Home Middle

ଦୃଷ୍ଟି ଆଢୁଆଳରେ ପର୍ଯ୍ୟଟନ ବିଭାଗ

ଢେଙ୍କାନାଳ ଅଫିସ,୨୪ା୧୨: ପର୍ଯ୍ୟଟନ କ୍ଷେତ୍ରରେ ରାଜ୍ୟ ଏବଂ ଜାତୀୟସ୍ତରରେ ଢେଙ୍କାନାଳ ଜିଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ପ୍ରସିଦ୍ଧ ଶୈବପୀଠ କପିଳାସ, ସବୁଜିମା ସପ୍ତଶଯ୍ୟା, ମହିମାଧର୍ମର ପୀଠ ମହିମାଗାଦି ଯୋରନ୍ଦା ପାଇଁ ଢେଙ୍କାନାଳ ଜିଲା ପ୍ରସିଦ୍ଧ। ପ୍ରତିବର୍ଷ ଦେଶର ବିଭିନ୍ନ ପ୍ରାନ୍ତରୁ…

ଚାଷୀଙ୍କୁ ମନାଇବାକୁ ଉଦ୍ୟମ

ନୂଆଦିଲ୍ଲୀ, ୨୪।୧୨: ଡିସେମ୍ବର ୨୫ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୯ କୋଟି ଚାଷୀଙ୍କ ସହ ଭର୍ଚୁଆଲ ବୈଠକ କରିବେ। କୃଷି ଆଇନର ଲକ୍ଷ୍ୟ ସମ୍ପର୍କରେ ସେ ଚାଷୀମାନଙ୍କୁ ଅବଗତ…

ଅଧା ବ୍ରିଟେନ ଫେରନ୍ତାଙ୍କଠାରେ ନୂଆ ଷ୍ଟ୍ରେନ୍‌ ଆଶଙ୍କା

ନୂଆଦିଲ୍ଲୀ, ୨୪।୧୨: ବ୍ରିଟେନରୁ ଭାରତ ଫେରିଥିବା ଯାତ୍ରୀଙ୍କ ମଧ୍ୟରୁ ୨୨ ଜଣଙ୍କଠାରେ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରୁ ଅଧା ଯାତ୍ରୀଙ୍କଠାରେ କୋଭିଡ୍‌-୧୯ର ନୂଆ ଷ୍ଟ୍ରେନ୍‌ ଥାଇପାରେ ବୋଲି ବିଶେଷଜ୍ଞମାନେ ବିଶ୍ୱାସ କରୁଛନ୍ତି। କାରଣ ବ୍ରିଟେନରେ ପଜିଟିଭ୍‌ ଚିହ୍ନଟଙ୍କ ମଧ୍ୟରୁ…

ପିଏଜିଡି ୧୧୦, ଭାଜପା ୭୪

ଶ୍ରୀନଗର/ଜମ୍ମୁ, ୨୪।୧୨ (ପି.ଟି.): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ଥର ପାଇଁ ଡିଡିସି ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଫଳରେ ଭୋଟ ଦେବା ପାଇଁ ମତଦାତାଙ୍କ ମଧ୍ୟରେ ବେଶ୍‌ ଆଗ୍ରହ ଦେଖାଯାଇଥିଲା। ସାମ୍ବିଧାନିକ ପରିବର୍ତ୍ତନକୁ ବିରୋଧ କରି ଆଞ୍ଚଳିକ…

ବଂଶୀକୁ ଲକ୍ଷ୍ୟଭେଦ କଲା ଏମ୍‌ଆର୍‌ଏସ୍‌ଏଏମ୍‌

ବାଲେଶ୍ୱର ଅଫିସ,୨୩।୧୨-ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ରୁ ବୁଧବାର ଅପରାହ୍ନ ୩ଟା ୫୫ମିନିଟ୍‌ରେ ଉଚ୍ଚ କ୍ଷମତା ସମ୍ପନ୍ନ କ୍ଷେପଣାସ୍ତ୍ର ପରୀକ୍ଷଣ କରାଯାଇଛି। ଭାରତ-ଇସ୍ରାଏଲ ମିଳିତ ସହଯୋଗରେ ଏମ୍‌ଆର୍‌ଏସଏଏମ୍‌(ମିଡ଼ିୟମ୍‌ ରେଞ୍ଜ ସର୍‌ଫେସ ଟୁ ଏୟାର ମିଶାଇଲ)କୁ ୩ ନମ୍ବର ଲଞ୍ଚ ପ୍ୟାଡ୍‌ରୁ…

ଭୁବନେଶ୍ୱରରେ ବ୍ରିଟେନ୍‌ ଫେରନ୍ତା

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ)- ଭୁବନେଶ୍ୱରରେ ଜଣେ ବ୍ରିଟେନ ଫେରନ୍ତା ଚିହ୍ନଟ ହୋଇଛନ୍ତି। ଚିହ୍ନଟ ବ୍ୟକ୍ତି ଜଣକ ଗତ ସପ୍ତାହରେ ବ୍ରିଟେନ୍‌ରୁ ଫେରିଛନ୍ତି। ବର୍ତ୍ତମାନ ତାଙ୍କୁ ସରକାରୀ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟ୍ରେସ୍‌ କରାଯାଉଛି। ଚିହ୍ନଟ ବ୍ୟକ୍ତିଙ୍କ ସହିତ…

