ମଣ୍ଡଳ କାରାଗାରରେ ହେବ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ
ବ୍ରହ୍ମପୁର ଅଫିସ ,୨୬ା୭ – ମଣ୍ଡଳ କାରାଗାରରେ ଏକ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ ଆରମ୍ଭ କରାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ସେଠାରେ ୫୦ ଶଯ୍ୟାର ବ୍ୟବସ୍ଥା କରାଯାଇଥିବା ଜେଲ୍ ଡିଆଇଜି ରଘୁନାଥ ମାଝୀ ସୂଚନା ଦେଇଛନ୍ତି। ଗତବର୍ଷ ଜେଲ ପରିସରରେ ଉଦ୍ଘାଟିତ ହୋଇଥିବା…
ଚିନ୍ତାରେ ସୁନା ଶିଳ୍ପ; ଜାଣନ୍ତୁ କଣ ରହିଛି କାରଣ
ନୂଆଦିଲ୍ଲୀ,୨୬।୭: ଭାରତୀୟ ଅର୍ଥ ବ୍ୟବସ୍ଥା ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ କରୋନା ଏହାର ଅଣ୍ଟାକୁ ଭାଙ୍ଗି ଦେଇଛି। ଏହି ସମୟରେ ସୁନା ଦର ଲଗାତର ଭାବେ ବଢୁଥିବା ନଜରକୁ ଆସିଛି। ଏଭଳି ଲଗାତର ସୁନା ଦର ବଢ଼ି ଚାଲିଲେ ଏହା…
ବିପଦ ଆଳ ଦେଖାଇ ସଂଯୋଗ କାଟିଲା ବିଦ୍ୟୁତ୍ ବିଭାଗ: ୩୫ ଏକର ଚାଷ ପ୍ରଭାବିତ
ଚମ୍ପୁଆ,୨୬।୭ (ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ରଜିଆ ପଞ୍ଚାୟତର ମହେଶ୍ୱରପୁରଠାରେ ଥିବା ଉଠା ଜଳସେଚନ ପଏଣ୍ଟର ବିଜୁଳି ସଂଯୋଗ ବିଦ୍ୟୁତ୍ ବିଭାଗ କାଟିଦେବାପରେ ଏକର ଏକର ପରିବା ଚାଷ କରିଥିବା ପରିବା ଚାଷୀମାନେ ଚମ୍ପୁଆ ଉପଜିଲାପାଳ ପ୍ରତାପ ପ୍ରୀତିମୟଙ୍କ ଦ୍ୱାରସ୍ଥ…
୪ ମାସ ପରେ ହୋଇଥାନ୍ତା ବାହାଘର: ପ୍ରେମିକାଙ୍କୁ ଅପହରଣ ପରେ ହତ୍ୟା କଲେ ପ୍ରେମିକ
ବ୍ରହ୍ମଗିରି,୨୫ା ୦୭(ଡି.ଏନ.ଏ): ପ୍ରଥମେ ପ୍ରେମ। ତା’ପରେ ପ୍ରତାରଣା କରି ଶେଷରେ ପ୍ରେମିକାକୁ ଅପହରଣ କରି ହତ୍ୟା କରିଛି ପ୍ରେମିକ। ସମସ୍ତ ପ୍ରମାଣକୁ ଲୁଚାଇବାକୁ ଯାଇ ଗାଁଠାରୁ ୫ କିଲୋମିଟର ଦୂର ଏକ ପୋଖରୀ ହୁଡ଼ାରେ ମୃତଦେହକୁ ପୋତିଦେଇଛି। ପୋଲିସ ଛାନ୍ଭିନ୍ କରି…
ରାଜ୍ୟରେ ଆଉ ୭୨୮ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୨୫।୭(ବ୍ୟୁରୋ)-ରାଜ୍ୟରେ ଶନିବାର ପୁଣି ୭୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୩୯୧ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୯, କଟକରୁ ୪୩, ବାଲେଶ୍ୱରରୁ ୩୩, ଯାଜପୁରରୁ ୩୨, ଗଜପତିରୁ ୨୩, ମୟୂରଭଂଜରୁ ୧୯, ଅନୁଗୋଳରୁ ୧୮, ଜଗତସିଂହପୁର ଓ…
ବୁଗୁଡ଼ାରେ ପଜିଟିଭ, ଭୁବନେଶ୍ୱରରେ ନେଗେଟିଭ
ବୁଗୁଡ଼ା,୨୫ା୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଜଣେ ବ୍ୟକ୍ତି ଗତ ୧୬ ତାରିଖରେ ବୁଗୁଡାରେ ସ୍ବାବ୍ ଦେଇଥିବାବେଳେ ଶନିବାର ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ମାତ୍ର ୧୭ ତାରିଖରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସ୍ବାବ୍ ଦେଇଥିବାବେଳେ ଉକ୍ତ ଦିନ ରିପୋର୍ଟ ନେଗେଟିଭ ଆସିଥିଲା। ଏହି…
