ଶୁକ୍ରବାରରୁ ୪ ଜିଲା, ୧ ମହାନଗର ନିଗମ ଲକ୍ଡାଉନ
ଭୁବନେଶ୍ୱର,୧୬।୭(ବ୍ୟୁରୋ)-ଶୁକ୍ରବାରଠାରୁ ୪ ଜିଲା ଓ ରାଉରକେଲା ମହାନଗର ନିଗମରେ ଜୁଲାଇ ୩୧ ଯାଏ ଲକ୍ଡାଉନ ଜାରି ହୋଇଛି। ଗଞ୍ଜାମ, କଟକ, ଖୋର୍ଦ୍ଧା ଓ ଯାଜପୁର ଜିଲାରେ ଏହି ଲକଡାଉନ ଘୋଷଣା ହୋଇଛି। ଶୁକ୍ରବାର ରାତି ୯ଟାରୁ ଏହି କଟକଣା ଲାଗୁ ହେବ…
୨୦ରୁ ରାଜ୍ୟରେ ଟେଲି ମେଡିସିନ୍ ସେବା
ଭୁବନେଶ୍ୱର,୧୬।୭(ବ୍ୟୁରୋ)-ଆସନ୍ତା ୨୦ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ଟେଲି ମେଡିସିନ ସେବା। ରାଜ୍ୟରେ କରୋନା କଟକଣା ପରିସ୍ଥିତି ଯୋଗୁ ସାଧାରଣ ରୋଗୀଟିଏ ହସ୍ପିଟାଲ ଯିବା ସମ୍ଭବ ହୋଇପାରୁ ନାହିଁ। ପ୍ରତିକାର ସ୍ବରୂପ ରାଜ୍ୟ ସରକାର ଟେଲି ମେଡିସିନ୍ ସେବା ଆରମ୍ଭ କରିବାକୁ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୧ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ
ଭୁବନେଶ୍ୱର,୧୬।୭(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାଜପୁର ଜିଲାରୁ ସର୍ବାଧିକ ୯୮ ଜଣ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୮୪, ସୁନ୍ଦରଗଡରୁ ୪୬, ଗଜପତିରୁ ୩୬, ଝାରସୁଗୁଡାରୁ ୩୦, କେନ୍ଦୁଝର, ମାଲକାନଗିରି, ଜଗତସିଂହପୁରରୁ ୧୭ ଜଣ ଲେଖାଏଁ ସୁସ୍ଥ…
ଭୁବନେଶ୍ୱର @ ୯୧୯: ଆଜି ଚିହ୍ନଟ ହେଲେ ୬୦ ନୂଆ କରୋନା ଆକ୍ରାନ୍ତ; ଜାଣନ୍ତୁ କେଉଁଠୁ କେତେ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜଧାନୀରେ ଗୁରୁବାର ନୂଆ ୬୦ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରାଣ୍ଟାଇନ୍ କେନ୍ଦ୍ରରୁ ୪୦ ଜଣ ଥିବା ବେଳେ ୨୦ ଲୋକାଲ କେସ୍ ରହିଛି। ସେହିଭଳି ୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)…
୩୬ ସାଧାରଣ ସମ୍ପାଦକ ନିଯୁକ୍ତ କଲେ ନବୀନ: ଜାଣନ୍ତୁ କାହାକୁ ମିଳିଲା କି ଦାୟିତ୍ୱ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୩୬ଜଣ ନେତାଙ୍କୁ ସାଧାରଣ ସମ୍ପାଦକ ନିଯୁକ୍ତ କରିବା ସହ ବିଭିନ୍ନ ଦାୟିତ୍ୱ ଦେଇଛନ୍ତି। ସୁଶାନ୍ତ ସିଂହ, ଚନ୍ଦ୍ରସାରଥୀ ବେହେରା, ମନୋହର ରନ୍ଧାରୀ, ପୂର୍ଣ୍ଣଚନ୍ଦ୍ର ସ୍ବାଇଁ , ସ୍ନେହାଙ୍ଗିନୀ…
ଭାରତରେ ଅଣାୟତ୍ତ କରୋନା: ୨୪ ଘଣ୍ଟାରେ ୧୦ ଲକ୍ଷ ଛୁଇଁବା ଆଶଙ୍କା
ମୁମ୍ବାଇ, ୧୬।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୨ ହଜାର ୬୯୫ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ…
କିଏ ହେବେ କଂଗ୍ରେସ ଅଧ୍ୟକ୍ଷ: ଯୁବନେତାଙ୍କ ଉପରେ ନାହିଁ ଭରସା
