Home Middle

କେରଳ-କର୍ନାଟକରେ ଲୁଚି ବସିଛନ୍ତି ଆଇଏସ୍‌ ଆତଙ୍କବାଦୀ: ଜାତିସଂଘ

ଜେନେଭା/ନୂଆଦିଲ୍ଲୀ, ୨୫।୭: ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର କରାଯାଉଛି। ଏନେଇ ଆଇଏସ୍‌ ଆତଙ୍କବାଦୀ କେରଳ ଏବଂ କର୍ନାଟକରେ ଲୁଚି ବସିଛନ୍ତି। ଏସମ୍ପର୍କରେ ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟ ଉଲ୍ଲେଖ କରାଯାଇଛି। ସେହିପରି ଅଲ୍‌ କାଏଦା ଆତଙ୍କବାଦୀ…

ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍‌

ଭୋପାଳ, ୨୫।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ରିପୋର୍ଟ ଆସିବା ପରେ ଶିବରାଜ ତାଙ୍କ ସହିତ ମିଳାମିଶା କରିଥିବା ଲୋକଙ୍କୁ ନମୁନା ପରୀକ୍ଷା କରିବା ଲାଗି ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌…

କରୋନା ନେଲା ଆଉ ୧୦ ଜୀବନ: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ଶନିବାର ୧୩୨୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗୋଟିଏ ଦିନରେ ସର୍ବାଧିକ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…

CORONAVIRUS UPDATE: ରାଜ୍ୟରେ ୨୪ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ରାଜ୍ୟରେ ଶନିବାର ପୁଣି ୧୩୨୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪ହଜାର ପାର କରିଛି। ନୂଆ ଚିହ୍ନଟଙ୍କ…

ମନ୍ତ୍ରୀମାନଙ୍କୁ ପ୍ଲାଜମା ଦାୟିତ୍ୱ ଦେଲେ ନବୀନ: ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ କେଉଁ ଜିଲା ଦାୟିତ୍ୱ …

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀମାନଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ ଦେଇଛନ୍ତି। ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ଘରକୁ ଯାଇ ମନ୍ତ୍ରୀମାନେ ସେମାନଙ୍କୁ ପ୍ଲାଜମା ଦାନ ନିମନ୍ତେ ଉତ୍ସାହିତ କରିବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ…

ରାଜ୍ୟରେ ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୫୩୦ ଜଣ ସୁସ୍ଥ ହୋଇଥିବାବେଳେ ରାୟଗଡାରୁ ୬୧, କଟକରୁ ୩୫, ମାଲକାନଗିରିରୁ୩୦, ଗଜପତିରୁ ୨୨,ବାଲେଶ୍ୱରରୁ ୧୯, ଖୋର୍ଦ୍ଧାରୁ ୧୯, ବରଗଡରୁ ୧୮ ଜଣ ସୁସ୍ଥ ହୋଇଛନ୍ତି।…

କରୋନା ଆଁରେ ରାଜଧାନୀ: ଆଉ ୨୪୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୪।୭(ବ୍ୟୁରୋ)-କରୋନା ଆଁରେ ରାଜଧାନୀ। ଭୁବନେଶ୍ୱରରୁ ଶୁକ୍ରବାର ପୁଣି ୨୪୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୦୭ କ୍ୱାରାଣ୍ଟାଇନରେ  ଥିବାବେଳେ ୪୧ ଲୋକାଲ କଣ୍ଟାକ୍ଟ କେସ ରହିଛି। ବିଜେବି ନଗର ମହିଷାଖାଲ ବସ୍ତିରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳ ଏକ…

ପୋଲସରା ବିଧାୟକଙ୍କୁ କରୋନା

ବ୍ରହ୍ମପୁର ଅଫିସ,୨୪।୭: ରାଜ୍ୟରେ ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ କରୋନା ସଂକ୍ରମିତ ହୋଇଛନ୍ତି। ଏହାଛଡ଼ା ବିଧାୟକଙ୍କ ସ୍ତ୍ରୀ ମଧ୍ୟ କୋଭିଡ ପଜିଟିଭ୍‌ ଆସିଥିବା ଶୁକ୍ରବାର ସୂଚନା ମିଳିଛି। ପୂର୍ବରୁ…

କରୋନାରୁ ସୁସ୍ଥ ହେଲେ ରାଜ୍ୟର ପ୍ରଥମ ପ୍ଲାଜମା ନେଇଥିବା ମହିଳା

କଟକ ଅଫିସ,୨୪।୭: ପ୍ଲାଜମା ଦେଲା ନୂଆ ଜୀବନ। ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ତଥା ପ୍ରଥମ ପ୍ଲାଜମା ନେଇଥିବା ୪୮ ବର୍ଷୀୟ ମହିଳା ସୁସ୍ଥ ହୋଇଛନ୍ତି। ତାଙ୍କୁ ଶୁକ୍ରବାର ଡିସ୍‌ଚାର୍ଜ କରାଯିବ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ରାଜ୍ୟରେ ଆଉ ୬ ମୁଣ୍ଡ ନେଲା କରୋନା: ଖାଲି ଗଞ୍ଜାମରୁ ୩

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୬ଜଣଙ୍କ ମୁଣ୍ଡ ନେଇଛି କରୋନା। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରେ ୩ଜଣ ଗଞ୍ଜାମ ଜିଲାର ଥିବା ବେଳେ ଜଣେ ଗଜପତି, ଜଣେ ରାୟଗଡ଼ା, ଜଣେ ଭଦ୍ରକ ଜିଲାର ଥିବା ରାଜ୍ୟ ସ୍ବାସ୍ଥ୍ୟ…

CORONAVIRUS UPDATE: ଆଜି ୨୨,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ୧,୫୯୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୪ା୭(ବ୍ୟୁରୋ) : ଶୁକ୍ରବାର ୨୮ଟି ଜିଲାରୁ ସର୍ବାଧିକ ୧,୫୯୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୨୨,୬୯୩କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତମାନଙ୍କ…

ଶ୍ରମିକଙ୍କ ଦୈନିକ ମଜୁରୀ ବଢିଲା

ଭୁବନେଶ୍ୱର,୨୩ା୭(ବ୍ୟୁରୋ)-ରାଜ୍ୟ ସରକାର ସବୁ ବର୍ଗର ଶ୍ରମିକମାନଙ୍କର ଦୈନିକ ମଜୁରୀରେ ସଂଶୋଧନ କରିଛନ୍ତି। ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ଦୈନିକ ମହଙ୍ଗାଭତ୍ତା ଆସନ୍ତା ୬ ମାସ ପାଇଁ ବୃଦ୍ଧି କରିଛନ୍ତି। ଏ ନେଇ ରାଜ୍ୟ ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri