ହାତୀ ଫେରିଲେ ପଶୁଛି ଛନକା
ବଇଣ୍ଡା, ୨୭ା୭ (ପରିକ୍ଷିତ ସାହୁ): ଅନୁଗୋଳ ଜିଲା ହଣ୍ଡପା ରେଞ୍ଜରେ ଥମୁନି ହାତୀ ଉପଦ୍ରବ। ରେଢାଖୋଲ ବନାଞ୍ଚଳରୁ ଏକ ହାତୀପଲ ହଣ୍ଡପା ରେଞ୍ଜକୁ ବାରମ୍ବାର ପଶିଆସି ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ଗତ ୭ ବର୍ଷ ମଧ୍ୟରେ ୧୦୧୭ ଏକର ଜମିରେ ଫସଲ…
୮୦ ଟଙ୍କା ଟପିଲା ଡିଜେଲ ଦର
ଭୁବନେଶ୍ୱର,୨୬।୭: କରୋନା ସଂକ୍ରମଣକୁ ନେଇ ବର୍ତ୍ତମାନ ଲୋକମାନେ ଚିନ୍ତାରେ ରହିଥିବା ବେଳେ ଡିଜେଲ ଦର ବୃଦ୍ଧିରେ ବିରତି ଲାଗି ପାରୁନାହିଁ। ଫଳରେ ତେଲ ଦର ବୃଦ୍ଧି ଲୋକଙ୍କୁ ଅତିଷ୍ଠ କରି ପକାଇଛି। ଶନିବାର ଭୁବନେଶ୍ୱରରେ ଡିଜେଲ ଦର ୧୫ ପଇସା ବୃଦ୍ଧି…
ରାଜ୍ୟରେ ଆଉ ୮୬୪ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୨୬।୭(ବ୍ୟୁରୋ)-ରାଜ୍ୟରେ ରବିବାର ପୁଣି ୮୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୪୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ରାୟଗଡାରୁ ୧୩୭, ବରଗଡରୁ ୩୧, ଖୋର୍ଦ୍ଧାରୁ ୨୮, କଟକରୁ ୨୬, କେନ୍ଦୁଝରରୁ ୨୬, ଭଦ୍ରକରୁ ୨୩, ମୟୂରଭଞ୍ଜରୁ ୨୨, ଯାଜପୁର…
ଭୁବନେଶ୍ୱରରୁ ଆଉ ୧୬୩ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୬।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ରାଜଧାନୀ ଭୁବନେଶ୍ୱରରୁ ରବିବାର ୧୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବାବେଳେ ୫୯ ଜଣ ଲୋକାଲ କେସ। ସେଥିମଧ୍ୟରେ…
୨୧ ବର୍ଷ ତଳେ ପାକିସ୍ତାନ କରିଥିଲା ଦୁଃସାହସ, ମିଳିଥିଲା କଡ଼ା ଜବାବ: ମୋଦି
ନୂଆଦିଲ୍ଲୀ, ୨୬।୭: ଭାରତୀୟ ସେନା ପକ୍ଷରୁ ୨୧ ବର୍ଷ ତଳେ ପାକିସ୍ତାନକୁ କଡ଼ା ଜବାବ ଦିଆଯାଇଥିଲା। ପାକିସ୍ତାନ ଦୁଃସାହସର ପରିଣତି ଭୋଗ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୬୭ ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ଯୋଗଦେଇ ରବିବାର ଏଭଳି କହିଛନ୍ତି।…
ଆଜି ଆଉ ୧୦ ମୁଣ୍ଡ ନେଲା କରୋନା: ମୋଟ ସଂଖ୍ୟା ୧୪୦କୁ ବୃଦ୍ଧି
ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ରବିବାର ମଧ୍ୟ ୧୦ କୋଭିଡ ପଜିଟିଭ୍ ରୋଗୀଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିରୁ ଗଜପତି ଜିଲାର ୬୩ ବର୍ଷୀୟ ବୃଦ୍ଧ,…
CORONAVIRUS UPDATE: ଆଜି ୩୦ ଜିଲାରୁ ଚିହ୍ନଟ ହେଲେ ୧,୩୭୬ ଆକ୍ରାନ୍ତ; ଗଞ୍ଜାମରୁ ସର୍ବାଧିକ
ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୩୦ ଜିଲାରୁ ରେକର୍ଡ ସଂଖ୍ୟକ ୧୩୭୬ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୯୧୭ କ୍ୱାରାଣ୍ଟାଇନ୍ ମାମଲା ଥିବା ବେଳେ ୪୫୯ ଲୋକାଲ କେସ୍ ରହିଛି। ଏହାକୁ…
୮ ଲକ୍ଷ ୮୫ ହଜାରରୁ ଅଧିକ କରୋନା ମୁକ୍ତ
ନୂଆଦିଲ୍ଲୀ, ୨୬।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ରବିବାର ସୁଦ୍ଧା ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୮୫ ହଜାର ୫୨୨ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୩୨ ହଜାର ୬୩ ଛୁଇଁଛି। ଇତିମଧ୍ୟରେ…
ଖୁଚୁରା ବଜାରରେ କରୋନା ପ୍ରହାର: ବ୍ୟବସାୟିକ କ୍ଷତି ୩ ହଜାର କୋଟି
ଭୁବନେଶ୍ୱର,୨୬।୭(ବ୍ୟୁରୋ): କୋଭିଡ୍-୧୯ ଏବଂ ଲକ୍ଡାଉନ୍ ଯୋଗୁ ଓଡ଼ିଶାର ରିଟେଲ ବିଜ୍ନେସ୍ ବା ଖୁଚୁରା ବ୍ୟବସାୟ ବିଶେଷମାତ୍ରାରେ ପ୍ରଭାବିତ ହୋଇଛି। ଏହି ସମୟ ମଧ୍ୟରେ ପ୍ରାୟ ୩ହଜାର କୋଟି ଟଙ୍କାର କ୍ଷତି ଖୁଚୁରା ବ୍ୟବସାୟକୁ ସହିବାକୁ ପଡ଼ିଛି। କେବଳ ଏତିକି ନୁହେଁ, ରାଜ୍ୟର…
ପୋଲ ନ ଥିବାରୁ ପାଠ ଛାଡୁଛନ୍ତି ପିଲା
ଛେଣ୍ଡିପଦା,୨୫ା୭(ସ୍ବ.ପ୍ର.) ଗାଁକୁ ଭଲ ରାସ୍ତାଟିଏ ନାହିଁ। ଚାରିପଟୁ ଘେରି ରହିଛି ନୁହୁରାଣୀ ଓ ବାଇଶିନାଳିଆ ନଦୀ। ବର୍ଷ ତମାମ ସେଥିରେ ପାଣି ରହୁଥିବାରୁ ଯାତାୟାତ ବେଶ୍ କଷ୍ଟକର। ବର୍ଷାଦିନେ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡ଼ୁଥିବାରୁ ଗମନାଗମନ ସମ୍ପୂର୍ଣ୍ଣ ବନ୍ଦ। ନଦୀ ଉପରେ…
୬ ସହରରେ କୋଭିଡ୍ ଟିକାର ମାନବ ପରୀକ୍ଷା ଆରମ୍ଭ
ନୂଆଦିଲ୍ଲୀ,୨୬ା୭: ଭାରତ ବାୟୋଟେକ୍ ଏବଂ ଜାଇଡସ କାଡିଲା ଦ୍ୱାରା ପ୍ରସ୍ତୁତ ଦୁଇଟି ଟିକାର ମାନବ ଶରୀରରେ ପରୀକ୍ଷା ୬ଟି ସହରରେ ଆରମ୍ଭ ହୋଇଛି। ଏଥିପାଇଁ ଉକ୍ତ ସହରର ୫୦୦ ସ୍ବେଚ୍ଛାସେବୀଙ୍କୁ ଚୟନ କରାଯାଇଛି। ଶୁକ୍ରବାର ଦିଲ୍ଲୀ ଏମ୍ସରେ ପ୍ରଥମେ ଜଣେ ବ୍ୟକ୍ତିକୁ…
ରାଜସ୍ଥାନରେ କଂଗ୍ରେସ-ଭାଜପା ଛକାପଞ୍ଝା
ଜୟପୁର,୨୬ା୭(ପି.ଟି.): ରାଜସ୍ଥାନରେ ଅଶୋକ ଗେହଲଟ ସରକାରକୁ ଭାଙ୍ଗିଦେବା ପାଇଁ ଭାଜପା ଷଡ଼ଯନ୍ତ୍ର କରୁଥିବା ଅଭିଯୋଗ କରି କଂଗ୍ରେସ ପକ୍ଷରୁ ସାରା ରାଜ୍ୟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜୟପୁର ସମେତ ସମସ୍ତ ଜିଲା ସଦର ମହକୁମାରେ କଂଗ୍ରେସ କର୍ମୀମାନେ ଏକାଠି ହୋଇ ଭାଜପା…
Archives