ନୂଆଦିଲ୍ଲୀ, ୧୬।୭: ବିଭିନ୍ନ ରାଜ୍ୟରେ ଶାସକ କଂଗ୍ରେସ ଦଳରେ ବିଦ୍ରୋହୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦଳୀୟ ନେତାଙ୍କୁ ହାଇକମାଣ୍ଡ ଏକଜୁଟ କରି ରଖିବାକୁ ଅସମର୍ଥ ହେଉଛନ୍ତି। ଏପରିସ୍ଥଳେ ଦଳରେ ନୂଆ ମୁଖିଆ ଖୋଜା ଚାଲିଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ କାର୍ଯ୍ୟକାଳ…
ଭାରତରେ ୬ କୋଟି ଟପିପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ, ୧୬।୭: ଆସନ୍ତା ୨୦୨୧ ମାର୍ଚ୍ଚ ବେଳକୁ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ୧୮ ଲକ୍ଷ ଟପିବ ବୋଲି ଭାରତୀୟ ବିଜ୍ଞାନ ସଂସ୍ଥାନ(ଆଇଆଇଏସ୍ସି) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଗଲେ ଏହି…
ସକାଳୁ ସକାଳୁ ଥରିଲା ୩ ରାଜ୍ୟ
ନୂଆଦିଲ୍ଲୀ, ୧୬।୭: ଗୁରୁବାର ଭୋର୍ ୪ଟା ୪୭ ମିନିଟ୍ ରୁ ସକାଳ ୭ଟା ୫୭ ମଧ୍ୟରେ ହିମାଚଳପ୍ରଦେଶ, ଗୁଜରାଟ ଏବଂ ଆସାମରେ ଭୂକମ୍ପ ଅନୁଭୁତ ହୋଇଛି। ହିମାଚଳପ୍ରଦେଶରେ ଭୋର୍ ୪ଟା ୪୭ରେ ଭୂକମ୍ପ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୨.୩…
ଭାରତର ଜନସଂଖ୍ୟା କମିଯିବ ୨୬ କୋଟି
ଓ୍ବାଶିଂଟନ, ୧୬।୭: ଆଗାମୀ ୨୧୦୦ ବେଳକୁ ଭାରତର ଜନସଂଖ୍ୟା ୩୨ ପ୍ରତିଶତ କମିଯିବ। ଏନେଇ ଲାସେଣ୍ଟ୍ ପ୍ରତିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ୨୦୪୮ ବେଳକୁ ଭାରତର ଜନସଂଖ୍ୟା ୧୬୦ କୋଟିରେ ପହଞ୍ଚିବାର ସମ୍ଭାବନା ରହିଛି। ତେବେ ପରବର୍ତ୍ତୀ ସମୟରେ ଏହା…
CORONAVIRUS UPDATE: ରାଜ୍ୟରେ ୧୫ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧୬।୭(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା। ରାଜ୍ୟରେ ଗୁରୁବାର ପୁଣି ୪୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ହଜାରକୁ ଟପିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୨୨କ୍ୱାରାଣ୍ଟାଇନ୍ ସେଣ୍ଟରର ହୋଇଥିବା…
କରୋନା ପରବର୍ତ୍ତୀ ସ୍ଥିତି ବିଶ୍ୱ ଅର୍ଥନୀତି ଲାଗି ଚ୍ୟାଲେଞ୍ଜ
ନୂଆଦିଲ୍ଲୀ,୧୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଭାରତ- ୟୁରୋପ ସଂଘ(ଇୟୁ) ସମିଟ୍କୁ ଭିଡିଓ କନ୍ଫରେନ୍ସରେ ଉଦ୍ବୋଧନ ଦେଇ ଅର୍ଥନୀତି ସୁଧାର ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାମାରୀ କରୋନା ପରେ ବିଶ୍ୱ ଅର୍ଥନୀତି ବହୁ ଜଟିଳତାର ସମ୍ମୁଖୀନ ହେବ। ଏଥିଲାଗି ସମସ୍ତ ଗଣତାନ୍ତ୍ରିକ…
Archives


