CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୧୮କରୋନା ପଜିଟିଭ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪, ୮୯୮ରେ ପହଞ୍ଚିଲା
ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୬୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪, ୮୯୮ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…
ଅନ୍ଲାଇନ୍ କ୍ଲାସ୍: ଛୋଟ ପିଲା ଅଧଘଣ୍ଟାରୁ ଅଧିକ ପଢ଼ିବେନି
ନୂଆଦିଲ୍ଲୀ, ୧୫।୭: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଏପରିସ୍ଥଳେ ସମସ୍ତ ସ୍କୁଲ କଲେଜକୁ ମାର୍ଚ୍ଚ ୧୬ଠାରୁ ବନ୍ଦ କରାଯାଇଛି। ଫଳରେ ୨୪ କୋଟିରୁ ଅଧିକ ଛାତ୍ରୀଛାତ୍ରଙ୍କ ଶିକ୍ଷା ପ୍ରଭାବିତ ହୋଇଛି। ଛାତ୍ରୀଛାତ୍ରମାନେ ଅନ୍ଲାଇନ୍ କ୍ଲାସ୍ ଦ୍ୱାରା ପାଠପଢ଼ା…
ନିର୍ମାଣ ହେବ ନୂଆ ସଂସଦ ଭବନ: ଦୌଡ଼ରେ ୭ କମ୍ପାନୀ
ନୂଆଦିଲ୍ଲୀ, ୧୫।୭: ଭାରତର ନୂଆ ସଂସଦ ଭବନ ନିର୍ମାଣ କରାଯିବ। ଏଥିପାଇଁ ଦୌଡ଼ରେ ୭ଟି କମ୍ପାନୀ ରହିଛନ୍ତି। ସେସବୁ କମ୍ପାନୀ ମଧ୍ୟରେ ଉତ୍ତରପ୍ରଦେଶ ସରକାରୀ ନିଗମ ଲିମିଟେଡ୍, ଟାଟା ପ୍ରୋଜେକ୍ଟ ଲିମିଟେଡ୍, ଲାର୍ସନ୍ ଆଣ୍ଡ ଟୁବ୍ରୋ ଲିମିଟେଡ୍, ଆଇଟିଡି ସିମେଣ୍ଟଶନ୍ ଇଣ୍ଡିଆ…
ଖୁସି ଖବର: କରୋନା ଟୀକା ପ୍ରସ୍ତୁତିରେ ଆମେରିକାକୁ ସଫଳତା
ଓ୍ବାଶିଂଟନ, ୧୫।୭: ଆମେରିକାରୁ ଖୁସି ଖବର ମିଳିଛି। କରୋନା ସଂକ୍ରମଣ ରୋକିବା ପାଇଁ ଆମେରିକା ଟୀକା ପ୍ରସ୍ତୁତିରେ ସଫଳତା ହାସଲ କରିଛି। ଏହାର ପ୍ରୟୋଗ ମନୁଷ୍ୟଙ୍କଠାରେ କରାଗଲେ ଶରୀରର ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ପାଉଥିବା କୁହାଯାଉଛି। ଆମେରିକା ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍…
ପାଇଲଟଙ୍କୁ ଓହ୍ଲାଇଦେଲା କଂଗ୍ରେସ
ଜୟପୁର/ନୂଆଦିଲ୍ଲୀ,୧୫ା୭: ଯାହା ଆଶଙ୍କା କରାଯାଉଥିଲା ଶେଷରେ ତାହା ହିଁ ହେଲା। ରାଜସ୍ଥାନରେ ଗେହଲଟ ସରକାର ରୂପକ ବିମାନରୁ ସହଚାଳକ (କୋପାଇଲଟ) ସଚିନ ପାଇଲଟଙ୍କୁ ଓହ୍ଲାଇଦେଇଛି କଂଗ୍ରେସ। ଏହି ବିଦ୍ରୋହୀ ନେତାଙ୍କୁ ଉଭୟ ଉପମୁଖ୍ୟମନ୍ତ୍ରୀ ଓ ରାଜସ୍ଥାନ ପ୍ରଦେଶ କଂଗ୍ରେସ କମିଟି (ପିସିସି)…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬୦୯ ଆକ୍ରାନ୍ତ; ସର୍ବାଧିକ ଗଞ୍ଜାମର
ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ରେକର୍ଡ ସଂଖ୍ୟକ ୬୦୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ମୋଟ ଆରୋଗ୍ୟ ସଂଖ୍ୟା ୯୮୬୪କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ସର୍ବାଧିକ ୨୬୮ଜଣ ଗଞ୍ଜାମର ଅଛନ୍ତି। ଏହାଛଡ଼ା ସୁନ୍ଦରଗଡ଼ର ୧୩୫,…
ରାଜଧାନୀବାସୀଙ୍କୁ ଡରାଇଲାଣି କରୋନା: ଆଜି ଚିହ୍ନଟ ହେଲେ ୫୧ ଆକ୍ରାନ୍ତ; ଅଛି ୧୬ ଲୋକାଲ୍ କେସ୍
ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ୫୧ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ନୂତନ ଆକ୍ରାନ୍ତଙ୍କ ମଧ୍ୟରେ ୩୫ଜଣ କ୍ୱାରାଣ୍ଟାଇନ୍ କେସ୍ ରହିଥିବା ବେଳେ ୧୬ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୬୯କୁ ବୃଦ୍ଧି…
ଆଇପିଏସ୍ ସ୍ତରରେ ବଡ଼ ଅଦଳବଦଳ: କାହାକୁ ମିଳିଲା କେଉଁ ଦାୟିତ୍ୱ ଜାଣନ୍ତୁ …
ଭୁବନେଶ୍ୱର, ୧୪।୭(ବ୍ୟୁରୋ): କରୋନା ମହାମାରୀ ସମୟରେ ମଙ୍ଗଳବାର ରାଜ୍ୟ ସରକାର ଆଇପିଏସ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଓ କଟକ ପାଇଁ ନୂଆ ଡିସିପି ନିଯୁକ୍ତ କରାଯାଇଛି। ତଦନୁଯାୟୀ, ଉମାକାନ୍ତ ଦାଶଙ୍କୁ ଭୁବନେଶ୍ୱର ଡିସିପି ଭାବେ…
ପାଇଲଟ୍ଙ୍କ ଅସଫଳ ଆକ୍ରମଣ: ଶକ୍ତି ପରୀକ୍ଷା ଲାଗି ଅମଙ୍ଗ ଭାଜପା
ଜୟପୁର, ୧୪।୭: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ ସରକାରଙ୍କ ପାଇଁ ସମସ୍ୟା ସୃଷ୍ଟି କରିଥିବା ଯୁବନେତା ସଚିନ୍ ପାଇଲଟ୍ଙ୍କୁ ଏବେ ଦଳର ସମସ୍ତ ପଦବୀରୁ ହଟାଇ ଦିଆଯାଇଛି। ବିଦ୍ରୋହୀ ନେତା ସଚିନ୍ଙ୍କ ସମର୍ଥନରେ ୨୨ ବିଧାୟକ ରହିଥିବା କୁହାଯାଉଛି। ତେବେ ସେଥିମଧ୍ୟରୁ…
ଭୁବନେଶ୍ୱର, କଟକରେ ନୂଆ ଡିସିପି
ଭୁବନେଶ୍ୱର, ୧୪।୭(ବ୍ୟୁରୋ): ମଙ୍ଗଳବାର ରାଜ୍ୟ ସରକାର ଆଇପିଏସ୍ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଓ କଟକ ପାଇଁ ନୂଆ ଡିସିପି ନିଯୁକ୍ତ କରାଯାଇଛି। ତଦନୁଯାୟୀ, ଉମାକାନ୍ତ ଦାଶଙ୍କୁ ଭୁବନେଶ୍ୱର ଡିସିପି ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି…
ଆଉ ୪ ଜୀବନ ନେଲା କରୋନା: ମୃତ୍ୟୁ ସଂଖ୍ୟା ୭୪କୁ ବୃଦ୍ଧି
ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନାରେ ଆଉ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୪ରେ ପହଞ୍ଚିଛି। ଏହା…
CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୪୩ କରୋନା ପଜିଟିଭ; ୧୪ ହଜାର ଟପିଲା ମୋଟ ଆକ୍ରାନ୍ତ ସଂଖ୍ୟା
ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୫୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜର ଟପି ୧୪,୨୮୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…
Archives


