Home Middle

ନେପାଳରେ ଅନିଶ୍ଚିତତା

କାଠମାଣ୍ଡୁ, ୨୩।୧୨: ବିବାଦୀୟ ଘଟଣାକ୍ରମରେ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ହଠାତ୍‌ ପାର୍ଲାମେଣ୍ଟ ଭଙ୍ଗ କରି ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ଘୋଷଣା କରିବା ପରେ ଦେଶରେ ସାମ୍ବିଧାନିକ ସଙ୍କଟ ସୃଷ୍ଟି ହୋଇଛି। ନେପାଳ ସମ୍ବିଧାନରେ ପ୍ରଧାନମନ୍ତ୍ରୀ ଏକତରଫା ଭାବେ ପାର୍ଲାମେଣ୍ଟ ଭଙ୍ଗ…

ବ୍ରିଟେନରୁ ଫେରିଥିବା ୫ ଯାତ୍ରୀ କରୋନା ପଜିଟିଭ୍‌: ଦିଲ୍ଲୀରେ ଆତଙ୍କ

ନୂଆଦିଲ୍ଲୀ,୨୨।୧୨: ବ୍ରିଟେନରୁ ଭାରତ ଫେରିଥିବା ୫ ଯାତ୍ରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିବା ଜଣାପଡ଼ିଛି। ବ୍ରିଟେନ୍‌ରୁ ନୂଆଦିଲ୍ଲୀର ବିମାନବନ୍ଦରରେ ଆସି ପହଞ୍ଚିଥିବା ୨୬୬ ଯାତ୍ରୀଙ୍କର ନମୁନା ଯାଞ୍ଚ୍‌ କରାଯାଇଥିଲା। ଅଧିକ ପରୀକ୍ଷା ପାଇଁ ସମ୍ପୃକ୍ତ ୫ ଜଣଙ୍କ ନମୁନାକୁ ନ୍ୟାଶନାଲ…

କରୋନାର ନୂଆ ଏନ୍ତୁଡ଼ିଶାଳ ବିଟ୍ରେନ: ୬ରୁ ଅଧିକ ଦେଶକୁ ବ୍ୟାପିଛି ସଂକ୍ରମଣ

ଲଣ୍ଡନ,୨୨।୧୨: ବ୍ରିଟେନ ଏବେ କରୋନାର ନୂଆ ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଛି। ବିଟ୍ରେନ୍‌ରୁ ଏହି ଭୂତାଣୁ ଇଟାଲୀ, ନେଦରଲାଣ୍ଡ, ଡେନମାର୍କ, ଫ୍ରାନ୍ସ୍‌ ଏବଂ ଅଷ୍ଟ୍ରେଲିଆ ସମେତ ଦକ୍ଷିଣ ଆଫ୍ରିକାର କେତେକ ଅଞ୍ଚଳକୁ ବ୍ୟାପିଥିବା ଅନୁମାନ କରାଯାଉଛି। ନୂଆ କରୋନା ଭୂତାଣୁ ୬ରୁ ଅଧିକ…

ଏଏମ୍‌ୟୁରେ କୁରାନ ସହିତ ରହିଛି ଗୀତା-ରାମାୟଣ : ମୋଦି

ଅଲୀଗଡ଼,୨୨।୧୨: ଅଲୀଗଡ଼ ମୁସଲିମ୍‌ ବିଶ୍ୱବିଦ୍ୟାଳୟ (ଏଏମ୍‌ୟୁ)ର ଶତାବ୍ଦୀ ବର୍ଷ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଶିକ୍ଷାର୍ଥୀଙ୍କୁ ଦେଶଗଠନ ପାଇଁ ଆଗେଇ ଆସିବାକୁ ଆହ୍ବାନ ଜଣାଇଛନ୍ତି। ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତଙ୍କର ସେବା କରିବା ଉପରେ ମୋଦି ଗୁରୁତ୍ୱାରୋପ କରିଛନ୍ତି। ଏହାଦ୍ୱାରା…

ଥରିବ ଉତ୍ତର ଭାରତ: ୪ ଦିନ ଜାରି ରହିବ ଶୀତ ଲହରୀ

ନୂଆଦିଲ୍ଲୀ,୨୨।୧୨: ରାଜଧାନୀ ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ଆଗାମୀ ୪ ଦିନ ଧରି ପ୍ରବଳ ଥଣ୍ଡା ଜାରି ରହିବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଶୀତ ଲହରୀ ଯୋଗୁ ସାଧାରଣ ଜୀବନ ଯାତ୍ରା ବିପର୍ଯ୍ୟସ୍ତ…

ଦେଶରେ ବଢ଼ିଛି ଚିତାବାଘ ସଂଖ୍ୟା: ଟୁଇଟ୍‌ କରି ମୋଦି ଦେଲେ ସୂଚନା

ନୂଆଦିଲ୍ଲୀ,୨୨।୧୨: ଦେଶରେ ଚିତାବାଘଙ୍କ ସଂଖ୍ୟା ବଢ଼ିଛି। ଏନେଇ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସରକାରଙ୍କ ବନ୍ୟ ପ୍ରାଣୀ ସଂରକ୍ଷଣ ଆଇନ ଯୋଗୁ ଏହା ସମ୍ଭବ ହୋଇପାରିଥିବା ମୋଦି କହିଛନ୍ତି। ୨୦୧୮ରେ ଭାରତରେ ଚିତାବାଘଙ୍କ ସ୍ଥିତି ସମ୍ପର୍କିତ…

