CORONAVIRUS UPDATE: ଆଜି ଚିହ୍ନଟ ହେଲେ ୫୯୫ ଆକ୍ରାନ୍ତ; ମୋଟ ସଂଖ୍ୟା ୧୩,୧୨୧କୁ ବୃଦ୍ଧି
ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ରବିବାର ୫୯୫ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିରୁ ୩୯୪ କ୍ୱାରାଣ୍ଟାଇନ୍ କେସ୍ ଥିବା ବେଳେ ୨୦୧ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧୩୧୨୧କୁ ବୃଦ୍ଧି ପାଇଛି। ସେଥିରୁ ୮୩୬୦ ସୁସ୍ଥ…
ଷ୍ଟାର୍ଟଅପ୍ ଏବେ ଷ୍ଟପ୍
ଭୁବନେଶ୍ୱର,୧୨।୭: କୋଭିଡ୍-୧୯ ସମଗ୍ର ଦେଶରେ ବ୍ୟବସାୟ କରିବା ଢାଞ୍ଚାକୁ ସମ୍ପୂର୍ଣ୍ଣ ଭାବେ ବଦଳାଇ ଦେଇଛି। ଅଧିକାଂଶ ବିଜ୍ନେସ୍ର ମ୍ୟାନେଜମେଣ୍ଟ ପ୍ରାକ୍ଟିସ୍ ପରିବର୍ତ୍ତନ ହୋଇଥିବା ବେଳେ ଅଧାରୁ ଅଧିକ ଷ୍ଟାର୍ଟଅପ୍ ଏବଂ ସୂକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ଷ୍ଟପ୍ ବା…
ଛୋଟ ହେବ ମୌସୁମୀ ଅଧିବେଶନ
ନୂଆଦିଲ୍ଲୀ,୧୨ା୭(ଆଇଏଏନ୍ଏସ୍):ପାର୍ଲାମେଣ୍ଟର ସ୍ଥାୟୀ କମିଟିଗୁଡ଼ିକ ବସିବା ପରେ ଏବେ ମୌସୁମୀ ଅଧିବେଶନ ଆୟୋଜନ ପାଇଁ ଉଦ୍ୟମ ଚାଲିଛି। ପୂର୍ବରୁ ଅଣାଯାଇଥିବା ଅଧ୍ୟାଦେଶଗୁଡ଼ିକୁ ଗୃହୀତ କରାଇବା ପାଇଁ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଛନ୍ତି। ତେବେ ଲୋକ ସଭା ଓ ରାଜ୍ୟ ସଭା ସେକ୍ରେଟାରିଏଟ୍ ଆଗରେ…
ଅମିତାଭ ବଚ୍ଚନ କୋଭିଡ୍ ପଜିଟିଭ୍
ମୁମ୍ବାଇ,୧୧ା୭- ବଲିଉଡ୍ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ କୋଭିଡ୍ ପଜିଟିଭ୍ ବାହାରିଛି। ଏନେଇ ସେ ଶନିବାର ଟୁଇଟରରେ ସୂଚନା ଦେଇଛନ୍ତି। ଏହି ବିଶିଷ୍ଟ ଅଭିନେତା କରୋନା ଭୂତାଣୁରେ ସଂକ୍ରମିତ ହୋଇଥିବା ଜଣାପଡ଼ିବା ପରେ ତାଙ୍କୁ ମୁମ୍ବାଇସ୍ଥିତ ନାନାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ…
ବାଲେଶ୍ୱରରେ ଆତ୍ମହତ୍ୟାର ଲାଇଭ ଭିଡିଓ
ଖଇରା,୧୧।୭(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ଥାନା ସାରୁଗାଁ ପଞ୍ଚାୟତ ଅଧୀନ ମିଟୁଆଣି ଗ୍ରାମର ପିତାମ୍ବର ଲେଙ୍କା(୩୮)ନିଜର ଲାଇଭ ଭିଡିଓ ମାଧ୍ୟମରେ ଆତ୍ମହତ୍ୟା କରିବା ଘଟଣା ନେଇ ଏକ ଭିଡିଓ ଭାଇରାଲ ହୋଇଛି ା ଶନିବାର ସାରେ ଖଇରା ଥାନା ଏସ୍ଆଇ ଅଶ୍ବିନୀ ବେହେରା…
ଭୁବନେଶ୍ୱରରେ ଆରମ୍ଭ ହେଲା ସେରୋଲୋଜିକାଲ ଟେଷ୍ଟ
ଭୁବନେଶ୍ୱର, ୧୧ା୭(ବ୍ୟୁରୋ): ଭୁବନେଶ୍ୱରରେ ଏବେ କୋଭିଡ୍-୧୯ ସଂକ୍ରମଣ ହୁହୁହୋଇ ବଢ଼ୁଛି। ଗୋଷ୍ଠୀ ସଂକ୍ରମଣ ସ୍ଥିତି ଉପୁଜିଥିବାବେଳେ ଅଧିକାଂଶ ନୂଆ ପଜିଟିଭ୍ ପୁରୁଣା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ଜଣାପଡିଛି। ଏପରିସ୍ଥିତିରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଶନିବାରଠାରୁ ସହରରେ…
