୪ ଦିନରେ ଲକ୍ଷେ ନୂଆ ଆକ୍ରାନ୍ତ: ଭାରତ ଉପରେ କରୋନା ସଙ୍କଟ
ନୂଆଦିଲ୍ଲୀ, ୧୧।୭: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଛୁଇଁବା ପାଇଁ ୧୧୦ ଦିନ ସମୟ ନେଇଥିଲା। ତେବେ ଗତ ୪ ଦିନ ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ବୃଦ୍ଧି ପାଇ…
ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୫: ମୃତ୍ୟୁ ସଂଖ୍ୟା ୬୧କୁ ବୃଦ୍ଧି
ଭୁବନେଶ୍ୱର, ୧୧।୭(ବ୍ୟୁରୋ): ରାଜ୍ୟରେ ଶନିବାର ୫୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୨ଜଣ ରହିଥିବା ବେଳେ ପୁରୀ-ଭୁବନେଶ୍ୱର-କଟକରୁ ଜଣେ ଲେଖାଏ ରହିଛନ୍ତି। ଏହାକୁ ମିଶାଇ ଗଞ୍ଜାମ ଜିଲାରେ…
CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭୦ କରୋନା ପଜିଟିଭ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ରେ ପହଞ୍ଚିଲା
ଭୁବନେଶ୍ୱର, ୧୧।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୫୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
କୁପଓ୍ବାରାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ : ୨ ଆତଙ୍କବାଦୀ ନିହତ
ଶ୍ରୀନଗର, ୧୧।୭: ଭାରତୀୟ ସେନାଙ୍କୁ ଶନିବାର ଭୋର ସମୟରେ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର କୁପଓ୍ବାରା ଜିଲାର ହାଣ୍ଡଓ୍ବାରାଠାରେ ଏକବଡ଼ ଧରଣର ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ଭାରତୀୟ ସେନାଙ୍କ ଗୁଳିରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। କିଛି ଆତଙ୍କବାଦୀ ବାରମୁଳା…
କରୋନା ସଂକ୍ରମଣକୁ ରୋକିବା ସମ୍ଭବ: ମୁମ୍ବାଇର ଧରାବି ମଡ଼େଲକୁ ପ୍ରଶଂସା
ଜେନେଭା, ୧୧।୭: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ କୁହାଯାଇଛି ଯେ, କରୋନା ସଂକ୍ରମଣକୁ ରୋକିବା ସମ୍ଭବ। ଏଥିପାଇଁ ମୁମ୍ବାଇର ଧରାବି ଅଞ୍ଚଳରେ ଗ୍ରହଣ କରାଯାଇଥିବା ମଡ଼େଲକୁ ଡବ୍ଲ୍ୟୁଏଚ୍ଓ ପ୍ରଶଂସା କରିଛି।…
୮ ଲକ୍ଷ ଟପିଲା ସଂକ୍ରମଣ
ନୂଆଦିଲ୍ଲୀ,୧୧ା୭: ଭାରତରେ କରୋନା ସଂକ୍ରମଣ ଶୁକ୍ରବାର ୮ ଲକ୍ଷ ଟପିଥିବାବେଳେ ମୃତ୍ୟୁସଂଖ୍ୟା ୨୧,୭୨୪ ହୋଇଛି। ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬,୫୦୬ ନୂଆ ମାମଲା ଚିହ୍ନଟ ହୋଇଥିବାବେଳେ ୪୭୫ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୦୧,୨୮୬…
କୁଚିଣ୍ଡା ବିଇଓଙ୍କୁ ବାଟରୁ ଉଠାଇ ନେଲା ଭିଜିଲାନ୍ସ
ସମ୍ବଲପୁର/କୁଚିଣ୍ଡା, ୧୦।୭ (ବ୍ୟୁରୋ/ଡି.ଏନ.ଏ.)-ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ୍ ଶିକ୍ଷା ଅଧିକାରୀ(ବିଇଓ) ପ୍ରଫୁଲ୍ଲ କୁମାର ନାୟକଙ୍କୁ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ସମ୍ବଲପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ତାଙ୍କୁ ହାଜର କରାଯାଇଥିଲା। ହେଲେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ…
ରାଜ୍ୟରେ ରେକର୍ଡ: ଆଜି ସର୍ବାଧିକ ୫୬୫ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୧୦।୭(ବ୍ୟୁରୋ)-ରାଜ୍ୟରେ ରେକର୍ଡ। ଶୁକ୍ରବାର ସର୍ବାଧିକ ୫୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୧୮୫ ଜଣ ଥିବାବେଳେ ରାୟଗଡାରୁ ୮୫, ବଲାଙ୍ଗୀରରୁ ୪୫, କଟକରୁ ୩୨, ମାଲକାନଗିରିରୁ ୩୦, ବରଗଡରୁ ୨୪, ସୁନ୍ଦରଗଡ଼ରୁ ୨୪,…
୪୮ ଘଣ୍ଟା ପାଇଁ ବନ୍ଦ ରହିବ ପୋଲିସ ସେବା ଭବନ
ଭୁବନେଶ୍ୱର,୧୦।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନା ଭୂତାଣୁ। ସଂକ୍ରମଣକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସର ପୋଲିସ ସେବା ଭବନ ୪୮ ଘଣ୍ଟା ପାଇଁ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ଏ ନେଇ କମିଶନରେଟ ପୋଲିସ…
ରାଜଧାନୀରେ ପୁଣି ୪୫ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୦।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନା ଭୂତାଣୁ। ଶୁକ୍ରବାର ପୁଣି ଭୁବନେଶ୍ୱରର ବିଭିନ୍ନ ସ୍ଥାନରୁ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୫ ଜଣ ଚିହ୍ନଟ ହୋଇଥିବାବେଳେ ୧୦ଟି…
ବିଧାନସଭା ଶଟ୍ଡାଉନ୍
ଭୁବନେଶ୍ୱର,୧୦।୭(ବ୍ୟୁରୋ): ଦିନକ ପାଇଁ ବିଧାନସଭାକୁ ଶୁକ୍ରବାର ଶଟ୍ଡାଉନ୍ ଘୋଷଣା କରାଯାଇଛି। ବିଧାନସଭାର ଜଣେ କର୍ମଚାରୀଙ୍କ ସମ୍ପର୍କୀୟ ପଜିଟିଭ୍ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନିଆଯାଇଛି। ଏ ନେଇ ସମସ୍ତ ବୈଠକଗୁଡ଼ିକୁ ବାତିଲ କରାଯାଇଛି। ନୀଳଗିରି ବିଧାୟକ ପଜିଟିଭ୍ ପରେ ବୈଠକରେ…
ଆଉ ୪ ମୁଣ୍ଡ ନେଲା କରୋନା: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି
ଭୁବନେଶ୍ୱର, ୧୦।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ୭୫୫ ଚିହ୍ନଟ ହୋଇଥିବା ବେଳେ ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକ ଗଞ୍ଜାମ ଜିଲାର। ଫଳରେ ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି…
Archives