ମୋଦିଙ୍କୁ ଆମେରିକାର ସର୍ବୋଚ୍ଚ ସମ୍ମାନ

ଓ୍ବାଶିଂଟନ,୨୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକାର ସର୍ବୋଚ୍ଚ ସମ୍ମାନ ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହ୍ବାଇଟ୍‌ ହାଉସ୍‌ ଛାଡିବା ପୂର୍ବରୁ ମୋଦିଙ୍କୁ ସମ୍ମାନୀତ କରିଛନ୍ତିି। ମୋଦିଙ୍କୁ ଟ୍ରମ୍ପ୍‌ ‘ଲିଜନ ଅଫ୍‌ ମେରିଟ୍‌’ ସମ୍ମାନ ପ୍ରଦାନ କରିଛନ୍ତିି। ଭାରତ ଆମେରିକା ମଧ୍ୟରେ…

କ୍ୟାମେରା ସାମ୍ନାରେ କରୋନା ଟିକା ନେଲେ ଜୋ ବାଇଡେନ

ଓ୍ବାଶିଂଟନ, ୨୨।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ କରୋନାକୁ ମାତ ଦେବା ପାଇଁ ଟିକାର ପ୍ରଥମ ଡୋଜ୍‌ ନେଇଛନ୍ତି। ଆମେରିକାର ଲୋକଙ୍କ ଉପରେ ଆତ୍ମବିଶ୍ୱାସ ବଢ଼ାଇବା ପାଇଁ ସୋମବାର ନିଜେ ଲାଇଭ୍‌ ଟିଭିରେ ଟିକା ନେଇଛନ୍ତି। ବାଇଡେନ ଟିକା…

ଖୋଲିବ ଶ୍ରୀମନ୍ଦିର: ଦର୍ଶନ ପାଇଁ ଟୋକନ, ପରିଚୟପତ୍ର ଲୋଡ଼ା

ପୁରୀ ଅଫିସ,୨୨।୧୨: ଆସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲିବ। ପର୍ଯ୍ୟାୟ କ୍ରମେ ଦର୍ଶନ ବ୍ୟବସ୍ଥା ପାଇଁ ପୁରୀ ଜିଲା ପ୍ରଶାସନ ସୋମବାର ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଜାରି କରିଛି। ପ୍ରଥମ ୩ଦିନ କେବଳ ସେବାୟତ ପରିବାରର ସଦସ୍ୟ ମହାପ୍ରଭୁଙ୍କ ଦର୍ଶନ…

ଏଭଳି ନେତା ଯାହାଙ୍କୁ ଦେଖି ଥରୁ ଥିଲା କଂଗ୍ରେସ

ହାଇଦ୍ରାବାଦ୍‌,୨୨।୧୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ. ଏସ୍‌. ଜଗନ ମୋହନ ରେଡ୍ଡୀ ସୋମବାର ୪୮ ବର୍ଷରେ ପାଦ ଦେଇଛନ୍ତି। ୟୁବାଜନ ଶ୍ରମିକ ରିଥୁ କଂଗ୍ରେସ ପାର୍ଟି (YSRCP)ର ମୁଖ୍ୟ ଜଗନ ମୋହନ ରେଡ୍ଡୀଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓ ଲୋକ…

ଦୁର୍ନୀତି ହିଁ ବିକାଶର ସବୁଠାରୁ ବଡ ଶତ୍ରୁ: ନବୀନ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି ବିରୋଧରେ କଡ଼ା ଆଭିମୁଖ୍ୟ ପୋଷଣ କରିଆସିଛନ୍ତି। ଏହାକୁ ଦଳୀୟ ଓ ପ୍ରଶାସନିକ କ୍ଷେତ୍ରରେ ଜୋର୍‌ଦାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭକରି ସମସ୍ତ ରାଜନେତା, ସରକାରୀ କର୍ମଚାରୀ ପ୍ରତିବର୍ଷ ନିଜର ସମ୍ପତ୍ତି ତାଲିକା ଦେବାକୁ ବାଧ୍ୟ।…

ଖୁସି ଖବର: ନୂଆବର୍ଷରୁ କରୋନା ଟିକାକରଣ

ନୂଆଦିଲ୍ଲୀ,୨୧ା୧୨: ଆସନ୍ତା ନୂଆବର୍ଷରୁ ଦେଶରେ କରୋନା ଟିକାକରଣ ଆରମ୍ଭ ହେବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ କହିଛନ୍ତି। ଟିକା ଦିଆଯିବା ନେଇ ସମସ୍ତ ଯୋଜନା ହୋଇଥିବା ବେଳେ ଏଥିରେ ଅବହେଳା କରାଯିବ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଦେଶରେ ଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?