ମୋଦି ସରକାରଙ୍କୁ ବଡ଼ ଝଟ୍କା: କୃଷି ଆଇନ ଉପରେ ଲାଗିଲା ରୋକ
ନୂଆଦିଲ୍ଲୀ,୧୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ମଙ୍ଗଳବାର ବଡ଼ ଝଟ୍କା ଲାଗିଛି। କେନ୍ଦ୍ର ସରକାରଙ୍କୁ କୃଷି ଆଇନ ଉପରେ ସୁପ୍ରିମ୍କୋର୍ଟ ପକ୍ଷରୁ ରୋକ ଲଗାଯାଇଛି। ଏହା ସହିତ ଏନେଇ ଏକ ୪ ଜଣିଆ କମିଟି ମଧ୍ୟ ଗଠନ କରାଯାଇଛି। କମିଟିରେ ଭାରତୀୟ…
ଯେ କୌଣସି ସ୍ଥିିତିର ମୁକାବିଲା ପାଇଁ ପ୍ରସ୍ତୁତ ଭାରତୀୟ ସେନା
ନୂଆଦିଲ୍ଲୀ,୧୨।୧: ଭାରତ ଚାଇନା ମଧ୍ୟରେ ଏଲ୍ଏସିରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ସେନା ମୁଖ୍ୟ ମନୋଜ ମୁକୁନ୍ଦ ନରାଓ୍ବଣେ କହିଛନ୍ତି ଯେ, କେବଳ ପୂର୍ବ ଲଦାଖ ନୁହେଁ ସମ୍ପୂର୍ଣ୍ଣ ଏଲ୍ଏସିରେ ଯେ କୌଣସି ସ୍ଥିିତିର ମୁକାବିଲା ପାଇଁ ଭାରତୀୟ ସେନା ପ୍ରସ୍ତୁତ…
ହର୍ଡ ଇମ୍ୟୁନିଟି ପାଇଁ ଲାଗିବ ସମୟ
ଜେନେଭା,୧୨।୧: ପୃଥିବୀରେ କେତେକ ଦେଶରେ କରୋନା ମହାମାରୀ ସଂକ୍ରମଣ ପାଇଁ ପ୍ରତିଷେଧକ ଟିକାକରଣ ଜାରି ରହିଛି। ଏବେ ଭାରତରେ ସାର୍ବଜନୀକ ଟିକାକରଣ ଆରମ୍ଭ ହେବାକୁ ଯାଉଛି। ତେବେ ଟିକାକରଣ ସତ୍ତ୍ୱେ ହର୍ଡ ଇମ୍ୟୁନିଟି ସୃଷ୍ଟି ହେବାଲାଗି ସମୟ ଲାଗିବ। ହର୍ଡ ଇମ୍ୟୁନିଟି…
ଭାରତର ସାମର୍ଥ୍ୟ ସମ୍ପର୍କରେ ସୂଚନା ଦେଇଥିଲେ ବିବେକାନନ୍ଦ
ନୂଆଦିଲ୍ଲୀ,୧୨।୧: ଭାରତର ପ୍ରକୃତ ସାମର୍ଥ୍ୟ ସମ୍ପର୍କରେ ସ୍ବାମୀ ବିବେକାନନ୍ଦ ସୂଚନା ଦେଇଥିଲେ। ତାଙ୍କର ଅମର ବାଣୀ ଦେଶବାସୀଙ୍କୁ ସବୁବେଳେ ପ୍ରେରଣା ଦେଉଥିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ମଙ୍ଗଳବାର ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ଆୟୋଜିତ ଜାତୀୟ ଯୁବ ସଂସଦ…
ଦିଲ୍ଲୀ ପହଞ୍ଚିଲା କରୋନା ଭ୍ୟାକ୍ସିନ
ନୂଆଦିଲ୍ଲୀ,୧୨ ।୧: ରାଜଧାନୀ ଦିଲ୍ଲୀରେ କରୋନା ଭ୍ୟାକ୍ସିନ ପହଞ୍ଚିଯାଇଛି । ଏହାସହ ୧୬ ଜାନୁୟାରୀରେ ଦେଶବ୍ୟାପି ଆରମ୍ଭ ହେବାକୁ ଥିବା କରୋନା ଟିକାକରଣ ପାଇଁ କାଉଣ୍ଟଡାଉନ ବି ଆରମ୍ଭ ହୋଇଗଲାଣି । ପୁଣେ ସ୍ଥିତ ସିରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆରୁ ଦେଶର…
ଦିଲ୍ଲୀ ସମେତ ୧୦ ରାଜ୍ୟରେ ବାର୍ଡ ଫ୍ଲୁ
ନୂଆଦିଲ୍ଲୀ, ୧୨।୧: କରୋନା ମହାମାରୀ ଦୂର ହୋଇ ନ ଥିବାବେଳେ ଏବେ ବାର୍ଡ ଫ୍ଲୁ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ଇତିମଧ୍ୟରେ ଆଭିଆନ୍ ଇନ୍ଫ୍ଲୁଏଞ୍ଜା ୧୦ଟି ରାଜ୍ୟକୁ ବ୍ୟାପି ସାରିଲାଣି। ଉତ୍ତରପ୍ରଦେଶ, କେରଳ, ରାଜସ୍ଥାନ, ମଧ୍ୟପ୍ରଦେଶ, ହିମାଚଳପ୍ରଦେଶ, ହରିୟାଣା ଓ ଗୁଜରାଟରେ…
ପ୍ରଥମ ପର୍ଯ୍ୟାୟ ଟିକା ଖର୍ଚ୍ଚ କେନ୍ଦ୍ର ଦେବ
ନୂଆଦିଲ୍ଲୀ, ୧୨।୧(ପି.ଟି.): ଆସନ୍ତା ୧୬ ତାରିଖରୁ ଦେଶରେ କୋଭିଡ୍ ଟିକାକରଣ ଆରମ୍ଭ ହେବାକୁ ଯାଉଥିବାବେଳେ ପ୍ରଥମ ପର୍ଯ୍ୟାୟରେ ପାଖାପାଖି ୩ କୋଟି ସ୍ବାସ୍ଥ୍ୟକର୍ମୀ ଓ ଆଗଧାଡ଼ିର କର୍ମଚାରୀମାନଙ୍କୁ ଟିକା ଦିଆଯିବ। ପ୍ରଥମ ପର୍ଯ୍ୟାୟ ଟିକାଦାନ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ…
କୃଷି ଆଇନ ସ୍ଥଗିତ ରଖ
ନୂଆଦିଲ୍ଲୀ, ୧୨ା୧: ନୂଆ କୃଷି ଆଇନ ବିରୋଧରେ ଚାଷୀ ଆନ୍ଦୋଳନ ଜାରି ରହିଥିବାବେଳେ ଏହାର ସମାଧାନ କରିବାରେ କେନ୍ଦ୍ର ସରକାର ବିଫଳ ହୋଇଥିବାରୁ ସୁପ୍ରିମକୋର୍ଟ ସୋମବାର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ୩ ବିବାଦୀୟ ଆଇନକୁ ସ୍ଥଗିତ ରଖିବ ନା ଆମେ ସ୍ଥଗିତାଦେଶ…
‘୩ କୋଟି ଲୋକଙ୍କୁ ମିଳିବ ମାଗଣା ଟିକା’
ନୂଆଦିଲ୍ଲୀ୧୧।୧: ଆସନ୍ତା ୧୬ ତାରିଖରୁ ସମଗ୍ର ଦେଶରେ ଆମ୍ଭର ହେବ କରୋନା ଟିକାକରଣ। ପ୍ରଥମ ପର୍ଯ୍ୟାୟରେ ୩ କୋଟି ଲୋକଙ୍କୁ ମାଗଣାରେ ମିଳିବ କରୋନା ଟିକା। କେନ୍ଦ୍ର ସରକାର ପ୍ରଥମେ ସରକାରୀ ଓ ବେସରକାରୀ ହସ୍ପିଟାଲରେ କାମ କରୁଥିବା ସ୍ବାସ୍ଥ୍ୟକର୍ମୀ ଏବଂ…
ଅଷ୍ଟ୍ରେଲିଆକୁ ମ୍ୟାଚ୍ ଜିତାଇ ଦେଲେନି
ସିଡନୀ,୧୧।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ମ୍ୟାଚ୍ ବିନା ହାର୍ ଜିତ୍ରେ ଶେଷ ହୋଇଛି। ୪୦୭ ରନ୍ର ବିଜୟ ଲକ୍ଷ୍ୟ ପିଛା କରି ଭାରତୀୟ ବ୍ୟାଟ୍ସମ୍ୟାନ୍ ହାର୍ ନ ମାନି ମ୍ୟାଚ୍କୁ ଡ୍ର’ କରିବାରେ ସକ୍ଷମ…
ବିଶ୍ୱବିଦ୍ୟାଳୟରେ ଟାଇଟ୍ ଜିନ୍ସ୍ ପିନ୍ଧିବା, ମେକ୍ ଅପ୍ ନେବା ମନା
ଇସଲାମାବାଦ,୧୧।୧: ପାକିସ୍ତାନର ହାଜାରା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ନୂଆ ତୋଗଲକୀ ଆଇନ ଜାରି କରିଛନ୍ତି। ପସ୍ତୁନଖ୍ବା ପ୍ରଦେଶରେ ଥିବା ଏହି ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ଡ୍ରେସ୍ କୋଡ୍ ଜାରି କରାଯାଇଛି। ଛାତ୍ରୀଛାତ୍ରଙ୍କୁ ଟାଇଟ୍ ଜିନ୍ସ୍ ଏବଂ ଟି-ସର୍ଟ ପିନ୍ଧିବାକୁ ବାରଣ କରାଯାଇଛି।…
ଜମ୍ମୁ-କଶ୍ମୀରରେ କମିଛି ଆତଙ୍କବାଦୀ କାର୍ଯ୍ୟକଳାପ
ନୂଆଦିଲ୍ଲୀ,୧୧।୧: ଜମ୍ମୁ-କଶ୍ମୀରରେ ୨୦୨୦ରେ ଆତଙ୍କବାଦୀ କାର୍ଯ୍ୟକଳାପ କମିଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ରାଜ୍ୟରେ ଆତଙ୍କବାଦୀ କାର୍ଯ୍ୟ ୬୩.୯୩ ପ୍ରତିଶତ କମିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ୨୦୨୦ ନଭେମ୍ବର ୧୫ ସୁଦ୍ଧା ଘଟିଥିବା ଘଟଣା ଆଧାରରେ…

