୭(ବ୍ୟୁରୋ)-ରାଜ୍ୟରେ ରବିବାର ପୁଣି ୮୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୪୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ରାୟଗଡାରୁ ୧୩୭, ବରଗଡରୁ ୩୧, ଖୋର୍ଦ୍ଧାରୁ ୨୮, କଟକରୁ ୨୬, କେନ୍ଦୁଝରରୁ ୨୬, ଭଦ୍ରକରୁ ୨୩, ମୟୂରଭଞ୍ଜରୁ ୨୨, ଯାଜପୁର…

ଭୁବନେଶ୍ୱରରୁ ଆଉ ୧୬୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୬।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ରାଜଧାନୀ ଭୁବନେଶ୍ୱରରୁ ରବିବାର ୧୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବାବେଳେ ୫୯ ଜଣ ଲୋକାଲ କେସ। ସେଥିମଧ୍ୟରେ…

୨୧ ବର୍ଷ ତଳେ ପାକିସ୍ତାନ କରିଥିଲା ଦୁଃସାହସ, ମିଳିଥିଲା କଡ଼ା ଜବାବ: ମୋଦି

ନୂଆଦିଲ୍ଲୀ, ୨୬।୭: ଭାରତୀୟ ସେନା ପକ୍ଷରୁ ୨୧ ବର୍ଷ ତଳେ ପାକିସ୍ତାନକୁ କଡ଼ା ଜବାବ ଦିଆଯାଇଥିଲା। ପାକିସ୍ତାନ ଦୁଃସାହସର ପରିଣତି ଭୋଗ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୬୭ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଯୋଗଦେଇ ରବିବାର ଏଭଳି କହିଛନ୍ତି।…

ଆଜି ଆଉ ୧୦ ମୁଣ୍ଡ ନେଲା କରୋନା: ମୋଟ ସଂଖ୍ୟା ୧୪୦କୁ ବୃଦ୍ଧି

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ରବିବାର ମଧ୍ୟ ୧୦ କୋଭିଡ ପଜିଟିଭ୍‌ ରୋଗୀଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିରୁ ଗଜପତି ଜିଲାର ୬୩ ବର୍ଷୀୟ ବୃଦ୍ଧ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri