Home Middle

ବସ୍‌କୁ ଅଧ କିଲୋମିଟର ଘୋଷାଡି ନେଲା ଟ୍ରେନ :୧୨ ମୃତ , ୬ ଗୁରୁତର

ଢାକା,୧୯।୧୨-ବାଂଲାଦେଶରେ ଶନିବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରେନ ଯାତ୍ରୀବାହୀ ବସ୍‌କୁ ଧକ୍କା ଦେବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଜୟପୁରହାଟ ଜିଲା ପୁରାଣପୋଇଲ ରେଳ କ୍ରସିଂରେ ଏହି ଘଟଣା ଘଟିଛି। ଗୁରୁତରଙ୍କୁ ଉଦ୍ଧାର କରାଯାଇ…

ବୋକୋ ହାରାମ ଆତଙ୍କବାଦୀଙ୍କ ନିର୍ଯାତନା: ଦିନରେ ୨ ଥର ମାଡ଼,ଥରେ ଖାଦ୍ୟ

ଆବୁଜା,୧୯।୧୨: ନାଇଜେରିଆର ସେକେଣ୍ଡାରୀ ସ୍କୁଲରୁ ବୋକୋ ହାରାମ ଆତଙ୍କବାଦୀଙ୍କ ଦ୍ୱାରା ଅପହୃତ ହୋଇଥିବା ୩୪୪ ଶିକ୍ଷାର୍ଥୀ ଏବେ ଘରକୁ ଫେରିଛନ୍ତି। ଆତଙ୍କବାଦୀମାନେ ସେମାନଙ୍କୁ ଦେଇଥିବା ନିର୍ଯାତନ ସମ୍ପର୍କରେ ଅପହୃତ ଶିକ୍ଷାର୍ଥୀମାନେ ପ୍ରକାଶ କରିଛନ୍ତିି। ସେମାନଙ୍କ ଦିନରେ ୨ ଥର ପିଟା ଯିବା…

ଟିକାକରଣ ପାଇଁ ଆବଶ୍ୟକ ୮୦ ହଜାର କୋଟି: ସିରମ୍‌ ଇନଷ୍ଟିଚ୍ୟୁଟ୍‌

ନୂଆଦିଲ୍ଲୀ,୧୯।୧୨: ଭାରତରେ ଟିକାକରଣ ପାଇଁ ଆସନ୍ତା ବର୍ଷ ସୁଦ୍ଧା ୮୦ ହଜାର କୋଟି ଟଙ୍କା ଆବଶ୍ୟକ। ଏନେଇ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ କୁହାଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୦ କୋଟି ଲୋକଙ୍କୁ ଟିକାକରଣ କରାଯିବ ବୋଲି ସରକାରଙ୍କ ଯୋଜନା କରାଯାଇଛି।…

ଆଡିଲେଡ୍‌ ଟେଷ୍ଟରେ ବିରାଟବାହିନୀର ଶୋଚନୀୟ ପରାଜୟ

ଆଡିଲେଡ୍‌,୧୯।୧୨: ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଦିବାରାତ୍ର ଟେଷ୍ଟରେ ଶୋଚନୀୟ ପରାଜୟ ହାସଲ କରିଛି ଭାରତୀୟ ଦଳ। ଶନିବାର ମ୍ୟାଚ୍‌ର ତୃତୀୟ ଦିନରେ ମାତ୍ର ୯୦ ମିନିଟ୍‌ ମଧ୍ୟରେ ଖେଳାଳିମାନେ ଆଉଟ୍‌ ହୋଇ ଫେରିଥିଲେ। ମାତ୍ର ୩୬ ରନ୍‌ରେ ଭାରତ ଦ୍ୱିତୀୟ ଇନିଂସ…

ଆଡିଲେଡ୍‌ ଟେଷ୍ଟରେ ଭାରତର ଲଜ୍ଜାଜନକ ରେକର୍ଡ: ୩୬/୯ ଦ୍ୱିତୀୟ ଇନିଂସ ଘୋଷଣା

ଆଡିଲେଡ୍‌,୧୯।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଏଠାରେ ଚାଲିଥିବା ପ୍ରଥମ ତଥା ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଇନିଂସରେ ଭାରତ ଖରାପ ପ୍ରଦର୍ଶନ କରିଛି। ଶନିବାର ମ୍ୟାଚ୍‌ର ତୃତୀୟ ଦିନରେ ବ୍ୟାଟିଂ କରିବାକୁ ଆସିଥିବା ଭାରତୀୟ ଦଳ ମାତ୍ର ୩୬ ରନ୍‌ରେ ୯ ଉଇକେଟ…

ବିକାଶ ପାଇଁ ନୂତନ ରାସ୍ତା ପ୍ରସ୍ତୁତ କରୁଛି ଭାରତ: ମୋଦି

ନୂଆଦିଲ୍ଲୀ,୧୯।୧୨: ଦେଶର ସାମୁହିକ ବିକାଶ ପାଇଁ ଭାରତ ଯୋଜନାବଦ୍ଧ ଭାବେ ଉଦ୍ୟମ ଅବ୍ୟାହତ ରଖିଛି। ବିକାଶ ଧାରା ଜାରି ରଖିବା ଲାଗି ଭାରତ ନୂତନ ରାସ୍ତା ପ୍ରସ୍ତୁତ କରିଛି। ଆସୋଚାମର ସ୍ଥାପନା ସପ୍ତାହ ଉପଲକ୍ଷେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭିଡ଼ିଓ କନଫରେନ୍ସିଂ…

ପରୀ ହତ୍ୟା ଘଟଣା: ଯଦୁପୁରର ୩ ଜଣଙ୍କୁ ଉଠାଇ ନେଲା ପୋଲିସ

ନୟାଗଡ଼ ଅଫିସ,୧୯।୧୨: ନୟାଗଡ଼ ସଦର ଥାନା ଅଧୀନ ଯଦୁପୁରର ଶିଶୁକନ୍ୟା ପରୀ ହତ୍ୟା ଘଟଣାରେ ଯଦୁପୁର ଗାଁର ୩ଜଣଙ୍କୁ ଉଠାଇ ନେଇଛି ଏସ୍‌ଆଇଟି। ଯଦୁପୁର ଗାଁର ସରୋଜ ସେଠୀ, ତାଙ୍କ ମା’ ଓ ବଡଭଉଣୀ ପ୍ରମୁଖ ୩ଜଣଙ୍କୁ ଏସ୍‌ଆଇଟି ପଚରାଉଚରା ଜାରି…

ଚାଇନାର ଦାଦାଗିରି: କାରାକୋରମ ପର୍ଯ୍ୟନ୍ତ ନିର୍ମାଣ କରୁଛି ସଡ଼କ

ଲଦାଖ,୧୯।୧୨: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଚାଇନା ଜାଣିଶୁଣି ଏଠାରେ ଲଗାତାର ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରୁଛି। ଏହାକୁ ନେଇ ଭାରତ ଚିନ୍ତା ବଢ଼ିବାରେ ଲାଗିଛି। ଉପଗ୍ରହ ଦ୍ୱାରା ଉତ୍ତୋଳନ କରାଯାଇଥିବା ଚିତ୍ରରୁ…

ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୧୯ା୧୨: ସମଗ୍ର ଉତ୍ତର ଭାରତକୁ ଥରାଇ ଦେଇଛି ଶୀତ। ହିମାଳୟର ଥଣ୍ଡା ପବନ ରାଜସ୍ଥାନର ମାଉଣ୍ଟ ଆବୁରେ ତାପମାତ୍ରାକୁ ନିମ୍ନଗାମୀ କରିବାରେ ଲାଗିଛି। ଆରାବଳୀ ପର୍ବତମାଳାର ଏହି ହିଲ୍‌ ଷ୍ଟେଶନରେ ଶୁକ୍ରବାର ତାପମାତ୍ରା ବିଯୁକ୍ତ ୧ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି।…

ଓଡିଶାବାସୀ ଆମର ବସ୍‌: ନବୀନ

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ)-ନିର୍ବାଚନ ଜିତିବା, କ୍ଷମତା ହାତେଇବା ଓ କେନ୍ଦ୍ରରେ ସରକାର ଗଢିବା ଜାତୀୟ ଦଳର ମୁଖ୍ୟ ଲକ୍ଷ୍ୟ । ଜାତୀୟ ନେତୃତ୍ୱକୁ ଖୁସି କରି ମନ୍ତ୍ରୀ କିମ୍ବା କିଛି ବଡ ପଦବୀ ହାସଲ କରିବା ଜାତୀୟ ଦଳର ରାଜ୍ୟ ନେତୃତ୍ୱଙ୍କର ମୁଖ୍ୟ ଲକ୍ଷ୍ୟ।…

ବଢିବ ଶୀତ

ଭୁବନେଶ୍ୱର,୧୮।୧୨-ଆଗାମୀ ଦୁଇରୁ ତିନି ଦିନ ମଧ୍ୟରେ ରାଜ୍ୟରେ ବଢିବ ଶୀତ। ରାତିରେ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିବ। ଫଳରେ ସାରା ରାଜ୍ୟରେ ଶୀତର ପ୍ରକୋପ ବଢିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।…

ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟ ନାଁରେ ଲାଗୁ ହେଲା ଏନ୍‌ଏସଏ

ଭୁବନେଶ୍ୱର,୧୮।୧୨-ଗ୍ୟାଙ୍ଗଷ୍ଟର ସନ୍ଦିପ ଓରଫ୍‌ ରାଜା ଆଚାର୍ଯ୍ୟଙ୍କ ନାଁରେ ଜାତୀୟ ନିରାପତ୍ତା ଆଇନ୍‌ (ଏନ୍‌ଏସ୍‌ଏ) ଲାଗୁ ହୋଇଛି। ଦାଦାବଟି ଆଦାୟ ଓ ସର୍ବସାଧାରଣରେ ଆତଙ୍କ ସୃଷ୍ଟି ପାଇଁ କମିଶନରେଟ ପୋଲିସ ଏହି ପଦକ୍ଷେପ ନେଇଛି। ଏନ୍‌ଏସ୍‌ଏ ଲାଗୁ କରିବାକୁ କମିଶନରେଟ ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?