ଆଇପିଏସ୍‌ ଅଫିସର ସ୍ତରରେ ବଡଧରଣର ଅଦଳ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ)-ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ୨୧ ଜଣ ଆଇପିଏସ୍‌ ଓ ଜଣେ ଓପିଏସ୍‌ ଅଧିକାରୀଙ୍କୁ ବଦଳି କରାଯାଇଛି । ଏ ନେଇ ବୁଧବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି…

୧୬ ଲକ୍ଷ ୭୦ ହଜାର ଲୋକଙ୍କ ଜୀବନ ନେଇଛି ପ୍ରଦୂଷଣ

ନୂଆଦିଲ୍ଲୀ,୨୩।୧୨: ପ୍ରଦୂଷଣ ଯୋଗୁ ଭାରତରେ ୨୦୧୯ରେ ୧୬ ଲକ୍ଷ ୭୦ ହଜାର ଲୋକଙ୍କ ମୃତ୍ୟୁ ଘଟିଛି। ଦେଶର ମୋଟ ମୃତ୍ୟୁ ସଂଖ୍ୟାର ଏହା ହେଉଛି ୧୮ ପ୍ରତିଶତ। ଏସମ୍ପର୍କରେ ଦ ଲାସେଣ୍ଟ୍‌ ପକ୍ଷରୁ ଜାରି ହୋଇଥିବା ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି।…

ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା ଟିକାକୁ ଆସନ୍ତା ସପ୍ତାହରେ ମଞ୍ଜୁରୀ ଦେଇପାରନ୍ତି ସରକାର

ନୂଆଦିଲ୍ଲୀ,୨୩।୧୨: କରୋନା ପ୍ରତିଷେଧକ ଟିକାକୁ ସାର୍ବଜନୀକ ଭାବେ ଦେବା ପାଇଁ ଭାରତ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଆସନ୍ତା ସପ୍ତାହରେ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଆଷ୍ଟ୍ରାଜେନିକା ଦ୍ୱାରା ପ୍ରସ୍ତୁତ କରୋନା ଟିକାକୁ ଭାରତୀୟ କେନ୍ଦ୍ରୀୟ ଔଷଧି ମାନକ ନିୟନ୍ତ୍ରଣ ସଂଗଠନ (ସିଡ଼ିଏସ୍‌ସିଓ)…

ଗ୍ୟାସ୍‌ ଲିକ୍‌: ୨ ଅଫିସର ମୃତ, ୨୦ରୁ ଅଧିକ କର୍ମଚାରୀ ଅସୁସ୍ଥ

ପ୍ରୟାଗରାଜ,୨୩।୧୨: ଉତ୍ତରପ୍ରଦେଶର ପ୍ରୟାଗରାଜସ୍ଥିତ ଫୁଲପୁର ଇଫ୍‌କୋ କାରଖାନାରୁ ଗ୍ୟାସ୍‌ ଲିକ୍‌ ଘଟଣାରେ ୨ ଜଣ ଅଫିସରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ କର୍ମଚାରୀ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କାରଖାନାରୁ ଏମୋନିଆ ଗ୍ୟାସ୍‌…

୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କ ଦର୍ଶନ କଲେ ସେବାୟତ ପରିବାର

ପୁରୀ ଅଫିସ, ୨୩।୧୨: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଦୀର୍ଘ ୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର। ଆରମ୍ଭ ହେଲା ଭକ୍ତ-ଭଗବାନଙ୍କ ମିଳନ। ଭୋର ୪ଟା ୪୦ରେ ସିଂହଦ୍ୱାର ଫିଟାଯିବା ପରେ ଦର୍ଶନ ଆରମ୍ଭ ହୋଇଛି। ତେବେ ଆଜିଠୁ ୩ଦିନ ସେବାୟତ…

ବ୍ରିଟେନ୍‌ ଯାତ୍ରୀଙ୍କ ପାଇଁ ଏସ୍‌ଓପି ଜାରି

ନୂଆଦିଲ୍ଲୀ, ୨୩।୧୨: ଉତ୍ତରପଶ୍ଚିମ ୟୁରୋପରେ କରୋନା ଭୂତାଣୁର ଏକ ନୂଆ ରୂପ ବ୍ୟାପିବା ଫଳରେ ନିକଟରେ ବ୍ରିଟେନ ଯାତ୍ରା କରିଥିବା ଲୋକଙ୍କ ପାଇଁ କେନ୍ଦ୍ର ସରକାର ମଙ୍ଗଳବାର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି। କୋଭିଡ୍‌ର ଏହି ନୂଆ ରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?