Home Middle

CORONAVIRUS UPDATE: ଆଜି ରେକର୍ଡ ସଂଖ୍ୟକ ୭୫୫ କରୋନା ପଜିଟିଭ୍‌ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬ରେ ପହଞ୍ଚିଲା

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଶୁକ୍ରବାର ରେକର୍ଡ ସଂଖ୍ୟକ ୭୫୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬ରେ ପହଞ୍ଚତ୍ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନାରୁ…

ମାଓବାଦୀ ଅପରେଶନ: ୫ ଜିଲାକୁ ମିଳିବନି ଅନୁଦାନ

କଟକ ଅଫିସ,୧୦ା୭: ରାଜ୍ୟର ୫ଟି ଜିଲାରେ ମାଓବାଦୀ ଦମନ ପାଇଁ ଆଉ ସ୍ବତନ୍ତ୍ର ସରକାରୀ ଅନୁଦାନ ମିଳିବ ନାହିଁ। ଶୁକ୍ରବାର ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ଏ ନେଇ ସୂଚନା ଦେଇଛନ୍ତି। ଟୁଇଟ୍‌ରେ ପ୍ରକାଶ କରିଛନ୍ତି, ଯେ, ବାମପନ୍ଥୀ ଉଗ୍ରବାଦ (LWE)…

ମୋଷ୍ଟଓ୍ବାଣ୍ଟେଡ୍‌ ଗ୍ୟାଙ୍ଗଷ୍ଟାର ବିକାଶ ଦୁବେ ଏନ୍‌କାଉଣ୍ଟରରେ ନିହତ!

ଲକ୍ଷ୍ନୌ,୧୦।୭: ଉତ୍ତର ପ୍ରଦେଶର ମୋଷ୍ଟ ୱାଣ୍ଟେଡ ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଗିରଫ ହେବାର ଗୋଟିଏ ଦିନ ପରେ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ଉତ୍ତର ପ୍ରଦେଶ ପୋଲିସ ମଧ୍ୟପ୍ରଦେଶର ଉଜ୍ଜୈନରୁ ବିକାଶକୁ ନେଇ କାନପୁର ଅଭିମୁଖେ ଯାଉଥିବାବେଳେ ଖସି ପଳାଇବାକୁ ଉଦ୍ୟମ କରିଥିଲେ…

ଭାରତରେ ସୁଧୁରୁଛି ଆର୍ଥତ୍କ ସ୍ଥିତି

ଲଣ୍ଡନ, ୧୦ା୭(ପି.ଟି.):କୋଭିଡ୍‌-୧୯ ଯୋଗୁ ସାରା ବିଶ୍ୱର ଅର୍ଥନୀତି ଗୁରୁତର ଭାବେ ପ୍ରଭାବିତ ହୋଇଛି। ଏଥିରୁ ମୁକିଳିବା ପାଇଁ ବିଭିନ୍ନ ଦେଶ ଉଦ୍ୟମ ଚଳାଇଥିବାବେଳେ ଭାରତରେ ସ୍ଥିତି ସୁଧୁରୁଥିବାର ସକାରାତ୍ମକ ଚିତ୍ର ଦେଖିବାକୁ ମିଳିଛି। ବିଶ୍ୱ ଅର୍ଥନୀତିକୁ ସୁଧାରିବାରେ ଭାରତ ପ୍ରମୁଖ ଭୂମିକା…

କାଲି ପ୍ରକାଶ ପାଇବ ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ

ଭୁବନେଶ୍ୱର, ୯।୭(ବ୍ୟୁରୋ): ଆସନ୍ତା ଶୁକ୍ରବାର ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ ପ୍ରକାଶ ପାଇବ। ଅପରାହ୍ନ ୩ଟାରେ ରେଜଲ୍ଟ ବାହାରିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଆଇସିଏସ୍‌ଇ ଏବଂ ଆଇଏସ୍‌ସି ଓ୍ବେବ୍‌ସାଇଟ୍‌ରେ ରେଜଲ୍ଟ ଉପଲବ୍ଧ ହେବ। ମୋବାଇଲରେ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ…

ରାଜ୍ୟରେ କମିବ ମଦ ଦର: ସ୍ପେଶାଲ କୋଭିଡ୍‌ ଫି’ ୫୦ରୁ ୧୫%କୁ ହ୍ରାସ

ଭୁବନେଶ୍ୱର,୯ା୭(ବ୍ୟୁରୋ)-ରାଜ୍ୟରେ ମଦ ଦର କମିବ। ରାଜ୍ୟ ସରକାର ସ୍ପେଶାଲ କୋଭିଡ୍‌ ଫି’ ୫୦ ପ୍ରତିଶତରୁ ୧୫ ପ୍ରତିଶତକୁ ଖସାଇ ଦେଇଛନ୍ତି। ବିଭିନ୍ନ ବ୍ରାଣ୍ଡ୍‌ର(ଏଫ୍‌ଏମ୍‌ଏଫ୍‌ଏଲ୍‌, ଆଇଏମ୍‌ଏଫ୍‌ଏଲ୍‌, ବିୟର, ଓ୍ବାଇନ, ଆର୍‌ଟିଡି) ମଦ ଉପରେ ରାଜ୍ୟ ସରକାର ସର୍ବାଧିକ ଖୁଚୁରା ଦର(ଏମ୍‌ଆର୍‌ପି) ୧୫ ପ୍ରତିଶତ…

ରାଜ୍ୟରେ ଦିନକରେ ଆରୋଗ୍ୟ ଲାଭକଲେ ରେକର୍ଡ ସଂଖ୍ୟକ: ସୁସ୍ଥ ହେଲେ ୪୦୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୯।୭(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୧୦୦ ଜଣ ରହିଛନ୍ତି। ସେହିପରି ଗଜପତି ୬୭, କଟକ ୪୨, ଯାଜପୁର ୩୨, ଦେବଗଡ଼ ୧୯, କୋରାପୁଟ ୧୮, ଖୋର୍ଦ୍ଧା…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଫୋନ, ମେସେଜ ମାମଲା: ବନ୍ଧା ହେଲେ ଆୟୁଷ ନିର୍ଦ୍ଦେଶକ

ଭୁବନେଶ୍ୱର,୯।୭(ବ୍ୟୁରୋ)-ମହିଳା କର୍ମଚାରୀଙ୍କୁ ବାରମ୍ବାର ଅଶ୍ଳୀଳ ଭିଡ଼ିଓ ଓ ମେସେଜ ପଠାଇବା ସହ ଚାକିରି ନେଇଯିବାକୁ ଧମକ ଦେବା ଜଣେ ଓଏଏସ୍‌ ଅଫିସରଙ୍କୁ ମହଙ୍ଗା ପଡିଛି। ମହିଳା ଥାନା ପୋଲିସ ଗୁରୁବାର ତାଙ୍କୁ ଗିରଫ କରିଛି। ସେ ହେଲେ ଆୟୂଷ ନିର୍ଦ୍ଦେଶକ ବିଭୂପ୍ରସାଦ…

କଟକରେ ବଢ଼ୁଛି କରୋନା କାୟା: ଚିହ୍ନଟ ହେଲେ ନୂଆ ୧୧ ଆକ୍ରାନ୍ତ

କଟକ ଅଫିସ,୯।୭: କଟକ ସହରରେ ଶୁକ୍ରବାର ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ କେସ୍‌, ୪ ହୋମ୍‌ କ୍ୱାରାଣ୍ଟାଇନ୍‌, ୩ ଲୋକାଲ୍‌ କେସ୍‌ ରହିଛି। ଫଳରେ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧୩ରେ…

୧୮ ପଡ଼ୋଶୀଙ୍କ ସହିତ ରହିଛି ଚାଇନାର ସୀମା ବିବାଦ

ବେଜିଂ, ୯।୭: ଚାଇନାର ସୀମା ବିବାଦ କେବଳ ଭାରତ ସହିତ ନୁହେଁ। ଡ୍ରାଗନ୍‌ ସହିତ ୧୮ଟି ପଡ଼ୋଶୀ ଦେଶର ଏଭଳି ସ୍ଥଳ ଏବଂ ସାମୁଦ୍ରିକ ସୀମା ବିବାଦ ଜାରି ରହିଛି। ଚାଇନା ପଡ଼ୋଶୀଙ୍କ ଅଞ୍ଚଳ ନିଜ ଦଖଲକୁ ନେବା ଲାଗି ଷଡ଼ଯନ୍ତ୍ର…

ଥମୁନି ସଂକ୍ରମଣ: ପୁଣି ଭୁବନେଶ୍ୱରରେ ଚିହ୍ନଟ ହେଲେ ୩୨ ଆକ୍ରାନ୍ତ; ଅଛି ୧୮ ଲୋକାଲ କେସ୍‌

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜଧାନୀରେ ଗୁରୁବାର ୩୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୪ କ୍ୱାରାଣ୍ଟାଇନ୍‌ ମାମଲା ରହିଥିବା ବେଳେ ୧୮ ଲୋକାଲ କେସ୍‌ ରହିଛି। ସେହିଭଳି ୭ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଅପରାହ୍ନରେ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି…

କାଲିଠୁ ଭୁବନେଶ୍ୱର ଏମ୍‌ସ୍‌ ଓପିଡି ବନ୍ଦ

ଭୁବନେଶ୍ୱର,୯।୭(ବ୍ୟୁରୋ): ଶୁକ୍ରବାରଠାରୁ ଭୁବନେଶ୍ୱର ଏମ୍‌ସ ଓପିଡି ବନ୍ଦ ରହିବ ବୋଲି ଭୁବନେଶ୍ୱର ଏମ୍‌ସ ନିର୍ଦ୍ଦେଶିକା ବି.ଗୀତାଞ୍ଜଳି ସୂଚନା ଦେଇଛନ୍ତି। କର୍ମଚାରୀଙ୍କ ଅଭାବ ଦେଖାଦେବା ଯୋଗୁ ଓପିଡ଼ି ବନ୍ଦ ରହିବ। କିଛି କର୍ମଚାରୀ କରୋନା ପଜିଟିଭ୍‌ ଆସିଥିବାରୁ ଅଭାବ ଦେଖାଦେଇଛି। ଆଉ କିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri