Home Middle

ଦୋହଲିଯାଇଛି ଅନୁଗୋଳ ପର୍ଯ୍ୟଟନ ଶିଳ୍ପ

ଅନୁଗୋଳ ଅଫିସ, ୧୬ା୭:  କରୋନା ସଂକ୍ରମଣ ରୋକିହେଉନି କି ଲକ୍‌ଡାଉନ୍‌, ଶଟ୍‌ଡାଉନରେ ବ୍ରେକ୍‌ ଲାଗୁନି। ଫଳରେ ଟ୍ରାକ୍‌କୁ ଫେରିପାରୁନି ସାଧାରଣ ଜୀବନଯାତ୍ରା। ମହାମାରୀ ଚେନ୍‌ ଭାଙ୍ଗିବାକୁ ପ୍ରତିଟି କ୍ଷେତ୍ରରେ କଟକଣା ଲାଗିଥିବା ବେଳେ ୪ ମାସ ହେଲା ଧର୍ମାନୁଷ୍ଠାନ, ପର୍ଯ୍ୟଟନସ୍ଥଳୀ ଆଦି ଖୋଲିପାରୁ…

୭ ହଜାର ସ୍ବାସ୍ଥ୍ୟକର୍ମୀ ପଦବୀ ପାଇଁ ବାହାରିଲା ବିଜ୍ଞପ୍ତି: ଦରମା ଏତିକି…

ଭୁବନେଶ୍ୱର,୧୫।୭(ବ୍ୟୁରୋ)-କରୋନା ମୁକାବିଲା ପାଇଁ ପ୍ରତି ପଞ୍ଚାୟତର କୋଭିଡ୍‌ କେୟାର ହୋମରେ ସ୍ବାସ୍ଥ୍ୟ କର୍ମୀ ନିଯୁକ୍ତି ହେବେ। ରାଜ୍ୟ ସରକାର ୬୭୯୮ ଗ୍ରାମ ପଞ୍ଚାୟତରେ ୭ହଜାର ତାଲିମପ୍ରାପ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ନିଯୁକ୍ତି ଦେବେ। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ ପ୍ଲାଜମା ଥେରାପି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୭(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସ ଜରିଆରେ ଗୁରୁତର କୋଭିଡ୍‌ ରୋଗୀଙ୍କ ଚିକିତ୍ସା ପାଇଁ କଟକ ଏସ୍‌ସିବି ମେଡିକାଲ କଲେଜରେ କୋଭିଡ୍‌ ପ୍ଲାଜ୍‌ମା ବ୍ୟାଙ୍କ ଉଦ୍‌ଘାଟନ କରିଛନ୍ତି। ଏହାଦ୍ୱାରା ପ୍ଲାଜ୍‌ମା ଥେରାପି ବ୍ୟବସ୍ଥା ଆରମ୍ଭ କରିଥିବା ଦେଶର ଅଳ୍ପ କେତେକ…

CORONAVIRUS UPDATE: ରାଜ୍ୟରେ ଆଜି ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬୧୨ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୧୦,୦୦୦ ଟପିଲା

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ବୁଧବାର ରେକର୍ଡ ସଂଖ୍ୟକ ୬୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୧୦,୦୦୦ ଡେଇଁଛି। ଏବେ ମୋଟ ୧୦,୪୭୬ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଲେଣି। ଏନେଇ ଅପରାହ୍ନରେ ସ୍ବାସ୍ଥ୍ୟ ଓ ପରିବାର…

କଟକ ସହରରେ ଆଜି ପୁଣି ୪ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୨୯୫କୁ ବୃଦ୍ଧି

କଟକ ଅଫିସ,୧୫ା୭: ବୁଧବାର କଟକ ସହରରେ ୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଟକ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୯୫କୁ ବୃଦ୍ଧି ପାଇଥିବା ସିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨ଟି ଇନ୍‌ଷ୍ଟିଚ୍ୟୁଶନାଲ କେସ୍‌ ହୋଇଥିବା…

ରେକର୍ଡ କଲା ରାଜଧାନୀ: ଆଜି ଚିହ୍ନଟ ହେଲେ ୯୦ ଆକ୍ରାନ୍ତ; ଅଛି ୨୭ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜଧାନୀରେ ବୁଧବାର ଆଉ ୯୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି। ସେଥିରୁ ୪୬୨ ଆକ୍ଟିଭ କେସ୍‌ ରହିଥିବା ବେଳେ ୩୮୫ଜଣ ସୁସ୍ଥ ହୋଇ…

ମୋଦି-ଶାହା ଯୋଡ଼ିଙ୍କ ଚୌକା ଛକା: ୭ ବର୍ଷରେ ୭ ରାଜ୍ୟରେ ଅସମ୍ଭବ ହୋଇଛି ସମ୍ଭବ

ନୂଆଦିଲ୍ଲୀ, ୧୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଯୋଡ଼ି ବେଶ୍‌ ସଫଳ ରହିଛି। ୨୦୧୪ ଠାରୁ ଗତ ୭ ବର୍ଷ ମଧ୍ୟରେ ୭ ରାଜ୍ୟରେ ମୋଦି-ଶାହାଙ୍କ ଯୋଜନାବଦ୍ଧ ରଣନୀତି ଯୋଗୁ ଅସମ୍ଭବ ସମ୍ଭବ ହୋଇଛି। ମୋଦି-ଶାହା…

ପ୍ରକାଶ ପାଇଲା ସିବିଏସ୍‌ଇ ପରୀକ୍ଷା ଫଳ: ଜାଣନ୍ତୁ କେତେ ରହିଛି ପାସ୍‌ହାର

ନୂଆଦିଲ୍ଲୀ,୧୫।୭: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ୍‌(ସିବିଏସ୍‌ଇ) ଦଶମ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥର ପାସ୍‌ ହାର ୯୧.୪୬ ପ୍ରତିଶତ ହୋଇଛି। ସେଥିମଧ୍ୟରୁ ୯୩.୩୧ ଛାତ୍ରୀ ଥିବାବେଳେ ୯୦.୧୪ ପ୍ରତିଶତ ଛାତ୍ର ପାସ୍‌ କରିଛନ୍ତି। ଛାତ୍ରୀଛାତ୍ର ପରୀକ୍ଷା ଫଳ ଜାଣିବା…

ଅଗଷ୍ଟ ୧୫ ନିଆରା ଢ଼ଙ୍ଗରେ ହେବ ପାଳନ: ଲାଲ୍‌ କିଲ୍ଲାରେ ଯୋଗଦେବେ ୧୫୦୦ କରୋନା ବିଜେତା

ନୂଆଦିଲ୍ଲୀ, ୧୫।୭: ଚଳିତ ବର୍ଷ ଅଗଷ୍ଟ ୧୫ରେ ଲାଲ୍‌ କିଲ୍ଲାରେ ହେବାକୁ ଥିବା ସ୍ବାଧୀନତା ଦିବସ ଉତ୍ସବରେ ଛୋଟ ପିଲା ଯୋଗଦେବେ ନାହିଁ। ସେମାନଙ୍କ ବଦଳରେ ୧୫୦୦ କରୋନ ବିଜେତା ଉତ୍ସବରେ ଉପସ୍ଥିତ ରହିବେ। କରୋନାକୁ ପରାଜିତ କରି ସୁସ୍ଥ ହୋଇଥିବା…

ଦେଶରେ କରୋନା ଅଣାୟତ୍ତ: ୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଟପିବା ଆଶଙ୍କା

ନୂଆଦିଲ୍ଲୀ, ୧୫।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୯ ହଜାର ୪୨୯ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୫୮୨ ଜଣଙ୍କ ମୃତ୍ୟୁ ଘଟିଛି। ଦେଶରେ ମୋଟ…

ଗେହଲଟଙ୍କ ଗେମ୍‌ ପ୍ଲାନ୍‌: ମନ୍ତ୍ରିମଣ୍ଡଳରେ ୨ ଉପମୁଖ୍ୟମନ୍ତ୍ରୀ

ଜୟପୁର, ୧୫।୭: ରାଜସ୍ଥାନରେ ଶାସକ କଂଗ୍ରେସ ସରକାର କ୍ଷମତା ଚ୍ୟୁତ ହେବା ପୂର୍ବରୁ ଷଡ଼ଯନ୍ତ୍ର ଫସର ଫାଟିଯାଇଛି। ଏବେ ଦଳର ସମସ୍ତ ସଦସ୍ୟତାରୁ ବିଦ୍ରୋହୀ ସଚିନ ପାଇଲଟଙ୍କୁ ହଟାଇ ଦିଆଯାଇଛି। ତେବେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିବାକୁ…

କରୋନା ନେଲା ଆଉ ୩ ଜୀବନ: ମୃତ୍ୟୁ ସଂଖ୍ୟା ୭୭କୁ ବୃଦ୍ଧି

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୭ରେ ପହଞ୍ଚିଛି। ୩…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri