୯ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଭାରତରେ ସ୍ଥିତି ଅଣାୟତ୍ତ ହେବା ଆଶଙ୍କା
ନୂଆଦିଲ୍ଲୀ, ୧୪।୭: ଭାରତରେ କରୋନା ଧୀରେଧୀରେ ଅଣାୟତ୍ତ ହେଉଥିବା ଆଶଙ୍କା କରାଯାଉଛି। ଇତିମଧ୍ୟରେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬ ହଜାର ୭୫୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୮ ହଜାର ୪୯୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ…
କରୋନା ସଂକ୍ରମଣ ଅତି ଖରାପ ସ୍ଥିତିରେ ପହଞ୍ଚିବ: ଡବ୍ଲ୍ୟୁଏଚ୍ଓ
ଜେନେଭା, ୧୪।୭: ଆଗାମୀ ଦିନରେ ପୃଥିବୀରେ କରୋନା ସଂକ୍ରମଣ ଅତି ଖରାପ ସ୍ଥିତିରେ ପହଞ୍ଚିବ। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ସୂଚନା ଦିଆଯାଇଛି। ଡବ୍ଲ୍ୟୁଏଚ୍ଓ ମୁଖ୍ୟ ଟେଡ୍ରୋସ୍ ଏଡ଼ନୋମ୍ ଗେବ୍ରିୟେସସ୍ କହିଛନ୍ତି ଯେ, ଲୋକ ସଚେତନ ହେଉ ନ ଥିବାରୁ ଦିନକୁ…
ଭାରତରେ ୭୫ ହଜାର କୋଟି ନିବେଶ କରିବ ଗୁଗଲ
ନୂଆଦିଲ୍ଲୀ,୧୪।୭: ସର୍ଚ୍ଚ ଇଞ୍ଜିନ ଗୁଗଲ ଆଗାମୀ ୫ରୁ ୭ ବର୍ଷରେ ଭାରତ ବଜାରରେ ୭୫ ହଜାର କୋଟି ଟଙ୍କା ନିବେଶ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଗୁଗଲ ଏବଂ ଆଲ୍ଫାବେଟ୍ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ସୁନ୍ଦର ପିଚାଇ ସୋମବାର ଆଲୋଚନା…
୧୮ ବରିଷ୍ଠ ବିଜେଡି ନେତ୍ରୀଙ୍କୁ ଜିଲା ଦାୟିତ୍ୱ ଦେଲେ ନବୀନ
ଭୁବନେଶ୍ୱର,୧୩ା୭(ବ୍ୟୁରୋ)-ବିଜେଡିର ବରିଷ୍ଠ ନେତାମାନଙ୍କୁ ବିଭିନ୍ନ ଦାୟିତ୍ୱ ବଣ୍ଟନ କରିବା ପରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ରାଜ୍ୟ କମିଟିରେ ଥିବା ବରିଷ୍ଠ ନେତ୍ରୀମାନଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ ବଣ୍ଟନ କରିଛନ୍ତି। ସେମାନେ ଦଳର ସଂଗଠନ ଗୁଡିକୁ ତଦାରଖ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୫୦୫ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ
ଭୁବନେଶ୍ୱର,୧୩।୭(ବ୍ୟୁରୋ)-ରାଜ୍ୟରେ ସୋମବାର ପୁଣି ୫୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୪୮ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୭୧, ଖୋର୍ଦ୍ଧାରୁ ୫୨, କଟକରୁ ୪୫, ପୁରୀରୁ ୧୧, ଗଜପତିରୁ ୧୦, ନବରଙ୍ଗପୁରରୁ ୯, ଯାଜପୁରରୁ ୮, ନୟାଗଡରୁ ୮,…
କରୋନା ସଂକ୍ରମଣ ଭୟ: ବ୍ରହ୍ମପୁର ସୀମା ସିଲ୍
ବ୍ରହ୍ମପୁର ଅଫିସ,୧୩।୭-ସାରା ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ଗଞ୍ଜାମ ଜିଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଏହାକୁ ନେଇ ଚିନ୍ତାରେ ପଡ଼ିଛି ଜିଲା ପ୍ରଶାସନ। ଏହାକୁ ଦୃଷ୍ଟିରେ ରଖି ସୋମବାର ବ୍ରହ୍ମପୁର ସହରର ଚାରି…
କଂଗ୍ରେସର ଫାଇଟର ପାଇଲଟ୍ ଶତ୍ରୁ ଶିବିର ମୁହାଁ
ଜୟପୁର,୧୩।୭: ରାଜସ୍ଥାନରେ କ୍ଷମତାରେ ଥିବା କଂଗ୍ରେସ ସରକାରରେ ଫାଟ ସୃଷ୍ଟି ହୋଇଛି। ୨୦୧୮ ବିଧାନସଭା ନିର୍ବାଚନରେ କଂଗ୍ରେସ ଦଳର ଫାଇଟର ପାଇଲଟ୍ ବୋଲାଉଥିବା ସଚିନ ପାଇଲଟ୍ ଏବେ ଶତ୍ରୁ ଶିବିର ଭାଜପା ମୁହାଁ ହୋଇଥିବା ନେଇ ଚର୍ଚ୍ଚା ହେଉଛି। ୨୦୧୮ରେ ଥିବା…
ଜୁଲାଇ ୩୧ ଭିତରେ ମାଟ୍ରିକ ରେଜଲ୍ଟ, ଯୁକ୍ତ ୨ ଖାତା ମୂଲ୍ୟାୟନରେ ରହୁଛି ସମସ୍ୟା
ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଜୁଲାଇ ୩୧ ଭିତରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୋମବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାଟ୍ରିକ ଖାତାଦେଖା ସରିଛି। ଏବେ ଟାବୁଲେସନ ଚାଲିଛି। ଆହୁରି…
ଗେହଲଟ୍ଙ୍କ ରାଜସ୍ଥାନରେ ଭାଜପାର ପାଇଲଟ୍ ପ୍ରୋଜେକ୍ଟ
ଜୟପୁର,୧୩।୭: ରାଜସ୍ଥାନରେ ଭାଜପାର ଅପରେଶନ୍ ଲୋଟସ୍ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ସଚିନ୍ ପାଇଲଟ୍ଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଫାଟର ଫାଇଦା ନେବାକୁ ଭାଜପା ଯୋଜନା କରୁଥିବା ଅଭିଯୋଗ ହେଉଛି। ଗେହଲଟ୍ଙ୍କ ରାଜସ୍ଥାନରେ ଭାଜପା ପାଇଲଟ୍ ପ୍ରୋଜେକ୍ଟ କରିବାକୁ…
ପୁଣି ୬ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟରେ କରୋନା ଯୋଗୁ ଆଉ ୬ ଜଣଙ୍କ ଜୀବନ ଯାଇଛି। ଫଳରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି। ଏହି ୬ ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୪ ଜଣ ଥିବା ବେଳେ କଟକ ଓ ଭୁବନେଶ୍ୱରରୁ ଜଣେ…
କଂଗ୍ରେସରେ ସଙ୍କଟମୋଚକଙ୍କ ଅଭାବ: ହାଇକମାଣ୍ଡଙ୍କୁ ନାହିଁ ଭୟ
ନୂଆଦିଲ୍ଲୀ, ୧୩।୭: ମଧ୍ୟପ୍ରଦେଶ ପରେ ଏବେ ରାଜସ୍ଥାନରେ ଶାସକ କଂଗ୍ରେସ ଦଳରେ ଅସନ୍ତୋଷ ବଢ଼ିଚାଲିଛି। ୧୩୫ ବର୍ଷ ସର୍ବପୁରାତନ ରାଜନୈତିକ ଦଳରେ ଏଭଳି ସ୍ଥିତି ଲଗାତାର ସୃଷ୍ଟି ହେବା ପଛରେ ଏକ ଗୁରୁତ୍ୱପୂର୍ଣ୍ଣ କାରଣ ରହିଛି। ଦଳରେ ସଙ୍କଟମୋଚକଙ୍କ ଅଭାବ ଯୋଗୁ…
CORONAVIRUS UPDATE: ଆଜି ପୁଣି ୬୧୬ ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୭୩୭ରେ ପହଞ୍ଚିଲା
ଭୁବନେଶ୍ୱର,୧୩ା୭(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୬୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩, ୭୩୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ…
Archives


