Home Middle

ରାଜ୍ୟରେ କରୋନା ନେଲା ଆଉ ୬ ଜୀବନ: ମୃତ୍ୟୁସଂଖ୍ୟା ୯୭କୁ ବୃଦ୍ଧି

ଭୁବନେଶ୍ୱର,୨୦ା୭(ବ୍ୟୁରୋ): ସୋମବାର କରୋନା ଆଉ ୬ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରେ କେବଳ ଗଞ୍ଜାମରୁ ୫…

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୧୧ ଲକ୍ଷ

ନୂଆଦିଲ୍ଲୀ, ୨୦।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ସୋମବାର ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୧୮ ହଜାର ୪୩ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୨୭ ହଜାର ୪୯୭ ଛୁଇଁଛି। ଗତ ୨୪…

CORONAVIRUS UPDATE: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦୦୦ ଟପିଲା, ଆଜି ଚିହ୍ନଟ ହୋଇଛନ୍ତି ୬୭୩

ଭୁବନେଶ୍ୱର,୨୦ା୭(ବ୍ୟୁରୋ) : ସୋମବାର ପୁଣି ୬୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୪୪୬ ଚିହ୍ନଟ ହୋଇଥିବା…

୫୫ ପ୍ରତିଶତ ପରିବାରଙ୍କୁ ମିଳୁଛି ଦୁଇବେଳା ଖାଦ୍ୟ

ନୂଆଦିଲ୍ଲୀ, ୨୦।୭: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଇତିମଧ୍ୟରେ ଅନ୍‌ଲକ୍‌ର ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟ ଜାରି ରହିଛି। ତେବେ ବି କାମ ଧନ୍ଦାର ଘୋର ଅଭାବ…

ବର୍ଷକରେ ୨୩୦ କେ.ଜି. ସୁନା ଚାଲାଣ

ଥିରୁଭାନନ୍ତପୁରମ,୨୦ା୭: କେରଳ ସୁନା ଚାଲାଣ ମାମଲାରେ ଆଳୁ ଖୋଳୁ ଖୋଳୁ ମହାଦେବ ବାହାରିଛି। ଏହାର ତଦନ୍ତ ବେଳେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ହାତରେ ଲାଗିଛି ବଡ଼ ପ୍ରମାଣ। ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରୁ ବର୍ଷକ ମଧ୍ୟରେ ୨୩୦ କେ.ଜି. ସୁନା…

ଅନ୍‌ଲାଇନ୍‌ ଚାଟଶାଳୀ

ଭଦ୍ରକ ଅଫିସ, ୨୦।୭-ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସ୍କୁଲ, କଲେଜ, ଆଶ୍ରମ ସ୍କୁଲ ଏଭଳିକି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ରମାନେ ଶିକ୍ଷାଠାରୁ ଧୀରେ ଧୀରେ ଦୂରେଇ ଯାଉଛନ୍ତି। ହେଲେ ବହୁ ଶିକ୍ଷାନୁଷ୍ଠାନ ଅନ୍‌ଲାଇନ ଶିକ୍ଷାକୁ…

ସାଇବର ଠକଙ୍କ ଜାଲରେ ଆଶା, ଅଙ୍ଗନଓ୍ବାଡି କର୍ମୀ: ଟଙ୍କା ଦେବାକୁ କହି ଲୁଟିନେଲେ ୧୪ହଜାର

ପାତ୍ରପୁର, ୨୦ା୭(ଡି.ଏନ୍‌.ଏ.)- ମୁଁ ବିଡିଓ କହୁଛି, ମାସ୍କ, ଗ୍ଲୋବ୍ସ ଓ ସାନିଟାଇଜର କିଣିବା ପାଇଁ ତୁମ ଆକାଉଣ୍ଟକୁ ୧୫ହଜାର ଟଙ୍କା ପଠାଯିବ କହି ଜଣେ ଅଙ୍ଗନଓ୍ବାଡି କର୍ମୀ ଓ ତାଙ୍କ ସମ୍ପର୍କୀୟଙ୍କ ଆକାଉଣ୍ଟରୁ ୧୪ ହଜାର ଟଙ୍କା ଲୁଟି ନେଇଛନ୍ତି ସାଇବର…

ରାଜ୍ୟରେ ସୁସ୍ଥ ହେଲେ ପୁଣି ୫୧୫ କରୋନା ଆକ୍ରାନ୍ତ: ୧୨ ହଜାର ଟପିଲା ସୁସ୍ଥଙ୍କ ସଂଖ୍ୟା

ଭୁବନେଶ୍ୱର,୧୯।୭(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୫୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୯୯ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୮୦, ଯାଜପୁରରୁ ୪୦, ସୁନ୍ଦରଗଡରୁ ୩୭, କଟକରୁ ୨୮, କେନ୍ଦୁଝରରୁ ୨୦, ଜଗତସିଂହପୁରରୁ ୧୮, ବାଲେଶ୍ୱରରୁ ୧୫, ଝାରସୁଗୁଡାରୁ ୧୩,…

କଟକରେ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କଟକ ଅଫିସ,୧୯।୭- କଟକ ଜିଲାରେ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସଂକ୍ରମଣ ଯେପରି ନ ବ୍ୟାପିବ କଟକ ମହାନଗର ନିଗମ ଓ ଗ୍ରାମାଞ୍ଚଳରେ ଘରକୁ ଘର ଯାଇ ସର୍ଭେ କରାଯାଉଛି। ସେହିଭଳି ସଂକ୍ରମଣର ଲକ୍ଷଣ ଥିବା ଲୋକଙ୍କଠାରୁ ନମୁନା ସଂଗ୍ରହ କରାଯାଇ…

କରୋନା କାୟା: ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ଟପିଲା

ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜଧାନୀରେ ରବିବାର ୫୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧୮୨କୁ ବୃଦ୍ଧି ପାଇଛି। ସେଥିରୁ ୬୪୬ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି…

ଓଡ଼ିଶାରେ ସଫଳ ହେଲା ପ୍ଲାଜମା ଥେରାପି

ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜ୍ୟରେ ଗୁରୁତର କରୋନା ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ପ୍ଲାଜମା ଥେରାପି ସଫଳ ହୋଇଛି। ୬ ଜଣ ଗୁରୁତର ରୋଗୀଙ୍କ ମଧ୍ୟରୁ ଯେଉଁମାନେ ବର୍ତ୍ତମାନ ପ୍ଲାଜମା ଥେରାପିରେ ଅଛନ୍ତି, ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ସ୍ବାସ୍ଥାବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇଛି। ସେମାନେ…

ପ୍ଲାଜମା ଦାନ କରିବା ନେଇ ଅଗ୍ନିଶମ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ଅଗ୍ନିଶମ କର୍ମଚାରୀ ଗୁରୁତର ଅସୁସ୍ଥ କରୋନା ରୋଗୀଙ୍କୁ ପ୍ଲାଜମା ଦାନ କରିବେ। ପ୍ରଥମ ପର୍ଯ୍ୟାୟରେ ୧୦ ଜଣ କର୍ମଚାରୀ ପ୍ଲାଜମା ଦାନ କରିବେ। କଟକ ଏସ୍‌ସିବି ମେଡିକାଲରେ ସେମାନଙ୍କଠାରୁ ପ୍ଲାଜମା ସଂଗ୍ରହ କରାଯିବ ବୋଲି ଶନିବାର ଅଗ୍ନିଶମ ଡିଜି ସତ୍ୟଜିତ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri