Home Middle

କରୋନା ଆତଙ୍କ ହେବ ଶେଷ: କୋଭିଶିଲ୍ଡ୍‌-କୋଭାକ୍ସିନ୍‌କୁ ଡିସିଜିଆଇ ଦେଲା ମଞ୍ଜୁରୀ

ନୂଆଦିଲ୍ଲୀ,୩।୧: ଭାରତରେ କରୋନା ଆତଙ୍କ ଏବେ ଶେଷ ହେବା ନେଇ ଲୋକଙ୍କ ମଧ୍ୟରେ ଆଶା ସୃଷ୍ଟି ହୋଇଛି। ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିସିଜିଆଇ) ପକ୍ଷରୁ ଦେଶରେ କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌କୁ କରୋନା ପ୍ରତିଷେଧକ ଟିକାକୁ ଜରୁରୀକାଳୀନ ସ୍ଥିତିରେ ବ୍ୟବହାର…

ଦଶମ ବୋର୍ଡ: ପ୍ରତି ବିଷୟରେ ୮୦ ମାର୍କର ହେବ ପରୀକ୍ଷା

ଭୁବନେଶ୍ୱର,୩।୧(ବ୍ୟୁରୋ): ମହାମାରୀ କରୋନା ଯୋଗୁ ଗତ ବର୍ଷ ମାର୍ଚ୍ଚରୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା। ଏବେ ପରିସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ରାଜ୍ୟ ସରକାର ସ୍କୁଲଗୁଡ଼ିକୁ ଖୋଲିବାକୁ ନିଷ୍ପତ୍ତି ନେବା ସହ ବୋର୍ଡ ପରୀକ୍ଷା ନେଇ ତାରିଖ ଘୋଷଣା କରିଛନ୍ତି। ଏହି…

କୋଭିଶିଲ୍ଡ ପରେ କୋଭାକ୍ସିନ୍‌କୁ ମଞ୍ଜୁରୀ

ନୂଆଦିଲ୍ଲୀ, ୩।୧: ଭାରତର ଔଷଧ ନିୟନ୍ତ୍ରଣ କର୍ତ୍ତୃପକ୍ଷଙ୍କ ବିଶେଷଜ୍ଞ କମିଟି ଶୁକ୍ରବାର ସେରମ୍‌ ଇନ୍‌ଷ୍ଟିଚ୍ୟୁଟ ପ୍ରସ୍ତୁତ କୋଭିଶିଲ୍ଡ ଟିକାକୁ ଅନୁମୋଦନ ଲାଗି ସୁପାରିସ କରିବା ପରେ ଶନିବାର ଭାରତ ବାୟୋଟେକ୍‌ ପ୍ରସ୍ତୁତ ‘କୋଭାକ୍ସିନ୍‌’କୁ ଜରୁରୀ ବ୍ୟବହାର ଲାଗି ସବୁଜ ସଙ୍କେତ ଦେଇଛି।…

ମହିମାଧର୍ମର ଉପାସନା କ୍ଷେତ୍ର ‘ମେରୁମଠ’: ମାନ୍ୟତା ମିଳିଛି, ବିକାଶ ନାହିଁ

ବାରିପଦା ଅଫିସ, ୩ା୧: କଳା ଓ ସଂସ୍କୃତି କ୍ଷେତ୍ରରେ ମୟୂରଭଞ୍ଜ ଜିଲା ଦେଶ ବିଦେଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଏଠାରେ ରାଜରାଜୁଡା କାଳରୁ ଗଢି ଉଠିଥିବା ରାଜପ୍ରାସାଦ, ମଠ, ମନ୍ଦିର, ଶିକ୍ଷାନୁଷ୍ଠାନ, ଗମନାଗମନ, ଶିଳ୍ପାନୁଷ୍ଠାନ ଓ ଡାକ୍ତରଖାନା ଭଳି ଅନେକ…

୮ରୁ ଖୋଲିବ ସ୍କୁଲ, କଲେଜ

ଭୁବନେଶ୍ୱର,୨ା୧- କୋଭିଡ୍‌ କଟକଣାରେ ରାଜ୍ୟରେ ଖୋଲିବାକୁ ଯାଉଛି ସ୍କୁଲ ଓ କଲେଜ। ଆସନ୍ତା ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ଶିକ୍ଷାନୁଷ୍ଠାନ ଖୋଲିବ। ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ…

ସମ୍ବଲପୁରରେ ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ: କହିଲେ ‘ହେବ ଶିକ୍ଷାର ହବ୍‌’

ସମ୍ବଲପୁର,୨।୧ (ବ୍ୟୁରୋ)- ବୁର୍ଲା ନିକଟ ବସନ୍ତପୁରରେ ସମ୍ବଲପୁର ଆଇଆଇଏମ୍‌ର ସ୍ଥାୟୀ କ୍ୟାମ୍ପସ ନିର୍ମାଣର ଶିଳାନ୍ୟାସ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ଭାବେ ଯୋଗଦେଇ ଶିଳାନ୍ୟାସ କରିଥିଲେ। ପ୍ରଧାନମନ୍ତ୍ରୀ ପ୍ରଥମେ ପ୍ରଭୁ ଶ୍ରୀ ଜଗନ୍ନାଥ…

