Home Middle

୪୪ ଏମ୍‌ପି, ୧୪୩ ବିଧାୟକଙ୍କ ନାମରେ ଆପରାଧୀକ ମାମଲା

ଲକ୍ଷ୍ନୌ, ୯।୭: ଦେଶରେ ଆପରାଧୀକ ମାମଲାରେ ଶୀର୍ଷରେ ଉତ୍ତରପ୍ରଦେଶ ରହିଛି। ରାଜ୍ୟର ମୋଟ ୪୦୩ ବିଧାୟକଙ୍କ ମଧ୍ୟରୁ ୧୪୩ଜଣଙ୍କ ନାମରେ ଏକାଧିକ ଆପରାଧୀକ ମାମଲା ରହିଛି। ସେହିପରି ୮୦ ଏମ୍‌ପିଙ୍କ ମଧ୍ୟରୁ ୪୪ ଜଣଙ୍କ ନାମରେ ବିଭିନ୍ନ ମାମଲା ରହିଛି। ମୁଖ୍ୟମନ୍ତ୍ରୀ…

CORONAVIRUS UPDATE: ରାଜ୍ୟରେ ୧୧ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୯।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧିରେ ଧିରେ ଭୟଙ୍କର ହେବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ପୁଣି ୫୭୭ ପୁଣି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ହଜାରକୁ ଟପିଛି। ନୂଆ ଚିହ୍ନଟ ହୋଇଥିବା…

ଭୁବନେଶ୍ୱର ଜମି ଉପରେ ନଜର ରଖିବ ‘ବ୍ଲୁଇସ୍‌’

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜଧାନୀରେ ଥିବା ବହୁମୂଲ୍ୟ ସରକାରୀ ଜମିକୁ ଜଗିବ ଭୁବନେଶ୍ୱର ଲ୍ୟାଣ୍ଡ ୟୁଜ୍‌ ଇଣ୍ଟେଲିଜେନ୍ସ ସିଷ୍ଟମ(ବ୍ଲୁଇସ୍‌)। ଏହା ଏକ ଓ୍ବେବ୍‌ ଓ ମୋବାଇଲ ଆପ୍‌ ଆଧାରିତ ବ୍ୟବସ୍ଥା। ଉଚ୍ଚ ଶକ୍ତିସମ୍ପନ୍ନ ଉପଗ୍ରହ ଚିତ୍ର ମାଧ୍ୟମରେ ଭୁବନେଶ୍ୱର ଅଞ୍ଚଳର ସମସ୍ତ ସରକାରୀ ଜମିକୁ…

ଅକ୍ଟୋବର ୨ରୁ ସବୁ ସରକାରୀ ସେବା ଅନ୍‌ଲାଇନ

ଭୁବନେଶ୍ୱର,୮ା୭(ବ୍ୟୁରୋ)- ରାଜଧାନୀରେ ଥିବା ବହୁମୂଲ୍ୟ ସରକାରୀ ଜମିକୁ ଜଗିବ ଭୁବନେଶ୍ୱର ଲ୍ୟାଣ୍ଡ ୟୁଜ୍‌ ଇଣ୍ଟେଲିଜେନ୍ସ ସିଷ୍ଟମ(ବ୍ଲୁଇସ) । ଏହା ଏକ ଓ୍ବେବ୍‌ ଓ ମୋବାଇଲ ଆପ ଆଧାରିତ ବ୍ୟବସ୍ଥା। ଉଚ୍ଚ ଶକ୍ତିସମ୍ପନ୍ନ ଉପଗ୍ରହ ଚିତ୍ର ମାଧ୍ୟମରେ ଭୁବନେଶ୍ୱର ଅଞ୍ଚଳରେ ଥିବା ସମସ୍ତ…

୧୫ ନେତାଙ୍କୁ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଦାୟିତ୍ୱ

ଭୁବନେଶ୍ୱର,୮ା୭(ବ୍ୟୁରୋ)-ବିଜୁ ଜନତା ଦଳର ସାଂଗଠନିକ ସ୍ତରରେ ପୁଣି ଏକ ଅଦଳ ବଦଳ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫ ଜଣ ବରିଷ୍ଠ ନେତାଙ୍କୁ ବରିଷ୍ଠ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି ଦେବା ସହିତ ବିଭିନ୍ନ ଦାୟିତ୍ୱ ବଣ୍ଟନ…

କାଠଯୋଡିରୁ ଉଦ୍ଧାର ହେଲେ ମା’ ଝିଅ

କଟକ ଅଫିସ, ୮।୭-କଟକ ତ୍ରିଶୁଳିଆ ନିକଟସ୍ଥ ସୁଭାସ ଚନ୍ଦ୍ର ବୋଷ ବ୍ରିଜ୍‌ରୁ ବୁଧବାର ଅପରାହ୍ନରେ କାଠଯୋଡ଼ି ନଦୀକୁ ଡେଇଁ ଆମତ୍ହତ୍ୟା ଉଦ୍ୟମ କରିଥିବା ୨ଜଣଙ୍କୁ ଅଗ୍ନିଶମ ବିଭାଗ କର୍ମଚାରୀ ଉଦ୍ଧାର କରିଛନ୍ତି। ନଦୀରୁ ଉଦ୍ଧାର ହୋଇଥିବା ୨ଜଣ ସମ୍ପର୍କରେ ମା’ ଓ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୦୩ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୮।୭(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୧୨୦ ଜଣ ଥିବାବେଳେ ଯାଜପୁରରୁ ୪୬, ଖୋର୍ଦ୍ଧାରୁ ୨୮, କଟକରୁ ୨୧, କେନ୍ଦୁଝରରୁ୧୬, ନୟାଗଡରୁ ୧୪ ଜଣ ରହିଛନ୍ତି। ସେହିପରି ନବରଙ୍ଗପୁରରୁ…

କାଠଯୋଡି ନଦୀକୁ ଡେଇଁଲେ ମା’ ଝିଅ

କଟକ ଅଫିସ, ୮।୭-କଟକ ତ୍ରିଶୁଳିଆ ବ୍ରିଜରୁ କାଠଯୋଡି ନଦୀକୁ ବୁଧବାର ମା ଓ ଝିଅ ଡେଇଁପଡିଛନ୍ତି। ବ୍ରିଜ ଉପରେ ଗାଡି ଥୋଇ ଉଭୟେ ନଦୀକୁ ଡେଇଁ ପଡିଥିବା ସୂଚନା ମିଳିଛି। ଖବରପାଇ ଅଗ୍ନିଶମ କର୍ମଚାରୀ, ଓଡ୍ରାଫ ଟିମ ପହଞ୍ଚି ଉଦ୍ଧାର କାର୍ଯ୍ୟ…

ରାଜ୍ୟରେ ନୂତନ ନିଯୁକ୍ତି ବନ୍ଦ ପ୍ରସଙ୍ଗରେ ଏହି ସ୍ପଷ୍ଟୀକରଣ ରଖିଲା ଅର୍ଥ ବିଭାଗ, ଜାଣନ୍ତୁ…

ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜକୋଷକୁ ଦୁର୍ବଳ କଲାଣି ମହାମାରୀ କରୋନା। ଏହାକୁ ଦୃଷ୍ଟିରେ ରଖି ଖର୍ଚ୍ଚକାଟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ। ଏଥିସହ ୨ ବର୍ଷ ଯାଏ ନୂତନ ନିଯୁକ୍ତି, ଠିକା ନିଯୁକ୍ତି ବନ୍ଦ ରହିବ ବୋଲି କୁହାଯାଇଥିଲା। ଏନେଇ ପ୍ରତିବାଦ କରାଯିବା…

ଭୁବନେଶ୍ୱରରେ ବଢ଼ୁଛି କରୋନା ସଂକ୍ରମଣ: ଚିହ୍ନଟ ହେଲେ ଆଉ ୪୬ ସଂକ୍ରମିତ; ମୋଟ ଆକ୍ରାନ୍ତ ସଂଖ୍ୟା ୫ଶହ ଟପିଲା

ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜଧାନୀରେ ବୁଧବାର ଆଉ ୪୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୨ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୨୪ ଲୋକାଲ୍‌ କେସ୍‌ ରହିଛି। ଏନେଇ ଅପରାହ୍ନରେ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ ନୂଆ…

କ୍ୟାବିନେଟ୍‌ ବୈଠକରେ ୪ ନିଷ୍ପତ୍ତି: ୮୧ କୋଟିରୁ ଅଧିକ ଗରିବଙ୍କୁ ନଭେମ୍ବର ଯାଏଁ ମାଗଣା ରାଶନ

ନୂଆଦିଲ୍ଲୀ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କ୍ୟାବିନେଟ୍‌ ବୈଠକ ୭ ଲୋକ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୪ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଇପିଏଫ୍‌, ଗରିବ କଲ୍ୟାଣ ଯୋଜନା, ଏଗ୍ରି ଇନଫ୍ରା ଫଣ୍ଡ୍‌ ଏବଂ…

କଂଗ୍ରେସକୁ ଝଟ୍‌କା: ଗାନ୍ଧୀ ପରିବାର ଟ୍ରଷ୍ଟ୍‌ର ଯାଞ୍ଚ୍‌ କରିବ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ, ୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କଂଗ୍ରେସକୁ ଏକ ଝଟ୍‌କା ଦେଇଛନ୍ତି। ଗାନ୍ଧୀ ପରିବାର ଟ୍ରଷ୍ଟ୍‌ର ଯାଞ୍ଚ୍‌ ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଯୋଜନା କରାଯାଇଛି। ଏଥି ଲାଗି ଆନ୍ତଃ ମନ୍ତ୍ରଣାଳୟ କମିଟି ଗଠନ କରାଯାଇଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ସ୍ବତନ୍ତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri