ଭାରତରେ ସମ୍ପୂର୍ଣ୍ଣ କରୋନା ଟୀକାକରଣ ପାଇଁ ଲାଗିବ କେତେ ଦିନ…
ନୂଆଦିଲ୍ଲୀ, ୨୨।୭: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ନେଇ ଆଶା ମଧ୍ୟ ବଢ଼ିବାରେ ଲାଗିଛି। ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟରେ ଟୀକାର ଦ୍ୱିତୀୟ ପ୍ରର୍ଯ୍ୟାୟ ଟ୍ରାଏଲ୍ ଆରମ୍ଭ ହୋଇସାରିଥିବା ସମ୍ପର୍କରେ ସୂଚନା…
ପୁଣି ମାଡ଼ିଆସୁଛି ବିପଦ: ଭାରତରେ ମିଳିବନି ଦୁଇବେଳା ଦୁଇମୁଠା
ଜେନେଭା, ୨୨।୭: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାପଛକୁ ପୁଣି ଏକ ନୂଆ ବିପଦ ପୃଥିବୀ ଉପରେ ମାଡ଼ିଆସିବ ବୋଲି ବିଶ୍ୱ ପାଣିପାଗ ସଂଗଠନ(ଡବ୍ଲ୍ୟୁଏମ୍ଓ) ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ନୂଆ ବିପଦ ପଙ୍ଗପାଳଙ୍କ ଯୋଗୁ ସୃଷ୍ଟି…
ଗୋଟିଏ ଦିନ ପରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟପିବ ୧୨ ଲକ୍ଷ
ନୂଆଦିଲ୍ଲୀ, ୨୨।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ବୁଧବାର ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୯୨ହଜାର ୯୧୫ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୨୮ ହଜାର ୭୩୨ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ…
୫ ମାସ ଯାଏ ମାଗଣାରେ ମିଳିବ ଡାଲି, ଚାଉଳ
ଭୁବନେଶ୍ୱର,୨୧।୭(ବ୍ୟୁରୋ): ମହାମାରୀ କରୋନା ଯୋଗୁ ପ୍ରଭାବିତ ହୋଇଛି ଗରିବ ଲୋକଙ୍କ ଜୀବନ ଆଉ ଜୀବିକା। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନଙ୍କ ପାଇଁ ୫ ମାସ ଲାଗି ମାଗଣାରେ ଡାଲି, ଚାଉଳ ଯୋଗାଇ…
୬୫କୁ ବଢ଼ିଲା ଡାକ୍ତରଙ୍କ ଅବସର ବୟସ ସୀମା
ଭୁବନେଶ୍ୱର,୨୧।୭(ବ୍ୟୁରୋ): ଡାକ୍ତରଙ୍କ ଅବସର ସୀମା ବୃଦ୍ଧି କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଓଏଚ୍ଏମ୍ଏସ୍ କ୍ୟାଡର ଡାକ୍ତରଙ୍କ ବୟସ ସୀମା ୬୫କୁ ବୃଦ୍ଧି କରାଯିବ। ମଙ୍ଗଳବାର ଆୟୋଜିତ କରୋନା ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଥିବା ସୂଚନା ମିଳିଛି। ତେବେ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୦ ଆକ୍ରାନ୍ତ, ଅଛନ୍ତି ଗଞ୍ଜାମର ସର୍ବାଧିକ
ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରେ ଆଉ ୪୦୦ କୋଭିଡ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୧୩୭ଜଣ ଗଞ୍ଜାମର ଅଛନ୍ତି। ଏହାଛଡ଼ା କଟକର ୫୮ଜଣ, ଖୋର୍ଦ୍ଧାର ୪୬, କୋରାପୁଟ ୪୧, ଯାଜପୁରର ୩୭, କେନ୍ଦୁଝରର ୧୪, କେନ୍ଦ୍ରାପଡ଼ାର ୧୦, ମୟୂରଭଞ୍ଜର ୯, ନୟାଗଡ଼ର ୭,…
୩ ମାସ ପୂର୍ବରୁ ଧନୀଙ୍କୁ ମିଳିଛି କରୋନା ଟୀକା: ଗରିବଙ୍କୁ ମିଳିବ କେବେ
ମସ୍କୋ, ୨୧।୭: କରୋନା ମହାମାରୀ ନେଇ ପୃଥିବୀରେ ସଙ୍କଟ ଜାରି ରହିଛି। ରୁଷ୍ରେ କରୋନା ସଂକ୍ରମଣ ସ୍ଥିତି ମଧ୍ୟ ଜଟିଳ ହେବାରେ ଲାଗିଛି। ତେବେ ଗଣମାଧ୍ୟମ ସଂସ୍ଥା ବ୍ଲୁମ୍ବର୍ଗ ପକ୍ଷରୁ ପ୍ରକାଶିତ ରିପୋର୍ଟ ନେଇ ଏବେ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି।…
୭ ଦିନରେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ଲକ୍ଷ ଟପିବା ଆଶଙ୍କା
ନୂଆଦିଲ୍ଲୀ, ୨୧।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ମଙ୍ଗଳବାର ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୫୫ହଜାର ୧୯୧ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୨୮ ହଜାର ୮୪ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ…
ରାଜ୍ୟରେ ୧୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର, ୨୧।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୬୪୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ…
CORONAVIRUS UPDATE: ପୁଣି ୬୪୭ ନୂଆ କରୋନା ପଜିଟିଭ୍ ଚିହ୍ନଟ,୨୧୬ ସ୍ଥାନୀୟ ଅଞ୍ଚଳର
ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରେ ପୁଣି ୬୪୭ ନୂଆ କରୋନା ପଜିଟିଭ୍ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ…
ପରଲୋକରେ ପୂର୍ବତନ ଓଡ଼ିଆ ଆଇଏଏସ୍ ଅଫିସର ପ୍ରିୟବ୍ରତ ପଟ୍ଟନାୟକ
ଭୁବନେଶ୍ୱର,୨୧।୭(ବ୍ୟୁରୋ): ଅବସରପ୍ରାପ୍ତ ବରିଷ୍ଠ ଆଇଏଏସ୍ ଅଫିସର ପ୍ରିୟବ୍ରତ ପଟ୍ଟନାୟକଙ୍କ ମଙ୍ଗଳବାର ସକାଳେ ପରଲୋକ ହୋଇଛି। ଲିଭର୍ କ୍ୟାନ୍ସରରେ ପୀଡ଼ିତ ହୋଇ ମୁମ୍ବାଇରେ ଚିକିତ୍ସାଧୀନ ଅବସ୍ଥାରେ ୬୭ ବୟସରେ ତାଙ୍କର ମୃତ୍ୟୁ ଘଟିଛି। ଏ ନେଇ ତାଙ୍କ ସମ୍ପର୍କୀୟ ଭାଇ ସୂଚନା ଦେଇଛନ୍ତି।…
ନାଗଫାଶ’ରୁ ‘ଅଜାତି’ ଯାଏ ଅପରାଜେୟ ବିଜୟ
ବିଜୟ ମହାନ୍ତି। ଓଡ଼ିଆ ଚଳଚ୍ଚିତ୍ର ଜଗତର ଏକ ସ୍ପର୍ଦ୍ଧିତ ଉଚ୍ଚାରଣ। ପିଲାଠୁ ବୟସ୍କଙ୍କ ଯାଏ ତାଙ୍କୁ ଟେଲିଭିଜନ୍ରୁ ବଡ଼ ପରଦା ଯେଉଁଥିରେ ଦେଖିଲେ ଚିହିଁକି ଉଠିଥାଆନ୍ତି ଓ କହିଥାଆନ୍ତି ବିଜୟ ମହାନ୍ତି ଆସିଗଲେ। ଓଡ଼ିଆ ସିନେମାର ଅସ୍ମିତା କଥା ଯେତେବେଳେ ଯାଏ…
Archives