ସରକାରଙ୍କ ବଡ଼ ଘୋଷଣା: ସମସ୍ତଙ୍କୁ ମାଗଣାରେ ଦିଆଯିବ କରୋନା ଟିକା

ନୂଆଦିଲ୍ଲୀ,୨।୧: ଭାରତରେ କରୋନା ଟିକାକରଣ ନେଇ ପ୍ରସ୍ତୁତି ଜାରି ରହିଛି। ଶନିବାରଠାରୁ ଦେଶବ୍ୟାପୀ ଡ୍ରାଏ ରନ୍‌ ଆରମ୍ଭ ହୋଇଛି। ତେବେ ସରକାରଙ୍କ ପକ୍ଷରୁ କରୋନା ଟିକାଦାନ ନେଇ ବଡ଼ ଘୋଷଣା କରାଯାଇଛି। ଦେଶରେ ସମସ୍ତଙ୍କୁ ମାଗଣା କରୋନା ଟିକା ଦିଆଯିବ ବୋଲି…

୩୩ ଦେଶରେ ନୂଆ ଷ୍ଟ୍ରେନ୍‌ ଆତଙ୍କ

ନୂଆଦିଲ୍ଲୀ,୨।୧: ବ୍ରିଟେନ୍‌ରୁ ଆରମ୍ଭ ହୋଇଥିବା କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ଏବେ ପୃଥିବୀର ୩୩ଟି ଦେଶରେ ପହଞ୍ଚିଛି। କେତେକ ଦେଶରେ କରୋନା ଟିକାକରଣ ଆରମ୍ଭ ହୋଇଥିବାବେଳେ ନୂଆ ଷ୍ଟ୍ରେନ୍‌ ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ଇତିମଧ୍ୟରେ ୪୦ରୁ…

ମାଡ଼ି ଆସୁଛି ବିପଦ: ୬୩ କୋଟିରୁ ଅଧିକଙ୍କୁ ମିଳିବନି ପିଇବା ପାଣି

ମାଦ୍ରିଦ୍‌,୨।୧: ଜଳବାୟୁ ପରିବର୍ତ୍ତନ, ଦ୍ରୁତ ଶିଳ୍ପାୟନ ଏବଂ ଜଙ୍ଗଲ ନଷ୍ଟ ହେବାର କୁପ୍ରଭାବ ପୃଥିବୀ ଉପରେ ପଡ଼ିବାକୁ ଯାଉଛି। ଆଉ ୨୦ ବର୍ଷ ପରେ ୨୦୪୦ ବେଳକୁ ପୃଥିବୀରେ ଜଳସଙ୍କଟ ଉତ୍କଟ ହେବାର ଆଶଙ୍କା ରହିଛି। ଏହାଯୋଗୁ ପୃଥିବୀର ଏକପଞ୍ଚମାଂଶ ଅର୍ଥାତ୍‌…

ଟିକାଦାନ ପୂର୍ବରୁ ଅଭ୍ୟାସ: ୧୧୬ ଜିଲାରେ ମକ୍‌ ଡ୍ରିଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨।୧: ଭାରତରେ କରୋନା ଟିକାକରଣ ପୂର୍ବରୁ ସମସ୍ତ ବ୍ୟବସ୍ଥାର ତଦାରଖ ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଶନିବାରଠାରୁ ଟିକାକରଣ ଅଭ୍ୟାସ (ମକ୍‌ ଡ୍ରିଲ୍‌) ଆରମ୍ଭ କରାଯାଇଛି। ପୂର୍ବରୁ ପଞ୍ଜାବ, ଆସାମ, ଗୁଜରାଟ ଏବଂ ଆନ୍ଧ୍ରପ୍ରଦେଶ ଆଦି ୪ ରାଜ୍ୟରେ ୪୮ ଘଣ୍ଟିଆ…

ପ୍ରଦୂଷଣ ଯୋଗୁ ୨.୬ ଲକ୍ଷ କୋଟି କ୍ଷତି

ମୁମ୍ବାଇ, ୨।୧: ପ୍ରଦୂଷଣ କବଳରେ ପୂରା ବିଶ୍ୱ। ଦିନକୁ ଦିନ ଏହାର ମାତ୍ରାଧିକ ବୃଦ୍ଧି ଜୀବନ ଧାରଣର ମାନ କମାଇଛି। ବିଭିନ୍ନ ଦେଶ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ଯଥେଷ୍ଟ ହେଉ ନ ଥିବାରୁ ଏହାର ସାମ୍‌ନା କରିବା ଏବେ ବଡ଼ ଆହ୍ବାନ।…

ୟୁଏନ୍‌ଏସ୍‌ସି ଅସ୍ଥାୟୀ ସଦସ୍ୟ ହେଲା ଭାରତ

ଜାତିସଂଘ, ୨।୧(ଆଇଏଏନ୍‌ଏସ୍‌): ସ୍ଥାୟୀ ସଦସ୍ୟତା ଦାବି କରିଆସୁଥିବା ଭାରତ ଶୁକ୍ରବାର ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ର ଅସ୍ଥାୟୀ ସଦସ୍ୟ ହୋଇଛି। ଏବେ ସଦସ୍ୟ ଭାବେ ଭାରତ ଏହାର ‘ବସୁଧୈବ କୁଟୁମ୍ବକମ୍‌’ ବା ସାରା ବିଶ୍ୱ ଏକ ପରିବାର ନୀତିକୁ ପ୍ରସାର କରିପାରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?