କରୋନାରେ ମୃତକଙ୍କ ସତ୍କାର ନେଇ ଗାଇଡଲାଇନ ଜାରି କଲେ ସରକାର
ଭୁବନେଶ୍ୱର,୨୫।୭(ବ୍ୟୁରୋ)-କୋଭିଡ-୧୯ ମୃତକଙ୍କ ଶବ ସତ୍କାରକୁ ନେଇ ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି ହେଉଛି। ସତ୍କାର ନ ହୋଇ ଶବ ବହୁ ସମୟ ଧରି ପଡି ରହୁଛି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଉଛି। କରେନାରେ ପ୍ରାଣ ହରାଉଥିବା ବ୍ୟକ୍ତିଙ୍କ ଶବ ସତ୍କାରକୁ…
ବୀଣାପାଣି ମହାନ୍ତିଙ୍କୁ ଅତିବଡ଼ି ସମ୍ମାନ
ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଶନିବାର ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ବନକ୍ଷତ୍ର ଦିବସ ଅବସରରେ ଏକାଡେମୀର ସର୍ବୋଚ୍ଚ ସାରସ୍ବତ ସମ୍ମାନ ଅତିବଡ଼ି ଜଗନ୍ନାଥ ଦାସ ପୁରସ୍କାର-୨୦୧୯ ନିମନ୍ତେ କଥାକାର, ଔପନ୍ୟାସିକା ବୀଣାପାଣି ମହାନ୍ତିଙ୍କୁ ପ୍ରଦାନ କରାଯାଇଛି। ପର୍ଯ୍ୟଟନ, ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ…
ବସ୍ତି ଅପେକ୍ଷା ଅଣବସ୍ତି ଅଞ୍ଚଳରେ ସଂକ୍ରମିତଙ୍କ ସଂଖ୍ୟା ଅଧିକ: ବିଏମସି କମିଶନର
ଭୁବନେଶ୍ୱର,୨୫।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି। ଗତ କିଛିଦିନ ହେବ ରାଜଧାନୀ ଭୁବନେଶ୍ବରରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏ ନେଇ ଶନିବାର ଭୁବନେଶ୍ୱର ଗୀତଗୋବିନ୍ଦ ସଦନଠାରେ ଶନିବାର ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଏମ୍ସି କୋଭିଡ…
କଟକରେ ମାଡୁଛି କରୋନା: ଆଜି ଚିହ୍ନଟ ହେଲେ ୩୫ ଆକ୍ରାନ୍ତ; ରାଉସପାଟଣାରୁ ଅଛନ୍ତି ୨୦
କଟକ ଅଫିସ,୨୫।୭: କଟକ ସହରରେ ଶନିବାର ୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୬ ଇନଷ୍ଟିଚ୍ୟୁଟ୍ କ୍ୱାରାଣ୍ଟାଇନ୍ କେସ୍, ୨୬ ହୋମ୍ କ୍ୱାରାଣ୍ଟାଇନ୍ ଏବଂ ଲୋକାଲ କଣ୍ଟାକ୍ଟ କେସ୍ ୩ଜଣ ରହିଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…
ରାଜଧାନୀରେ ସଙ୍ଗୀନ ହେଉଛି ସ୍ଥିତି: ଆଜି ଚିହ୍ନଟ ହେଲେ ଆଉ ୧୧୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜଧାନୀରେ ଶନିବାର ଆଉ ୧୧୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୮୨୮ରେ ପହଞ୍ଚିଛି। ସେଥିରୁ ୮୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୫୨ ଆକ୍ଟିଭ୍ କେସ୍ ରହିଛି। ସେହିଭଳି ୧୧ଜଣଙ୍କ…
ଚଳିତମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ
କଟକ ଅଫିସ,୨୫ା୭ : : ଚଳିତମାସ ଶେଷ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଶନିବାର ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଫଳାଫଳ କେବେ ପ୍ରକାଶ ପାଇବ ନିର୍ଦ୍ଦିଷ୍ଟ ତାରିଖ…
Archives