ରାଜ୍ୟରେ ଆଉ ୩୮୮ କରୋନା ଆକ୍ରାନ୍ତ ସୁସ୍ଥ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୧୧।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରେ ସର୍ବାଧିକ ୧୮୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୩୭, କେନ୍ଦୁଝରରୁ ୩୧, ଯାଜପୁରରୁ ୨୭, କଟକରୁ ୨୬, ନୟାଗଡରୁ ୧୮, ପୁରୀରୁ ୧୬, ସମ୍ବଲପୁରରୁ ୧୪,…
ହଟସ୍ପଟ ଅଞ୍ଚଳରୁ ଲୋକେ ଆସୁଥିବାରୁ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା: ବିଏମ୍ସି କମିଶନର
ଭୁବନେଶ୍ୱର,୧୧।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କାୟା ବିସ୍ତାର କରି ଚାଲିଛି କରୋନା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଧିରେ ଧିରେ ବଢିବାରେ ଲାଗିଛି। ହଟସ୍ପଟ ଅଞ୍ଚଳରୁ ଲୋକେ ଭୁବନେଶ୍ୱର ଆସୁଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଯାହା ବିଏମସି ପାଇଁ ଏକ ବଡ…
୩୦୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ସୁଯୋଗ ଉଣ୍ଡି ବସିଛନ୍ତି
ଶ୍ରୀନଗର, ୧୧।୭: ଜମ୍ମୁ-କଶ୍ମୀର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ୨୫୦ରୁ ୩୦୦ ଆତଙ୍କବାଦୀ ସୁଯୋଗକୁ ଅପେକ୍ଷା କରିଛନ୍ତି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକ ନିକଟରେ ଥିବା ଲଞ୍ଚପ୍ୟାଡ୍ରେ ଆତଙ୍କବାଦୀମାନେ ଅନୁପ୍ରବେଶ କରିବା ଲାଗି ପ୍ରସ୍ତୁତ ରହିଛନ୍ତି ବୋଲି ମେଜର ଜେନେରାଲ ବିରେନ୍ଦ୍ର ଭାଟ୍ସ୍…
ରାଜଧାନୀରେ ମାଡ଼ି ଚାଲିଛି କରୋନା: ଆଜି ଚିହ୍ନଟ ହେଲେ ଆଉ ୩୮
ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜଧାନୀରେ ଶନିବାର ଆଉ ୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୬ କ୍ୱାରାଣ୍ଟାଇନ୍ କେସ୍ ରହିଥିବା ବେଳେ ୧୨ ଲୋକାଲ କେସ୍ ରହିଛି। ସେହିଭଳି ୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଅପରାହ୍ନରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ…
ଲକ୍ଡାଉନ୍ରେ ବି ଭାରତରେ ଜନ୍ମ ନେବେ ୨ କୋଟି ୧୦ ଲକ୍ଷ ଶିଶୁ: ଚାଇନା ଦ୍ୱିତୀୟ ସ୍ଥାନରେ
ଜେନେଭା, ୧୧।୭: ଚଳିତ ୨୦୨୦ ବର୍ଷରେ ପୃଥିବୀରେ ୧୧ କୋଟିରୁ ଅଧିକ ଶିଶୁ ଜନ୍ମ ହେବେ। କରୋନା ମହାମାରୀ ସଙ୍କଟରେ ବହୁ ଦେଶରେ ଲକ୍ଡାଉନ୍ ଜାରି ରହିଛି। ତେବେ ମାର୍ଚ୍ଚ ୧୧ଠାରୁ ଡିସେମ୍ବର ୧୬ ମଧ୍ୟରେ ଶିଶୁମାନେ ଜନ୍ମନେବେ ବୋଲି ୟୁନିସେଫ୍…
ମାଫିଆ ଡନ୍ କାହା ବଳରେ ହେଉଛନ୍ତି ବାହୁବଳୀ ?
ନୂଆଦିଲ୍ଲୀ, ୧୧।୭: ବିକାଶ ଦୁବେଙ୍କ ଭଳି ମାଫିଆ ଡନ୍ କାହା ବଳରେ ବାହୁବଳୀ ହେଉଛନ୍ତି ସେ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ବିକାଶଙ୍କ ସରେଣ୍ଡର ଘଟଣା, ଏହାପରେ ଏନ୍କାଉଣ୍ଟର ଏକ ଫିଲ୍ମର କାହାଣୀ ପରି ଜଣାପଡୁଛି। ଏହାର କିଛି ଦିନ…
Archives


